୨୮ ବଲ୍ରୁ ବିସ୍ଫୋରକ ଶତକ ମାରି ଇତିହାସ ରଚିଲେ ଏହି କ୍ରିକେଟର୍
କ୍ରିକେଟରେ ପ୍ରାୟତଃ ଅନେକ ବିସ୍ଫୋରକ ଇନିଂସ ଦେଖିବାକୁ ମିଳିଥାଏ, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ୟୁରୋପୀୟ ଟି-୧୦ କ୍ରିକେଟ ଲିଗରେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଏଭଳି ଏକ ଇନିଂସ ଖେଳିଛନ୍ତି। ଇସିଏସ୍ ଟି୧୦ ଟୁର୍ନାମେଣ୍ଟରେ ମୁସାଦ୍ଦିକ ଅହମ୍ମଦ ମାତ୍ର ୨୮ ବଲରେ ଶତକ…
ଡେଲ୍ଟା ଭାରିଆଣ୍ଟ୍ ଅଧିକ ଭୟଙ୍କର: ଏହା ଯୋଗୁ କମୁଛି ଶ୍ରବଣ ଶକ୍ତି, ବଢୁଛି ଅବସାଦ…
ଚେନ୍ନାଇ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ଦେଖାଦେଇଥିବା ଡେଲ୍ଟା ଭାରିଆଣ୍ଟ୍ ଇତିମଧ୍ୟରେ ପୃଥିବୀର ୬୦ ଦେଶକୁ ବ୍ୟାପିଛି। ଡେଲ୍ଟା(ବି-୧-୬୧୭-୨) ଭାରିଆଣ୍ଟ୍ ଯୋଗୁ ଆକ୍ରାନ୍ତଙ୍କ ଶ୍ରବଣ ଶକ୍ତି କମିବା ସହିତ ଅବସାଦ ବଢୁଛି।…
ପ୍ରଧାନମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଏହି କ୍ରିକେଟର୍ଙ୍କ ମାମଲା
ଲଣ୍ଡନ,୮।୬: ଇଂଲଣ୍ଡ ପେସର୍ ଓଲି ରବିନ୍ସନ୍ ବିବାଦୀୟ ଟୁଇଟ୍ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ ସମର୍ଥନ କରିଛନ୍ତି ଯେ, ଓଲିଙ୍କୁ ନିଲମ୍ବନ କରି ଇଂଲଣ୍ଡ କ୍ରିକେଟ ଏକ କଠୋର ଆଭିମୁଖ୍ୟ…
ଏମିତି ଫଟୋ ଛାଡିଲେ ଜାଡେଜା: ପ୍ରଶଂସକ କଲେ ସନ୍ଦେହ
ଲଣ୍ଡନ,୮।୬: ଭାରତୀୟ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଇଂଲଣ୍ଡର ଟିମ ଇଣ୍ଡିଆ ସହିତ ଅଛନ୍ତି ଏବଂ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ (ଡବ୍ଲୁଟିସି ଫାଇନାଲ) ପାଇଁ ପ୍ରସ୍ତୁତ ହେଉଛନ୍ତି। ଜାଡେଜା ସୋସିଆଲ ମିଡିଆରେ ମଧ୍ୟ ସକ୍ରିୟ ଏବଂ ପ୍ରଶଂସକଙ୍କ ପାଇଁ ଫଟୋ-ଭିଡିଓ ମଧ୍ୟ…
ପାଣି ତଳେ ଧାରଣା ଦେଇ ପ୍ରଶାସକଙ୍କୁ ହଟାଇବା ପାଇଁ ଦାବି…
କାଭର୍ତ୍ତିି,୮।୬: ପ୍ରଶାସକଙ୍କୁ ହଟାଇବା ପାଇଁ ଲୋକେ ପାଣିତଳେ ଧାରଣା ଦେଇଛନ୍ତି। ଏଭଳି ନିଆରା ଘଟଣା ଲାକ୍ଷାଦ୍ୱୀପରେ ଘଟିଛି। ପ୍ରଶାସକ ପ୍ରଫୁଲ୍ଲ ପଟେଲଙ୍କୁ ଦାୟିତ୍ୱରୁ ହଟାଇବା ଲାଗି ସୋମବାର ଲୋକେ ପାଣି ତଳେ ପ୍ରଦର୍ଶନ କରିଛନ୍ତି। ଅନ୍ୟ ଲୋକେ ନିଜ ନିଜ ଘର…
ମୁହଁରେ ବଲ୍ ବାଜିବାରୁ ବ୍ୟାଟ୍ସମ୍ୟାନ୍ଙ୍କ ପଡିଲା ୭ ଷ୍ଟିଚ୍
କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ ଦଳକୁ ଏକ ବଡ଼ ଝଟ୍କା ଲାଗିଛି। ଅଭ୍ୟାସ ସମୟରେ ଦଳର ଷ୍ଟାର ବିଦେଶୀ ଖେଳାଳି…
ଭାକ୍ସିନ୍ର ୨ ଡୋଜ୍ ନେଲା ପରେ ବି ସୃଷ୍ଟି ହେଉନି ଆଣ୍ଟିବଡ଼ି, ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଲା…
ଲକ୍ଷ୍ନୌ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ତେବେ ଭାକ୍ସିନ୍ର ୨ଟି ଡୋଜ୍ ନେବା ପରେ ବି ଶରୀରରେ…
କରୋନାରେ ୩୦ ହଜାର ପିଲା ଅନାଥ
ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (ଏନ୍ସିପିସିଆର୍) ସୋମବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ମୋଟ ୨୬,୧୭୬ ଜଣ…
ହାରିସ୍ଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି
ଆମେରିକା ଉପରାଷ୍ଟ୍ରପତି ହେବା ପରେ ପ୍ରଥମ କରି ବିଦେଶ ଯାତ୍ରାରେ ବାହାରିଥିବା କମଲା ହାରିସ୍ଙ୍କ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଧା ବାଟରୁ ଫେରିଆସିଛି। ହାରିସ୍ ରବିବାର ଗୁଏତ୍ମାଲା ଏବଂ ମେକ୍ସିକୋ ଯିବାକୁ ବାହାରିବାର ଅଧଘଣ୍ଟା ପରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବାରୁ…
ମହାକାଶକୁ ଯିବେ ବେଜୋସ୍
ଆମାଜନ୍ ପ୍ରତିଷ୍ଠାତା ତଥା ସ୍ପେସ୍ କମ୍ପାନୀ ବ୍ଲୁ ଅରିଜନ୍ର ମାଲିକ ଜେଫ୍ ବେଜୋସ୍ ଜୁଲାଇ ୨୦ରେ ମହାକାଶକୁ ଯିବେ। ବ୍ଲୁ ଅରିଜିନ୍ ଦ୍ୱାରା ପଠାଯାଉଥିବା ପ୍ରଥମ ମାନବ ମହାକାଶ ଯାନରେ ସେ ତାଙ୍କ ଭାଇ ମାର୍କଙ୍କ ସହ ସ୍ପେସ୍କୁ ଯିବେ ବୋଲି…
ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ
ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ ମଧ୍ୟରେ ୧୫ ଜଣ ମହିଳା ଥିବା ଜଣାପଡ଼ିଛି। ଉକ୍ତ କାରଖାନାରେ ସାନିଟାଇଜର ତିଆରି ହେଉଥିଲା।…
କରୋନା ଗ୍ରାଫ୍ ତଳମୁହାଁ: ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମିଲା…
ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମୁଛି। ୬୬ ଦିନ ପରେ ଦେଶରେ ନୂଆ କରୋନା ଆକ୍ରାନ୍ତ…

