Home

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର ସୀମା ମଧ୍ୟରେ ଦର୍ଶାଯାଇଥିଲା। ଏହି ମାନଚିତ୍ର ଅନେକଙ୍କ ପାଇଁ ଆଶ୍ଚର୍ଯ୍ୟଜନକ ଥିଲା, କାରଣ…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା ଯେତେବେଳେ ବିମାନର ପାଇଲଟ ବିମାନ ଟ୍ରାଫିକ ନିୟନ୍ତ୍ରଣକୁ ଏକ ହୃଦୟବିଦାରକ ଶେଷ ବାର୍ତ୍ତା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ ଆହତ ହୋଇଛନ୍ତି। ସେ ହେଲେ ବାଙ୍କଲେଡି ଗ୍ରାମର ବାହେଲୀ ଗୌଡ଼ (୬୦)। ବାହେଲି…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ କାଲାବୁରାଗିର କଂଗ୍ରେସ ବିଧାୟକଙ୍କ ଘନିଷ୍ଠ ସହଯୋଗୀ ମତିନ ପଟେଲଙ୍କୁ ଭିଡିଓରେ ପିସ୍ତଲ ଏବଂ…

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି। କୋର୍ଟ ତାଙ୍କ ବୟସ, ଦୀର୍ଘ କାରାଦଣ୍ଡ ଏବଂ ଜେଲରେ ସଂସ୍କାର ପ୍ରୟାସକୁ ବିଚାର…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ ହେବା ବାଧ୍ୟତାମୂଳକ ହେବ। ସିନେମା ଘରେ ବନ୍ଦେ ମାତରମ ପାଇଁ ଠିଆ ହେବା…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ ଉପରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଛି। ସୁବ୍ରତ ପ୍ରାୟ ୨.୩୮…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଅଗରପଡା ଥାନାରେ ଆଡିଆ ଗ୍ରାମରେ l ମଙ୍ଗଳବାର…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି ଚୂଡ଼ାନ୍ତ ତାଲିକାରେ ସମ୍ପୃକ୍ତ ଶିକ୍ଷକଙ୍କ ନାମ ଉଲ୍ଲେଖ କରାଯାଇଛି। ଏ ସଂକ୍ରାନ୍ତରେ ସୂଚନା…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା ଦେଇଥିଲା l ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଦୋକାନକୁ ମଧ୍ୟ…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି, ଖେଳାଳିମାନଙ୍କୁ ଟୁର୍ନାମେଣ୍ଟ ସମୟରେ ସେମାନଙ୍କ ପରିବାରକୁ ସାଙ୍ଗରେ ନେଇ ଯିବାକୁ ଅନୁମତି ଦିଆଯିବ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ ୩ ଭଉଣୀ ତଳକୁ ଡେଇଁ ଆତ୍ମହତ୍ୟା କରିଥିଲେ। ୧୨, ୧୪ ଓ ୧୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?