Home

ମାଡି ଚାଲିଛି କରୋନା: ଦିନକରେ ୩.୬୮ ଲକ୍ଷ ସଂକ୍ରମିତ, ୩,୪୧୭ ମୃତ

ନୂଆଦିଲ୍ଲୀ,୩।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର…

ମୋଦିଙ୍କୁ ହରାଇଲେ ମମତା

ନୂଆଦିଲ୍ଲୀ/କୋଲକାତା/ଚେନ୍ନାଇ/ଥିରୁଭାନନ୍ତପୁରମ/ଗୁଆହାଟୀ,୩।୫: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ପଶ୍ଚିମବଙ୍ଗ ଖେଳରେ ବାଜି ମାରିଛନ୍ତି ଦିଦି। ୨୯୪ ସଦସ୍ୟ ବିଶିଷ୍ଟ ବିଧାନସଭାର ଭୋଟ ଗ୍ରହଣ କରାଯାଇଥିବା ୨୯୨ ଆସନରୁ ୨୧୩ରେ ବିଜୟୀ ହୋଇଛି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ(ଟିଏମ୍‌ସି)। ଏଥିସହ ମମତା ଦିଦି…

ଆଜି ଆଉ ୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୦୭୩କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ସୋମବାର ୫ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଆଜି ରାଜ୍ୟରୁ ୮୯୧୪ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬,୫୯୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୭୧,୫୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…

ଏଟିଏମ୍‌ରୁ ଟଙ୍କା ଉଠାଇବା ବାହାନାରେ ଚୋରି କଲେ ସାନିଟାଇଜର, ଭିଡିଓ ଦେଖିଲେ…

ଭାରତରେ ପ୍ରତିଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି କେତେକ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା ବି କରାଯାଇଛି। ସରକାର ଲୋକଙ୍କୁ ନିୟମ ପାଳନ କରିବାକୁ ନିବେଦନ କରୁଛନ୍ତି। କରୋନାରୁ ମୁକ୍ତି ପାଇବା ପାଇଁ ପ୍ରତ୍ୟେକ ସ୍ଥାନରେ ସାନିଟାଇଜର ବ୍ୟବସ୍ଥା…

ହାଇକୋର୍ଟଙ୍କୁ ଚିଠି ଲେଖିଲେ ଅଞ୍ଜନା

ଭୁବନେଶ୍ୱର,୩।୫(ବ୍ୟୁରୋ): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାରେ ହାଇକୋର୍ଟଙ୍କୁ ଚିଠି ଲେଖିଛନ୍ତି ନିଜେ ପୀଡିତା। ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ତାଙ୍କ ବଳାତ୍କାର ପଛରେ ଏକ ବଡ଼ ଷଡ଼ଯନ୍ତ୍ର ଥିଲା। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଗଣବଳାତ୍କାରରେ…

୫ଦିନ ବର୍ଷା ସହ ଝଡ଼ତୋଫାନ ସମ୍ଭାବନା

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଦିନବେଳା ତାତି ସହ ଗରମ ପବନ ଜନଜୀବନକୁ ପ୍ରଭାବିତ କରୁଛି। ତେବେ ଗତ ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ବର୍ଷା ଓ ଝଡ଼ତୋଫାନ ହୋଇଥିବାରୁ ପାରଦ ସାମାନ୍ୟ ଖସିଛି। ରବିବାର ୪ଟି ସହରରେ…

ଆଜିଠୁ ତୃତୀୟ ପର୍ଯ୍ୟାୟ ଟିକାକରଣ: ଏଣିକି ୧୮ରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ଟିକା

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଏବେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଜାରି ରହିଥିବାବେଳେ ସୋମବାରଠାରୁ ତୃତୀୟ ପର୍ଯ୍ୟାୟ ଆରମ୍ଭ ହେବ। ୧୮ରୁ ୪୪ବର୍ଷ ବୟସ୍କଙ୍କୁ ଏହି ପର୍ଯ୍ୟାୟରେ ଟିକା ପ୍ରଦାନ କରାଯିବ। ତୃତୀୟ ପର୍ଯ୍ୟାୟ ଟିକାକରଣ ଗତ ୧ ତାରିଖରୁ ଆରମ୍ଭ ହେବାର ଥିଲା।…

କରୋନା ସମୟରେ ଥଣ୍ଡା, କାଶ ଶୀଘ୍ର ଭଲ କରିବା ପାଇଁ ଆପଣାନ୍ତୁ ଏହି ଉପାୟ

କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏଥିରୁ ମୁକ୍ତି ପାଇବା ପାଇଁ ଆମ ଦେଶର କେତେକ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା ବି କରାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶାବଳୀରେ ଲୋକଙ୍କୁ…

ଦେଶ ପାଇଁ ଆଗେଇ ଆସିଲେ ଅନୁଷ୍କା

ଆଜିକାଲି ଦେଶରେ କରୋନାର ଦ୍ୱିତୀୟ ଲହର ଲୋକଙ୍କ ମନରେ ଭୟ ସୃଷ୍ଟି କରିଛି। ଏହି ମହାମାରୀରେ ସଂକ୍ରମିତ ଓ ମୃତ୍ୟୁବରଣ କରୁଥିବା ଲୋକଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ କରୋନାରେ ସଂକ୍ରମିତ ହେଉଛନ୍ତି ଏବଂ…

ଦିଦିଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨।୫: ୫ଟି ରାଜ୍ୟର ନିର୍ବାଚନ ଫଳାଫଳ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଡିଏମକେ ନେତା ଏମ.କେ ଷ୍ଟାଲିନ ଏବଂ ଅନ୍ୟ ରାଜ୍ୟର ବିଜେତା ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ।…

ନନ୍ଦିଗ୍ରାମରେ ଯାହା ଘଟିଲା ତାହା ଭୁଲି ଯାଆନ୍ତୁ: ମମତା ବାନାର୍ଜୀ

କୋଲକାତା,୨।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ପୁଣି ଥରେ କ୍ଷମତା ବଜାୟ ରଖିବାରେ ସଫଳ ହୋଇଛନ୍ତି। କିନ୍ତୁ ନନ୍ଦିଗ୍ରାମରୁ ନିଜେ ହାରିଯାଇଛନ୍ତି ମୁଖ୍ୟମନ୍ତ୍ରୀ। ସେ ଭାଜପାର ଶୁଭେନ୍ଦୁ ଅଧିକାରୀଙ୍କଠାରୁ ମାତ୍ର ୧୯୫୭ ଖଣ୍ଡ ଭୋଟରେ ପରାସ୍ତ ହୋଇଛନ୍ତି। ଏହାସତ୍ତ୍ୱେ ମମତା ବାନାର୍ଜୀ ତୃତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri