Home

ଆଜି ରାଜ୍ୟରୁ ୧୦୬୩୫ କରୋନା ଆକ୍ରାନ୍ତ ଚିହ୍ନଟ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୧୦୬୩୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୩୪,୮୪୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…

ଚୂନ ଖଣିରେ ବିସ୍ଫୋରଣ: ୧୦ ମୃତ

କଡ଼ାପା, ୯।୫: ଆନ୍ଧ୍ରପ୍ରଦେଶର କଡାପାରେ ଥିବା ଏକ ଚୂନପଥର ଖଣିରେ ଶନିବାର ସକାଳେ ବିସ୍ଫୋରଣ ଘଟି ୧୦ ଶ୍ରମିକ ପ୍ରାଣ ହରାଇଛନ୍ତି। କଳସପାଡୁ ବ୍ଲକ୍‌ର ମାମିଲାପାଲେ ଗ୍ରାମରେ ଥିବା ଉକ୍ତ ଖଣିରେ ବିସ୍ଫୋରଣ ସମୟରେ ୪୦ ଶ୍ରମିକ କାର୍ଯ୍ୟରତ ଥିଲେ। ଶ୍ରମିକମାନଙ୍କ…

କୁମ୍ଭମେଳା ପାଇଁ ବଳିପଡ଼ିଥିଲେ ରାଓ୍ବତ

ଡେରାଡୁନ୍‌, ୯ା୫: ଭାରତରେ କରୋନା ବିସ୍ଫୋରଣର ଅନ୍ୟତମ ପ୍ରମୁଖ କାରଣ ପାଲଟିଥିବା କୁମ୍ଭମେଳା ନେଇଥିଲା ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଓ୍ବତଙ୍କ ପଦ। କୋଭିଡ୍‌ କଟକଣା ମଧ୍ୟରେ ହରିଦ୍ୱାରଠାରେ ପ୍ରତୀକାତ୍ମକ ଭାବେ କୁମ୍ଭମେଳା ଆୟୋଜନ କରିବା ନିଷ୍ପତ୍ତି ଭାଜପା ନେତା…

୮୬୦ କୋଟି ଟଙ୍କାର ହେରୋଇନ୍‌ ଜବତ

ନୂଆଦିଲ୍ଲୀ, ୯।୫: ଦିଲ୍ଲୀ ପୋଲିସ ଶନିବାର ଆଫଗାନ ଦମ୍ପତିଙ୍କଠାରୁ ୧୨୫ କିଲୋଗ୍ରାମ ହେରୋଇନ୍‌ ଜବତ କରିଛି, ଯାହାର ଆନୁମାନିକ ମୂଲ୍ୟ ୮୬୦ କୋଟି ଟଙ୍କା ହେବ। ଏହି ଦମ୍ପତି ଓ୍ବାଜିରାବାଦର ଏକ ଭଡ଼ାଘରେ ରହୁଥିଲେ। ସେମାନଙ୍କୁ ଗିରଫ କରାଯାଇଛି। ଏତେ ପରିମାଣରେ…

କାବୁଲ ସ୍କୁଲ ନିକଟରେ ବିସ୍ଫୋରଣ: ୨୫ ମୃତ

କାବୁଲ, ୯।୫: ଆଫଗାନିସ୍ତାନ ରାଜଧାନୀ କାବୁଲର ଏକ ମାଧ୍ୟମିକ ସ୍କୁଲ୍‌ ନିକଟରେ ଶନିବାର ବିସ୍ଫୋରଣ ଘଟିଛି। ଏଥିରେ ୨୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୫୨ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଅଧିକାଂଶ ଛାତ୍ରୀ। ସ୍କୁଲ୍‌ ଛୁଟି ପରେ…

ଘନଉଛି ଶିଶୁ ଅପପୁଷ୍ଟି ସଙ୍କଟ

ନୂଆଦିଲ୍ଲୀ, ୯ା୫(ଆଇଏଏନ୍‌ଏସ୍‌) : କରୋନାର ଘାତକ ଦ୍ୱିତୀୟ ଲହର ଆଗକୁ ଭାରତ ପାଇଁ ଆହୁରି ମାରାତ୍ମକ ସ୍ଥିତି ସୃଷ୍ଟି କରିବ। ବିଶେଷକରି ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପାଇଁ ଗମ୍ଭୀର ସ୍ବାସ୍ଥ୍ୟ ସଙ୍କଟ ଦେଖାଦେବ। ସମ୍ପ୍ରତି ଭାରତରେ ଉକ୍ତ ବୟସ…

ନିଦରୁ ଉଠ, ସତ କୁହ

ନୂଆଦିଲ୍ଲୀ,୯ା୫: ଦେଶର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହୋଇ ପ୍ରାଣ ହରାଉଥିବା କରୋନା ରୋଗୀଙ୍କ ସଂଖ୍ୟା ଲୁଚାଯାଉଛି। ବିଶେଷକରି ଭାଜପା ଶାସିତ ରାଜ୍ୟଗୁଡ଼ିକରେ କୋଭିଡ୍‌-୧୯ ଆକ୍ରାନ୍ତ ଆଖି ବୁଜିଲେ ସେମାନଙ୍କ ପ୍ରକୃତ ସଂଖ୍ୟା ସରକାର ସାମ୍ନାକୁ ଆଣିବାକୁ କୁଣ୍ଠାବୋଧ କରୁଥିବା ନଜରକୁ ଆସିଛି।…

ଆଜି ବିଶ୍ୱ ମାତୃ ଦିବସ: ମା’ ଶବ୍ଦର ବିକଳ୍ପ ନାହିଁ

ଆଜି ହେଉଛି ବିଶ୍ୱ ମାତୃ ଦିବସ। ଏହା ପ୍ରତିବର୍ଷ ମେ’ ମାସର ଦ୍ୱିତୀୟ ରବିବାରରେ ପଡ଼େ। ତେଣୁ ଏହାର କୌଣସି ନିର୍ଦ୍ଦିଷ୍ଟ ତାରିଖ ନାହିଁ। ଏହି ଦୃଷ୍ଟିରୁ ଚଳିତବର୍ଷ ଏହା ୯ ତାରିଖ ଅର୍ଥାତ୍‌ ରବିବାର ପାଳନ କରାଯାଉଛି। ମା’ ଶବ୍ଦର…

ଏକ୍ସ ବୟଫ୍ରେଣ୍ଡଙ୍କ ଏହି କାର୍ଯ୍ୟରେ ଦୁଃଖିତ ହୋଇଥିଲେ ଆଲିଆ, କହିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଅନ୍‌ସ୍କ୍ରିନ୍‌ ସହିତ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ତାଙ୍କର କୌଣସି ସମ୍ପର୍କ ହେଉ କିମ୍ବା ବ୍ରେକ୍‌ଅପ୍‌ ସବୁକଥା ଖୋଲାଖୋଲି ଭାବରେ ପ୍ରକାଶ କରିଥାନ୍ତି। ଆଲିଆ କିଛି ସମୟ ପୂର୍ବରୁ…

ଓଡ଼ିଶା ଆସିଲା ଆଉ ୧ ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା

ଭୁବନେଶ୍ୱର,୮।୫(ବ୍ୟୁରୋ): ଆମ ରାଜ୍ୟରେ ଶନିବାର ଆଉ ୧ ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା ପହଞ୍ଚିଛି। ରାଜ୍ୟ ସରକାରଙ୍କ ଦ୍ବାରା କିଣାଯାଇଥିବା ଏହି କୋଭିଶିଲ୍ଡ ଟିକା ଏକ ସ୍ବତନ୍ତ୍ର କାର୍ଗୋ ବିମାନ ଯୋଗେ ଆଜି ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଥିବା ଅତିରିକ୍ତ ମୁଖ୍ୟ ଶାସନ…

୫ ଜିଲାରେ କୁଆପଥର ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୮।୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲାରେ ବଜ୍ରପାତ ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିସହିତ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ପବନର ବେଗ…

ଶାଗ ତୋଳିବାକୁ ଯାଇଥିବା ବେଳେ ଆଈ, ନାତୁଣୀଙ୍କୁ ଦଳିଦେଲା ଦନ୍ତା

ବିଶୋଇ,୮।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବିଶୋଇ ବଣ୍ୟପ୍ରାଣୀ ରେଞ୍ଜ ଅନ୍ତର୍ଗତ ସ୍ଥାନୀୟ ଟୁଙ୍ଗୁରୁ ସଂରକ୍ଷିତ ଜଙ୍ଗଲରେ ଶନିବାର ଏକ ଦନ୍ତା ହାତୀ ଆକ୍ରମଣରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତକ ଦ୍ୱୟ ହେଲେ ବିଶୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri