Home

୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…

ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ କ୍ଷେତ୍ର। ବର୍ତ୍ତମାନ ସମୟରେ ଆଗଧାଡ଼ିର ନାୟିକା ଭାବେ ସେ ଅର୍ଜିଛନ୍ତି ସୁନାମ।…

ଜୁନ ୭ରୁ ୧୦୦ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ସମସ୍ତ ଘରୋଇ, ସରକାରୀ କାର୍ଯ୍ୟାଳୟ

ଅହମଦାବାଦ, ୪।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଏବେବି ଜାରି ରହିଛି। ହେଲେ ଦୈନିକ ସଂକ୍ରମଣର ପଜିଟିଭ୍‌ ହାର ତଳକୁ ଖସିଛି। ଗତ ୨ ମାସ ତଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୪ହଜାରରୁ ଊର୍ଦ୍ଧ୍ୱ ରହିଥିବା ବେଳେ ବର୍ତ୍ତମାନ ଦୈନିକ…

ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…

ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା ହେଉଛି ଅଭିନେତ୍ରୀ ନିଶା ରାଓ୍ବଲ ଏବଂ ତାଙ୍କ ସ୍ବାମୀ ତଥା ଅଭିନେତା କରନ୍‌ ମେହେରାଙ୍କ…

ସତ ହେଲା ନିଶାଙ୍କ କଥା! ଏହି ଯୁବତୀଙ୍କ ପ୍ରେମରେ ପଡ଼ିଛନ୍ତି କରନ୍‌; ରୋମାଣ୍ଟିକ୍‌ ଚାଟ୍‌ ଭାଇରାଲ

ବମ୍ବେ: ନିକଟରେ ଅଭିନେତା କରନ୍‌ ମେହେରା ଗିରଫ ହେବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ତାଙ୍କ ବିରୋଧରେ ଘରୋଇ ହିଂସାର ଅଭିଯୋଗ ଆଣିଥିଲେ। ଏପରିକି କରନ୍‌ ଅନ୍ୟ ଯୁବତୀଙ୍କ ପ୍ରେମରେ ପଡ଼ି ପରିବାରକୁ ଅଣଦେଖା କରୁଥିବାରୁ ଦୁହେଁ…

ବାତ୍ୟା କ୍ଷତିପୂରଣ ଅର୍ଥ ମିଳୁନି: ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଘେରିଲେ ଲୋକେ

ଖଇରା,୪ା୬(ଡି.ଏନ୍‌.ଏ.): ବାତ୍ୟା ‘ୟାସ୍‌’ କୁ ୧୦ଦିନ ବିତିଯାଇଥିଲେ ହେଁ ବାଲେଶ୍ବର ଜିଲା ଖଇରା ତହସିଲ ଅଧୀନ ଗଣ୍ଡିବେଡ଼ ତଥା ଅନ୍ୟାନ୍ୟ ରାଜସ୍ବ କ୍ଷେତ୍ର ଅଧୀନରେ ବନ୍ୟା ତଥା ବାତ୍ୟା କ୍ଷତିଗ୍ରସ୍ତମାନଙ୍କୁ ଏ ପର୍ଯ୍ୟନ୍ତ ପଲିଥିନ ଓ କ୍ଷତିପୂରଣ ଅର୍ଥ ପ୍ରଦାନ କରା…

ସେପ୍ଟେମ୍ବର ସୁଦ୍ଧା ୭୦କୋଟି ଲୋକଙ୍କୁ ଟିକା ଦିଆଯିବା ଲକ୍ଷ୍ୟ: ସିଇଏ

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ଟିକାକରଣକୁ ଆହୁରି ତ୍ୱରାନ୍ବିତ କରାଯିବ। ସେପ୍ଟେମ୍ବର ସୁଦ୍ଧା ଦେଶର ୭୦କୋଟି ଲୋକଙ୍କୁ କରୋନା ଭାକ୍ସିନର ପ୍ରଥମ ଡୋଜ୍‌ ଦିଆଯିବା ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କ ମୁଖ୍ୟ ଆର୍ଥିକ ପରାମର୍ଶଦାତା(ସିଇଏ) କେ.ବି ସୁବ୍ରମଣ୍ୟମ କହିଛନ୍ତି।…

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମେ’୨୫ରେ ରିଙ୍କୁ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ସେ ହୋମ୍‌ ଆଇସୋଲେଶନ୍‌ରେ ରହିଥିଲେ।…

ସ୍ବାମୀ ଅନିଲ ଅମ୍ବାନୀଙ୍କୁ ଜନ୍ମଦିନରେ ଏମିତି ହୃଦୟସ୍ପର୍ଶୀ ବାର୍ତ୍ତା ଲେଖିଲେ ଟିନା

ଆଜି ଅର୍ଥାତ୍‌ ଜୁନ୍‌ ୪ରେ ହେଉଛି ବିଶିଷ୍ଟ ଶିଳ୍ପପତି ଅନିଲ ଅମ୍ବାନୀଙ୍କ ଜନ୍ମଦିନ। ଏହି ଅବସରରେ ସ୍ତ୍ରୀ ଟିନା ଅମ୍ବାନୀ ସ୍ବାମୀ ଅନିଲଙ୍କ ପାଇଁ ଜନ୍ମଦିନର ଏକ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କରିଛନ୍ତି। ଏହି ପୋଷ୍ଟରେ ସେ ଅନିଲଙ୍କୁ ପରିବାର ପ୍ରତି…

ବିଶାଳ ସମୁଦ୍ର ଉପରେ ଗାଁ: ୧୩୦୦ ବର୍ଷରୁ ସେଭଳି ଅଛି; ଉତ୍ପତି ଇତିହାସ କିଛି…

ନୂଆଦିଲ୍ଲୀ: ଦୁନିଆରେ ବହୁତ ଅଦ୍ଭୁତ ଜିନିଷ ଅଛି, କିନ୍ତୁ ଆପଣ ସମୁଦ୍ର ଉପରେ ଥିବା ଗାଁ ବିଷୟରେ ଶୁଣିଛନ୍ତି? ହୁଏତ ନା। ଚାଇନାରେ ଏଭଳି ଏକ ଗାଁ ରହିଛି। ଏହା ଚାଇନାର ଫୁଜିଆନ ପ୍ରଦେଶର ନିଙ୍ଗଡେ ସହର ନିକଟରେ ଅବସ୍ଥିତ। ବର୍ତ୍ତମାନର…

କ୍ରିକେଟର ‘ବଲ ଅଫ ଦି ସେଞ୍ଚୁରୀ’: ଜାଣନ୍ତୁ କେଉଁ ବୋଲର୍‌ ପକାଇଥିଲେ

ଅଷ୍ଟ୍ରେଲିଆର ମହାନ ଲେଗ ସ୍ପିନର ସଚିନ ୱାର୍ନ ୧୪ ବର୍ଷ ପୂର୍ବେ ତାଙ୍କର ଶେଷ ଟେଷ୍ଟ ଖେଳିଥିଲେ। କିନ୍ତୁ ଆଜି ମଧ୍ୟ ତାଙ୍କର ‘ବଲ ଅଫ ଦି ସେଞ୍ଚୁରୀ’ ବିଷୟରେ ଚର୍ଚ୍ଚା ହେଉଛି। ଟେଷ୍ଟ କ୍ରିକେଟରେ ୭୦୦ରୁ ଅଧିକ ଉଇକେଟ ନେଇଥିବା…

ଗତ ୨୪ ଘଣ୍ଟାରେ ୭୪ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ

ଚଣ୍ଡିଗଡ଼,୪।୬: ହରିଆଣାରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪ ନୂଆ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ…

ଯୁକ୍ତ ୨ ପରୀକ୍ଷା ବାତିଲ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। କରୋନା ପାଇଁ ପରୀକ୍ଷା ସମ୍ଭବ ହେଉ ନ ଥିବାରୁ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ପରୀକ୍ଷାଠାରୁ ଛାତ୍ରୀଛାତ୍ରଙ୍କ ଜୀବନ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ପରିସ୍ଥିତି ସ୍ବାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?