Home

ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…

ପାଟନା,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ବିହାରରେ ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି। ରାଜ୍ୟରେ କରୋନା ମହାମାରୀ ଯୋଗୁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାବେଳେ ଶାସକ ଏବଂ ବିରୋଧୀ ଗଦାଗଦା ମୃତଦେହକୁ ନେଇ ରାଜନୀତି ଆରମ୍ଭ କରିଛନ୍ତି।…

ସ୍ବାମୀଙ୍କ ସହ ସମସ୍ତ ଫଟୋ ସୋସିଆଲ୍‌ ମିଡିଆରୁ ହଟାଇଲେ ଏହି ଅଭିନେତ୍ରୀ

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁଙ୍କ ବିବାହ ବିଚ୍ଛେଦ ହେବାକୁ ଯାଉଛି। ଏବେ ଚର୍ଚ୍ଚା ହେଉଛି ନୁଶ୍‌ରତ୍‌ କୁଆଡେ ୬ ମାସର ଗର୍ଭବତୀ ଅଛନ୍ତି। କିନ୍ତୁ ତାଙ୍କ ସ୍ବାମୀ ନିଖିଲ ଜୈନଙ୍କୁ ଏହି ଗର୍ଭଧାରଣ ବିଷୟରେ କୌଣସି…

ପାନୀୟ ଜଳ ସମସ୍ୟାକୁ ନେଇ କନିଷ୍ଠ ଯନ୍ତ୍ରୀଙ୍କୁ ଭେଟିଲେ ଗ୍ରାମବାସୀ

ଗଞ୍ଜାମ,୧୦।୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ପାନୀୟ ଜଳ ସମସ୍ୟା ଦୀର୍ଘ ଦିନ ଧରି ଲାଗି ରହିଛି l ଏନେଇ ଗ୍ରାମବାସୀ ଜନସ୍ବାସ୍ଥ୍ୟ ବିଭାଗକୁ ବାରମ୍ବାର ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ। ଗୁରୁବାର ଏନେଇ ଗ୍ରାମବାସୀ କନିଷ୍ଠଯନ୍ତ୍ରୀ ଆଶିଷ କୁମାର ବରାଳଙ୍କୁ…

ଆଜି ସାବିତ୍ରୀ ବ୍ରତ: ରାଜଧାନୀର ଦେବାଳୟ ଖାଁ ଖାଁ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ଚଳିତବର୍ଷ କରୋନା ମହାମାରୀ ଯୋଗୁ ବିଭିନ୍ନ ରାଜଧାନୀର ଦେବାଳୟ ଖାଁ ଖାଁ ଦେଖିବାକୁ ମିଳିଛି। କରୋନା କଟକଣା ଯୋଗୁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି ନାହିଁ। କରୋନା ଯୋଗୁ ଘରେ ରହି ପୂଜାର୍ଚ୍ଚନା କରିଛନ୍ତି ମହିଳାମାନେ। ସ୍ବାମୀଙ୍କ…

ବିବାହ ମୁଦି କଥା ଭୁଲି ଯାଇଥିଲେ ରୋହିତ୍‌ ଶର୍ମା: କୋହଲି ଦେଲେ ବଡ଼ ଖବର

ଭାରତୀୟ କ୍ରିକେଟ ଦଳ ସହ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର୍‌ ଫାଇନାଲ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି ଷ୍ଟାର୍‌ କ୍ରିକେଟର୍‌ ରୋହିତ ଶର୍ମା। ଜୁନ ୧୮ରୁ ୨୨ ପର୍ଯ୍ୟନ୍ତ ସାଉଥମ୍ପଟନରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ଖେଳାଯିବ। ହିଟ୍‌ମ୍ୟାନ…

ପ୍ରେମ ନିବେଦନରେ ବିଫଳ ହେବା ପରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ନାବାଳିକାଙ୍କୁ ଛୁରିରେ ମରଣାନ୍ତକ ଆକ୍ରମଣ

ଖଇରା,୧୦।୬(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଟୋ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ନିବେଦନରେ ବିଫଳ ହେବା ପରେ ଜଣେ ଯୁବକ ଜଣକ ଏକ ଧାରୁଆ ଛୁରିରେ ଉକ୍ତ ଗ୍ରାମର ଜନୈକ ନାବାଳିକାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ…

