Home

ଫଟୋଗ୍ରାଫରଙ୍କ ପ୍ରେମରେ ଏହି ଅଭିନେତ୍ରୀ

ମୁମ୍ବାଇ: ଦୀର୍ଘବର୍ଷ ଧରି ଲୋକପ୍ରିୟ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କ ନାମ ରୋହନ ଶ୍ରେଷ୍ଟା (ସେଲିବ୍ରିଟି ଫଟୋଗ୍ରାଫର)ଙ୍କ ସହ ଚର୍ଚ୍ଚା ହୋଇଆସୁଛି। ଶୁଣିବାକୁ ମିଳୁଛି ଦୁହେଁ ଏକାଠି ରହୁଛନ୍ତି। ମାତ୍ର ଶ୍ରଦ୍ଧା ରୋହନଙ୍କୁ ତାଙ୍କର ଭଲ ବନ୍ଧୁ ବୋଲି କହୁଛନ୍ତି। ଦୁହେଁ ଏ…

ପୁଣି ମନର ଯନ୍ତ୍ରଣା ପ୍ରକାଶ କଲେ ଯୁବରାଜ: କହିଲେ ଧୋନୀ…

ଭାରତୀୟ କ୍ରିକେଟ୍‌ ଦଳର ସର୍ବଶ୍ରେଷ୍ଠ ଅଲରାଉଣ୍ଡରଙ୍କ ମଧ୍ୟରୁ ଯୁବରାଜ ସିଂ ଅନ୍ୟତମ। ସେ ୨୦୦୭ ଟି-2୨୦ବିଶ୍ୱକପ୍‌ ଏବଂ ୨୦୧୧ ବିଶ୍ୱକପ୍‌ ବିଜେତା ଦଳର ସଦସ୍ୟ ଥିଲେ। ୨୦୦୭ରେ ଏମଏସ ଧୋନୀଙ୍କ ନେତୃତ୍ୱରେ ଭାରତୀୟ ଦଳ ପ୍ରଥମ ଟି -୨୦ ବିଶ୍ୱକପ ଜିତିଥିଲା।…

ମା’ଙ୍କ ୩୩ ବର୍ଷ ପୁରୁଣା ଶାଢ଼ିକୁ ପିନ୍ଧି ବିବାହ ମଣ୍ଡପରେ ବସିଥିଲେ ଏହି ଅଭିନେତ୍ରୀ; କିଛି ଏଭଳି ଥିଲା…

ବମ୍ବେ: ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଅଭିନେତ୍ରୀ ୟାମି ଗୌତମ। ହିମାଚଳ ପ୍ରଦେଶରେ ଆୟୋଜିତ ଉତ୍ସବରେ ପରିବାରଲୋକଙ୍କ ଗହଣରେ ଆଦିତ୍ୟ ଧରଙ୍କ ହାତ ଧରିଥିଲେ ସେ। ଉଭୟ ଅନେକ ସମୟ ଧରି ନିଜର ସମ୍ପର୍କକୁ ଲୋକଲୋଚନକୁ ଆଣି ନ ଥିବାରୁ…

ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ଗୁରୁବାର ରାତିରେ ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ସେ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ। ତାଙ୍କ…

ରାଜ୍ୟର ପ୍ରଥମ ମୁସଲିମ୍‌ ମହିଳା ଡିଏସ୍‌ପି

ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍‌ସି)ର ୬୪ତମ କମ୍ପିଟେଟିଭ୍‌ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ ମହିଳା ଉତ୍ତୀର୍ଣ୍ଣ ହେବା ସହ ଡିଏସ୍‌ପି ଭାବେ ମନୋନୀତ ହୋଇଛନ୍ତି। ଯାହାକୁ ନେଇ ସାରା…

ରାଗିଛନ୍ତି ପାଇଲଟ୍‌: ମନାଇବା ପାଇଁ ଫୋନ୍‌ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୧।୬: ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସଚିନ ପାଇଲଟ ଗତ କିଛି ଦିନ ହେବା ଦଳୀୟ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦଳର କିଛି ବିଧାୟକଙ୍କ ସହ ଏକ ବୈଠକ କରି ରାଜ୍ୟରେ ରାଜନୈତିକ କାର୍ଯ୍ୟକଳାପକୁ ତୀବ୍ର ପ୍ରତିକ୍ରିୟା…

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଯୋଗୀ: ବିଧାନସଭା ନିର୍ବାଚନ-କ୍ୟାବିନେଟ ସମ୍ପ୍ରସାରଣକୁ ନେଇ ହୋଇପାରେ ଆଲୋଚନା

ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଲକ୍ଷ୍ନୌରୁ ଦିଲ୍ଲୀ ପର୍ଯ୍ୟନ୍ତ ସବୁଠି ଏବେ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ଏଥିପାଇଁ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ସଂଗଠନରେ ପରିବର୍ତ୍ତନ ହେବା ନେଇ କେତେକ କଳ୍ପନା ଜଳ୍ପନା ଲାଗି…

କ୍ୟାଡର ମାଓବାଦୀ ନିହତ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଡିଜିପି

ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର ମାଓବାଦୀଙ୍କ ନିହତ ହୋଇଥିବା ଜଣାପଡ଼ିଛି। ଭଞ୍ଜଗୁଣ୍ଡା ନିକଟ ଝାଞ୍ଜ ସଂରକ୍ଷିତ ଜଙ୍ଗଲରେ ପୋଲିସ ଏବଂ…

ଏହି କ୍ରିକେଟର୍‌ଙ୍କ ହୃଦୟ ଭାଙ୍ଗିଲା: ୨୭ ଶତକ ମାରିବା ସତ୍ତ୍ୱେ ଦଳରରେ ମିଳିଲାନି ସୁଯୋଗ

ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ଗସ୍ତ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଛି। ୩ଟି ଏକଦିବସୀୟ ଏବଂ ୩ ଟି -୨୦ ମ୍ୟାଚ ପାଇଁ ଦଳର ଓପନର୍‌ ଶିଖର ଧାୱନ ଦଳର ନେତୃତ୍ୱ ନେବେ ଏବଂ ଦ୍ରୁତ ବୋଲର ଭୂବନେଶ୍ୱର କୁମାରଙ୍କୁ ଉପ-ଅଧିନାୟକ କରାଯାଇଛି।…

ଗ୍ରାମାଞ୍ଚଳଠାରୁ ଜବରଦଖଲ ସହରରେ ଅଧିକ

କେନ୍ଦ୍ରାପଡ଼ା ଅଫିସ,୧୧।୬: ସହର ରାସ୍ତାରେ ସର୍ବଦା ଟ୍ରାଫିକ ଜାମ୍‌। ପାଣିନାଳ ଉପରେ ଘର। ବର୍ଷା ହେଲେ ଘରେ ପାଣି ପଶୁଛି। ମାତ୍ର ୫ ବର୍ଷ ପୂର୍ବରୁ କେନ୍ଦ୍ରାପଡ଼ା ସହର ମଧ୍ୟରେ ୨୪ଟି ପୋଖରୀ ଥିବା ବେଳେ ଏବେ ମାତ୍ର ୬ଟିର କେବଳ…

୬ ବର୍ଷ ପରେ ହେଲା ଖୁଲାସା: ପାକିସ୍ତାନ ଖେଳାଳିଙ୍କୁ ଭେଟିବା ପାଇଁ ରାସ୍ତାକଡ଼ରେ ଅପେକ୍ଷା କରିଥିଲେ ରାହୁଲ ଦ୍ରାଭିଡ

ରାହୁଲ ଦ୍ରାବିଡ ଜଣେ ଭଲ କ୍ରିକେଟର ତଥା ଜଣେ ଭଲ ମଣିଷ। ରାହୁଲ ଦ୍ରାବିଡ ଅନ୍ୟକୁ ସାହାଯ୍ୟ କରିବାକୁ ସର୍ବଦା ପ୍ରସ୍ତୁତ ଥା’ନ୍ତି। ୨୦୧୪ ମସିହାରେ ଦ୍ରାଭିଡ଼ ଜଣେ ପାକିସ୍ତାନୀ ଖେଳାଳିଙ୍କ ସହ କଥା ହେବା ପାଇଁ ଟ୍ୟାକ୍ସି ଛାଡିଥିଲେ ଏବଂ…

ଶତାଧିକ ଲୋକଙ୍କ ଇନ୍ଦିରାଆବାସ ଅର୍ଥ ହଡ଼ପ

ମହାକାଳପଡ଼ା,୧୧।୬ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ୧୯୯୯ ମହାବାତ୍ୟା ବହୁ ଧନଜୀବନ ନଷ୍ଟ କରିଥିଲା। ଗରିବ ଲୋକଙ୍କ ପାଇଁ ସରକାର ଦେଇଥିବା ଇନ୍ଦିରା ଆବାସ ଯୋଜନା ଅଟକଳ ମୂଲ୍ୟ ସେତେବେଳେ ୨୨ ହଜାର ଟଙ୍କା ଥିଲା। ଶତାଧିକ ଲୋକଙ୍କୁ ମିଳିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?