Home

ଏଲ୍‌ଓସିର ପାନସରରେ ୧୫୦ ମିଟର ଲମ୍ବ ସୁଡ଼ଙ୍ଗ ଠାବ

ଶ୍ରୀନଗର, ୨୩।୧: ଜମ୍ମୁ-କଶ୍ମୀର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରେ ପୁଣି ଏକସୁଡ଼ଙ୍ଗ ଠାବ କରାଯାଇଛି। କଠୁଆ ଜିଲାର ହୀରନଗରର ପାନସରଠାରେ ୧୫୦ ମିଟର ଲମ୍ବ ସୁଡ଼ଙ୍ଗକୁ ବିଏସ୍‌ଏଫ୍‌ ଯବାନମାନେ ଠାବ କରିଛନ୍ତି। ଗତ ୧୦ ଦିନ ମଧ୍ୟରେ ଏଲ୍‌ଓସିରେ ଦ୍ୱିତୀୟ…

ମାରପିଟ ଅଭିଯୋଗରେ ଏଏପି ନେତା ସୋମନାଥଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ

ନୂଆଦିଲ୍ଲୀ, ୨୩।୧: ମାରପିଟ ଅଭିଯୋଗରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ନେତା ସୋମନାଥ ଭାରତୀଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ କରାଯାଇଛି। ରାଉଜ୍‌ ଆଭେନ୍ୟୁ କୋର୍ଟଙ୍କ ପକ୍ଷରୁ ସୋମନାଥ ଦୋଷୀ ସାବ୍ୟସ୍ତ ହୋଇଥିବା ଦର୍ଶାଇ ଶନିବାର ଏଭଳି ଦଣ୍ଡାଦେଶ କରାଯାଇଛି। ୨୦୧୬ରେ ଏମ୍ସ୍‌…

ଖୋଲା ବଜାରରେ ମିଳିବନି କରୋନା ଟିକା

ନୂଆଦିଲ୍ଲୀ, ୨୩।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ କରୋନା ଟିକା ଖୋଲା ବଜାରରେ ମିଳିବ କି ନାହିଁ, ସେନେଇ ଲୋକଙ୍କ ମଧ୍ୟରେୀ ନାନା କଳ୍ପନା ଜଳ୍ପନା ବୃଦ୍ଧି ପାଉଛି। ତେବେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ସଚିବ ରାଜେଶ…

ଅମ୍ବାନୀ ପରିବାରର ବଡ଼ ବୋହୂ ସଙ୍ଗୀତ ସେରିମନିରେ ପିନ୍ଧିଥିଲେ ‘ଲଭ୍‌ ଷ୍ଟୋରୀ ଲେହେଙ୍ଗା’, ଜାଣନ୍ତୁ ଏହା ପଛର କାହାଣୀ…

୯ ମାାର୍ଚ୍ଚ ୨୦୧୯ରେ ଅମ୍ବାନୀ ପରିବାର ସେମାନଙ୍କ ବଡ଼ ବୋହୁ ଶ୍ଲୋକା ମେହେଟ୍ଟାଙ୍କୁ ଘରକୁ ସ୍ବାଗତ କରିଥିଲେ। ଏହି ବିବାହ ସାଧାରଣ ବିବାହ ନ ଥିଲା। ଦେଶ ବିଦେଶରୁ ଅନେକ ବଡ଼ ବଡ଼ ଲୋକ ଏହି ସମାରୋହରେ ସାମିଲ ହୋଇଥିଲେ। ଏହି…

ଖାନ୍‌ନଗରରେ ନିର୍ମାଣ ହେବ ବିଶ୍ୱସ୍ତରୀୟ ‘ନେତାଜୀ ବସ୍‌ ଟର୍ମିନାଲ’: ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

କଟକ ଅଫିସ,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଖାନ୍‌ନଗର ଅଞ୍ଚଳର ୧୨ ଏକର ପରିମିତ ଜମିରେ ନିର୍ମାଣ ହେବାକୁ ଥିବା ଅତ୍ୟାଧୁନିକ ବସ୍‌ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଶନିବାର ଆୟୋଜିତ…

କଂଗ୍ରେସକର୍ମୀଙ୍କୁ ଗୋଡ଼େଇ ପିଟିଲେ ପୋଲିସ

ଭୋପାଳ, ୨୩।୧: କୃଷି ଆଇନ ନେଇ ଦେଶରେ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଶନିବାର ମଧ୍ୟାହ୍ନରେ କୃଷି ଆଇନକୁ ବିରୋଧ କରି କଂଗ୍ରେସକର୍ମୀମାନେ ଜବାହର ଛକରୁ ରାଜଭବନ ଆଡ଼କୁ ଯାଉଥିବା ସମୟରେ ପୋଲିସ ସହିତ ମୁହାଁମୁହିଁ ହୋଇଛନ୍ତି। ପୋଲିସ କଂଗ୍ରେସକର୍ମୀଙ୍କୁ ଅଧାବାଟରେ…

ବିବାହ ପୂର୍ବରୁ ଜିଲାପାଳଙ୍କ ନିକଟରେ ଏମିତି ଗୁହାରି କଲେ ଯୁବତୀ, ଛୁଟୁଛି ପ୍ରଶଂସାର ସୁଅ

ଲକ୍ଷ୍ନୌ,୨୩।୧: ଉତ୍ତରପ୍ରଦେଶର ଅଲୀଗଡ଼ରୁ ହୃଦୟକୁ ଛୁଇଁଗଲା ପରି ଖବର ସାମ୍ନାକୁ ଆସିଛି। ଏଠାକାର ଜଣେ ଯୁବତୀ ନିଜ ବାହାଘରରେ ବରଯାତ୍ରୀ ଆସିବା ପାଇଁ ଗାଁକୁ ରାସ୍ତା ନ ଥିବାରୁ ସିଧା ଜିଲାପାଳଙ୍କ ନିକଟରେ ଗୁହାରି କରିଛନ୍ତି। ଯୁବତୀ ଜଣକ ଜିଲାପାଳଙ୍କୁ କହିଛନ୍ତି,…

ବାଇଡେନ୍‌ଙ୍କ ଶପଥ ଗ୍ରହଣ ଉତ୍ସବ : ମୁତୟନ ହୋଇଥିବା ୨୦୦ ସୁରକ୍ଷାକର୍ମୀ କରୋନା ପଜିଟିଭ୍‌

ଓ୍ବାଶିଂଟନ, ୨୩।୧: ଆମେରିକାର ନୂଆ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସୁରକ୍ଷା କାର୍ଯ୍ୟରେ ମୁତୟନ ହୋଇଥିବା ୨୦୦ ସୁରକ୍ଷାକର୍ମୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପିଜିଟିଭ୍‌ ଆସିଛି। ସୁରକ୍ଷା କାର୍ଯ୍ୟରେ ୨୫ ହଜାର ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଥିଲା।…

ପଡ଼ିଆରେ ୯୭୦ ମିନିଟ୍‌ ଯାଏ ବ୍ୟାଟିଂ କରି ବିଶ୍ୱ ରେକର୍ଡ କରିଥିଲେ ଏହି ବ୍ୟାଟ୍ସମ୍ୟାନ୍‌: ଆଜି ବି ରହିଛି…

ନୂଆଦିଲ୍ଲୀ,୨୩।୧: ବିଶ୍ୱସ୍ତରୀୟ କ୍ରିକେଟରେ ସର୍ବକାଳୀନ ଶ୍ରେଷ୍ଠ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ହେଉଛନ୍ତି ହନିଫ ମହମ୍ମଦ। ଗୁଜରାଟର ଜୁନାଗଡ଼ରେ ଜନ୍ମ ହୋଇଥିବା ହନିଫ ୧୯୫୨ରେ ଭାରତ ବିପକ୍ଷରେ ଅନ୍ତଃର୍ଜାତୀୟ କ୍ରିକେଟ କ୍ୟାରିୟର ଆରମ୍ଭ କରିଥିଲେ। ନିଜ ସମୟରେ ତାଙ୍କୁ ଦୁନିଆର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ ଭାବେ…

ଏମିତି ଶିକ୍ଷକ, ଯିଏ ପ୍ରତିଦିନ କରନ୍ତି ଛାତ୍ରୀଙ୍କ ପାଦପୂଜା

ମଧ୍ୟପ୍ରଦେଶର କଟନୀ ଜିଲାରେ ଜଣେ ଶିକ୍ଷକ ମହିଳା ଏବଂ ବାଳିକାମାନଙ୍କୁ ସମ୍ମାନ ଦେବା ପାଇଁ ଏକ ନିଆରା ପ୍ରୟାସ ଆରମ୍ଭ କରିଛନ୍ତି। ଏହି ଶିକ୍ଷକ ଦୀର୍ଘ ୨୩ ବର୍ଷ ହେବ ସ୍କୁଲରେ ଛାତ୍ରୀମାନଙ୍କ ପାଦପୂଜା କରିଆସୁଛନ୍ତି। ପ୍ରଥମେ ଛାତ୍ରୀମାନଙ୍କୁ ପୂଜା କରିବା…

ବକୁଳବନର ପୁନରୁଦ୍ଧାର ପାଇଁ ଶପଥ

ସାକ୍ଷୀଗୋପାଳ,୨୩ା୧(ସ୍ବ.ପ୍ର./ଡି.ଏନ୍‌.ଏ.): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଏବଂ ସତୀର୍ଥମାନଙ୍କ ଦ୍ୱାରା ନିର୍ମିତ ମଣିଷ ତିଆରି କାରଖାନା, ସେବା, ସଂସ୍କାର ଓ ସାହିତ୍ୟ ସାଧନାରେ ପରିପୁଷ୍ଟ ଓଡ଼ିଶାର ଅନ୍ୟତମ ଐତିହାସିକ ପୀଠ ସତ୍ୟବାଦୀସ୍ଥିତ ବକୁଳବନର ହଜିଲା ସ୍ମୃତିକୁ ଫେରାଇ ଆଣିବାକୁ ଓଲିଉଡ ଅଭିନେତା…

ଫିଲ୍ମରେ ବଳାତ୍କାର ଦୃଶ୍ୟ ଦେଖି ଏହି ଅଭିନେତାଙ୍କୁ ଅପମାନିତ କରି ଘରୁ ବାହାର କରିଦେଇଥିଲେ ପରିବାରଲୋକେ

ବଲିଉଡ୍‌ର ପ୍ରସିଦ୍ଧ ଖଳନାୟକ ରଣଜୀତ୍‌ ନିକଟରେ କପିଲ ଶର୍ମାଙ୍କ ଶୋ’ରେ ପହଞ୍ଚିଥିଲେ। ତାଙ୍କ ସହ ଗୁଲଶନ ଗ୍ରୋଭର ଏବଂ ଅଭିନେତ୍ରୀ ବିନ୍ଦୁ ମଧ୍ୟ ଉପସ୍ଥିତ ଥିଲେ। ଏହି ଶୋ’ର ଏକ ପ୍ରମୋ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri