Home

ଆନ୍ଦୋଳନ କରୁଥିବା ଅନ୍ନଦାତାଙ୍କ ପାଇଁ ଓପନ ଲାଇବ୍ରେରୀ-ଫ୍ରି ଲାଙ୍ଗୁଏଜ୍‌ କ୍ଲାସ୍‌

ନୂଆଦିଲ୍ଲୀ, ୨୦।୧: ଘାଜିପୁର ସୀମାରେ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଅନ୍ନଦାତାଙ୍କ ଅବସର ସମୟ ବିତାଇବା ଲାଗି ଏଠାରେ ଓପନ ଲାଇବ୍ରେରୀ ସହିତ ଫ୍ରି ଲାଙ୍ଗୁଏଜ୍‌ କ୍ଲାସ୍‌ ଆରମ୍ଭ କରାଯାଇଛି। ଆନ୍ଦୋଳନର ୫୫ ଦିନରେ ଏଠାରେ ଓପନ ଲାଇବ୍ରେରୀ ଖୋଲା ଯାଇଛି।…

ଭଣ୍ଡବାବାଙ୍କ ଆଶ୍ରମ ବନ୍ଦ ସମ୍ପର୍କରେ ବିଚାର କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ: ସରକାର ନେବେ ପଦକ୍ଷେପ

ନୂଆଦିଲ୍ଲୀ, ୨୦।୧: ଦେଶରେ ରହିଥିବା ଭଣ୍ଡବାବା ଅବା ଆତ୍ମଘୋଷିତ ବାବାଙ୍କ ଆଶ୍ରମ ବନ୍ଦ କରିବା ଉପରେ ବିଚାର କରିବାକୁ ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଏନେଇ ସରକାରଙ୍କୁ ଆବେଦନ କରାଯିବା ଆବଶ୍ୟକ ବୋଲି ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡେଙ୍କ ନେତୃତ୍ୱରେ ଗଠିତ…

୧୯୭୯ର ଫଟୋ ଶେୟାର କଲେ ଅମିତାଭ, ଫଟୋରେ ଥିବା କୁନି ଶିଶୁଟି ଏବେ ସୁପରଷ୍ଟାର

ବଲିଉଡର ଅମିତାଭ ବଚ୍ଚନ ସୋସିଆଲ ନେଟୱାର୍କିଂ ସାଇଟ ଇନଷ୍ଟାଗ୍ରାମରେ ବହୁତ ସକ୍ରିୟ। ଅନେକ ସମୟରେ ସେ ପୁରୁଣା ସ୍ମୃତିକୁ ପ୍ରଶଂସକଙ୍କ ସହ ଶେୟାର କରନ୍ତି। ନିକଟରେ ସେ ୧୯୭୯ର ଏକ ପୁରୁଣା ଫଟୋ ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଯାହା ସୋସିଆଲ…

ବିବାହ ବନ୍ଧନରେ ଐଶ୍ୱର୍ଯ୍ୟା

ବମ୍ବେ: ବିବାହ ବନ୍ଧନରେ ଛନ୍ଦି ହୋଇଛନ୍ତି ଐଶ୍ୱର୍ଯ୍ୟା ରାୟଙ୍କ ଅବିକଳ କୁହାଯାଉଥିବା ମାନସୀ ନାଇକ। ବକ୍ସର ପ୍ରଦୀପ ଖରେରାଙ୍କ ହାତ ଧରିଛନ୍ତି ଏହି ମରାଠି ଅଭିନେତ୍ରୀ। ପୁଣେରେ ଆୟୋଜିତ ସମାରୋହରେ ବିବାହ ସମ୍ପର୍ଣ୍ଣ ହୋଇଛି। ଏହାର ଅନେକ ଫଟୋ ମାନସୀ ନିଜର…

ଲକ୍‌ଡାଉନ୍‌ରେ ଜେଲ୍‌ରୁ ଘରକୁ ଆସିଥିବା କଏଦି ଆଉ ଫେରୁ ନାହାନ୍ତି

ଫିରୋଜାବାଦ୍‌, ୨୦।୧: ଲକ୍‌ଡାଉନ୍‌ ସମୟରେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶର ବିଭିନ୍ନ ଜେଲ୍‌ରୁ କଏଦିଙ୍କୁ ଘରକୁ ପଠାଇ ଦିଆଯାଇଥିଲା। ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଜେଲ୍‌ରେ ଭିଡ଼ କମ କରିବା ଲାଗି ଏଭଳି କରାଯାଇଥିଲା। ତେବେ ଏବେ ସମସ୍ୟା ଉପୁଜିଛି।…

ରାଜ୍ୟରେ ନୂଆ ୧୫୭ କରୋନା ପଜିଟିଭ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଲା

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦିନ ରାଜ୍ୟରୁ ୧୫୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା…

ସ୍ତ୍ରୀଙ୍କୁ ଲୁଚି ଗର୍ଲଫ୍ରେଣ୍ଡଙ୍କୁ ଦୋସା ଖୁଆଇବାକୁ ନେଇଥିଲେ ଯୁବ ଇଞ୍ଜିନିୟର, ପରେ ଯାହା ଘଟିଲା…

ଲକ୍ଷ୍ନୌ,୨୦।୧: ଉତ୍ତରପ୍ରଦେଶର ବାନ୍ଦାରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବ ଇଞ୍ଜିନିୟର ସ୍ତ୍ରୀଙ୍କୁ ଲୁଚି ଗର୍ଲଫ୍ରେଣ୍ଡଙ୍କୁ ଦୋସା ଖୁଆଇବା ଭାରି ପଡ଼ିଛି। ଏଥିରେ ସ୍ତ୍ରୀ ରାଗି ଯାଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଏହି ଘଟଣା ମଙ୍ଗଳବାର ସନ୍ଧ୍ୟାରେ…

ନୋବିତା-ଶିଜୁକା ବିବାହ: ସୋସିଆଲ୍‌ ମିଡ଼ିଆରେ ଟପ୍‌ ଟ୍ରେଣ୍ଡ୍‌

ଟୋକିଓ, ୨୦।୧: ଛୋଟ ପିଲାଙ୍କ ପ୍ରିୟ ଧାରାବାହିକ ଡୋରେମନ୍‌ରେ ନଟ୍‌ଖଟ୍‌ ବାଳକ ନୋବିତା ଏବେ ବାଲ୍ୟବାନ୍ଧବୀ ଶିଜୁକାଙ୍କୁ ବିବାହ କରିବେ। ଏହାକୁ ନେଇ ଡୋରେମନ୍‌ ଦେଖୁଥିବା ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ ବଢ଼ିବାରେ ଲାଗିଛି। କେତେକ ଇମୋଶନାଲ ହୋଇପଡ଼ିଛନ୍ତି। ନୋବିତା ଘରେ ରହୁଥିବା…

ଉତ୍ତରପ୍ରଦେଶ ଗରିବଙ୍କ ପାଇଁ ଉପହାର ଘୋଷଣା କଲେ ମୋଦି

ଲକ୍ଷ୍ନୌ, ୨୦।୧: ଉତ୍ତରପ୍ରଦେଶର ଗ୍ରାମୀଣ ଗରିବଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଉପହାର ଘୋଷଣା କରିଛନ୍ତି। ରାଜ୍ୟର ୬ ଲକ୍ଷ ୧୦ ହଜାର ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା ଅନ୍ତର୍ଗତ ବାସ ଗୃହ ଯୋଗାଇ ଦିଆଯିବ। ଏଥିପାଇଁ ୨୬୯୧…

ସୁପ୍ରିମକୋର୍ଟଙ୍କ ଶରଣରେ ବିସିସିଆଇ

ନୂଆଦିଲ୍ଲୀ,୨୦।୧: ଭାରତରେ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ କାର୍ଯ୍ୟକାଳ ଗତ ଜୁଲାଇ ୨୭ରେ ଶେଷ ହେବାକୁ ଥିବାବେଳେ ବୋର୍ଡ ସଚିବ ଜୟ ଶାହାଙ୍କ କାର୍ଯ୍ୟକାଳ ମେ’ରେ ଶେଷ ହେବ। ଏହି ଦୁଇଜଣଙ୍କ କାର୍ଯ୍ୟକାଳ ବୃଦ୍ଧି କରିବାକୁ ବୋର୍ଡ ସୁପ୍ରିମକୋର୍ଟରେ…

ସକାଳୁ ଉଠି ପ୍ରଥମେ କେଉଁ କାମ କରନ୍ତି ପ୍ରଶ୍ନରେ ଏମିତି ଉତ୍ତର ଦେଲେ ଦୀପିକା…

ବଲିଉଡ୍‌ କଳାକାରମାନେ ପ୍ରଶଂସକଙ୍କ ସହ ସମ୍ପର୍କରେ ରହିବା ପାଇଁ ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। ଅନେକ ସମୟରେ ସେମାନେ ପ୍ରଶଂସକଙ୍କ ସହ ପ୍ରଶ୍ନ-ଉତ୍ତର ଖେଳ ଖେଳିଥାନ୍ତି। ଏଥିରେ ପ୍ରଶଂସକମାନେ କଳାକାରଙ୍କୁ ପ୍ରଶ୍ନ କରନ୍ତି ଏବଂ ସେମାନେ ତାହାର ଉତ୍ତର ଦେଇଥାନ୍ତି।…

ଭାରତ ପ୍ରଥମ ଅଭିନେତ୍ରୀ ଭାବେ ଟାଇମ୍‌ ମାଗାଜିନ୍‌ରେ ସ୍ଥାନ ପାଇଥିଲେ ପରବୀନ

ବଲିଉଡରେ ଏମିତି କିଛି ଅଭିନେତ୍ରୀ ଥିଲେ, ଯିଏ କି ନିଜ ବୋଲ୍ଡ ଅନ୍ଦାଜ ଯୋଗୁ ବେଶ୍‌ ପରିଚିତି ହାସଲ କରିଥିଲେ। ଏମିତି ଜଣେ ଅଭିନେତ୍ରୀ ହେଲେ ପରବୀନ ବବି। ୭୦ ଓ ୮୦ ଦଶକରେ ଗୁଜୁରାଟର ଜୁନାଗଡରୁ ଜଣେ ସାଧାରଣ ଝିଅ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri