Home

ଡବ୍ଲୁଟିସି ଫାଇନାଲ୍‌ ବିଜେତା ଦଳର ପୁରସ୍କାର ଟଙ୍କା ବିରାଟ କୋହଲି ଆଇପିଏଲ୍‌ ରାଶି ଠାରୁ ବି କମ୍‌

ସାଉଥମ୍ପଟନ,୧୫।୬: ଆଇସିସି ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପୁରସ୍କାର ରାଶି ଘୋଷଣା କରିଛି। ବିଜେତାଙ୍କୁ ପ୍ରାୟ ୧୧.୭୨ କୋଟି ଟଙ୍କା ପୁରସ୍କାର ରାଶି ମିଳିବ। ଅନ୍ୟପକ୍ଷରେ ରନର୍‌ ଅପ ୫.୮୫ କୋଟି ଟଙ୍କା ପାଇବ। ସବୁଠୁ ରୋଚକ କଥା ହେଉଛି ଡବ୍ଲୁଟିସି…

ରାହୁଲ ଦ୍ରାଭିଡ ନା ବାପା, କାହା କଥା ଆଗ ମାନିବେ କ୍ରିକେଟର୍‌ ଶୁଭମନ ଗିଲ୍‌: ମିଳିଲା ରୋଚକ ଉତ୍ତର

ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ଶୁଭମାନ ଗିଲ ରାହୁଲ ଦ୍ରାବିଡଙ୍କ କୋଚିଂ ଶୈଳୀକୁ ଏକ ବଡ଼ କଥା କହିଛନ୍ତି। ରାହୁଲ ଦ୍ରାବିଡ ଅନ୍ୟ କୋଚମାନଙ୍କଠାରୁ କିପରି ଭିନ୍ନ ତାହା ଗିଲ ଖୁଲାସା କରିଛନ୍ତି। ଏକ ସାକ୍ଷାତକାରରେ ସେ ପ୍ରକାଶ କରିଛନ୍ତି ଯେ…

ମିଷ୍ଟର ଡିପେଣ୍ଡବୁଲ୍‌ ଟିମ୍‌ ଇଣ୍ଟିଆ କୋଚ୍‌: ସୂଚନା ଦେଲେ ଗାଙ୍ଗୁଲୀ…

କୋଲକାତା,୧୫।୬: ଟିମ୍‌ ଇଣ୍ଡିଆ ଶ୍ରୀଲଙ୍କା ଗସ୍ତରେ ଯିବ। ଏନେଇ ବିବିସିଆଇ ପକ୍ଷରୁ ଟିମ୍‌ ଇଣ୍ଡିଆ କୋଚ୍‌ ଭାବେ ମିଷ୍ଟର ଡିପେଣ୍ଡବୁଲ୍‌ ରାହୁଲ ଦ୍ରାବିଡ୍‌ଙ୍କୁ ନିଯୁକ୍ତ କରାଯାଇଛି। ଏ ସମ୍ପର୍କରେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲୀ ସୂଚନା ଦେଇଛନ୍ତି। ଶ୍ରୀଲଙ୍କା ଗସ୍ତକ୍ରମ ପାଇଁ…

ଏକଦା କାନ୍ଥରେ ଚିତ୍ର କରି ଶୁଣୁଥିଲେ ଗାଳି: ଏବେ ଗୁଗଲ ଦେଲା ପୁରସ୍କାର

ଓ୍ବାଶିଂଟନ୍‌,୧୫।୬: ଡୁଡଲ ଫର୍‌ ଗୁଗଲ-୨୦୨୧ ପ୍ରତିଯୋଗୀତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଆମେରିକାର ଗୁଗଲର ହୋମପେଜ୍‌ରେ ଏହି ଡୁଡଲ ପ୍ରଦର୍ଶିତ ହେବ। ଏନେଇ ଗୁଗଲର ସିଇଓ ସୁନ୍ଦର ପିଚାଇ ଘୋଷଣା କରିଛନ୍ତି। ଏହି ଡୁଡଲ ବିଷୟରେ ବ୍ଲଗ୍‌ ପୋଷ୍ଟରେ ମଧ୍ୟ କୁହାଯାଇଥିବା…

ପ୍ରଦର୍ଶନ କରିବା ଆତଙ୍କବାଦ ନୁହେଁ: ଦିଲ୍ଲୀ ହାଇକୋର୍ଟ…

ନୂଆଦିଲ୍ଲୀ,୧୫।୬: ଗଣତାନ୍ତ୍ରିକ ବ୍ୟବସ୍ଥାରେ ପ୍ରଦର୍ଶନ କରିବାକୁ ଆତଙ୍କବାଦ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଏହା ସହିତ ଦିଲ୍ଲୀ ଦଙ୍ଗାର ୩ ଜଣ ଅଭିଯୁକ୍ତଙ୍କ ଜାମିନ୍‌ ଆବେଦନ ମଞ୍ଜୁର କରିଛନ୍ତି। ପିଞ୍ଜରା ତୋଡ୍‌ର ସଦସ୍ୟ…

ରିତିକାଙ୍କ ସହ ପ୍ରଥମ ସାକ୍ଷାତବେଳେ ରୋହିତ ଶର୍ମାଙ୍କୁ ମିଳିଥିଲା ଚେତାବନୀ: ଜାଣନ୍ତୁ କିଏ ଦେଇଥିଲେ

ଭାରତୀୟ ଓପନର୍‌ ରୋହିତ ଶର୍ମା ଏବଂ ତାଙ୍କ ସ୍ତ୍ରୀ ରିତିକା ସଜଦେହ ଷ୍ଟାର୍‌ ଦମ୍ପତି ଭାବରେ ଜଣାଶୁଣା। ଯେତେବେଳେ ବି ରୋହିତ ପଡ଼ିଆରେ ଥାଆନ୍ତି, ସେତେବେଳେ ରିତିକା ଷ୍ଟାଡିୟମରେ ବିବ୍ରତ ଦେଖାଯାନ୍ତି। ରୋହିତ ଏବଂ ରିତିକା ଦୀର୍ଘ ସମୟ ଧରି ପରସ୍ପରକୁ…

ଡବ୍ଲୁଟିସି ଫାଇନାଲ୍‌ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା

ଲଣ୍ଡନ,୧୫।୬: ଜୁନ ୧୮ରୁ ଭାରତ ବିପକ୍ଷ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ୧୫ ଜଣିଆ ଦଳ ଘୋଷଣା କରିଛି। କିୱି ଚୟନକର୍ତ୍ତାଙ୍କ ଘୋଷଣା ଅନୁଯାୟୀ ନିୟମିତ ଅଧିନାୟକ କେନ ୱିଲିୟମସନ ଦଳକୁ ଫେରିଛନ୍ତି। ଅସୁସ୍ଥତା ହେତୁ ସେ…

ଭାରତ ପାଖରେ କମ୍‌ ଆଣବିକ ଅସ୍ତ୍ର: ତେବେ ବି ଚାଇନା-ପାକିସ୍ତାନକୁ କଡ଼ା ଜବାବ ଦେବାକୁ ସକ୍ଷମ…

ନୂଆଦିଲ୍ଲୀ,୧୫।୬: ଭାରତ ପାଖରେ ଚାଇନା ଏବଂ ପାକିସ୍ତାନ ତୁଳନାରେ କମ୍‌ ଆଣବିକ ଅସ୍ତ୍ର ରହିଛି। ତେବେ ବି ଭାରତ ଉଭୟ ଚାଇନା ଏବଂ ପାକିସ୍ତାନକୁ କଡ଼ା ଜବାବ୍‌ ଦେବାକୁ ସକ୍ଷମ। ସମ୍ପ୍ରତି ଚାଇନା ନିକଟରେ ୩୫୦ ଆଣବିକ ଅସ୍ତ୍ର ରହିଛି। ସେହିପରି…

କରୋନା ଭୂତାଣୁକୁ ନାଶ କରିବ ଏହି ମାସ୍କ

ପୁଣେ,୧୫।୬: କରୋନା ମହାମାରୀର ଦ୍ୱିତୀୟ ଲହର ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଇଛି। ଦ୍ୱିତୀୟ ଲହର ସମୟରେ କରୋନା ଭୂତାଣୁର ସବୁଠାରୁ ବିପଜ୍ଜନକ ଭାରିଏଣ୍ଟ ଦେଖାଦେଇଛି। ଏହି କାରଣରୁ କରୋନା ସଂକ୍ରମିତ ରୋଗୀମାନେ ନିଃଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅମ୍ଳଜାନ…

ମୃତ୍ୟୁର ୩୬ ଘଣ୍ଟା ବିତିଗଲାଣି, ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆଙ୍କ ଅନ୍ତିମ ସଂସ୍କାର କରୁନାହାନ୍ତି ପରିବାର ଲୋକେ

ଆଇଜୋଲ୍‌,୧୫।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ମିଜୋରାମର ଜିଓନା ଚାନା ଶେଷନିଃଶ୍ୱାସ ତ୍ୟାଗ କରିବାର ୩୬ ଘଣ୍ଟାରୁ ଅଧିକ ସମୟ ବିତିଯାଇଛି, କିନ୍ତୁ ତାଙ୍କ ପ୍ରିୟଜନମାନେ ତାଙ୍କ ଅନ୍ତିମ ସଂସ୍କାର କରୁନାହାନ୍ତି। କାରଣ ସେମାନେ ଦାବି କରିଛନ୍ତି ଜିଓନା ଏବେ…

ପୁଣି ଘନେଇଲା ବିପଦ, ଆସିଲା କରୋନାର ନୂଆ ରୂପ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଅଧିକ ତାଣ୍ଡବ ରଚିବା ଆଶଙ୍କା…

ନୂଆଦିଲ୍ଲୀ,୧୫।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା ପ୍ଲସ୍‌ ଚିହ୍ନଟ କରାଯାଇଛି। କରୋନା ଭୂତାଣୁ ଲଗାତାର ମ୍ୟୁଟେଶନ ଦ୍ୱାରା ନିଜର ନୂଆ ନୁଆ…

ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍‌ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍‌କୁ ପ୍ରଭାବହୀନ କରିବ ଭାକ୍ସିନ୍‌…

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍‌ ତଳମୁହାଁ ହେବାରେ ଲାଗିଛି। ଗତ ୭୫ ଦିନ ପରେ ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?