ମୋଦିଙ୍କ ମୁହଁ ଦେଖିବାକୁ ଚାହୁଁନାହିଁ: ମମତା ବାନାର୍ଜୀ
କୋଲକାତା,୧୯।୩: ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାାୟ ନିର୍ବାଚନ ପାଇଁ ତାରିଖ ଯେତିକି ପାଖେଇ ଆସୁଛି, ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ବାକ୍ବିତଣ୍ଡା ବଢ଼ିବାରେ ଲାଗିଛି। ଶୁକ୍ରବାର ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନୀ ସଭାରେ କଟାକ୍ଷ କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଭାଜପାଠାରୁ ଦୂରରେ…
ପୃଥକ ୨ ଲୁଟ୍ ଘଟଣାର ପର୍ଦ୍ଦାଫାଶ: ଅଭିଯୁକ୍ତ ଗିରଫ, ଗହଣା ଜବତ
କୋରାପୁଟ,୧୯।୩(ସ୍ବ.ପ୍ର.): କୋରାପୁଟ ଟାଉନ ଥାନା ପୋଲିସ ପୃଥକ ଦୁଇଟି ଲୁଟ୍ ଘଟଣାର ପର୍ଦ୍ଦାଫାଶ କରିଛି। ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ ପରେ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ଦୁଇ ପୃଥକ ଲୁଟ୍ ଘଟଣାର…
ଏଥର ବିଶ୍ୱକପ୍ ଟିମ୍ରେ ସ୍ଥାନ ପକ୍କା! ୬ ଫୁଟ ୨ ଇଞ୍ଚର ଏହି ଭାରତୀୟ ପେସର୍ଙ୍କୁ ନେଇ ବଢ଼ୁଛି ଚର୍ଚ୍ଚା
ନୂଆଦିଲ୍ଲୀ,୧୯।୩: ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ପାଇଁ ଶୁକ୍ରବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ସ୍ଥାନ ପାଇଛନ୍ତି ୨୫ ବର୍ଷୀୟ ତଥା ୬ ଫୁଟ ୨ ଇଞ୍ଚ ଉଚ୍ଚତାର ଦ୍ରୁତ ବୋଲର ପ୍ରସିଦ୍ଧ କୃଷ୍ଣା। କର୍ନାଟକ ପ୍ରିମିୟର ଲିଗ୍ରେ ଦମ୍…
କ’ଣ ଏହି ‘ସଫ୍ଟ ସିଗ୍ନାଲ’? ଯାହାକୁ ନେଇ ଏବେ କ୍ରିକେଟଜଗତରେ ଦେଖାଦେଇଛି ନୂଆ ବିବାଦ
ନୂଆଦିଲ୍ଲୀ,୧୯।୩: ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଚତୁର୍ଥ ଟି୨୦ ମୁକାବିଲା ପରଠାରୁ ଚର୍ଚ୍ଚାରେ ‘ସଫ୍ଟ ସିଗ୍ନାଲ’। ଏହା କ’ଣ ଏବଂ ଏପରି କ’ଣ ଘଟିଲା ଯେ ପଡ଼ିଆରେ ଅଧିନାୟକ କୋହଲି ରାଗି ଯାଇ କଟୁ ମନ୍ତବ୍ୟ ଦେଇଥିଲେ ସେ ନେଇ ବିତର୍କ ଲାଗିରହିଛି।…
ଫିଲ୍ମରେ ସଫଳତା ପାଇଁ ଏପରି କଲେ ଅଭିଷେକ
ଅଭିନେତା ଅଭିଷେକ ବଚ୍ଚନ ବଲିଉଡ୍ରେ ଅନେକ ଫିଲ୍ମରେ କାମ କରିସାରିଛନ୍ତି। ହିଟ୍ ସାଙ୍ଗକୁ ଅନେକ ଫ୍ଲପ୍ ଫିଲ୍ମରେ ମଧ୍ୟ ସେ କାମ କରିଛନ୍ତି। ସଫଳତା ପାଇଁ କେବଳ କଠିନ ପରିଶ୍ରମ ଜରୁରୀ ହୋଇ ନ ଥାଏ। ଏଥିପାଇଁ ଭାଗ୍ୟ ମଧ୍ୟ ସାଥ୍…
ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଟିମ୍ ଘୋଷଣା: ୨ ନୂଆ ମୁହଁଙ୍କୁ ସୁଯୋଗ, ଜାଡେଜା-ଶାମି ଗାଏବ
ନୂଆଦିଲ୍ଲୀ,୧୯।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଶୁକ୍ରବାର ଇଂଲଣ୍ଡ ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଦଳ ଘୋଷଣା କରିଛି। ମାର୍ଚ୍ଚ ୨୩ରେ ସିରିଜର ପ୍ରଥମ ମ୍ୟାଚ୍ ଖେଳାଯିବାକୁ ଥିବା ବେଳେ ଦଳରେ ଅନେକ ନୂଆମୁଁହ ଦେଖିବାକୁ ମିଳିଛି।…
ବିବାହ ପରେ ସାମ୍ନାକୁ ଆସିଲା ସ୍ତ୍ରୀଙ୍କ ସହ ବୁମରାଙ୍କର ପ୍ରଥମ ଫଟୋ: ହାତରେ ହାତ ଛନ୍ଦି…
ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଜସପ୍ରିତ ବୁମରା ଏବଂ ଟିଭି ଆଙ୍କର ସଞ୍ଜନା ଗଣେଶ ଗତ ୧୫ ତାରିଖରେ ବିବାହ କରିଥିଲେ। ଗୋଆର ଏକ ବ୍ୟକ୍ତିଗତ ସମାରୋହରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଥିଲା। ବୁମରାଙ୍କ ଜଣେ ବନ୍ଧୁ ଏହି ବିବାହ…
ଅଧ୍ୟୟନ ପରୀକ୍ଷା କୈନ୍ଦ୍ରିିକ ନ ହେଉ
ହାତଗଣତି ଶିକ୍ଷକ ନିଆରା ତଥା ଅଭିନବ ଚିନ୍ତାଧାରା ନେଇ ଆଗେଇ ଆସିଲେ ଶିକ୍ଷା ବ୍ୟବସ୍ଥାରେ ବିପ୍ଳବ ଆସିପାରେ। ଏ କ୍ଷେତ୍ରରେ ବିଶ୍ୱଜିତ ପଟ୍ଟନାୟକ ଏକ ଉଲ୍ଲେଖନୀୟ ନାମ। ଆଇଆଇଏମ୍ର ଗୁରୁଗମ୍ଭୀର ଶ୍ରେଣୀକକ୍ଷ ଏବଂ କର୍ପୋରେଟ ବୋର୍ଡ ରୁମ୍ଗୁଡ଼ିକରେ ‘ଲଗାନ୍’ ଭଳି ବ୍ୟବସାୟିକ…
ଚାହିଦା ବଢ଼ାଇବ ସ୍କ୍ରାପେଜ୍ ପଲିସି
ସଫଳତାର ଅର୍ଥ ବ୍ୟକ୍ତିଠୁ ବ୍ୟକ୍ତି ଭିନ୍ନ ହୋଇଥାଏ। ଏହା ରାତାରାତି ଆସେ ନାହିଁ। ଏଥିପାଇଁ ସ୍ବପ୍ନ ଲୋଡ଼ା, ଯାହା ରାତିରେ ଶୋଇବାକୁ ଦେବ ନାହିଁ। ଏକ ସ୍ପଷ୍ଟ ଦୃଷ୍ଟିଭଙ୍ଗୀ ଉପରେ ଧ୍ୟାନ ଦେବାକୁ ହେବ। ଥକି ପଡ଼ିଲେ ବି କଠିନ ପରିଶ୍ରମ…
ଶିକ୍ଷା ହିଁ ସମାଜର ମେରୁଦଣ୍ଡ
ଜୀବନରେ ଶିକ୍ଷାର ଭୂମିକାକୁ କିଭଳି ଦେଖୁଛନ୍ତି? ଶିକ୍ଷା ସମସ୍ତଙ୍କ ପାଇଁ ସବୁକିଛି କହିଲେ ଅତ୍ୟୁକ୍ତି ହେବନି। ବ୍ୟକ୍ତି ପାଇଁ ଶିକ୍ଷାର ଭୂମିକା ଏତେ ଗୁରୁତ୍ୱପୂର୍ଣ୍ଣ ଯେ ତାକୁ କଥାରେ ବର୍ଣ୍ଣନା କରାଯାଇ ନ ପାରେ। ଜଣେ ଶିଶୁ ଲାଗି ଶିକ୍ଷା ତୃତୀୟ…
ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି: ପାଓ୍ବାରଙ୍କୁ ଭେଟିଲେ ଅନିଲ ଦେଶମୁଖ
ନୂଆଦିଲ୍ଲୀ,୧୯।୩: ଆଣ୍ଟିଲିଆ ମାମଲା ପରେ ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାର ଏବଂ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ମଧ୍ୟରେ ଦିଲ୍ଲୀରେ ଏକ ବୈଠକ ହୋଇଛି। ଶରଦ ପାୱାରଙ୍କୁ ଭେଟିବା ପରେ ଅନିଲ…
ଟାଇଟ୍ ଡ୍ରେସ୍ ପିନ୍ଧି ଅଭିନେତ୍ରୀଙ୍କ ହେଲା ଏମିତି ଅବସ୍ଥା, ଭାଇରାଲ ହେଉଛି ଫଟୋ
ଫ୍ୟାଶନ ସେନ୍ସ ଭଲ ହେବା ଠିକ୍। କିନ୍ତୁ ଏହି ଫ୍ୟାଶନ ବେଳେ ବେଳେ ଲୋକଙ୍କୁ ଅପମାନିତ କରାଇବା ଏପରିକି ଡାକ୍ତରଖାନା ଯିବା ପର୍ଯ୍ୟନ୍ତ ମଧ୍ୟ କଥା ଯାଇଥାଏ। ତେଣୁ ଜଣେ ଡ୍ରେସ୍ ପିନ୍ଧିବା ପୂର୍ବରୁ ଦୁଇଥର ଭାବିବା ଦରକାର। ନିଜ ଚେହେରାଠାରୁ…
Archives


