Home

କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟନକୁ ନେଇ ବିଜେଡି ଏମ୍‌ପି-ବିଧାୟକ ମୁହାଁମୁହିଁ

ପାଲଲହଡ଼ା,୫ା୬(ଡି.ଏନ୍‌.ଏ.): ଶନିବାର ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ସଦରମହାକୁମାଠାରେ କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟନକୁ ନେଇ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଏବଂ ପାଲଲହଡ଼ା ବିଧାୟକ ମୁକେଶ ପାଲଙ୍କ ମଧ୍ୟରେ ମୁଁହାମୁହିଁ ପରିସ୍ଥିତି ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଶନିବାର ଅନୁଗୋଳ ଜିଲା…

ଆର୍‌ପିଡିଏସିକୁ ଡର

ଯାଜପୁର ଅଫିସ,୫।୬:ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଏବଂ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି) ବୈଠକ ଶେଷ ଥର ପାଇଁ ୧୪ା୯ା୨୦୧୬ରେ ଅନୁଷ୍ଠିତ ହୋଇଥିଲା। ଇତିମଧ୍ୟରେ କଟକଠାରେ ଆର୍‌ପିଡିଏସି ବୈଠକ ହୋଇଛି…

ମାଲିକଙ୍କୁ ଏମିତି ଅନ୍ତିମ ଶ୍ରଦ୍ଧାଞ୍ଜଳି ଜଣାଇଲା ହାତୀ, ଦେଖିଲେ ଆଖିରେ ରହିବନି ଲୁହ

ହାତୀ ଏବଂ ମଣିଷ ମଧ୍ୟରେ ବନ୍ଧୁତା ଫିଲ୍ମ ‘ହାଥୀ ମେରା ସାଥୀ’ରେ ନିଶ୍ଚିତ ଦେଖିଥିବେ। ଫିଲ୍ମରେ ହାତୀ ମରିବା ପରେ ଅଭିନେତା ହାତୀକୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ମାତ୍ର କେରଳର କୋଟାୟମ ଜିଲାରେ ଏକ ହାତୀ ତା’ର ମାଲିକ ମରିଯିବା ପରେ କେମିତି…

ବର୍ଷକ ମଧ୍ୟରେ ୨୦ ସନ୍ତାନର ମା’ ହେଲେ ଏହି ମହିଳା, ପିଲାଙ୍କ ପାଇଁ ସପ୍ତାହକୁ ଖର୍ଚ୍ଚ ହୁଏ…

ରୁଷିଆର ଜଣେ ମହିଳା ବର୍ଷକ ମଧ୍ୟରେ ୨୦ ସନ୍ତାନର ମା’ ହୋଇଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟା ସତ। ୨୩ ବର୍ଷୀୟା କ୍ରିଷ୍ଟିନାଙ୍କ ସ୍ବାମୀ ଜଣେ କୋଟିପତି। ତାଙ୍କ ସ୍ବାମୀ ଚାହାନ୍ତି ଗୋଟିଏ ବଡ଼ ପରିବାର। ୫୭ ବର୍ଷୀୟ ଗ୍ୟାଲିପ୍‌ ଆଗରୁ…

ବ୍ରାହ୍ମଣ ଏବଂ ସ୍ତ୍ରୀଙ୍କ ସବୁଠାରୁ ବଡ଼ ଶକ୍ତି କ’ଣ ଆପଣ ଜାଣନ୍ତି କି?

ସ୍ତ୍ରୀ ହୁଅନ୍ତୁ ଅବା ପୁରୁଷ, ସମସ୍ତଙ୍କ ପାଖରେ କିଛି ଗୁଣ, କିଛି ଶକ୍ତି ରହିଥାଏ। ଏହାଦ୍ୱାରା ସେମାନେ କାର୍ଯ୍ୟ ସିଦ୍ଧି କରନ୍ତି। ଆଚାର୍ଯ୍ୟ ଚାଣକ୍ୟ ନୀଜର ନୀତିଶାସ୍ତ୍ରରେ ରାଜା, ବ୍ରାହ୍ମଣ ଏବଂ ସ୍ତ୍ରୀଙ୍କ ସବୁଠାରୁ ବଡ ଶକ୍ତି କ’ଣ ତାହା ବର୍ଣ୍ଣନା…

ଜଗ୍ଗି ବାସୁଦେବରୁ ସଦ୍‌ଗୁରୁ: ଜାଣନ୍ତୁ ଆଧ୍ୟାତ୍ମ୍ୟ ପଥରେ ଯାତ୍ରା କରୁଥିବା ଏହି …

ଯୋଗ ଏବଂ ଧ୍ୟାନର ପ୍ରଚାରକ ହେଲେ ଜଗ୍ଗି ବାସୁଦେବ ଓରଫ ସଦ୍‌ଗୁରୁ। ସେ ଇଶା ଫାଉଣ୍ଡେଶନର ସଂସ୍ଥାପକ ମଧ୍ୟ। ଏହି ଅନୁଷ୍ଠାନ ସାମାଜିକ କଲ୍ୟାଣ ଦିଗରେ କାର୍ଯ୍ୟ କରିଆସୁଛି। ଯୋଗର ପ୍ରଚାର-ପ୍ରସାର କରିବା ଫାଉଣ୍ଡେଶନର ମୁଖ୍ୟ ଉଦ୍ଦେଶ୍ୟ । ଅନେକଙ୍କ ଗୁରୁ…

‘ଦ ଫାମିଲି ମ୍ୟାନ୍‌-୨’ର ଏହି ଅଭିନେତା କିଏ କାଣନ୍ତି: ଅଭିନୟ ପାଇଁ ଛାଡ଼ିଥିଲେ ଚାକିରି, ବିକିଥିଲେ ସ୍ତ୍ରୀଙ୍କ ଗହଣା

ବମ୍ବେ: ଆମାଜନ୍‌ ପ୍ରାଇମ୍‌ରେ ରିଲିଜ ହୋଇଛି ଲୋକପ୍ରିୟ ଓ୍ବେବ୍‌ ସିରିଜ୍‌ ‘ଦ ଫାମିଲି ମ୍ୟାନ୍‌’ର ଦ୍ୱିତୀୟ ସିଜିନ। ଏହି ସିଜିନ୍‌ରେ ପୁରୁଣା ଅଭିନେତାଙ୍କ ସହ ଅନେକ ନୂଆଁ ମୁହଁ ଦେଖିବାକୁ ମିଳୁଛି। ସେଭଳି ଏକ ଚରିତ୍ର ହେଲା ଜେ.କେ.ତଲପଡେ। ଶାରିବ ହାସମୀ…

ଟୁଇଟରକୁ ମୋଦି ସରକାରଙ୍କ ଶେଷ ଚେତାବନୀ…

ନୂଆଦିଲ୍ଲୀ,୫।୬: ଦେଶରେ ପ୍ରଚଳିତ ଆଇଟି ନିୟମର ପାଳନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଟୁଇଟର୍‌କୁ ଶେଷ ଚେତାବନୀ ଦିଆଯାଇଛି। ନୂଆ ନିୟମ ପାଳନ ନ କଲେ ପରିଣାମ ଭୋଗିବାକୁ ପଡ଼ିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଭାରତରେ…

ପରିବେଶ ସୁରକ୍ଷା ସହିତ ଆର୍ଥିକ ବିକାଶ ହିଁ ଭାରତର ଲକ୍ଷ୍ୟ: ମୋଦି…

ନୂଆଦିଲ୍ଲୀ,୫।୬: ପୃଥିବୀରେ ଜଳବାୟୁ ପରିବର୍ତ୍ତନ ଯୋଗୁ ସୃଷ୍ଟି ହେଉଥିବା ବହୁବିଧ ସମସ୍ୟା ପ୍ରତି ଭାରତ ସଚେତନ ରହିଛି। ଏକ୍ଷେତ୍ରରେ ଭାରତ ସକ୍ରିୟ ଭାବେ କାର୍ଯ୍ୟ ଜାରି ରଖିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିଶ୍ୱ ପରିବେଶ ଦିବସ ଅବସରରେ ଏକ…

କଥା ରଖିଲେ ସଲମାନ, ୨୫୦୦୦ ସିନେ କଳାକାରଙ୍କ ଆକାଉଣ୍ଟକୁ ପଠାଇଲେ ଟଙ୍କା

ମୁମ୍ବାଇ: ବଲିଉଡ୍‌ ଦବଙ୍ଗ ଖାନ୍‌ ସଲମାନ ସିନେ କଳାକାରଙ୍କୁ ଦେଇଥିବା କଥା ରଖିଛନ୍ତି। ସଲମାନ ୨୫୦୦୦ ସିନେ କଳାକାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୫୦୦ ଟଙ୍କା ଲେଖାଏ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ତେବେ ଏହି ଟଙ୍କା କଳାକାରଙ୍କ ଆକାଉଣ୍ଟକୁ ଆସିବା ଆରମ୍ଭ…

କୋହଲିଙ୍କ ସବୁଠାରୁ ଭଲ ଗୁଣ କ’ଣ ଜାଣନ୍ତି: ପ୍ରଶଂସାରେ ଶତମୁଖ ହୋଇ ଏଭଳି କହିଲେ କୋଚ୍‌…

ନୂଆଦିଲ୍ଲୀ,୫।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ହେବ। ଜୁନ୍‌ ୧୮ରୁ ଡବ୍ଲୁଟିସି ଫାଇନାଲ ଇଂଲଣ୍ଡରେ ଖେଳାଯିବ। ଏହି ମହାମୁକାବିଲା ପୂର୍ବରୁ ଭାରତୀୟ ଟିମ୍‌ର ବ୍ୟାଟିଂ କୋଚ୍‌ ବିକ୍ରମ ରାଠୋର ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି।…

୧୫ ଜୁନ୍‌ରୁ ଲଭ୍‌ ଜିହାଦ୍‌ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌…

ଅହମଦାବାଦ,୫।୬: ଲଭ୍‌ ଜିହାଦ୍‌ ଆଇନ୍‌ ଗୁଜରାଟରେ ୧୫ ଜୁନ୍‌ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌ ଦଣ୍ଡାଦେଶ କରାଯିବ। ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଲଭ୍‌ ଜିହାଦ୍‌ ଆଇନ୍‌କୁ ମଞ୍ଜୁରୀ ଦେଇଛନ୍ତି। ଜବରଦସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?