ଖୁସି ଖବର, ଷ୍ଟାଡିୟମରେ ବସି ଭାରତ-ଇଂଲଣ୍ଡ ମ୍ୟାଚ୍ ଉପଭୋଗ କରିପାରିବେ ଦର୍ଶକ!
ଚେନ୍ନାଇ,୨୨।୧: ଭାରତ ଏବଂ ଇଂଲଣ୍ଡ ବିପକ୍ଷ ଚାରି ଟେଷ୍ଟ ସିରିଜରେ ଦର୍ଶକଙ୍କୁ ପଡ଼ିଆରେ ଦେଖିବାକୁ ମିଳେ। ଚେନ୍ନାଇର ଚେପାକ ଷ୍ଟାଡିୟମ ଏବଂ ଅହମ୍ମଦାବାଦର ମୋଟେରା ଷ୍ଟାଡିୟମକୁ ୫୦ ପ୍ରତିଶତ ଦର୍ଶକଙ୍କୁ ଅନୁମତି ଦେବା ପାଇଁ ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ…
ଏହି କ୍ରିକେଟର ସ୍ତ୍ରୀଙ୍କଠାରୁ ଫିଟ୍ନେସ୍ ମନ୍ତ୍ର ଶିଖିଥିଲେ ବିରାଟ କୋହଲି
କେବଳ ନିଜ ବ୍ୟାଟିଂ ପାଇଁ ନୁହେଁ, ଫିଟ୍ନେସ୍ ଲାଗି ମଧ୍ୟ ସେ ଅନ୍ୟ ଖେଳାଳିଙ୍କ ନିମନ୍ତେ ପ୍ରେରଣା ସାଜିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ବର୍ତ୍ତମାନ ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ସେ ଅନ୍ୟତମ। ନିଜକୁ ଫିଟ୍ ରଖିବା…
ବାଇଡେନ୍ଙ୍କୁ ଟ୍ରମ୍ପ୍ଙ୍କ ଚିଠି
ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ନୂଆ ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କୁ ଉଦାରତାପୂର୍ଣ୍ଣ ଚିଠି ଲେଖିଛନ୍ତି। ଏ ନେଇ ବାଇଡେନ୍ ହ୍ବାଇଟ ହାଉସ୍ ପରିସରରେ ଖବରଦାତାଙ୍କୁ ସୂଚନା ଦେଇଛନ୍ତି। ତେବେ ଏହା ବ୍ୟକ୍ତିଗତ ଏବଂ ଟ୍ରମ୍ପ୍ଙ୍କ ସହ କଥା ନ ହେବା…
ଭାରତକୁ ଟିକା ମାଗିଲେ ୯୨ ଦେଶ
ପୁଣେ, ୨୨।୧:ଭାରତର କୋଭିଡ୍ ଟିକା ଗୁରୁବାର ବାଂଲାଦେଶ ଓ ନେପାଳରେ ପହଞ୍ଚତ୍ଛି। ୩୦ ଲକ୍ଷ କୋଭିଶିଲ୍ଡ ଟିକା ନେଇ ଦୁଇଟି ଭାରତୀୟ ବିମାନ ଗୁରୁବାର ଢ଼ାକା ଓ କାଠମାଣ୍ଡୁରେ ଅବତରଣ କରିଛି। ଶୁକ୍ରବାର ସିଚେଲ୍ସ ଏବଂ ମ୍ୟାନ୍ମାରରେ ଏହି ଟିକା ପହଞ୍ଚତ୍ବ।…
ବାଇଡେନ୍ ଅର୍ଡର
ଓ୍ବାଶିଂଟନ,୨୨ା୧:ଆମେରିକାର ୪୬ତମ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ମାତ୍ରେ ଜୋ ବାଇଡେନ୍ ନିଜ ପୂର୍ବସୂରୀ ଡୋନାଲ୍ଡ ଟ୍ରମ୍ପ୍ଙ୍କ ନୀତିଗୁଡ଼ିକୁ ପଲଟାଇବା ଆରମ୍ଭ କରିଦେଇଛନ୍ତି । ଶପଥ ଗ୍ରହଣ ପରେ କାମ ଆରମ୍ଭ କରିବା ପୂର୍ବରୁ ହ୍ବାଇଟ୍ ହାଉସ୍ ଅଭିମୁଖେ ଯିବାବେଳେ…
ପଢ଼ାରେ ବାଧକ ୨ ଗୁଣ ବସ୍ ଭଡ଼ା
ବଇଣ୍ଡା,୨୨।୧(ଡି.ଏନ.ଏ.) କେବେଠୁ ଉଠିଗଲାଣି ଲକ୍ଡାଉନ୍। କଣ୍ଟେନମେଣ୍ଟ ଜୋନ୍ ବ୍ୟତୀତ ସବୁଠି କୋହଳ ହୋଇସାରିଛି କୋଭିଡ୍ କଟକଣା। ସହର, ବଜାର ସ୍ଥିତି ସ୍ବାଭାବିକ ହୋଇସାରିଥିବା ବେଳେ ସରକାରୀ, ବେସରକାରୀ ଅଫିସ ସହ କୋର୍ଟ କାର୍ଯ୍ୟ ମଧ୍ୟ ପୂର୍ବପରି ଚାଲିଛି। ଧର୍ମାନୁଷ୍ଠାନ ପରେ ଶିକ୍ଷାନୁଷ୍ଠାନକୁ…
ଯେବେଠୁ ବିବାହ କଲେଣି, ସେବେଠୁ ଲିଫ୍ଟରେ ଯିବାକୁ ଭୟ ଲାଗୁଛି, କାହିଁକି ଏମିତି କହିଥିଲେ ବୀରେନ୍ଦ୍ର ସେହ୍ବାଗ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ କ୍ରିକେଟର୍ୁ ଅବସର ନେବା ପରେ ଏବେ ସୋସିଆଲ ମିଡିଆରେ ବେଶ୍ ସକ୍ରିୟ ରହୁଛନ୍ତି। ସେ ସୋସିଆଲ ମିଡିଆରେ ମଜାକିଆ ପୋଷ୍ଟ କରି ସର୍ବଦା ଚର୍ଚ୍ଚାରେ ଥାନ୍ତି। ସେହ୍ବାଗ ୨୦୦୪ରେ ଆରତୀ ଅହଲାଓ୍ବତଙ୍କୁ ବିବାହ…
ସରକାରଙ୍କ ୧୮ ମାସ ସ୍ଥଗିତ ରଖିବା ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ କୃଷକ ସଂଘ
ନୂଆଦିଲ୍ଲୀ,୨୧।୧: ୩ ନୂଆ ଚାଷୀ ଆଇନର କାର୍ଯ୍ୟକାରିତାକୁ ୧୮ ମାସ ପାଇଁ ସ୍ଥଗିତ ରଖିବାକୁ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଗୁରୁବାର ପ୍ରତ୍ୟାଖ୍ୟାନ କରିଛନ୍ତି ଆନ୍ଦୋଳନରତ କୃଷକ ସଂଘ। ଆଇନର ପ୍ରତ୍ୟାହାର ଦାବିରେ କୃଷକାମାନେ ଅଢ଼ି ବସିଛନ୍ତି। ନୂଆ ଆଇନ ପ୍ରତ୍ୟାହାର…
ଗଞ୍ଜାମ ବିଜେଡି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା
ଗଞ୍ଜାମ,୨୧ା୧(ଡି.ଏନ.ଏ.): ଦେଶରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକଙ୍କୁ ଘୋଷଣା କରାଯିବା ପରେ ଗୁରୁବାର ଗଞ୍ଜାମ ସହର କର୍ମୀମାନେ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଜୟ ନବୀନ, ଜୟ ବିଜେଡି ଧ୍ୱନିରେ ସହର ପ୍ରକମ୍ପିତ ହୋଇଥିଲା। ବ୍ରହ୍ମପୁର ଏମ୍ପି ଚନ୍ଦ୍ର…
ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ
ଦିଗପହଣ୍ଡି,୨୧ା୧(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗଁାରେ ଘରେପଶି ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ନେଇ ମହିଳା ଜଣକ ଗୁରୁବାର ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ବସନ୍ତ କୁମାର ସେଠୀ କେସ୍ ନଂ.୧୮/୨୧ରେ ୨ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ…
ବିରଳ ସିଂହକୁ ଖାଦ୍ୟ ଖୁଆଇଲେ ଏହି ଅଭିନେତ୍ରୀ
ଛୋଟ ପରଦାର ଚର୍ଚ୍ଚିତ ଅଭିନେତ୍ରୀ ମୋନି ରୟ ଏବେ ଦୁବାଇରେ ଛୁଟି କାଟୁଛନ୍ତି। ଏହି ସମୟର ଫଟୋ ସେ ସୋସିଆଲ ମିଡିଆରେ ଶେୟାର ମଧ୍ୟ କରୁଛନ୍ତି। ନିକଟରେ ସେ ଏକ ଭିଡିଓ ଶେୟାର କରିଥିଲେ । ଏଥିରେ ମୋନି ସିଂହକୁ ନିଜ…
୫୫ ଲକ୍ଷ ଖର୍ଚ୍ଚକରି ୨ ଇଞ୍ଚ ବଢ଼ିଲେ ଡାକ୍ତରୀ ଛାତ୍ର
ଓ୍ବାଶିଂଟନ୍, ୨୧।୧: ଶରୀରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକ ଲୋକ କସ୍ମେଟିକ୍ ସର୍ଜରୀ କରିଥାନ୍ତି। ଏବେ ଏହା ଦ୍ୱାରା ଉଚ୍ଚତା ବୃଦ୍ଧି ହେଉଥିବା ଚର୍ଚ୍ଚା ହେଉଛି। ଆମେରିକାର ଡେଲ୍ଲାସରେ ରହୁଥିବା ଛାତ୍ର ଅନଫୋନ୍ସୋ ଫ୍ଲୋର୍ସଙ୍କ ଉଚ୍ଚତା ୫ ଫୁଟ ୧୧ ଇଞ୍ଚ…
Archives


