ସୁପ୍ରିମକୋର୍ଟ ବିଚାରପତି ଶାନ୍ତାଗୌଡରଙ୍କ ପରଲୋକ
ନୂଆଦିଲ୍ଲୀ, ୨୬ା୪: ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍ ମୋହନ ଏମ୍ ଶାନ୍ତାଗୌଡରଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ତାଙ୍କୁ ୬୨ ବର୍ଷ ହୋଇଥିଲା। ଫୁସ୍ଫୁସ୍ରେ ସଂକ୍ରମଣ ଯୋଗୁ ସେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ତେବେ ସେ କୋଭିଡ୍…
ପ୍ରତି ମିନିଟରେ ୨୪୩ ସଂକ୍ରମିତ
ନୂଆଦିଲ୍ଲୀ, ୨୬।୪: ଭାରତରେ କରୋନା ସଙ୍କଟ ଦିନକୁ ଦିନ ଭୟଙ୍କର ରୂପ ନେବାରେ ଲାଗିଛି। କିଛିଦିନ ହେଲା ଦୈନିକ ସଂକ୍ରମଣ ୩ ଲକ୍ଷ ଉପରେ ରହିଥିବାବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ସୁନାମି ଭଳି ମାଡ଼ିଚାଲିଛି କରୋନା। ପ୍ରତି ମିନିଟରେ ୨୪୩ ଜଣ…
କହିଥିଲେ, ଦେଲେ ନାହିଁ
ନୂଆଦିଲ୍ଲୀ,୨୬ା୪: ଦେଶରେ କରୋନା ସଂକ୍ରମଣ ବଢ଼ୁଥିବା ଦେଖି ବିଭିନ୍ନ ରାଜ୍ୟର ଦାବି ପରେ ମେ’ ୧ ତାରିଖରୁ ୧୮-୪୪ ବର୍ଷୀୟଙ୍କୁ କୋଭିଡ୍-୧୯ ଟିକା ନେବା ପାଇଁ କେନ୍ଦ୍ର ସରକାର ଅନୁମତି ପ୍ରଦାନ କରିଛନ୍ତି। ତେବେ ଏହି ଆୟୁ ବର୍ଗର ନାଗରିକଙ୍କୁ ଭାକ୍ସିନ…
ଆଜି ରାଜ୍ୟରୁ ୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୯୭କୁ ବୃଦ୍ଧି
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ୯ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ଚାରିଆଡ଼େ ହାହାକାର: ମୃତ୍ୟୁ ସଂଖ୍ୟା ଟପିଲା ୨୮୦୦…
ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସଂକ୍ରମଣ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସ୍ଥିତି ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଥିବାରୁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଚିନ୍ତା…
ରାଜ୍ୟରୁ ୬୫୯୯ କରୋନା ଆକ୍ରାନ୍ତ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ
ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬,୫୯୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୧୪,୦୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…
ସଙ୍କଟବେଳର ସଖା: କରୋନା ଆକ୍ରାନ୍ତଙ୍କୁ ଅକ୍ସିଜେନ ଯୋଗାଉଛନ୍ତି ସତ୍ବୀର୍
ଭୁବନେଶ୍ୱର,୨୬।୪(ବ୍ୟୁରୋ): କରୋନା ମହାମାରୀର ଭୟ ଓ ଆତଙ୍କ ଭିତରେ ବର୍ତ୍ତମାନ ଅକ୍ସିଜେନ ଅଭାବ ଦେଶରେ ବଡ଼ ସଂକଟ ସୃଷ୍ଟି କରିଛି। ଦିଲ୍ଲୀ, ମହାରାଷ୍ଟ୍ର ଆଦି ରାଜ୍ୟରେ ଅକ୍ସିଜେନ ଅଭାବରୁ ଶହଶହ ରୋଗୀ ଆଖିବୁଜିଛନ୍ତି। ଓଡ଼ିଶାରେ ପର୍ଯ୍ୟାପ୍ତ ଅକ୍ସିଜେନ୍ ମହଜୁଦ ଥିବା ସରକାର…
ରାଜ୍ୟର ଉତ୍ତପ୍ତ ସହର ଭୁବନେଶ୍ୱର
ଭୁବନେଶ୍ୱର,୨୬।୪(ବ୍ୟୁରୋ): ସାରା ରାଜ୍ୟ ପ୍ରବଳ ଖରାତାତିରେ ଆଉଟୁପାଉଟୁ ହେଉଛି। ଦୁଇଦିନ ହେବ ଅଧିକାଂଶ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ସକାଳ ୭ଟାରୁ ଟାଇଁଟାଇଁ ଖରାକୁ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଅପରାହ୍ନରେ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ିଛି।…
ମାତ୍ର ୧୭ ବର୍ଷରେ ୨ ସନ୍ତାନର ମା’ ହୋଇଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ହିନ୍ଦୀ ସିନେମାରେ ଏପରି ଅନେକ ଚଳଚ୍ଚିତ୍ର ନିର୍ମାଣ କରାଯାଇଛି, ଯାହା ଲୋକଙ୍କ ହୃଦୟରେ ସବୁଦିନ ପାଇଁ ରହିବ। ଏମିତି ଏକ ଚଳଚ୍ଚିତ୍ର ହେଉଛି ୧୯୭୫ର ‘ଶୋଲେ’। ଏହି ଚଳଚ୍ଚିତ୍ରରେ ମାଉସୀ ଭୂମିକାରେ ଅଭିନୟ କରି ପ୍ରସିଦ୍ଧ ହୋଇଥିଲେ ଅଭିନେତ୍ରୀ ଲୀଲା ମିଶ୍ର।…
ଥାଇରଏଡ୍ ଥିଲେ ଖାଦ୍ୟରେ ସାମିଲ କରନ୍ତୁ ଏସବୁ
ଥାଇରଏଡ୍କୁ ନିୟନ୍ତ୍ରଣ କରିବା ପାଇଁ ଅନେକ ଫଳ, ପନିପରିବାର ଏବଂ ମାଛ ରହିଛି। ସବୁଠୁ ଉପକାରୀ କଦଳୀ। ପ୍ରତିଦିନ କଦଳୀ ଖାଇଲେ ଥାଇରଏଡ୍ ନିୟନ୍ତ୍ରଣରେ ରହିଥାଏ। ଆପଣ ଚାହିଁଲେ ସମ୍ବର, ତରକାରୀ, ରାଇତା ଏବଂ ଅନ୍ୟ ପନିପରିବା ସହ କଦଳୀ ବ୍ୟବହାର…
ଭାରତ ପାଇଁ ପାଣ୍ଠି ଯୋଗାଡରେ ଲାଗିପଡିଲେ ଏହି ପାକିସ୍ତାନୀ କ୍ରିକେଟର
ଇସଲମାବାଦ୍,୨୫।୪: ଭାରତରେ ଏବେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହି ସମୟରେ ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତର ତାଙ୍କ ଦେଶର ଲୋକଙ୍କୁ ନିବେଦନ କରିଛନ୍ତି ଯେ, କରୋନା ଯୁଦ୍ଧରେ ଭାରତକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ। ସେ କହିଛନ୍ତି…
ଗର୍ଭବତୀ ସ୍ତ୍ରୀଙ୍କ ପାଇଁ ଆମ୍ବୁଲାନ୍ସ ବନ୍ଧକ ରଖିଲେ ସ୍ବାମୀ
ଭୋପାଳ,୨୫।୪: କଠିନ ପରିସ୍ଥିତିରେ, ଅନେକ ଥର ଲୋକମାନେ ଠିକ୍-ଭୁଲ୍ ବିଷୟରେ ଚିନ୍ତା ନ କରି ଚମତ୍କାର କାର୍ଯ୍ୟ କରନ୍ତି। ମଧ୍ୟପ୍ରଦେଶର ବିଦିଶା ଜିଲାରେ ଏମିତି ଏକ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ସ୍ତ୍ରୀ କରୋନା ଆକ୍ରାନ୍ତ ହୋଇଥିଲେ।…
Archives


