Home

୧.୨୪ ଲକ୍ଷ ଲୋକଙ୍କର ଛାତଘର ନାହିଁ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସହରଞ୍ଚଳରେ ବାସଗୃହ ଯୋଗାଇ ଦେବାକୁ ଚଳିତ ବଜେଟରେ ୩୧୭.୭୬ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଭାଜପା ସଭ୍ୟ ମୋହନ ଚରଣ ମାଝିଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ…

ଫେଲ୍‌ ମାରିଲା ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ଧାନ ପ୍ରସଙ୍ଗ ଆଲୋଚନା ହେଉ। ମଣ୍ଡିରୁ ଚାଷୀଙ୍କର ଧାନ ଉଠାଇବାକୁ ସରକାର ପ୍ରତିଶ୍ରୁତି ଦିଅନ୍ତୁ। ତା’ ପରେ ବିଧାନସଭା ଚାଲିବ। ବିଧାନସଭାରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଭାଜପା ବିଧାୟକ ସୁବାସ ପାଣିଗ୍ରାହୀ କ୍ଷମା ମାଗନ୍ତୁ। ନଚେତ୍‌ ବିଧାନସଭା ଚଳାଇ ଦିଆଯିବ…

ସ୍କ୍ରାପେଜ୍‌ ପଲିସି କାର୍‌ ବିକ୍ରି ବଢ଼ାଇବ

କରୋନା ମହାମାରୀର ପ୍ରଭାବ ସାଙ୍ଗକୁ ବର୍ଦ୍ଧିତ ତେଲ ଦର ଯାନ ବିକ୍ରି ବୃଦ୍ଧିରେ ବାଧକ ସାଜି ଅଟୋ ସେକ୍ଟର ପାଇଁ ଆଉ ଏକ ଚିନ୍ତାର କାରଣ ପାଲଟିଛିି। ତେଲ ଦର ବୃଦ୍ଧିଜନିତ ଚିନ୍ତା କମାଇବା ଲାଗି ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସମ୍ପର୍କରେ…

ସଫଳତା ଦିଏ ଆହ୍ବାନ

ବିଶ୍ୱାସ କରାଯାଏ ଯେ ସର୍ବୋତ୍ତମ ଉଦ୍ୟୋଗୀମାନେ ଜନ୍ମ ହୋଇଥାନ୍ତି, ସେମାନଙ୍କୁ ତିଆରି କରାଯାଇ ପାରେନାହିଁ। ସେମାନେ ସବୁବେଳେ ଆବେଗପ୍ରବଣ ଏବଂ ଉଦ୍ଭାବନପ୍ରିୟ ହୋଇଥାଆନ୍ତି। ଫଳରେ ବ୍ୟବସାୟରେ ନୂଆ ମୋଡ଼ ଆଣିବା କ୍ଷେତ୍ରରେ କେବେ ପଛଘୁଞ୍ଚା ଦେଇ ନ ଥାନ୍ତି। ଲାଲଚନ୍ଦ ଗ୍ରୁପ୍‌…

ଗୋଏଲଙ୍କ ହସ୍ତକ୍ଷେପ ଲୋଡ଼ିଲେ ଓଡ଼ିଶା ଭାଜପା ଏମ୍‌ପି

ଭୁବନେଶ୍ୱର, ୧୭ା୩(ବ୍ୟୁରୋ): ଓଡ଼ିଶାରେ ଚାଷୀମାନେ ସେମାନଙ୍କ ଧାନ ବିକ୍ରି କରିପାରୁ ନ ଥିବା ଅଭିଯୋଗ ନେଇ ରାଜ୍ୟର ଭାଜପା ଏମ୍‌ପିମାନେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଭେଟି ଏକ ସ୍ମାରକପତ୍ର ଦେଇଛନ୍ତି। ରାଜ୍ୟରେ ଚାଷୀଙ୍କ କଲ୍ୟାଣକୁ…

ଯାଜପୁର ଆଇଟିଆଇରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଯାଜପୁରସ୍ଥିତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଥର୍ମାଲ କଟିଂ ଏବଂ ୱେଲ୍‌ଡିଂ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯିବ। ପ୍ରାୟ ୫.୨୫ କୋଟି ଟଙ୍କା ବ୍ୟୟରେ ଏହି ଉତ୍କର୍ଷ କେନ୍ଦ୍ର ୬ମାସ ମଧ୍ୟରେ କାର୍ଯ୍ୟକାରୀ ହେବ। ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା…

‘ନୂତନ ପଦ୍ଧତି ଆପଣାଇଲେ କୃଷିର ବିକାଶ ହେବ’