ଏହି ଅଭିନେତ୍ରୀଙ୍କ ସହ ଚାଲିଛି ସଲମାନଙ୍କ ଲୁଚାଛପା ପ୍ରେମ

ମୁମ୍ବାଇ: ସୁନ୍ଦରୀ ନାୟିକା କ୍ୟାଟ୍ରିନା କୈଫଙ୍କ ସହ ବ୍ରେକଅପ୍‌ ପରେ ଦବଙ୍ଗ ଖାନ ସଲମାନଙ୍କ ନାମ ଆଉ ଜଣେ ମଡେଲଙ୍କ ସହ ଯୋଡ଼ା ଯାଇଛି। ସେ ଆଉ କେହି ନୁହନ୍ତି, ସେ ହେଉଛନ୍ତି ରୋମାନିଆର ବିଉଟି କୁଇନ୍‌ ୟୁଲିଆ ବନ୍ତୁର। ମାତ୍ର…

ଟିମ୍‌ ଇଣ୍ଡିଆର ୩ ବ୍ୟାଟ୍ସ୍‌ମ୍ୟାନ୍‌ ଆଇସିସିର ଟପ୍‌ ୧୦ରେ…

ନୂଆଦିଲ୍ଲୀ,୧୦।୬: ଆଇସିସି ବିଶ୍ୱ ଟେଷ୍ଟ ଚମ୍ପିୟନଶିପ୍‌ରେ ଭାରତ ନ୍ୟୁଜିଲାଣ୍ଡ୍‌ ମ୍ୟାଚ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ପାଇଁ ଖୁସି ଖବର ଆସିଛି। ଆଇସିସି ପକ୍ଷରୁ ଟେଷ୍ଟ୍‌ ର଼୍ୟାଙ୍କିଙ୍ଗ୍‌ ଜାରି କରାଯାଇଛି। ଏହି ତାଲିକାରେ ଟପ୍‌ ୧୦ ବ୍ୟାଟ୍ସ୍‌ ମ୍ୟାନ୍‌ଙ୍କ ମଧ୍ୟରେ ଟିମ୍‌ ଇଣ୍ଡିଆର…

ସଂକ୍ରମିତ ଶିଶୁଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଛି। ସେପ୍ଟେମ୍ବର କିମ୍ବା ଅକ୍ଟୋବର ବେଳକୁ ତୃତୀୟ ଲହର ଆସିପାରେ ବୋଲି ଆଶଙ୍କା କରି ରାଜ୍ୟ ସରକାର ଏବେଠୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି।…

୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍‌ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ବାଲେଶ୍ବରରେ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ସହାୟତାରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ ସୁବିଧା…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରୀନିବାସକୁ ନନ୍ଦିନୀ ଶତପଥୀଙ୍କ ନାମରେ ନାମିତ କରିବାକୁ ଦାବି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ରାବାସ ଓ ଛାତ୍ରୀନିବାସଗୁଡ଼ିକ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିଙ୍କ ନାମରେ ନାମିତ ହେବାର ଏକ ପରମ୍ପରା ଅଛି। ଏବେ ବିଶ୍ୱବିଦ୍ୟାଳୟ ପରିସରରେ ୭ଟି ଛାତ୍ରାବାସ ଓ ୭ଟି ଛାତ୍ରୀନିବାସ ଅଛି। ଛାତ୍ରାବାସଗୁଡ଼ିକ ଗୋପବନ୍ଧୁ , ମଧୁସୂଦନ, ଫକୀରମୋହନ, ଗୋଦାବରୀଶ,…

ଗପୁଗପୁ ଅନ୍ୟମନସ୍କରେ ୫ ମିନିଟ୍‌ରେ ଯୁବକଙ୍କୁ ୨ ଡୋଜ୍‌ ଟିକା ଦେଲେ ନର୍ସିଂ ଷ୍ଟାଫ୍‌…

ଲଳିତପୁର,୧୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଡୋଜ୍‌ ନଷ୍ଟ ହେବା ଏବଂ ଟିକାଦାନରେ ଅବହେଳା କରାଯାଉଥିବା କେତେକ ଅଭିଯୋଗ ହୋଇଛି। ଉତ୍ତରପ୍ରଦେଶ ଲଳିତପୁରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?