Home

ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍‌

ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍‌ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି କେନ୍ଦ୍ରୀୟ ଟିମ୍‌ କେନ୍ଦ୍ରରୁ ୭ଜଣ ସଦସ୍ୟ ଆସି ପ୍ରଥମେ ରେମୁଣା ବ୍ଲକ ସାର୍ଥା ଅଞ୍ଚଳ…

ଏହି ଅଭିନେତ୍ରୀଙ୍କ ସୌନ୍ଦର୍ଯ୍ୟରେ ପାଗଳ ଥିଲେ ଏମ୍‌ଏଫ୍‌ ହୁସେନ୍‌

ବଲିଉଡ୍‌ ଅଭିନେତ୍ରୀ ଅମୃତା ରାଓ ଆଜି ନିଜର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ଅମୃତା ଇଶ୍କ-ଭିସ୍କ, ମେଁ ହୁଁ ନା, ବିବାହ, ମସ୍ତି ଏବଂ ଜଲି ଏଲ୍‌ଏଲ୍‌ବି ଭଳି ଚଳଚ୍ଚିତ୍ରରେ ଦମ୍‌ଦାର୍‌ ଅଭିନୟ ପାଇଁ ବେଶ ଜଣାଶୁଣା। ହିନ୍ଦୀ ଚଳଚ୍ଚିତ୍ର ପରେ…

ନୂଆ ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର: ଭିଟାମିନ୍‌ ଟ୍ୟାବଲେଟ୍‌-ଷ୍ଟିମ୍‌ ନେବାକୁ ମନା …

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି। ଲକ୍ଷଣ ପ୍ରକାଶ ପାଉ ନ ଥିବା କରୋନା ଆକ୍ରାନ୍ତ ଭିଟାମିନ୍‌ ଟ୍ୟାବଲେଟ୍‌, ଷ୍ଟିମ୍‌ ନେବାକୁ…

ମଦ ପିଇ ବାହା ହେବାକୁ ଆସିଥିଲେ ବର, କନ୍ୟା ନେଲେ ବଡ଼ ନିଷ୍ପତ୍ତି

ଲକ୍ଷ୍ନୌ,୭ା୬: ଉତ୍ତରପ୍ରଦେଶର ପ୍ରତାପଗଡ଼ର ଜଣେ ବର ମଦ ପିଇ ବିବାହ ପାଇଁ କନ୍ୟା ଘରେ ପହଞ୍ଚିବା ଭାରି ପଡ଼ିଛି। ବରକୁ ଏପରି ଅବସ୍ଥାରେ ଦେଖି କନ୍ୟା ବିବାହ କରିବାକୁ ମନା କରିଦେଇଛନ୍ତି। ଖାଲି ଏତିକି ନୁହେଁ, କନ୍ୟାପକ୍ଷ ବରଙ୍କ ସମେତ ବରଯାତ୍ରୀଙ୍କୁ…

ମେଦବହୁଳତା ଓ ଆଜ୍‌ମା

ଆଜ୍‌ମା ଏକ ଶ୍ୱାସଜନିତ ସମସ୍ୟା। ଏହାର ସ୍ଥାୟୀ ଉପଚାର ନାହିଁ। ତେଣୁ ନିୟମିତ ସମୟ ଅନ୍ତରାଳରେ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସିତ ହେବାକୁ ପଡ଼ିଥାଏ। ଓଜନ ବୃଦ୍ଧି ବା ମେଦବହୁଳତା ଯୋଗୁ ଏପରି ସମସ୍ୟା ଦେଖାଯିବାର ଆଶଙ୍କା ରହିଛି। ଜଣେ…

୨୦୨୨ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଅଣ୍ଟାଭିଡ଼ା: ପରାଜୟରୁ ଶିକ୍ଷା ଲାଭ କରିବାକୁ କହିଲେ ମୋଦି…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ଭାଜପା ପକ୍ଷରୁ ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁଥିବା ବିଧାନସଭା ନିର୍ବାଚନ ପାଇଁ ଅଣ୍ଟାଭିଡ଼ିବା ଆରମ୍ଭ ହୋଇଛି। ୨୦୨୧ରେ ହୋଇଥିବା ୫ ରାଜ୍ୟର ବିଧାନସଭା ନିର୍ବାଚନର…

ନିଉଟନୀୟ ଓ ଆଇନଷ୍ଟାଇନୀୟ ମାଧ୍ୟାକର୍ଷଣ

ଆମେ ଟେକାଟିଏ ଫିଙ୍ଗିଲେ ତାହା ଉଚ୍ଚକୁ କିଛି ଦୂର ପର୍ଯ୍ୟନ୍ତ ଯାଇ ପୃଥିବୀ ପୃଷ୍ଠକୁ ଖସି ପଡୁଛି। ଫଳଟିଏ ପାଚିଲେ ଗଛରୁ ଛିଣ୍ଡିଯାଇ ତଳେ ପଡୁଛି। ଏହା କାହିଁକି ହେଉଛି? ପୃଥିବୀର ମାଧ୍ୟାକର୍ଷଣ ବଳ ଟେକାଟିକୁ କିମ୍ବା ଫଳଟିକୁ ନିଜ ଆଡ଼କୁ…

ଝିଅ ଜନ୍ମ ହେବାରୁ ବାପା ନେଲେ ଏମିତି ନିଷ୍ପତ୍ତି; ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୭।୬: ମଧ୍ୟପ୍ରଦେଶର ଛତ୍ରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୪୨ ବର୍ଷୀୟ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ଦୁଇ ଝିଅଙ୍କୁ କୂଅରେ ପକାଇଦେଇଛନ୍ତି। ଏଥିରେ ଜଣେ ୮ ବର୍ଷୀୟା ଝିଅଙ୍କ ମୃତ୍ୟୁ ଘଟିଛି। ପୁଅ ନ ଥିବାରୁ ବ୍ୟକ୍ତି…

ଜେଆଇପିଟିଏଲ୍‌ ଫାଟକ ସମ୍ମୁଖରେ ମୃତଦେହ ରଖି ଆନ୍ଦୋଳନ

କଣିହାଁ,୭ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଡେରେଙ୍ଗସ୍ଥିତ ଜିନ୍ଦଲ ଇଣ୍ଡିଆ ଥର୍ମାଲ ପାଓ୍ବାର ଲିମିଟେଡ୍‌ (ଜେଆଇଟିପିଏଲ୍‌) ଫାଟକ ସମ୍ମୁଖରେ ସୋମବାର ଜନୈକ ବ୍ୟକ୍ତିଙ୍କ ମୃତଦେହ ରଖି ନିଯୁକ୍ତି ଓ କ୍ଷତିପୂରଣ ଦାବିରେ ଆନ୍ଦୋଳନ ଚାଲିଛି। ସୂଚନାରୁ ଜଣାଯାଏ, ଗତ ୩୦ ତାରିଖ…

କରୋନା ଲଢ଼େଇରେ ଜିତି ବି କାହିଁକି ଆକ୍ରାନ୍ତଙ୍କ ଘଟୁଛି ମୃତ୍ୟୁ, ବିଶେଷଜ୍ଞ ଦେଲେ ଉତ୍ତର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ସୁସ୍ଥ ହୋଇ ସାରିଥିବା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାରୁ ଲୋକେ ଅଧିକ ଆତଙ୍କିତ ହୋଇ ପଡୁଛନ୍ତି। କରୋନା ଲଢ଼େଇରେ ଜିତି ଥିବା ଆକ୍ରାନ୍ତଙ୍କ ମୃତ୍ୟୁ ସମ୍ପର୍କିତ…

ବିଦ୍ୟୁତ୍‌ ବିଲ୍‌ ଦେଖି ପ୍ରସିଦ୍ଧ କବିଙ୍କୁ ଲାଗିଲା ଝଟ୍‌କା

ପ୍ରସିଦ୍ଧ କବି ମଞ୍ଜର ଭୋପାଳୀଙ୍କୁ ବିଜୁଳି ବିଭାଗ ପକ୍ଷରୁ ଏକ ବଡ଼ ଝଟକା ଲାଗିଛି। ଜୁନ ମାସରେ ମଞ୍ଜର୍‌ଙ୍କ ବିଦ୍ୟୁତ୍‌ ବିଲ୍‌ ୩୬ ଲକ୍ଷ ଟଙ୍କାରୁ ଅଧିକ ହୋଇଛି। ଏମ୍‌ପି ସେଣ୍ଟ୍ରାଲ ଡିସକମ ପକ୍ଷରୁ ଏହି ବିଲ୍‌ ମଞ୍ଜରଙ୍କୁ ପଠାଯାଇଛି। ବିଦ୍ୟୁତ୍‌…

ନିଜ ଦରମାରୁ ରନ୍ଧାଖାଦ୍ୟ ଦେଉଛନ୍ତି କୃଷ୍ଣଚନ୍ଦ୍ର

ଭୁବନେଶ୍ୱର,୭ା୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ଓଡ଼ିଶା, ଭାରତ ସମେତ ସମଗ୍ର ବିଶ୍ୱ ଫସି ରହିଛି। ଲକ୍ଷ ଲକ୍ଷ ଲୋକ ରୋଜଗାର ହରାଇ ଭୋକରେ ରହୁଥିବାବେଳେ ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ଅନେକ ସହୃଦୟ ବ୍ୟକ୍ତି ଓ ଅନୁଷ୍ଠାନ ସହଯୋଗର ହାତ ବଢାଉଛନ୍ତି। ସେପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?