‘ଜାମିନ ପାଇଁ ରାଖି’ ନିର୍ଦ୍ଦେଶ ଖାରଜ
ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ‘ଜାମିନ ପାଇଁ ରାଖି’ ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଏକ ଅସଦାଚରଣ ମାମଲାରେ ଅଭିଯୁକ୍ତ ପୀଡ଼ିତାଙ୍କ ହାତରୁ ରାଖି ବନ୍ଧାଇବା ସର୍ତ୍ତରେ ହାଇକୋର୍ଟ ଜାମିନ ମଞ୍ଜୁର କରିଥିଲେ। ଜଷ୍ଟିସ୍ ଏ.ଏମ୍. ଖାନ୍ଓ୍ବିଲକରଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଉକ୍ତ…
କେତେ ସଫେଇ ଦେବେ
ଭୁବନେଶ୍ୱର,୧୯ା୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ୩୫ ହଜାର ଏକର ଜମି ବିକ୍ରି କରିବାକୁ ଯୋଜନା କରାଯାଉଛି। ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଆଇନ ମନ୍ତ୍ରୀ ପ୍ରତାପ ଜେନା ମାର୍ଚ୍ଚ ୧୬ରେ ବିଧାନସଭାରେ ଏକଥା କହିଛନ୍ତି। ଏ…
ବଢ଼ିବ ବିଦ୍ୟୁତ୍ ଦର
ଭୁବନେଶ୍ୱର, ୧୯ା୩(ବ୍ୟୁରୋ):ପୁଣି ବିଦ୍ୟୁତ୍ ଦର ବଢ଼ିବ। ରାଜ୍ୟରେ ୨୦୨୧-୨୨ ଆର୍ଥିକ ବର୍ଷରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ବିଦ୍ୟୁତ୍ ବଣ୍ଟନ କମ୍ପାନୀ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆର୍ସି) ନିକଟରେ ଆବେଦନ କରିଛି। ଯୁନିଟ୍ ପିଛା ଦେଢ଼ ଟଙ୍କା ବୃଦ୍ଧି କରିବାକୁ ଏଥିରେ…
ଦୁଆରେବନ୍ଧରେ ଆମ୍ବପତ୍ର ଲଗାଇଲେ ….
ହିନ୍ଦୁଧର୍ମ ଅନୁଯାୟୀ, ଘରର ମୁଖ୍ୟଦ୍ୱାରରେ ଆମ୍ବପତ୍ର ଲଗାଯାଏ। ଏହି ପରମ୍ପରା ବହୁତ ପୁରୁଣା। ଯେବେ ବି ଘରେ କୌଣସି ଶୁଭ କାର୍ଯ୍ୟ ଯେପରି ବିବାହ, ବ୍ରତଘର ଆଦି ହୋଇଥାଏ ମୁଖ୍ୟଦ୍ୱାରରେ ଆମ୍ବପତ୍ର କିମ୍ବା ଫୁଲମାଳ ଲଗାଯାଇଥାଏ। ଏପରି କରିବା ଦ୍ୱାରା ଘରେ…
ଅନ୍ତରଙ୍ଗ ସିନ୍ରୁ ମିଳିଥିଲା ପରିଚିତି…
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତନୁଶ୍ରୀ ଦତ୍ତଙ୍କୁ ଶୁକ୍ରବାର ୩୭ ବର୍ଷ ପୂରଣ ହୋଇଛି। ୧୯୮୪ ମାର୍ଚ୍ଚ ୧୯ରେ ସେ ଜାମ୍ସେଦ୍ପୁର ଠାରେ ଜନ୍ମଗ୍ରହଣ କରିଥିଲେ। ୨୦୦୪ରେ ୨୦ ବର୍ଷ ବୟସରେ ସେ ଫେମିନା ମିସ୍ ଇଣ୍ଡିଆ ୟୁନିଭର୍ସ ଟାଇଟଲ ହାସଲ କରିଥିଲେ।…
ଏହି ଦେଶରେ ରହିଛି ବିଶ୍ୱର ସବୁଠୁ ବଡ଼ ଡ୍ୟାମ୍
ବିଶ୍ୱରେ ଅନେକ ଡ୍ୟାମ ନିର୍ମାଣ କରାଯାଇଛି। ସେଥିମଧ୍ୟରୁ କିଛି ବଡ଼ ତ ଆଉ କିଛି ବହୁତ ଲମ୍ବା ଡ୍ୟାମ୍ ରହିଛି। କିନ୍ତୁ ଦୁନିଆର ସବୁଠୁ ବଡ ବନ୍ଧ ବିଷୟରେ ଜାଣିଛନ୍ତି କି? ବିଶ୍ୱର ବୃହତ୍ତମ ଡ୍ୟାମ ଚାଇନାରେ ଅଛି, ଯାହାର ନାମ…
ଧାରା ଭାଙ୍ଗିଲା ଭାରତ
ଅହମ୍ମଦାବାଦ,୧୮।୩: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିମୟରେ ଖେଳାଯାଇଥିବା ୪ର୍ଥ ଟି୨୦ ମ୍ୟାଚ୍ରେ ଇଂଲଣ୍ଡକୁ ୮ ରନ୍ରେ ହରାଇ ଦେଇଛି ଭାରତ। ଏଥି ଯୋଗୁ ୫ ମ୍ୟାଚ୍ ବିଶିଷ୍ଟ ସିରିଜ୍ ଏବେ ୨-୨ର ବରାବର ସ୍ଥିତିରେ ପହଞ୍ଚିଛି। ସିରିଜ୍ର ଅନ୍ତିମ ତଥା ଫାଇନାଲ…
ଜାଲରେ ପଡ଼ିଲା ବିରଳ ପ୍ରଜାତିର ପ୍ରାଣୀ
ଭଦ୍ରକ ଅଫିସ, ୧୮।୩: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଖଦାଳପୋଖରୀ ପଞ୍ଚାୟତ ସୁନାରୀପୋଖରୀଠାରେ ଗୁରୁବାର ଏକ ବିରଳ ପ୍ରଜାତିର ପ୍ରାଣୀ ଉଦ୍ଧାର କରାଯାଇଛି। ଗ୍ରାମର ମତ୍ସ୍ୟଜୀବୀମାନେ ଏକ କେନାଲରେ ଜାଲ ପକାଉଥିବା ବେଳେ ଏହି ପ୍ରାଣୀ ଜାଲରେ ପଡ଼ିଥିଲା। ଏହାର…
ଆରମ୍ଭ ହେଲା ଧୁଡୁର ଚିକିତ୍ସା
ତେଲକୋଇ,୧୮।୩ (ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳର ଚର୍ଚ୍ଚାରେ ଥିବା ବାର୍ହା ଧୁଡୁର ଚିକିତ୍ସା କରାଯାଇଛି। ଜଙ୍ଗଲରେ ୯ ଦିନ ରହିବା ପରେ ଜନପଦକୁ ଫେରିଥିବା ଧୁଡୁକୁ କେନ୍ଦୁଝର ଫରେଷ୍ଟ ଡିଭିଜନ ପକ୍ଷରୁ ଚିକିତ୍ସା କରାଯାଇଛି। ଜିଲା ବନ ବିଭାଗ ଅଧିକାରୀଙ୍କ ନିର୍ଦ୍ଦେଶ…
କୋହଲିଙ୍କ ପରି ‘ବ୍ଲାକ ଓ୍ବାଟର’ ପିଅନ୍ତି ବଲିଉଡ୍ର ଏହି ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ଉର୍ବଶୀ ରୌତେଲାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା। ସେ ତାଙ୍କର ଏକ ତାମିଲ ଫିଲ୍ମର ଶୁଟିଂ ଶେଷ କରି ଦିଲ୍ଲୀ ଫେରିଛନ୍ତି। ଏହି ଅବସରରେ ଉର୍ବଶୀ କଳା ରଙ୍ଗର ଏକ ଜିନ୍ସ ସହ ଟପ୍ସ ପିନ୍ଧିଥିଲେ। ତେବେ…
ବିବାହ କରି ନ ପାରି ସଲମାନ୍ଙ୍କୁ ମାଗିଲେ ସହାୟତା, ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଯିବେ
ଉତ୍ତରପ୍ରଦେଶର ଶାମଲି ନିବାସୀ ଆଜୀମ ମନସୁରୀ ତାଙ୍କ ବିବାହକୁ ନେଇ ବହୁତ ବ୍ୟସ୍ତ ହୋଇପଡ଼ିଛନ୍ତି। ବର୍ତ୍ତମାନ ଆଜୀମଙ୍କ ବୟସ ୨୬। ମାତ୍ର ତାଙ୍କର ଉଚ୍ଚତା ବୟସ ଅନୁସାରେ ବହୁତ କମ୍। ଅର୍ଥାତ୍ ୨ ଫୁଟରୁ ସାମାନ୍ୟ ଅଧିକ। ତାଙ୍କର ବିବାହ ପ୍ରସ୍ତାବ…
ଏହି କାରଣରୁ ମୋଦିଙ୍କୁ ଧନ୍ୟବାଦ ଦେଲେ କେକେଆର୍ର ଷ୍ଟାର ଅଲରାଉଣ୍ଡର, ପ୍ରଶଂସାରେ କହିଲେ..
ନୂଆଦିଲ୍ଲୀ,୧୮।୩: ଓ୍ବେଷ୍ଟଇଣ୍ଡିଜ୍ ଏବଂ କୋଲକାତା ନାଇଟ୍ ରାଇଡର୍ସର ଷ୍ଟାର ଅଲ୍ରାଉଣ୍ଡର ଆନ୍ଦ୍ରେ ରସେଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଜାମାଇକାକୁ କରୋନା ଟିକା ପଠାଇବାକୁ ନେଇ ସେ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ନିଜର ଆଧିକାରୀକ ଟୁଇଟର ଆକାଉଣ୍ଟରେ ଏକ…
Archives


