ଏଲିଜାବେଥ୍ଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ଭାରତୀୟ ବଂଶୋଦ୍ଭବ
ଲଣ୍ଡନ, ୧୩ା୬: କରୋନା ମୁକାବିଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ଭାରତୀୟ ବଂଶୋଦ୍ଭବ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ନାଁ ବ୍ରିଟେନ ମହାରାଣୀ ଏଲିଜାବେଥ୍ ୨ୟଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ସାମିଲ ହୋଇଛି। ମହାମାରୀବେଳେ ବ୍ୟକ୍ତିବିଶେଷଙ୍କ ଅସାଧାରଣ ପ୍ରୟାସ ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି। କରୋନା…
ମୃତ୍ୟୁସଂଖ୍ୟା ଲୁଚାଇଛି ଏମ୍ପି
ଭୋପାଳ, ୧୩ା୬: ଦେଶରେ କରୋନାଜନିତ ମୃତ୍ୟୁ ତଥ୍ୟ ଲୁଚାଯିବା ଆଉ ନୂଆ କଥା ହୋଇ ନାହିଁ। ବିଭିନ୍ନ ରାଜ୍ୟ ସରକାର ପ୍ରକୃତ ସଂଖ୍ୟା ପ୍ରକାଶ କରୁ ନାହାନ୍ତି। ପାଟନା ହାଇକୋର୍ଟଙ୍କ ହସ୍ତକ୍ଷେପ ପରେ ସମୀକ୍ଷା ହେବାରୁ ବିହାରର ନୀତୀଶ କୁମାରଙ୍କ ସରକାର…
କାଳ କୋଠରିରେ ବ୍ୟୁଟି କୁଇନ୍
ମେକ୍ସିକୋ ସିଟି,୧୩ା୬: ସରକାରଙ୍କ ପକ୍ଷରୁ ଅଣାଯାଇଥିବା ଅଭିଯୋଗ ସତ କି? ତୁମେ ଡ୍ରଗ୍ସ କିଙ୍ଗ୍ଙ୍କୁ ଜେଲରୁ ଫେରାର ହେବାରେ ସାହାଯ୍ୟ କରିଥିଲ କି ବୋଲି ଫେଡେରାଲ କୋର୍ଟରେ ବିଚାରପତି ପ୍ରଶ୍ନ କରିଥିଲେ। ଜେଲର ଗ୍ରୀନ୍ ୟୁନିଫର୍ମ ପିନ୍ଧି କାଠଗଡ଼ାରେ ଛିଡ଼ା ହୋଇଥିବା…
ମେଘାଙ୍କୁ ପୁଲିଜର
ନୂଆଦିଲ୍ଲୀ, ୧୩।୬: ଚାଇନା ସରକାର ଉଇଗର ମୁସଲମାନମାନଙ୍କୁ ଗଣ ଅଟକ ରଖିବା ଘଟଣାର ରହସ୍ୟ ଉନ୍ମୋଚନ କରିଥିବା ଭାରତୀୟ ବଂଶୋଦ୍ଭବ ଖବରଦାତା ମେଘା ରାଜଗୋପାଲନ୍ଙ୍କୁ ମର୍ଯ୍ୟାଦାଜନକ ପୁଲିଜର ପୁରସ୍କାର ମିଳିଛି। ବଜ୍ଫିଡ୍ ନ୍ୟୁଜ୍ରେ କାମ କରୁଥିବା ରାଜଗୋପାଲନ୍ଙ୍କ ସମେତ ଅନ୍ୟ ଭାରତୀୟ…
ଏହି ମୁସ୍ଲିମ୍ ଦେଶରେ ରହିଛି ଭଗବାନ ବିଷ୍ଣୁଙ୍କ ସୁଉଚ୍ଚ ପ୍ରତିମୂର୍ତ୍ତି
ହିନ୍ଦୁଧର୍ମରେ ଭଗବାନ ବିଷ୍ଣୁଙ୍କୁ ପୃଥିବୀର ପାଳନକର୍ତ୍ତା ଭାବେ ବିବେଚନା କରାଯାଏ। ଯଦିଓ ଭାରତର ପ୍ରତ୍ୟେକ କୋଣ ଅନୁକୋଣରେ ଭଗବାନ ବିଷ୍ଣୁଙ୍କ ମନ୍ଦିର ରହିଛି ତଥାପି ବିଦେଶରେ ରହିଥିବା ଭଗବାନ ବିଷ୍ଣୁଙ୍କ ମନ୍ଦିର ସବୁଠୁ ଉଚ୍ଚ। ତାହା ପୁଣି ଏକ ମୁସ୍ଲିମ୍ ଦେଶରେ।…
ବିନା ଭକ୍ତରେ ହେବ ସ୍ନାନ ଯାତ୍ରା
ପୁରୀ ଅଫିସ,୧୨ା୬: ଚଳିତମାସ ୨୪ ତାରିଖରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ । ତେବେ କରୋନା କଟକଣା ଭିତରେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ମହାପ୍ରଭୁ ସ୍ନାନ କରିବେ। ପୁରୀ ଜିଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ…
ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ
କଟକ ଅଫିସ,୧୨।୬: ଝାରପଡ଼ା ଜେଲ୍ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ଶନିବାର ସେ ଜେଲରୁ ବାହାରିଛନ୍ତି। ତେବେ ଜେଲରୁ ବାହାରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସେ କୌଣସି ପ୍ରତିକ୍ରିୟା…
ଭାରତ- ଇଣ୍ଟରନେଟ୍ କମ୍ପାନୀ ସହ କାମ କରିବାକୁ ଚାହୁଁଛି ଆମେରିକା
ଓ୍ବାଶିଂଟନ,୧୨ା୬: ଆମେରିକାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ଜୋ -ବାଇଡେନ ପ୍ରଶାସନ ଭୁଲ ତଥ୍ୟର ପ୍ରସାରକୁ ମୁକାବିଲା କରିବା ଏବଂ ଅଭିବ୍ୟକ୍ତିର ସ୍ବାଧୀନତାକୁ ସମ୍ମାନ ଦେବା ପାଇଁ ଭାରତ ସରକାର ଏବଂ ଇଣ୍ଟର୍ନେଟ କମ୍ପାନୀ ସହ କାର୍ଯ୍ୟ କରିବାକୁ ଚାହୁଁଛନ୍ତି।…
ତେଲେଙ୍ଗାନାରେ ଭାଜପାର ମିଶନ ଜାରି! ଇସ୍ତଫା ଦେଲେ ଟିଆର୍ଏସ୍ ବିଧାୟକ
ହାଇଦ୍ରାବାଦ,୧୨।୬: ତେଲେଙ୍ଗାନା ରାଷ୍ଟ୍ର ସମିତିର ବରିଷ୍ଠ ନେତା ତଥା ତେଲେଙ୍ଗାନାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଇ. ରାଜେନ୍ଦ୍ର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। କିଛି ଦିନ ପୂର୍ବରୁ ସେ ଦଳର ସଦସ୍ୟତାରୁ ମଧ୍ୟ ଇସ୍ତଫା ଦେଇଥିଲେ। ହୁଜୁରାବାଦ ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା ରାଜେନ୍ଦ୍ର…
ବୋଲ୍ଡ ଫଟୋ ଶେୟାର କରି ଚର୍ଚ୍ଚାରେ ଏହି ଅଭିନେତ୍ରୀ
ମୁମ୍ବାଇ: ପ୍ରସିଦ୍ଧ ଟେଲି ଅଭିନେତ୍ରୀ ତଥା ‘ଉତ୍ରନ’ ଫେମ୍ ଟିନା ଦତ୍ତ ତାଙ୍କ ବୋଲ୍ଡ ଫଟୋ ଏବଂ ଭିଡିଓ ଯୋଗୁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଟିନା ପ୍ରତିଦିନ ପ୍ରଶଂସକଙ୍କ ସହ ଯୋଡ଼ି ହୋଇ ରହିବାକୁ ସେକ୍ସି ଏବଂ ହଟ୍ ଫଟୋ ଶେୟାର…
ପାକିସ୍ତାନର ଏହି ପୂର୍ବ ଅଲରାଉଣ୍ଡର କହିଲେ,‘ବ୍ୟସ୍ତ ଥିବା ସତ୍ତ୍ୱେ ମୋ ବିବାହରେ ଯୋଗ ଦେଇଥିଲେ ଗାଙ୍ଗୁଲି…
ନୂଆଦିଲ୍ଲୀ,୧୨।୬: ସୌରଭ ଗାଙ୍ଗୁଲି ଜଣେ ନମ୍ର ବ୍ୟକ୍ତି। ବ୍ୟସ୍ତବହୁଳ ଜୀବନଶୈଳୀ ସତ୍ତ୍ୱେ ବିବାହରେ ଯୋଗ ଦେଇଥିଲେ । ହେଲେ ଅନେକ ପ୍ରଶଂସକ ଏ ବିଷୟରେ ଜାଣିଥିବେ ବୋଲି ମୁଁ ଭାବୁନାହିଁ ବୋଲି କହିଛନ୍ତି ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ୟାସିର ଆରାଫାଟ। ଏକ…
ସୁଶାନ୍ତ ସିଂ ରାଜପୁତଙ୍କୁ ପ୍ରଥମେ ଏମିତି ମିଳିଥିଲା ଅଭିନୟର ସୁଯୋଗ
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ୧୪ ଜୁନ୍ ୨୦୨୦ରେ ନିଜ ବାନ୍ଦ୍ରା ଫ୍ଲାଟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। ଯାହା ପରେ ସୁଶାନ୍ତ ହେଡ୍ଲାଇନ ଖବର ପାଲଟି ଯାଇଥିଲେ। ବଲିଉଡ୍ର ଅନେକ ଫିଲ୍ମରେ ଅଭିନୟ କରିଥିବା ଏହି ଅଭିନେତା…

