Home

ଟସ୍‌ ଜିତିଲା ମୁମ୍ବାଇ: ଚୂଡାନ୍ତ ଏକାଦଶରୁ ବାଦ୍‌ ପଡିଲେ ଇଶାନ କିଶନ

ନୂଆଦିଲ୍ଲୀ,୨୯।୪: ଆଇପିଏଲ୍‌ ୨୦୨୧ରେ ଆଜି ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସସ୍ଥାନ ରୟାଲ୍ସ ମଧ୍ୟ ମ୍ୟାଚ୍‌ ଖେଳାଯାଉଛି। ଦିଲ୍ଲୀର ଫିରୋଜ ଶାହା କୋଟଲା ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ମୁମ୍ବାଇ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି।…

ଆମ୍ବ ବଗିଚାରେ ଚାଲିଥିଲା ଜୁଆଆଡ୍ଡା: ୮ ଗିରଫ, ଟଙ୍କା ମୋବାଇଲ ଜବତ

ବ୍ରହ୍ମପୁର ଅଫିସ,୨୯।୪: ସଦର ଥାନା ଅନ୍ତର୍ଗତ ଆମ୍ବଗଡ଼ ନିକଟରେ ଥିବା ଏକ ଆମ୍ବ ବଗିଚାରେ ଜୁଆଆଡ୍ଡା ଚାଲିଥିବା ପୋଲିସ ଖବର ପାଇଥିଲା। ଗୁରୁବାର ମଧ୍ୟାହ୍ନରେ ସଦର ଥାନାଧିକାରୀ ମହେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ସେଠାରେ ଚଢ଼ାଉ କରିଥିଲା। ପୋଲିସ ଘେରିଯାଇ…

ଆମ୍ବ ତୋଳୁଥିବା ସମୟରେ ହେଲା ବଜ୍ରପାତ: ଚାଲିଗଲା ନାବାଳିକାଙ୍କ ଜୀବନ

ଦାରିଙ୍ଗବାଡ଼ି,୨୯।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟାହ୍ନରେ କାଳବୈଶାଖୀ ପ୍ରଭାବରେ ବେହାଲ ହୋଇଛି। ବିଭିନ୍ନ ସ୍ଥାନରେ ବଜ୍ରପାତରେ ଏକାଧିକ ଲୋକଙ୍କ ବିଦ୍ୟୁତ୍‌ଚାଳିତ ସାମଗ୍ରୀ ନଷ୍ଟ ହେବା ସହ ଉକ୍ତ ବ୍ଲକ ପର୍ତ୍ତମାହା ପଞ୍ଚାୟତ ଅଞ୍ଚଳରେ ବଜ୍ରପାତରେ ଜଣେ ନାବାଳିକାଙ୍କ…

କରୋନା ଟିକାକରଣରେ ୩୨ ହଜାର କୋଟିିର ଦୁର୍ନୀତି: ସୁପ୍ରିମ୍‌କୋର୍ଟରେ ପିଟିଶନ ଦାଖଲ…

ନୂଆଦିଲ୍ଲୀ,୨୯।୪: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଟିକାକରଣ ଅଭିଯାନରେ ୩୨ ହଜାର କୋଟି ଟଙ୍କା ଦୁର୍ନୀତି ହୋଇଥିବା ନେଇ ସୁପ୍ରିମ୍‌କୋର୍ଟରେ ଏକ ପିଟିଶନ…

ଆଇପିଏଲ୍‌କୁ ନେଇ ବଢୁଛି ଚିନ୍ତା: ଖେଳାଳିଙ୍କ ପରେ ଏବେ ଅମ୍ପାୟାର ବି ଟୁର୍ନାମେଣ୍ଟ ଅଧାରୁ ଛାଡି ପଳାଇଲେ

ନୂଆଦିଲ୍ଲୀ,୨୯।୪: ଦେଶରେ ଏବେ କରୋନା କାୟା ବିସ୍ତାର କରିଛି। ଏସବୁ ଭିତରେ ଆଇପିଏଲ ୨୦୨୧ ଟୁର୍ନାମେଣ୍ଟ ଜାରି ରହିଛି। କରୋନା ଯୋଗୁ ଟୁର୍ନାମେଣ୍ଟ ମଝିରେ କିଛି ଖେଳାଳି ଏବଂ ଅଧିକାରୀ ନିଜ ନାଁ ପ୍ରତ୍ୟାହାର ଜାରି କରିନେଉଛନ୍ତି। ନିକଟରେ ଅଷ୍ଟ୍ରେଲିଆର ତିନି…

ଭାକ୍ସିନ୍‌ କାମ କରୁଛି ବୋଲି ଜାଣିବେ କିପରି…

ନୂଆଦିଲ୍ଲୀ, ୨୯।୪: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ସାର୍ବଜନୀକ ଭାକ୍ସିନ୍‌ କରଣ ଅଭିଯାନ ଜାରି ରହିଛି। ଭାକ୍ସିନ୍‌ ନେବା ପରେ ଏହା କାମ କରୁଛି କି ନାହିଁ ସେ ନେଇ କେତେକଙ୍କ ମନରେ ସ୍ବତଃ…

ଧୋନୀଙ୍କ ପାଇଁ ଖୁସି ଖବର

ରାଞ୍ଚି,୨୯।୪: ପୂର୍ବତନ ଭାରତୀୟ ଅଧିନାୟକ ଏମଏସ ଧୋନୀଙ୍କ ମାତାପିତା କରୋନା ଲଢେଇରେ ବାଜିମାତ୍‌ କରିଛନ୍ତି। ଏକ ସପ୍ତାହ ପୂର୍ବରୁ ଧୋନୀଙ୍କ ପିତା ପାନ ସିଂ ଏବଂ ମାତା ଦେବିକା ଦେବୀ କରୋନା ଆକ୍ରାନ୍ତ ହୋଇ ରାଞ୍ଚିର ପଲ୍ସ ସୁପର ସ୍ପେସିଆଲିଟି ହସ୍ପିଟାଲେ…

ଝିଅ ବିବାହ ପାଇଁ କାର୍ଡ ବଣ୍ଟା ସରିଥିଲା, ଅଟକିଲା ବାହାଘର; କାରଣ ଜାଣିଲେ…

ଲକ୍ଷ୍ନୌ,୨୯।୪: ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା। କାର୍ଡ ବି ବଣ୍ଟା ସରିଥିଲା। ବନ୍ଧୁବାନ୍ଧବଙ୍କୁ ନିମନ୍ତ୍ରଣ ଦିଆସରିଥିଲା। ଏପରିକି ବନ୍ଧୁବାନ୍ଧବ ବିବାହ ଉତ୍ସବରେ ଯୋଗ ଦେବେ ବୋଲି କିଏ କିଏ ଫ୍ଲାଇଟ୍‌ ଏବଂ ଟ୍ରେନ୍‌ ଟିକେଟ୍‌ ବୁକ୍‌ କରିସାରିଥିଲେ। ମାତ୍ର କରୋନା…

କରୋନା ନେଇ ପିଲାଙ୍କଠାରେ ଦେଖାଯାଉଛି ଏଭଳି ଲକ୍ଷଣ…

ବେଙ୍ଗାଲୁରୁ,୨୯।୪: କରୋନା ସଂକ୍ରମଣ ଯୋଗୁ ଦିନକୁ ଦିନ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ଯୋଗୁ ପିଲାଙ୍କ ମଧ୍ୟରେ ବହୁ ଅସ୍ବାଭାବିକ ଲକ୍ଷଣ ପ୍ରକାଶ ପାଇବାରେ ଲାଗିଛି। ଛୋଟ ପିଲାଙ୍କ ମଧ୍ୟରେ ଘରେ ବନ୍ଦ ରହିବା ଯୋଗୁ…

ଭିଜିଲାନ୍ସ ଜାଲରେ ତହସିଲଦାର

ରାଇକିଆ,୨୯।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ତହସିଲଦାର ଚକ୍ରଧର ପାଢ଼ୀ ଭିଜିଲାନ୍ସ ଜାଲରେ ଧରା ପଡ଼ିଛନ୍ତି। ସେ ଏକ ପଥର ବୋଝେଇ ଟ୍ରାକ୍ଟରକୁ ଛାଡ଼ିବା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉ ଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ…

ଏସବୁ ଅଞ୍ଚଳରେ ଆଇସ୍‌ କ୍ରିମ୍‌-କୋଲ୍ଡ୍‌ ଡ୍ରିଙ୍କ୍ସ୍‌ ବ୍ୟାନ୍‌…

ନୂଆଦିଲ୍ଲୀ, ୨୯।୪: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ଦେଶର କେତେକ ଗ୍ରାମ ପଞ୍ଚାୟତରେ ଆଇସ୍‌ କ୍ରିମ୍‌ ଏବଂ କୋଲ୍ଡ୍‌ ଡ୍ରିଙ୍କ୍ସ୍‌କୁ ବ୍ୟାନ୍‌ କରାଯାଇଛି। ଏହା ସହିତ ବାହାର ଲୋକଙ୍କ ପ୍ରବେଶ ଉପରେ ମଧ୍ୟ…

କରୋନାରେ ମୃତ ଭାଜପା ବିଧାୟକଙ୍କ ପୁଅଙ୍କ ଦୁଃଖ: କହିଲେ, ଧନ୍ୟ ୟୁପି ସରକାର, ଧନ୍ୟ ମୋଦି

ଲକ୍ଷ୍ନୌ,୨୯।୪: ଉତ୍ତର ପ୍ରଦେଶରେ କରୋନା ସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଥିବାବେଳେ ଅନେକ ଲୋକ ଏଥିରେ ପ୍ରାଣ ମଧ୍ୟ ହରାଉଛନ୍ତି। ରାଜ୍ୟର ଜଣେ ଭାଜପା ବିଧାୟକ କରୋନାରେ ପ୍ରାଣ ହରାଇଛନ୍ତି। ନବାବଗଞ୍ଜର ବିଧାୟକ କେସର ସିଂ ଗଙ୍ଗୱାରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri