Home

ୟାମି ଗୌତମୀଙ୍କ ଲୁଚାଛପା ବିବାହ ଫଟୋ ଭାଇରାଲ…

ମୁମ୍ବାଇ,୫।୬: ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମୀଙ୍କ ଲୁଚାଛପା ବିବାହ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ଏବେ ଏହାର ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୟାମି ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କ ସହିତ ବିବାହ କରିଥିବା ଖବର ବିଷୟରେ କାହାକୁ ଜଣାଯାଇ…

ଦେଶୀଧାନକୁ ଝୁରୁଛନ୍ତି ଚାଷୀ

କଣାସ, ୫।୬(ସ୍ବ.ପ୍ର): ସମୟ ଓ ପାଣିପାଗର ପରିବର୍ତ୍ତନରେ ପାରମ୍ପରିକ ଚାଷର ପ୍ରଣାଳୀ ମଧ୍ୟ ବଦଳି ଚାଲିଛି। ଅତ୍ୟାଧୁନିକ ବିହନ ଓ ସାର, ଔଷଧର ବ୍ୟବହାର ଯୋଗୁ ପୁରାତନ ଦେଶୀଧାନ ବିହନକୁ ଚାଷୀ ଧୀରେ ଧୀରେ ଭୁଲିଯିବାକୁ ବସିଛି। ଫଳରେ ପୁରୁଷାନୁକ୍ରମେ ପାରମ୍ପରିକ…

ପୁରସ୍କୃତ ହେବେ ୧୫୫ ପ୍ରକୃତିମିତ୍ର, ୧୬୮ ପ୍ରକୃତିବନ୍ଧୁ

ଭୁବନେଶ୍ୱର,୫।୬(ବ୍ୟୁରୋ): ପ୍ରତିବର୍ଷ ୫ ଜୁନ୍‌ରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି । ଏହି ଦିବସରେ ସମଗ୍ର ବିଶ୍ୱ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିବେଶ ସମସ୍ୟା ବିଷୟରେ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଇଥାଏ। ଓଡ଼ିଶାରେ ମଧ୍ୟ ସେମିନାର, ୱେବିନାର୍‌, ପ୍ରତିଯୋଗିତା,…

ବର୍ଜ୍ୟଜଳରେ ହନ୍ତସନ୍ତ ସହରବାସୀ

ଯାଜପୁର ଅଫିସ୍‌, ୫।୬: ରାଜ୍ୟର ବିଭିନ୍ନ ସହରରୁ ନିର୍ଗତ ବର୍ଜ୍ୟଜଳକୁ ବୈଜ୍ଞାନିକ ପଦ୍ଧତିରେ ବିଶୋଧନ ଓ ପ୍ରକ୍ରିୟାକରଣ ନ କରି ବାହାରକୁ ଛଡ଼ାଯାଉଥିବାରୁ ତାହା ସୁସ୍ଥ ପରିବେଶ ପାଇଁ ବିପଦ ହୋଇଛି। ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗରୁ ପ୍ରାପ୍ତ…

୭ରୁ ପ୍ରାକ୍‌ ମୌସୁମୀ ବର୍ଷା

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟରେ ଏବେ ତାପମାତ୍ରା ଅଧିକ ରହୁଥିବାବେଳେ ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ଜାରି ରହିଛି। ଶୁକ୍ରବାର ବଲାଙ୍ଗୀର ଓ ସୁନ୍ଦରଗଡ଼ରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଥିଲା। ତେବେ ଆଗକୁ ପାରଦ ତଳକୁ ଖସିବ। ଆସନ୍ତା ୧୧ ତାରିଖରେ…

ଭଙ୍ଗାଗଲା ମନ୍ଦିର, ପାଚେରି

କଟକ ଅଫିସ,୫।୬: କଟକ ଖାନ୍‌ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍‌ ଟର୍ମିନାଲ ପାଇଁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଶୁକ୍ରବାର ଛତ୍ରଗଡା ରାସ୍ତା ପାର୍ଶ୍ୱରେ ଥିବା ମନ୍ଦିର ଓ ପାଚେରିଗୁଡିକ ଭଙ୍ଗାଯାଇଥିଲା। ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ(ସିଏମ୍‌ସି) ଅଧିକାରୀ…

ଉପ ରାଷ୍ଟ୍ରପତିଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇଲା ଟୁଇଟର୍‌…

ନୂଆଦିଲ୍ଲୀ,୫।୬: ଟୁଇଟର୍‌ ଏବେ ବିବାଦରେ ଘେରରେ ପଡ଼ିଛି। ପୂର୍ବରୁ ଭାରତ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ନିୟମ ପାଳନ କରିବା ନେଇ ଟୁଇଟୁର ବିବାଦରେ ରହିଥିବାବେଳେ ଏବେ ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇଛି। ସାଧାରଣତଃ ବ୍ଲୁ…

ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ

ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି, ଏଆଇସିସି ସମ୍ପାଦକ ତଥା ଏମ୍‌ପି ସପ୍ତଗିରି ଉଲ୍ଲାକା, ବିଧାୟକ ସୁରେଶ ରାଉତରାୟ ଏବଂ…

ବଜାରରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷା

ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କାର୍ଯ୍ୟସ୍ଥଳରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷଣ ଆରମ୍ଭ ହୋଇଛି। ଶୁକ୍ରବାର ନର୍ଥ ଜୋନ୍‌ ଅନ୍ତର୍ଗତ ନୀଳାଦ୍ରିବିହାର ତାରିଣୀ ମାର୍କେଟ୍‌ରେ ପରିବା, ମାଛ, ମାଂସ ବ୍ୟବସାୟୀଙ୍କ ନମୁନା ସଂଗ୍ରହ କରାଯାଇଥିଲା। ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ…

୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା ୮ରୁ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜଧାନୀରେ ୧୮ରୁ ୪୪ ବର୍ଷୀୟଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ଆସନ୍ତା ୮ ତାରିଖରୁ ଏନେଇ ସ୍ବତନ୍ତ୍ର ଡ୍ରାଇଭ୍‌ ଆରମ୍ଭ କରାଯିବ। ଗତ ମେ ୩, ୪ ଓ ୫ରେ ଟିକା…

ସାଇକେଲ ଚାଳନା ପ୍ରସାର ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରୋଟାରୀ କ୍ଲବ୍‌ ଇକୋ ପକ୍ଷରୁ ଅନ୍‌ଲାଇନ୍‌ ଜରିଆରେ ଶୁକ୍ରବାର ବିଶ୍ୱ ସାଇକେଲ ଦିବସ ପାଳିତ ହୋଇଯାଇଛି। ଏଥିରେ ରୋଟାରୀ କ୍ଲବ ଇକୋର ସଭାପତି ରାମକୃଷ୍ଣ ଦାଶ ପୌରହିତ୍ୟ କରିଥିଲେ। ରୋଟାରୀ ୩୨୬୨ ଜିଲାର ଗଭର୍ନର ସୌମ୍ୟ ରଞ୍ଜନ ମିଶ୍ର…

ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?