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଖାଦ୍ୟଶସ୍ୟ ଉତ୍ପାଦନ ବୃଦ୍ଧି ସହିତ କୃଷକମାନଙ୍କ ଆୟ ବୃଦ୍ଧି କରିବାକୁ ହେଲେ କୃଷି କ୍ଷେତ୍ରରେ ଆଧୁନିକ ଜ୍ଞନକୌଶଳ ବ୍ୟବହାର କରିବାକୁ ପଡ଼ିବ। ସମୟର ଆହ୍ବାନ ହେଲା ପରିବର୍ତ୍ତିତ ପରିସ୍ଥିତିରେ ନୂତନ ବ୍ୟବସ୍ଥାକୁ ଆପଣାଇବା ଦରକାର। ଜଳବାୟୁ ପରିବର୍ତ୍ତନ ଓ…

୪୫୦ କୋଟିର ଅଡିଟ୍‌ ଲାଗି ଦାବି କଲା ବିଜଓ୍ବୋଇଏମ୍‌

ଭୁବନେଶ୍ୱର, ୧୭ା୩(ବ୍ୟୁରୋ): ଗତ ୨୦୧୯ ସାଧାରଣ ନିର୍ବାଚନ ଜିତିବା ପାଇଁ ଶାସକ ବିଜେଡି କୋଟି କୋଟି ଟଙ୍କା ବ୍ୟୟ କରି ବିଜୁଯୁବ ବାହିନୀ ଗଠନ କରିଥିଲେ ା ଓଡିଶା ଲୋକଙ୍କ ଝାଳବୁହା ଓ କରଦାତାଙ୍କ ଟିକସ ଅର୍ଥରେ ନିଜ ରାଜନୈତିକ ଫାଇଦା…

ମେଡିକାଲ କଲେଜରେ ପରିଣତ ପାଇଁ ଦାବି

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଉରକେଲା ଇସ୍ପାତ ଜେନେରାଲ (ଆଇଜିଏଚ୍‌) ହସ୍ପିଟାଲକୁ ଏକ ମେଡିକାଲ କଲେଜ ଏବଂ ସୁପର ସ୍ପେଶାଲିଟି ହସ୍ପିଟାଲରେ ବିକଶିତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଥିଲେ। ହେଲେ ଆଇଜିଏଚ୍‌କୁ ମେଡିକାଲ କଲେଜରେ ପରିଣତ ନ କରି କେବଳ ଏକ…

ରାଷ୍ଟ୍ରପତିଙ୍କୁ ଜଏରାଟ ବୁଣାକାରଙ୍କ ଗାମୁଛା ଉପହାର

ବଇଣ୍ଡା,୧୭ା୩(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜଏରାଟ ଗ୍ରାମର ବୁଣାକାର ପ୍ରମୋଦ ମେହେର ବୁଣିଥିବା ଏକ ଗାମୁଛାକୁ ମଙ୍ଗଳବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଉପହାର ଦିଆଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରପତି ଭବନଠାରେ ରାଷ୍ଟ୍ରପତିଙ୍କୁ ଭେଟି ଏହି ଉପହାର ପ୍ରଦାନ କରିଛନ୍ତି।…

ସବୁ ଜିଲାରେ ଏନ୍‌ଇଇଟି ୟୁଜି ପରୀକ୍ଷା କେନ୍ଦ୍ର ହେଉ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏନ୍‌ଇଇଟି ୟୁଜି ପରୀକ୍ଷା ଆସନ୍ତା ଅଗଷ୍ଟ ୧ ତାରିଖରେ ଅନୁଷ୍ଠିତ ହେବ। ରାଜ୍ୟର ସମସ୍ତ ଜିଲାରେ ଏନ୍‌ଇଇଟି ୟୁଜି ପରୀକ୍ଷା କେନ୍ଦ୍ର କରିବା ନିମନ୍ତେ ଏନ୍‌ଟିଏକୁ ମଙ୍ଗଳବାର ରାଜ୍ୟ ସରକାର…

ଲୋକାୟୁକ୍ତରେ ରିପୋର୍ଟ ଦାଖଲ କଲା ଭିଜିଲାନ୍ସ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): କୋଭିଡ୍‌ ମହାମାରୀରେ ପିପିଇ କିଟ୍‌, ମାସ୍କ ଏବଂ ସାନିଟାଇଜର କ୍ରୟରେ ହୋଇଥିବା ଅନିୟମିତତା ପ୍ରସଙ୍ଗରେ ରାଜ୍ୟ ଭିଜିଲାନ୍ସ ମଙ୍ଗଳବାର ଲୋକାୟୁକ୍ତରେ ପ୍ରାଥମିକ ତଦନ୍ତ ରିପୋର୍ଟ ଦାଖଲ କରିଛି। ଲୋକାୟୁକ୍ତର ତିନିଜଣିଆ ସ୍ବତନ୍ତ୍ର ଖଣ୍ଡପୀଠ ଆସନ୍ତା ୨୬ ତାରିଖରେ ମାମଲାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri