Home

ଐତିହାସିକ ବିଜୟ ପରେ କାର୍ଯ୍ୟକର୍ତ୍ତାଙ୍କୁ ଏମିତି ଅନୁରୋଧ କଲେ ମମତା

କୋଲକତା,୨।୫: ଦେଶର ପାଞ୍ଚଟି ରାଜ୍ୟ ବିଧାନସଭା ନିର୍ବାଚନର ଫଳାଫଳ ଧୀରେ ଧୀରେ ସ୍ପଷ୍ଟ ହେବାରେ ଲାଗିଛି। ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦୦ରୁ ଅଧିକ ଆସନ ଜିତିବ ବୋଲି ଆଶା କରାଯାଉଛି। ଏଭଳି ପରିସ୍ଥିତିରେ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ…

କ୍ରିକେଟ୍‌ର ଏଭଳି ରେକର୍ଡ ଯାହା ଆଜି ପର୍ଯ୍ୟନ୍ତ ରହିଛି ଅତୁଟ

ୱେଷ୍ଟଇଣ୍ଡିଜ ର ପୂର୍ବତନ ଅଧିନାୟକ ବ୍ରାଏନ ଲାରା ଆଜି ୫୨ ବର୍ଷରେ ପଦାର୍ପଣ କରିଛନ୍ତି। ଅଷ୍ଟ୍ରେଲିଆର ସର୍ବକାଳୀନ ମହାନ ବ୍ୟାଟ୍ସମ୍ୟାନ ଡନ ବ୍ରାଡମ୍ୟାନଙ୍କ ପରେ ଯଦି କୌଣସି ଖେଳାଳି କ୍ରିକେଟ ଉପରେ ଅଧିକ ପ୍ରଭାବ ପକାଇଥିବେ, ତେବେ ସେ ହେଉଛନ୍ତି ଲାରା।…

ମମତାଙ୍କୁ ଶୁଭେଚ୍ଛାର ସୁଅ: ବହୁ ନେତା ଜଣାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୨।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସରକାର ପୁଣି ଥରେ କ୍ଷମତାକୁ ଫେରୁଥିବା ଜଣାପଡିଛି। ବିଧାନସଭା ନିର୍ବାଚନ ଫଳଫଳରେ ତୃଣମୂଳ କଂଗ୍ରେସ ୨୦୦ଟି ଆସନ ଅତିକ୍ରମ କରୁଥିବାବେଳେ ଭାରତୀୟ ଜନତା ପାର୍ଟି ଦୁଇ ଅଙ୍କ ବିଶିଷ୍ଟ ମାର୍କ ମାରିବାକୁ ସଂଘର୍ଷ…

କରୋନାରେ ବାପାଙ୍କୁ ହରାଇଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨।୫: ଦେଶର ରାଜଧାନୀ ନୂଆଦିଲ୍ଲୀରେ କରୋନା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। କରୋନା ଦ୍ୱାରା କେବଳ ସାଧାରଣ ଲୋକ ନୁହେଁ, ଅନେକ ବଡ ବଡ ସେଲିବ୍ରିଟି ମଧ୍ୟ ଏହାର ଶିକାର ହେଉଛନ୍ତି। ରବିବାର ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ବାପା କରୋନାରେ ପ୍ରାଣ…

ମରିଗଲାଣି ଏମାନଙ୍କ ମାନବିକତା: ୪ କିଲୋମିଟର ରାସ୍ତା ପାଇଁ ଆମ୍ବୁଲାନ୍ସ ଭଡ଼ା ନେଲା ୧୦,୦୦୦ ଟଙ୍କା, ଲୋକେ କହିଲେ…

ନୂଆଦିଲ୍ଲୀ: ଦିଲ୍ଲୀରେ ଆତଙ୍କ ଖେଳାଇଛି କରୋନାର ଦ୍ୱିତୀୟ ଲହର। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଲୋକ ଏଥିରେ ସଂକ୍ରମିତ ହେଉଥିବା ବେଳେ ଆବଶ୍ୟକୀୟ ସ୍ବାସ୍ଥ୍ୟସେବା ନ ପାଇ ଅନେକ ପ୍ରାଣ ହରାଉଛନ୍ତି। ଗୋଟିଏ ପଟେ କିଛି ଲୋକ ସହାୟତା ପାଇଁ ଆଗକୁ…

ଟସ୍‌ ଜିତିଲା ହାଇଦ୍ରାବାଦ୍‌: ରାଜସ୍ଥାନକୁ ପ୍ରାରମ୍ଭିକ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ସିଜିନ ୧୪ର ୨୮ତମ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ସନରାଇଜର୍ସ ହାଇଦ୍ରାବାଦକୁ ଭେଟୁଛି। ହାଇଦ୍ରାବାଦ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଏହାର ଜବାବରେ ରାଜସ୍ଥାନକୁ ପ୍ରାରମ୍ଭିକ ଝଟ୍‌କା ଲାଗିଛି। ଓପନର୍‌ ଜଶସ୍ବୀ ଜଶଓ୍ବାଲ ମାତ୍ର ୧୨ ରନ୍‌…

କରୋନା ପଜିଟିଭ୍‌ ଚିହ୍ନଟ ହେଲେ ଏହି ଅଭିନେତ୍ରୀ: ନ ଡ଼ରି କହିଲେ ‘ମାସେ ପରେ କରିବି ପ୍ଲାଜମା ଦାନ’

ବମ୍ବେ: ଭାରତରେ ଆତଙ୍କ ଖେଳାଉଛି କରୋନାର ଦ୍ୱିତୀୟ ଲହର। କେବଳ ଯେ ସାଧାରଣଜନତା ତାହା ନୁହେଁ ସେଲିବ୍ରିଟିମାନେ ମଧ୍ୟ ସାବଧାନତା ସତ୍ତ୍ୱେ ମହାମାରୀର ଶିକାର ପାଲଟୁଛନ୍ତି। କିଛି ଦିନ ମଧ୍ୟରେ ବଲିଉଡ୍‌ ଏବଂ ଟେଲିଜଗତର ଅନେକ କଳାକାର କରୋନା ସଂକ୍ରମିତ ହୋଇଛନ୍ତି।…

ଚେନ୍ନାଇ ବିପକ୍ଷରେ ଶେଷ ବଲ୍‌ରେ ଜିତିଲା ମୁମ୍ବାଇ: ହିଟ୍‌ମ୍ୟାନ୍‌ ଦେଲେ ଏଭଳି ବୟାନ

ନୂଆଦିଲ୍ଲୀ,୨।୫: ଶନିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପରକିଙ୍ଗ୍ସକୁ ଭେଟିଥିଲା ମୁମ୍ବାଇ ଇଣ୍ଡିଆନ୍ସ। ଏଥିରେ ବାଜିମାରିଥିଲା ରୋହିତ ଶର୍ମାଙ୍କ ଦଳ। ଚେନ୍ନାଇ ଟସ୍‌ ହାରିବା ପରେ ପ୍ରଥମେ ବ୍ୟାଟିଂ କରି ୨୧୮ ରନ୍‌ କରିଥିଲା। ଜବାବରେ ମୁମ୍ବାଇ ନିର୍ଧାରିତ ୨୦ ଓଭରରେ…

ବାଡ଼ିରେ ପିନ୍ଧାଇଲେ ବରଣମାଳା..

ପାଟନା,୨।୫: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ କେତେକ ବ୍ୟକ୍ତି ପ୍ରୟାସ କରୁଛନ୍ତି। ସମ୍ପ୍ରତି ବିହାରର ବେଗୁସରାଇରେ ଏକ ବିବାହ ଉତ୍ସବରେ ବରକନ୍ୟା ସଚେତନତା ସୃଷ୍ଟି ଲାଗି ବାଡ଼ିରେ ବରଣମାଳା ଧରି ପରସ୍ପରକୁ…

ମୁମ୍ବାଇ ବିପକ୍ଷ ପରାଜୟକୁ ନେଇ ଦୁଃଖି ସିଏସ୍‌କେ ଅଧିନାୟକ: କହିଲେ ସବୁଠାରୁ ବଡ଼ ଭୁଲ ହେଲା…

ନୂଆଦିଲ୍ଲୀ,୨।୫: ଅରୁଣ ଜେଟଲୀ ଷ୍ଟାଡିୟମରେ ଶନିବାର ଖେଳାଯାଥିବା ମ୍ୟାଚ୍‌ରେ ରୋମାଞ୍ଚକର ବିଜୟ ହାସଲ କରିଥିଲା ମୁମ୍ବାଇ ଇଣ୍ଡିଆନ୍ସ। ଏକୁଟିଆ କିରୋନ ପୋଲାର୍ଡ ବିରୋଧୀ ଚେନ୍ନାଇ ସୁପରକିଙ୍ଗ୍ସ ଦଳ ବୋଲର୍‌ଙ୍କୁ ଘାଇଲା କରିଦେଇଥିଲେ। ଆଇପିଏଲ୍‌ ଇତିହାସରେ ମୁମ୍ବାଇ ପ୍ରଥମ ଥର ସଫଳତାର ସହ…

‘ଫୋର୍‌-ଏମ୍‌’: ମମତାଙ୍କୁ ଆଣି ଦେଲା ବିଜୟ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ପୁଣି ଥରେ ଶାସନ ଡୋର ହାତେଇବାକୁ ଯାଉଛି। ଶାସକ ତୃଣମୂଳ ୨୧୧ ଆସନରେ ଆଗେଇଥିବାବେଳେ ଭାଜପା ୭୭ ଆସନରେ ଆଗୁଆ ରହିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଜୟରେ ‘ଫୋର୍‌-ଏମ୍‌’ର ଗୁରୁତ୍ୱ…

ସେରମ୍‌ର ସିଇଓଙ୍କୁ ଧମକ, ଟୁଇଟ୍‌ କରି ଦେଲେ ସୂଚନା

ଲଣ୍ଡନ,୨।୫: ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆର ସିଇଓ ଅଦାର ପୁନାଓ୍ବାଲାଙ୍କୁ ଟିକା ଯୋଗାଣ ନେଇ ଧମକ ମିଳୁଥିବା ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏହି ଟୁଇଟ୍‌ରେ ସେ ଲେଖିଛନ୍ତି, ଟଙ୍କାଧାରୀ ଏବଂ ଶକ୍ତିଶାଳୀ ଲୋକଙ୍କଠାରୁ ତାଙ୍କୁ ଧମକପୂର୍ଣ୍ଣ କଲ୍‌ ଆସୁଛି। ସମସ୍ତେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri