Home

୩.୫ ଘଣ୍ଟାରେ ନ୍ୟୁୟର୍କରୁ ଲଣ୍ଡନ

ନ୍ୟୁୟର୍କ, ୫।୬: ଆମେରିକାର ନ୍ୟୁୟର୍କରୁ ବ୍ରିଟେନ ରାଜଧାନୀ ଲଣ୍ଡନକୁ ବିମାନରେ ଯାତ୍ରା କରିବାକୁ ହେଲେ ମାତ୍ର ୩.୫ ଘଣ୍ଟା ଲାଗିବ। ଏହି ଅନ୍ତର୍ଜାତୀୟ ଯାତ୍ରାକୁ ସୁଗମ କରିବା ପାଇଁ ଏୟାରଲାଇନ୍‌ ଷ୍ଟାର୍ଟଅପ୍‌ ବୁମ୍‌ ସୁପରସୋନିକ୍‌ଠାରୁ ୟୁନାଇଟେଡ୍‌ ଏୟାରଲାଇନ୍ସ ୧୫ଟି ବିମାନ କିଣିବ।…

ବ୍ୟବସାୟୀଙ୍କୁ ଅତିରିକ୍ତ ତହସିଲଦାର ପିଟିବା ଘଟଣା: ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ

ଝାରସୁଗୁଡ଼ା ଅଫିସ,୫।୬: କୋଭିଡ୍‌ ତଦାରଖ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ଗତ ବୁଧବାର ଜଣେ ବୃଦ୍ଧ ତରଭୁଜ ବିକାଳି ଓ ତାଙ୍କ ନାବାଳକ ପୁଅଙ୍କୁ ବାଡିରେ ପିଟିଥିଲେ। ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଘଟଣାର ତଦନ୍ତ…

ମହାନଦୀକୁ ଡେଇଁପଡ଼ିଲେ ଦମ୍ପତି

କଟକ ଅଫିସ,୫।୬: କଟକ ଯୋବ୍ରା ଆନିକଟ୍‌ ବ୍ରିଜରୁ ମହାନଦୀକୁ ଡେଇଁ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ମଧ୍ୟ ମହାନଦୀକୁ ଡେଇଁ ପଡିଥିଲେ। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ଦମ୍ପତିଙ୍କୁ ଉଦ୍ଧାର କରି…

ଟିକା ପ୍ରାଇସ୍‌ ବିଡିଂ ୯ରେ

ଭୁବନେଶ୍ୱର,୫।୬(ବ୍ୟୁରୋ): ଟିକା ପାଇଁ ଓଡ଼ିଶା ରାଜ୍ୟ ଔଷଧ ନିଗମ (ଓଏସ୍‌ଏମ୍‌ସିଏଲ) ପକ୍ଷରୁ ଡକାଯାଇଥିବା ଗ୍ଲୋବାଲ ଇ-ଟେଣ୍ଡରରେ ୨ ଜଣ ବିଡର ଅଂଶଗ୍ରହଣ କରିଛନ୍ତି। ସେମାନଙ୍କର ବିଡ୍‌କୁ ମୂଲ୍ୟାୟନ କରାଯାଉଛି। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ…

ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୯୫୨କୁ ବୃଦ୍ଧି…

ପାକିସ୍ତାନ ଟି୨୦ ଦଳରେ ମୋଇନଙ୍କ ପୁଅ

କରାଚୀ,୫।୬(ପି.ଟି.): ଆଗାମୀ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପାକିସ୍ତାନ ଟି୨୦ ଦଳ ଘୋଷଣା କରିଛି। ପୂର୍ବତନ ଅଧିନାୟକ ମୋଇନ ଖାଁଙ୍କ ପୁଅ ଆଜାମଙ୍କୁ ଏଥିରେ ସ୍ଥାନ ମିଳିଛି। ଚୟନକର୍ତ୍ତାମାନେ ଇମାଦ ଓ୍ବାସିମଙ୍କୁ ଏହି ଦଳରେ ପୁଣିଥରେ ସାମିଲ କରିଛନ୍ତି। ଇଂଲଣ୍ଡ…

ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା। ଶୁକ୍ରବାର ରାଜ୍ୟରେ ୭,୭୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି…

ଚିରନିଦ୍ରାରେ ‘ଶଲାବୁଢ଼ା’ ଫେମ୍‌ ଅଭିନେତା

ଭୁବନେଶ୍ୱର/ସୋନପୁର(ବ୍ୟୁରୋ, ନି.ପ୍ର.)୫।୬: ଲୋକପ୍ରିୟ ସମ୍ବଲପୁରୀ ଫିଲ୍ମ ‘ଶଲାବୁଢ଼ା’ ଫେମ୍‌ ତଥା ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ଘଟିଛି। ଶୁକ୍ରବାର ବିଳମ୍ବିତ ରାତି ୩ଟା ୪୫ ମିନିଟ୍‌ରେ ବୁର୍ଲା ଭିମ୍‌ସାରରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ…

ଭାବୁକ ହେଲେ ସିରାଜ: ସେ ପୁରୁଣା ବାଇକ୍‌କୁ ସାଇତି ରଖିଛି, ବହୁତ କିଛି ମନେ ପଡିଯାଏ’

ନୂଆଦିଲ୍ଲୀ,୪।୬: ଗତ ବର୍ଷ ଭାରତୀୟ ଟିମ୍‌ରୁ ଡେବ୍ୟୁ କରିବାର ସୌଭାଗ୍ୟ ପାଇଥିଲେ ଦ୍ରୁତ ବୋଲର୍‌ ମହମ୍ମଦ ସିରାଜ। ଏବେ ସେ ସଫଳତାର ଗୋଟିଏ ପରେ ଗୋଟିଏ ସିଢ଼ୀ ଚଢ଼ୁଥିବା ବେଳେ ପୁରୁଣା ଦିନକୁ ଭୁଲି ନାହାନ୍ତି ସିରାଜ। କ୍ରିକେଟ ଯୋଗୁ ସିରାଜଙ୍କ…

ଅଖତରଙ୍କ ବଡ଼ ଚ୍ୟାଲେଞ୍ଜ: ‘ମୋର ଯେତୋଟି ବଲ୍‌ ଖେଳିପାରିବ ସେତୋଟି ବାଇକ୍‌ ଦାନ କରିବି’

ନୂଆଦିଲ୍ଲୀ,୪।୬: ଚର୍ଚ୍ଚାରେ ପାକିସ୍ତାନର ପୂର୍ବ ଦ୍ରୁତ ବୋଲର୍‌ ସୋଏବ ଅଖତର। କାରଣଟି ହେଲା ତାଙ୍କର କିଛି ସୋସିଆଲ ମିଡିଆ ପୋଷ୍ଟ। ମଜାରେ କିଛି କଥା କହୁ କହୁ ସୋଏବଙ୍କ ପୋଷ୍ଟ ଗମ୍ଭୀର ଆଡ଼କୁ ଗତି କରିଯାଇଛି। ସୋଏବ ପାକିସ୍ତାନର ଅଭିନେତା ଫହାଦ…

୧୨ରୁ ୧୫ ବର୍ଷର ପିଲାଙ୍କୁ ଦିଆଯିବ ଟିକା

ଲଣ୍ଡନ,୪।୬: କରୋନା ମହାମାରୀ ସାରା ବିଶ୍ୱରେ ତାଣ୍ଡବ ରଚିଛି। ଏହି ସଙ୍କଟରୁ ଶୀଘ୍ର ମୁକୁଳିବା ପାଇଁ ସମଗ୍ର ଦେଶ ଟିକାକରଣକୁ ଗୁରୁତ୍ୱ ଦେଇ ଏହି ଅଭିଯାନକୁ ତ୍ୱରାନ୍ବିତ କରିଛନ୍ତି। କରୋନା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର କୁହାଯାଉଥିବା ଭାକ୍ସିନର ଟିକାଦାନ ପାଇଁ…

ମହାନ କ୍ରିକେଟରଙ୍କ ଭବିଷ୍ୟବାଣୀ: ୪-୦ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଜିତିବ ବିରାଟବାହିନୀ

ନୂଆଦିଲ୍ଲୀ,୪।୬: ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଆଗାମୀ ଟେଷ୍ଟ ସିରିଜରେ ବିରାଟ କୋହଲି ନେତୃତ୍ୱାଧୀନ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ କରିବ। ଦଳ ଏହି ସିରିଜକୁ ୪-୦ରେ ଜିତିବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ମହାନ କ୍ରିକେଟର ସୁନୀଲ ଗାଭାସ୍କର। ଗାଭାସ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?