Home

ଟି-୨୦ରେ ଟପ୍‌-୫ରେ ଏଣ୍ଟ୍ରି କଲେ କିଙ୍ଗ୍‌ କୋହଲି

ନୂଆଦିଲ୍ଲୀ,୧୭।୩: ଆଇସିସି ବୁଧବାର ଏକଦିସବୀୟ ଏବଂ ଟି -୨୦ ମାନ୍ୟତା ପ୍ରକାଶ କରିଛି। ଖେଳର ଛୋଟର ଫର୍ମାଟରେ ବିରାଟ କୋହଲି ଟପ-୫ରେ ପ୍ରବେଶ କରିଛନ୍ତି। ଇଂଲଣ୍ଡ ବିପକ୍ଷ ସିରିଜରେ ସେ କ୍ରମାଗତ ଅର୍ଦ୍ଧଶତକ ବଳରେ ବିରାଟ ଏହି ସ୍ଥାନରେ ପହଞ୍ଚି ପାରିଛନ୍ତି।…

ମୋଦିଙ୍କ କରୋନା ସମୀକ୍ଷା ବୈଠକ: ଟ୍ରିପଲ ‘ଟି’ ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ କେନ୍ଦ୍ର ଏବଂ ରାଜ୍ୟ ସରକାର ଆଲର୍ଟରେ ରହିଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା…

ମିଗ୍‌-୨୧ ଦୁର୍ଘଟଣାଗ୍ରସ୍ତ: ଗ୍ରୁପ୍‌ କ୍ୟାପଟେନ୍‌ ମୃତ

ନୂଆଦିଲ୍ଲୀ,୧୭।୩: ଭାରତୀୟ ବାୟୁସେନାର ମିଗ୍‌-୨୧ ବାଇସନ୍‌ ଯୁଦ୍ଧ ବିମାନ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ମଧ୍ୟଭାରତର ଏକ ଏୟାରବେସ୍‌ରୁ ବିମାନଟି ଉଡ଼ାଣ ଆରମ୍ଭ କରିଥିଲା। ତେବେ ହଠାତ୍‌ ଏହା ଜଳି ଉଠିଥିଲା। ଏହି ଦୁର୍ଘଟଣାରେ ଗ୍ରୁପ୍‌ କ୍ୟାପଟେନ୍‌ ଏ.ଗୁପ୍ତାଙ୍କର ମୃତ୍ୟୁ ଘଟିଥିବା ଭାରତୀୟ…

ଦିଦିଙ୍କ ନିର୍ବାଚନୀ ଥୋପ: ମାଗଣାରେ ମିଳିବ କରୋନା ଟିକା

କୋଲକାତା,୧୭।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ନେଇ ଭାଜପା ଏବଂ ଶାସକ ତୃଣମୂଳ କଂଗ୍ରେସ ମଧ୍ୟରେ ସିଧାସଳଖ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ଭାଜପା ରାଜ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କ୍ଷମତାଚ୍ୟୁତ କରିବା ଲାଗି ଯୋଜନା କରିଥିବାବେଳେ ମମତା ପୁଣି ଥରେ କ୍ଷମତା ଦଖଲ ଲାଗି…

ପଶୁଙ୍କ ଗର୍ଭାଶୟରେ ଛଡ଼ାଯିବ ମଣିଷଙ୍କ ଭ୍ରୁଣ!

ଟୋକିଓ,୧୭।୩: ଜାପାନର ଜଣେ ଷ୍ଟେମ୍‌-ସେଲ୍‌ ବୈଜ୍ଞାନିକ ଏକ ଭିନ୍ନ ଧରଣର ଗବେଷଣା କରିଛନ୍ତି। ଏଠାକାର ସରକାର ଏଥିପାଇଁ ସହାୟତା ମଧ୍ୟ ଦେବା ଆରମ୍ଭ କରିଛନ୍ତି। ବୈଜ୍ଞାନିକ ଏମିତି ଉପାୟରେ କାର୍ଯ୍ୟ ଆରମ୍ଭ କରିଛନ୍ତି, ଯାହା ପଶୁଙ୍କ ଗର୍ଭାଶୟରେ ମାନବ କୋଷର ବିକାଶ…

କେଏଲ୍‌ ରାହୁଲଙ୍କ ନୈରାଶ୍ୟଜନକ ପ୍ରଦର୍ଶନକୁ ନେଇ ଏଭଳି କହିଲେ କୋହଲି

ନୂଆଦିଲ୍ଲୀ,୧୭।୩: ଲଗାତାର ଭାବେ ବ୍ୟାଟିଂରେ ବିଫଳ ହେବାକୁ ନେଇ ସମାଲୋଚିତ ହେଉଛନ୍ତି ଓପନର କେ.ଏଲ୍‌. ରାହୁଲ। ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ଟି୨୦ ସିରିଜର ୩ ମ୍ୟାଚ୍‌ରେ ସେ ମାତ୍ର ୧ ରନ୍‌ କରିଛନ୍ତି। ଏଣୁ ତାଙ୍କ ସ୍ଥାନରେ ଅନ୍ୟ ଖେଳାଳିଙ୍କୁ ସୁଯୋଗ…

୪୭ ବର୍ଷରେ ଅମିତାଭଙ୍କ ଅଲିଅଳି

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କ ଝିଅ ଶ୍ୱେତା ନନ୍ଦା ବଚ୍ଚନ ଇତିମଧ୍ୟରେ ୪୭ ବର୍ଷର ହୋଇଛନ୍ତି। ୧୭ ମାର୍ଚ୍ଚ ୧୯୭୪ରେ ମୁମ୍ବାଇରେ ସେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପରିବାରରେ ବାପା ଅମିତାଭ, ମା’ ଜୟା ବଚ୍ଚନ ଏବଂ ଭାଇ ଅଭିଷେକ ସମସ୍ତେ…

୨୫ ସହରରେ ନାଇଟ୍‌ କର୍ଫ୍ୟୁ

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ ୨୫ଟି ସହରରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନାଇଟ୍‌ କର୍ଫ୍ୟୁ ଜାରି ହୋଇଛି। ମହାରାଷ୍ଟ୍ରର ୧୦ ଜିଲାରେ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ରାଜ୍ୟର ନାଗପୁର, ପୁଣେ, ନାସିକ୍‌, ରାୟଗଢର ପନଓ୍ବେଲ…

ବିରାଟ କୋହଲି ଚା’ ପ୍ରସ୍ତୁତ କରୁଥିବାର ଫଟୋ ଶେୟାର କଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ, ପ୍ରଶଂସକଙ୍କଠାରୁ ମାଗିଲେ ଜବାବ

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ନିଜ ବ୍ୟାଟିଂରେ ସମସ୍ତଙ୍କ ହୃଦୟ ଜିତିଛନ୍ତି। କେବଳ ବ୍ୟାଟିଂରେ ନୁହେଁ ରୋଷେଇରେ ବି ସେ ମାହିର୍‌। ବିବାହ ପୂର୍ବରୁ ସୁଯୋଗ ମିଳିଲେ ସେ ନିଜ ମା’ଙ୍କୁ ରୋଷେଇରେ ସାହାଯ୍ୟ କରନ୍ତି। କିନ୍ତୁ ବିରାଟଙ୍କ…

ସୋସିଆଲ ମିଡିଆରେ ସ୍ମୃତି ଇରାନୀ ଶେୟାର କଲେ ୨୦ତମ ବିବାହ ବାର୍ଷିକୀ ଫଟୋ, ସ୍ବାମୀଙ୍କ ପାଇଁ ଲେଖିଲେ ଏମିତି କିଛି…

ଅଭିନେତ୍ରୀ ତଥା କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ସୋସିଆଲ ମିଡିଆରେ ୨୦ତମ ବିବାହ ବାର୍ଷିକୀର ଫଟୋ ଶେୟାର କରିଛନ୍ତି। ଏଥିରେ ସେ ତାଙ୍କ ସ୍ବାମୀଙ୍କ ସହ କିଛି ପୁରୁଣା ଫଟୋରେ ନଜର ଆସିଛନ୍ତି। ଏହା ଏବେ ଖୁବ୍‌ ଭାଇରାଲ ହେଉଛି। ଭିଡିଓ ଶେୟାର…

ସୂର୍ଯ୍ୟକୁମାରଙ୍କୁ ଭାରତୀୟ ଦଳରୁ ବାହାର କରିବାକୁ ନେଇ ରାଗିଗଲେ ଗମ୍ଭୀର: କହିଲେ ଅତିକମ୍‌ରେ…

ନୂଆଦିଲ୍ଲୀ,୧୭।୩: ଇଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ସୂର୍ଯ୍ୟକୁମାର ଯାଦବ ଏବଂ ଈଶାନ ନିଜର ଅନ୍ତଃରାଷ୍ଟ୍ରୀୟ ଡେବ୍ୟୁ କରିଥିଲେ। ମ୍ୟାଚ୍‌ରେ ସୂର୍ଯ୍ୟକୁମାର ସଫଳ ହୋଇ ନ ଥିବା ବେଳେ ଈଶାନ ବିସ୍ଫୋରକ ଅର୍ଦ୍ଧଶତକ କରିଥିଲେ। ଏହାପରେ ସୂର୍ଯ୍ୟକୁମାରଙ୍କୁ ତୃତୀୟ ଟି୨୦ ମୁକାବିଲାରୁ…

ଟିକାକରଣ ନେଇ ମହାରାଷ୍ଟ୍ର ସରକାରଙ୍କୁ କେନ୍ଦ୍ରର ଟାର୍ଗେଟ

ନୂଆଦିଲ୍ଲୀ,୧୭।୩: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। ଏହି ମର୍ମରେ କେନ୍ଦ୍ର ପ୍ରକାଶ ଜାଭେଡ୍‌କର କହିଛନ୍ତି ଯେ, ମହାରାଷ୍ଟ୍ର ସରକାରଙ୍କୁ ୫୪ ଲକ୍ଷ କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri