Home

ଖୋର୍ଦ୍ଧା, ସୁନ୍ଦରଗଡ଼ ସ୍ଥିତି ସଙ୍ଗିନ

ଭୁବନେଶ୍ୱର, ୬।୫(ବ୍ୟୁରୋ):ରାଜ୍ୟରେ କିଛିଦିନ ଧରି ସଂକ୍ରମଣ କମିବା ସହ ଗତ ୪ଦିନ ହେବ ପ୍ରାୟତଃ ସ୍ଥିର ଅବସ୍ଥାରେ ଥିଲା। ଗତ ୧୦ ତାରିଖରେ ୧୦,୪୧୩ ପଜିଟିଭ୍‌ ଚିହ୍ନଟ ହୋଇ ସର୍ବକାଳୀନ ରେକର୍ଡ କରିଥିଲା। ଏହାପରେ ଦୈନିକ ସଂକ୍ରମଣ ୮ହଜାର ପାଖାପାଖି ରହୁଥିଲା।…

ଆଜି କରୋନାରେ ଆଖିବୁଜିଲେ ୧୭ ଆକ୍ରାନ୍ତ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନାରେ ୧୭ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୨୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ…

ସୁରକ୍ଷାକର୍ମୀଙ୍କୁ ସଫଳତା: ଟଳିଲେ ୩ ଆତଙ୍କବାଦୀ

ଶ୍ରୀନଗର,୬।୫: ଜମ୍ମୁ-କଶ୍ମୀରର ଶୋପିଆନ ଜିଲାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ତିନିଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହାସହ ଜଣେ ଆତଙ୍କବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ତୌସିଫ ଅହମ୍ମଦ। ଶୋପିଆନର କନିଗାମରେ ଏହି ଏନକାଉଣ୍ଟର ହୋଇଥିଲା। ପୂର୍ବରୁ…

ହୁ ହୁ ହୋଇ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା: ଦିନକରେ ୪,୧୩ ଲକ୍ଷ ସଂକ୍ରମିତ, ୩,୯୮୨ ମୃତ

ନୂଆଦିଲ୍ଲୀ,୬।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର…

ସବୁ ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୦,୫୨୧ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୧୦,୫୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫,୯୪୫ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪,୫୭୬ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ଲଗାତାର କିଛି ଦିନ…

କଳାବଜାର ଉପରେ କଡ଼ା ନଜର

ଭୁବନେଶ୍ୱର, ୬ା୫(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଦ୍ରୁତ ସଂକ୍ରାମକ ହୋଇଥିବାରୁ ରାଜ୍ୟ ସରକାର ବୁଧବାରଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଲକ୍‌ଡାଉନ ଘୋଷଣା କରିଛନ୍ତି। ଲକ୍‌ଡାଉନ ଲାଗୁ ହେବା ପୂର୍ବରୁ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦର ବୃଦ୍ଧି ଘଟିଛି। ଏହି…

ଦ୍ୱିତୀୟ ଦିନ ଲାଗି ବଢ଼ିଲା ତେଲ ଦର

ଭୁବନେଶ୍ୱର,ନୂଆଦିଲ୍ଲୀ,୬।୫:ଦେଶ ମଧ୍ୟରେ ଲଗାତର ଦ୍ୱିତୀୟ ଦିନ ଲାଗି ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ଫଳରେ ଭୁବନେଶ୍ୱରରେ ବୁଧବାର ପେଟ୍ରୋଲ ଲିଟର ପିଛା ୧୭ ପଇସା ବୃଦ୍ଧି ପାଇ ୯୧.୪୪ ଟଙ୍କା ଛୁଇଁଛି। ଏଠାରେ ଡିଜେଲ ଦର ୨୧ ପଇସା…

ଚଳିତବର୍ଷ ବଢ଼ିବନି ସ୍ଥାବର ସମ୍ପତ୍ତି ମୂଲ୍ୟ

ଭୁବନେଶ୍ୱର,୬ା୫(ବ୍ୟୁରୋ):ରାଜ୍ୟରେ କୋଭିଡ୍‌-୧୯ ମହାମାରୀ ଦ୍ୱିତୀୟ ଲହର ହୁ ହୁ ହୋଇ ମାଡ଼ିଚାଲିଛି। ଜନସାଧାରଣଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲି ଯାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜମି, ପ୍ଲଟ୍‌ ଓ ଫ୍ଲାଟ ମୂଲ୍ୟ ବୃଦ୍ଧି ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ୨୦୨୧-୨୨…

ବିଳମ୍ବ ହୋଇପାରେ ମୌସୁମୀ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଚଳିତବର୍ଷ ଗ୍ରୀଷ୍ମର ପ୍ରକୋପ ବଢ଼ିନାହିଁ। ଅଳ୍ପ କିଛିଦିନ ଗୋଟିଏ ଦୁଇଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ଛୁଇଁଥିଲେ ମଧ୍ୟ ଲଗାତର ଝଡ଼ବର୍ଷା ଯୋଗୁ ରାଜ୍ୟରେ ତାତି ହ୍ରାସ ପାଇଛି। ନିୟମିତ ବ୍ୟବଧାନରେ ରାଜ୍ୟର କେତେକ ସ୍ଥାନରେ ଝଡ଼ବର୍ଷା ଲାଗିରହୁଛି।…

ବିବାହ ଉତ୍ସବ ଆୟୋଜନ ନ କରିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ…

ପାଟନା,୫।୫: ବିହାରରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟବାସୀଙ୍କୁ ସ୍ବତନ୍ତ୍ର ଅନୁରୋଧ କରିଛନ୍ତିି। ସେ କହିଛନ୍ତି ଯେ, କେହି ଏବେ ବିବାହ ଉତ୍ସବ ଆୟୋଜନ ନ କରିବା ଆବଶ୍ୟକ। ଏକାଠି ବହୁ ଲୋକ ଜମା ହେଲେ ସଂକ୍ରମଣ…

ଦିଦି ନେଲେ କଡ଼ା ପଦକ୍ଷେପ: ଡିଜିପି-ଏଡିଜିଙ୍କୁ କଲେ ବଦଳି…

କୋଲକାତା,୫।୫: ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ମମତା ବାନାର୍ଜୀ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ସେ ଡିଜିପି ଏବଂ ଏଡିଜିଙ୍କୁ ବଦଳି କରିବା ସହିତ କରୋନା ସଂକ୍ରମଣକୁ ରୋକିବା ଲାଗି ରାଜ୍ୟରେ କଟକଣା…

ଦିଲ୍ଲୀ ସରକାରଙ୍କର ମୁମ୍ବାଇଠାରୁ ଶିଖିବାର ଆବଶ୍ୟକତା ରହିଛି…

ନୂଆଦିଲ୍ଲୀ,୫।୫: ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍‌ ଅଭାବ ନେଇ ସୁପ୍ରିମ୍‌କୋର୍ଟ ଦିଲ୍ଲୀ ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ମୁମ୍ବାଇ ସରକାରଙ୍କଠାରୁ ଦିଲ୍ଲୀ ସରକାର ଶିଖିବା ଆବଶ୍ୟକ ବୋଲି କୋର୍ଟ କହିଛନ୍ତି। କୌଣସି ଅଧିକାରୀଙ୍କ ବିରୋଧରେ ଅବମାନନା ଅଭିଯୋଗ ଆଣିବା କୋର୍ଟ ଚାହୁଁ ନାହାନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri