Home

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି। ଡିଡି ନ୍ୟୁଜ ଡିଜିଟାଲ କଣ୍ଟେଣ୍ଟ କ୍ରିଏଟରମାନଙ୍କ ପାଇଁ ଏକ ସ୍ବତନ୍ତ୍ର ପ୍ରୟାସ ଆରମ୍ଭ…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି ଆଶ୍ଚର୍ଯ୍ୟର ବିଷୟ। ସିଙ୍ଗାପୁରର ଜଣେ ମହିଳାଙ୍କ ସହିତ ସମାନ ଘଟଣା ଘଟିଛି। ଏଠାରେ…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା ଏବେ ଏକ ନୂତନ ବିତର୍କ ସୃଷ୍ଟି କରିଛି। ପାକିସ୍ତାନ ଫେବୃଆରୀ ୯ରେ ଭାରତ…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ ଅଂଶଗ୍ରହଣ କରୁଥିବା ଦୁଇ ମହିଳା ଗୁରୁତର ଆହତ ହୋଇଥିଲେ, ସେମାନଙ୍କ ମଧ୍ୟରୁ କଳାବତୀ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ଏବଂ ହୋଟେଲ ବିଲ୍ ପେମେଣ୍ଟ ପାଇଁ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ ଭାରତ ଗସ୍ତ ପୂର୍ବରୁ ବାୟୁସେନା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ନେତୃତ୍ୱାଧୀନ ଡିଏସିକୁ…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ କରିଥିଲେ। କୋର୍ଟ ଅଭିନେତାଙ୍କୁ ଟଙ୍କା ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ସମୟ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର କରିଥିଲେ, ଯାହା ଫଳରେ ସେ ଗର୍ଭବତୀ ହୋଇଥିଲେ। ବିଜୟୱାଡାର POCSO କୋର୍ଟ ଏହି…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା ଆରମ୍ଭ କରିଛି। ଏହା ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। କମ୍ପାନୀ ଘୋଷଣା…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ ନେଇ ଉଭୟ ଉତ୍ସାହ ଏବଂ ଆଶଙ୍କା ଦେଖାଦେଇଥିବା ବେଳେ ପ୍ରଶାସନ ଓ ପରିବେଶବିତ୍‌ଙ୍କ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ ସୋମବାର ଦାରିଙ୍ଗବାଡିରେ ପହଞ୍ଚି ଇକୋ ରିଟ୍ରିଟରେ ପହଞ୍ଚି ରାତ୍ରିଯାପନ କରିଥିବାବେଳେ ମଙ୍ଗଳବାର ସକାଳ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ ଏହି ଘରପୋଡି ମନୁଷ୍ୟକୃତ ହୋଇଥିବା ବେଳେ ପୂର୍ବ ଶତୃତାକୁ ନେଇ ନିଆଁ ଲଗାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?