୪ ମାସ ପରେ ସମାନ ସ୍ଥିତିରେ କରୋନା
ନୂଆଦିଲ୍ଲୀ,୨୦।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ୯୫୩ରେ ପହଞ୍ଚିଥିବାବେଳେ ଏହି ସମୟ…
ଶତାବ୍ଦି ଏକ୍ସପ୍ରେସ୍ ପାର୍ସଲ ବଗିରେ ନିଆଁ
ନୂଆଦିଲ୍ଲୀ,୨୦।୩: ଦିଲ୍ଲୀରୁ ଲକ୍ଷ୍ନୌ ଯାଉଥିବା ଶତାବ୍ଦି ଏକ୍ସପ୍ରେସରକ ପାର୍ସଲ ବଗି ଜଳି ଯାଇଛି। ଗାଜିଆବାଦ ରେଳ ଷ୍ଟେଶନରେ ଛିଡ଼ା ହୋଇଥିବା ବେଳେ ଟ୍ରେନ୍ର ପାର୍ସଲ ବଗି ହଠାତ୍ ଜଳିବା ଆରମ୍ଭ କରିଥିଲା। ବଗିରେ ନିଆଁ ଲାଗିବା ଦେଖି ଯାତ୍ରୀମାନେ ଭୟରେ ଦୌଡ଼ାଦୌଡ଼ି…
୧୦୦ ସରକାରୀ ଅଫିସରେ ସିବିଆଇ ଚଢ଼ାଉ
ନୂଆଦିଲ୍ଲୀ,୨୦।୩: ସିବିଆଇ ଶୁକ୍ରବାର ୧୫ ରାଜ୍ୟରେ ଥିବା ପାଖାପାଖି କେନ୍ଦ୍ର ସରକାରୀ କାର୍ଯ୍ୟାଳୟରେ ଅଚାନକ ଚଢ଼ାଉ କରିଛି। ଏହିସବୁ ଅଫିସ୍ରେ ଦୁର୍ନୀତି ସମ୍ଭାବନା ରହିଥିବା ଜଣେ ଅଧିକାରୀ କହିଛନ୍ତି। ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ତାମିଲନାଡୁ, ଦିଲ୍ଲୀ ସମେତ ଅନ୍ୟ ରାଜ୍ୟରେ ଥିବା ରେଲ୍ଓ୍ବେ,…
୧୦ ବର୍ଷ ଗୃହଯୁଦ୍ଧ
ବିରୁଟ/ଡାମାସ୍କସ୍/ଇଦ୍ଲିବ,୨୦ା୩: ଏକ ଦଶନ୍ଧି ତଳେ ସିରିଆ ରାଷ୍ଟ୍ରପତି ବଶର ଅଲ୍-ଅସାଦ୍ଙ୍କ ବିରୋଧରେ ଆରମ୍ଭ ହୋଇଥିବା ଶାନ୍ତିପୂର୍ଣ୍ଣ ବିକ୍ଷୋଭ କେତେବେଳେ ଆନ୍ଦୋଳନର ରୂପ ନେଇ କ୍ରମଶଃ ଏକ ବୃହତ୍ ଗୃହଯୁଦ୍ଧ ପାଲଟିଗଲା କେହି ଜାଣିପାରିଲେ ନାହିଁ। ସିରିଆ ସଂଘର୍ଷରେ ଅଦ୍ୟାବଧି ୩,୮୦,୦୦୦ରୁ ଊର୍ଦ୍ଧ୍ୱ…
ଭୂତାଣୁ ପୁଣି ଉପରମୁହଁ।
ନୂଆଦିଲ୍ଲୀ/ ମୁମ୍ବାଇ/ ଅମୃତସର,୨୦।୩: ନୂଆ ଧାରାରେ ଭିନ୍ନ ଅବତାର ନେଇ ଫେରିଛି କରୋନାର ଆଉ ଏକ ପ୍ରବାହ । ମହାମାରୀର ଲେଉଟାଣିକୁ ରୋକିବା ପାଇଁ ପୂର୍ବଭଳି ଲକ୍ଡାଉନ୍ ବା ଶଟ୍ଡାଉନ୍ ଜାରି କଲେ ଏଥିରୁ ଦେଶକୁ ଫାଇଦା ମିଳିବ ନାହିଁ ବୋଲି…
କେନ୍ଦ୍ରକୁ ମିଳିବ ଖଣି ନିଲାମ କ୍ଷମତା
ନୂଆଦିଲ୍ଲୀ,୨୦।୩: ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ସଂଶୋଧନ ବିଲ୍, ୨୦୨୧ ଶୁକ୍ରବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ଏହା ଆଇନରେ ପରିଣତ ହେଲେ ଖଣି ନିଲାମ ପାଇଁ ତଥା ଜିଲା ଖଣିଜ ପାଣ୍ଠି (ଡିଏମ୍ଏଫ୍)ର ବିନିଯୋଗ ନିମନ୍ତେ ନିର୍ଦ୍ଦେଶ…
ଜାତୀୟ ଏକାଡେମୀ ମହିଳା ହକି: ତାମିଲନାଡୁକୁ ୪୨-୦ରେ ହରାଇଲା ମଧ୍ୟପ୍ରଦେଶ
ଭୁବନେଶ୍ୱର, ୨୦।୩(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ସର୍ବପ୍ରଥମ ହକି ଇଣ୍ଡିଆ ଜାତୀୟ ଏକାଡେମୀ ମହିଳା ହକି ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ସବ୍ଜୁନିୟର ବିଭାଗର ଏକ ମ୍ୟାଚରେ ମଧ୍ୟପ୍ରଦେଶ ହକି ଏକାଡେମୀ ଗୋଲ ବର୍ଷା କରି ୪୨-୦ରେ ତାମିଲନାଡୁ ହକି…
ପୋଲିସ-ଜନତା ଦୂରତ୍ୱ କମିବ
ଅନୁଗୋଳ ଅଫିସ, ୨୦।୩ କଟକ-ଭୁବନେଶ୍ୱର ପରି ଏଣିକି ଅନୁଗୋଳ ଜିଲା ସଦର ମହକୁମାରେ ମିଳିବ ତ୍ୱରିତ ପୋଲିସ ସେବା। କୌଣସି ଅସୁବିଧାଜନକ ସ୍ଥିତିରେ କେହି ୧୧୨କୁ ଡାଏଲ କରିବା ମାତ୍ରେ ଜିପିଏସ୍ ପଦ୍ଧତିରେ ଠିକଣା ଠାବ କରି ପୋଲିସ ପହଞ୍ଚିବା ସହ…
ଏ ବର୍ଷ ବି ହୋଲି ଖେଳ ଉପରେ କଟକଣା
ଭୁବନେଶ୍ୱର,୧୯।୩: ଗତ ଥର ଭଳି ଏ ବର୍ଷ ମଧ୍ୟ ସର୍ବସାଧାରଣ ସ୍ଥାନରେ ହୋଲି ଖେଳିବା ଉପରେ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସି)। ଘରେ ରହି ପରିବାର ସହ ହୋଲି…
ଦିନକରେ ୪୦ ହଜାର ନୂଆ ଆକ୍ରାନ୍ତ
ନୂଆଦିଲ୍ଲୀ,୧୯।୩: ଦେଶରେ ପୁଣି ଥରେ କାୟା ବଢ଼ାଉଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯,୭୨୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ବର୍ଷ ନଭେମ୍ବର ୨୯ ପରେ ଏହା ସର୍ବାଧିକ। ଏହାକୁ ମିଶାଇ ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା…
ପୁଣି ଏକାଠି ହେବେ ବିଗ୍ବି-ଦୀପିକା
ବମ୍ବେ: ପୁଣି ଥରେ ଏକାଠି ଆସିବେ ବିଗ୍ବି ଅମିତାଭ ବଚ୍ଚନ ଏବଂ ଚୁଲବୁଲି ଦୀପିକା ପାଦୁକୋନ। ଚଳଚ୍ଚିତ୍ର ‘ପିଙ୍କ’ ପରେ ଏହି ଯୋଡିକୁ ‘ଦ ଇନ୍ଟର୍ନ’ ଫିଲ୍ମରେ ଦେଖିବାକୁ ମିଳିବ। ସମାନ ନାମର ହଲିଉଡ ଫିଲ୍ମର ଏହା ହେଉଛି ହିନ୍ଦି ରିମେକ୍।…
ମାର୍ଚ୍ଚ ୩୧ ଯାଏ ସ୍କୁଲ-କଲେଜ ବନ୍ଦ
ଚଣ୍ଡିଗଡ଼,୧୯।୩: ପୁଣି ଥରେ ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ। ଦେଶର ୬ଟି ରାଜ୍ୟରେ ଦ୍ରୁତଗତିରେ ମାମଲା ବଢ଼ୁଥିବା ନଜର ଆସୁଥିବା ବେଳେ ସେଥିରେ ପଞ୍ଜାବ ରହିଛି। ବିଶେଷକରି ଚଣ୍ଡିଗଡ଼ରେ ବଢ଼ୁଥିବା ସଂକ୍ରମଣ ସମସ୍ତଙ୍କୁ ଭୟଭୀତ କରାଇବା ଆରମ୍ଭ କଲାଣି। ଏହାକୁ ଦୃଷ୍ଟିରେ…
Archives


