ହାରିସ୍ଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି
ଆମେରିକା ଉପରାଷ୍ଟ୍ରପତି ହେବା ପରେ ପ୍ରଥମ କରି ବିଦେଶ ଯାତ୍ରାରେ ବାହାରିଥିବା କମଲା ହାରିସ୍ଙ୍କ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଧା ବାଟରୁ ଫେରିଆସିଛି। ହାରିସ୍ ରବିବାର ଗୁଏତ୍ମାଲା ଏବଂ ମେକ୍ସିକୋ ଯିବାକୁ ବାହାରିବାର ଅଧଘଣ୍ଟା ପରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବାରୁ…
ମହାକାଶକୁ ଯିବେ ବେଜୋସ୍
ଆମାଜନ୍ ପ୍ରତିଷ୍ଠାତା ତଥା ସ୍ପେସ୍ କମ୍ପାନୀ ବ୍ଲୁ ଅରିଜନ୍ର ମାଲିକ ଜେଫ୍ ବେଜୋସ୍ ଜୁଲାଇ ୨୦ରେ ମହାକାଶକୁ ଯିବେ। ବ୍ଲୁ ଅରିଜିନ୍ ଦ୍ୱାରା ପଠାଯାଉଥିବା ପ୍ରଥମ ମାନବ ମହାକାଶ ଯାନରେ ସେ ତାଙ୍କ ଭାଇ ମାର୍କଙ୍କ ସହ ସ୍ପେସ୍କୁ ଯିବେ ବୋଲି…
ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ
ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ ମଧ୍ୟରେ ୧୫ ଜଣ ମହିଳା ଥିବା ଜଣାପଡ଼ିଛି। ଉକ୍ତ କାରଖାନାରେ ସାନିଟାଇଜର ତିଆରି ହେଉଥିଲା।…
କରୋନା ଗ୍ରାଫ୍ ତଳମୁହାଁ: ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମିଲା…
ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମୁଛି। ୬୬ ଦିନ ପରେ ଦେଶରେ ନୂଆ କରୋନା ଆକ୍ରାନ୍ତ…
ଚାପରେ ଯାଚିଲେ ଟିକା
ନୂଆଦିଲ୍ଲୀ, ୮ା୬: କୋଭିଡ୍-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର ୨୩କୋଟିରୁ ସାମାନ୍ୟ ଊର୍ଦ୍ଧ୍ୱ ଲୋକଙ୍କୁ ଟିକା ଦିଆଯାଇଛି। ଚାହିଦା ମେଣ୍ଟାଇବା ପାଇଁ ଉତ୍ପାଦନ ଯଥେଷ୍ଟ…
ବିପଜ୍ଜନକ ହୋଇପାରେ ମୌସୁମୀ
ନୂଆଦିଲ୍ଲୀ, ୮ା୬: ଜୁନ୍ରୁ ସେପ୍ଟେମ୍ବର ମଧ୍ୟରେ ଦକ୍ଷିଣ ଏସିଆ ଅଞ୍ଚଳକୁ ଆସେ ମୌସୁମୀ। ଏଥିଜନିତ ୪ ମାସର ବର୍ଷା ଉପରେ ଏହି ଅଞ୍ଚଳର କୃଷି ଅର୍ଥନୀତି ନିର୍ଭରଶୀଳ। କିନ୍ତୁ ଚଳିତ ଥର ଦକ୍ଷିଣ-ପଶ୍ଚିମ ମୌସୁମୀକୁ ପ୍ରଭାବିତ କରିପାରେ ବ୍ୟାପକ ଜଳବାୟୁ ପରିବର୍ତ୍ତନ।…
ଅପମାନଜନକ ଟୁଇଟ୍ ପାଇଁ ରବିନସନ୍ ସସ୍ପେଣ୍ଡ
ଲଣ୍ଡନ, ୮ା୬ (ଏପି)-ଇଂଲଣ୍ଡ ଫାଷ୍ଟ ବୋଲର ଓଲି ରବିନସନ୍ଙ୍କୁ ଅନ୍ତର୍ଜାତୀୟ କ୍ରିକେଟରୁ ସସ୍ପେଣ୍ଡ କରାଯାଇଛି। ୨୦୧୨-୧୩ରେ ସୋସିଆଲ ମିଡିଆରେ ସେ ଅପମାନଜନକ ଟୁଇଟ୍ ପୋଷ୍ଟ କରିଥିଲେ। ରବିନସନ୍ଙ୍କ ବିରୋଧରେ ଶୃଙ୍ଖଳାଗତ ତଦନ୍ତ ଆରମ୍ଭ ହୋଇଛି। ଗୁରୁବାରଠାରୁ ଖେଳାଯିବାକୁଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ…
ଖିଲାଡ଼ି ବୟଙ୍କ ସମ୍ପର୍କରେ ଏଭଳି କହିଥିଲେ ଖିଲାଡ଼ି ଗର୍ଲ….
ମୁମ୍ବାଇ, ୮।୬: ବଲିଉଡ୍ର ଖିଲାଡି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଶିଳ୍ପା ଶେଟ୍ଟିଙ୍କୁ ମଙ୍ଗଳବାର ୪୬ ବର୍ଷ ପୂରଣ ହୋଇଛି। ସେ ୧୯୭୫ ଜୁନ ୮ରେ ମାଙ୍ଗାଲୋଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍ରେ ନିଜର ସୃଜନଶୀଳ ଅଭିନୟ ମାଧ୍ୟମରେ ସେ ପ୍ରଶଂସକଙ୍କ…
ରାତାରାତି ମିଳିଥିଲା ଷ୍ଟାର୍ ଡମ୍…
ମୁମ୍ବାଇ,୮।୬: ବଲିଉଡ୍ ଅଭିନେତ୍ରୀ ଡିମ୍ପଲ କପାଡ଼ିଆ ମଙ୍ଗଳବାର ୬୪ ବର୍ଷ ପୂରଣ ହୋଇଛି। ୧୯୫୭ ଜୁନ ୮ରେ ସେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କୁ ୧୬ ବର୍ଷ ବୟସ ହୋଇଥିବାବେଳେ ରାଜକପୁର ଡିମ୍ପଲଙ୍କୁ ଫିଲ୍ମ ବବି ମାଧ୍ୟମରେ ବଲିଉଡ୍ରେ ଡେବ୍ୟୁ…
ଟିକା ନେଲେ ମୂଲାୟମ: ଉପମୁଖ୍ୟମନ୍ତ୍ରୀ କହିଲେ, କ୍ଷମା ମାଗନ୍ତୁ ଅଖିଳେଶ
ଲକ୍ଷ୍ନୌ,୭।୬: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ସୋମବାର ଲକ୍ଷ୍ନୌରେ କରୋନା ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ପୂର୍ବରୁ ମୂଲାୟମ୍ଙ୍କ ପୁଅ ତଥା ଏସପି ସଭାପତି ଅଖିଳେଶ ଯାଦବ କରୋନା ଟିକାକୁ ବିରୋଧ…
ଏହି ତାରିଖରୁ ଆରମ୍ଭ ହେବ ଆଇପିଏଲ୍ ୨୦୨୧ର ଅବଶିଷ୍ଟ ମ୍ୟାଚ୍
ନୂଆଦିଲ୍ଲୀ,୭।୬: ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ପାଇଁ କାର୍ଯ୍ୟସୂଚୀ ଜାରି ହୋଇଛି। ସେପ୍ଟେମ୍ବର ୧୯ରୁ ଏହି ଲିଗ ଆରମ୍ଭ ହେବ। ଫାଇନାଲ ଅକ୍ଟୋବର ୧୫ରେ ଖେଳାଯିବ। ବିସିସିଆଇର ଜଣେ ଅଧିକାରୀ କହିଛନ୍ତି ଯେ, ମ୍ୟାଚ ଶେଷ କରିବାକୁ ବୋର୍ଡ ୨୫ ଦିନର…
ୟାମିଙ୍କୁ ରାଧେ ମା’ ଡାକିଲେ ଏହି ଅଭିନେତା: କଙ୍ଗନା କହିଲେ, ଆଣ ମୋ ଚପଲ
ବଲିଉଡ୍ ଅଭିନେତ୍ରୀ ୟାମି ଗୌତମ ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି। ସୋସିଆଲ୍ ମିଡିଆରେ ୟାମୀଙ୍କ ବିବାହ ଫଟୋ ଭାଇରାଲ ହେଉଛି। ଫଟୋ ପାରମ୍ପରିକ ଲାଲ୍…

