Home

ନନ୍ଦିଗ୍ରାମରେ ଚଣ୍ଡୀପାଠ

କୋଲକାତା,୧୦ା୩: ମୁଁ ମଧ୍ୟ ଜଣେ ହିନ୍ଦୁ। ମୁଁ ପ୍ରତିଦିନ ଚଣ୍ଡୀପାଠ କରେ ବୋଲି ମଙ୍ଗଳବାର ଭାଜପାକୁ ବିଭାଜନବାଦୀ ରାଜନୀତି ନ କରିବାକୁ ଚେତାବନୀ ଦେଇଛନ୍ତି ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ମମତା ବାନାର୍ଜୀ। ୭୦-୩୦ ଅନୁପାତ କଥା କହୁଥିବା ଲୋକେ ପବିତ୍ର…

ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଦ୍ୱାରା ଭୁବନେଶ୍ୱରରେ ବେଆଇନ ଭାବେ ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ବୃଦ୍ଧି କରାଯାଇଥିବା କଂଗ୍ରେସ ଅଭିଯୋଗ କରିଆସୁଛି। ଯଦି ସରକାର ଏହାକୁ ପ୍ରତ୍ୟାହାର ନ କରନ୍ତି, ତାହାହେଲେ ଆଗାମୀ ଦିନରେ ବିଏମ୍‌ସି ଅଫିସ ଘେରାଉ…

କ୍ଷତ ଛାଡ଼ିଯାଇଛି ମହାମାରୀ

ଚାଇନାରେ କରୋନା ସଂକ୍ରମଣ ବ୍ୟାପିବା ପରେ ଏହା ମହାମାରୀର ରୂପ ନେଉଥିବା ସମ୍ପର୍କରେ ଆମ ବ୍ୟାବସାୟିକ ସହଯୋଗୀ ତୁରନ୍ତ ସୂଚନା ଦେଇଥିଲେ। ଆମ ସହଯୋଗୀ ଚିଙ୍ଗୁଡ଼ି ଚାଷୀମାନଙ୍କ ଜୀବନ ଓ ଜୀବିକା ପାଇଁ କୋଭିଡ୍‌-୧୯ କିପରି ବିପର୍ଯ୍ୟୟ ଆଣିପାରେ ସେ ନେଇ…

ବୈଷୟିକ ଶିକ୍ଷାରେ ପରିବର୍ତ୍ତନ ଜରୁରୀ

୨୦୧୯-୨୦ ଶିକ୍ଷାବର୍ଷ ଶେଷ ବେଳକୁ କୋଭିଡ୍‌-୧୯ ପ୍ରଭାବ ରାଜ୍ୟରେ ଅନୁଭୂତ ହୋଇଥିଲା। ଆଜି ପର୍ଯ୍ୟନ୍ତ ଶିକ୍ଷାଦାନ ଓ କ୍ଲାସ୍‌ରୁମ୍‌ ବ୍ୟବସ୍ଥା ଠିକ୍‌ ଭାବରେ ହୋଇପାରିନାହିଁ, ଯାହାକୁ ନେଇ ସମସ୍ତେ ଚିନ୍ତିତ। ବିଶ୍ୱସ୍ତରୀୟ ବୈଷୟିକ ଶିକ୍ଷାନୁଷ୍ଠାନ ହୋଇଥିବାରୁ ଆମ ପାଖରେ ସବୁ ପ୍ରକାର…

ଲୋକଙ୍କ ବଦଳରେ ମୋ ଜୀବନ ନିଅ

ନାପିତାଓ, ୧୦ା୩: ଗଣତନ୍ତ୍ର ସପକ୍ଷବାଦୀ ନେତ୍ରୀ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀଙ୍କ ନିର୍ବାଚିତ ସରକାରକୁ ମ୍ୟାନ୍‌ମାରରୁ ହଟାଇ ସେନା କ୍ଷମତା ମାଡ଼ିବସିବା ପରଠାରୁ ଦେଶବ୍ୟାପୀ ଆନ୍ଦୋଳନ ଜାରି ରହିଛି। ବିକ୍ଷୋଭକାରୀଙ୍କୁ ଘଉଡାଇବା ପାଇଁ ଶକ୍ତିଶାଳୀ ସେନାର ନ୍ୟାୟ ବହିର୍ଭୂତ କାର୍ଯ୍ୟାନୁଷ୍ଠାନ ଜାରି…

ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଗସ୍ତ

ନୂଆପଡା ଅଫିସ୍‌।୧୦।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆପଡା ଗସ୍ତରେ ଆସିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ମିଳିଥିବା ସୂଚନା ମୁତାବକ, ମୁଖ୍ୟମନ୍ତ୍ରୀ ପଟ୍ଟନାୟକ…

ପାରାଦୀପ ପ୍ଲାଷ୍ଟିକ ପାର୍କ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ରାଜ୍ୟ ସରକାର ଡାଉନ୍‌ଷ୍ଟ୍ରିମ୍‌ ପ୍ଲାଷ୍ଟିକ ଇଣ୍ଡଷ୍ଟ୍ରି ପାଇଁ ପାରାଦୀପଠାରେ ଏକ ଶିଳ୍ପ ପାର୍କର ବିକାଶ କରୁଛନ୍ତି। ପାରାଦୀପଠାରେ ହେବାକୁ ଥିବା ଏହି ପ୍ଲାଷ୍ଟିକ ପାର୍କର ବିକାଶ ରାଜ୍ୟ ଓ କେନ୍ଦ୍ର ସହଭାଗିତାରେ ହେବ। ଏ ନେଇ ମଙ୍ଗଳବାର ଭର୍ଚୁଆଲ ପ୍ଲାଟଫର୍ମ…

୧୦୭ ବର୍ଷର ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ

ବନ୍ତ,୧୦।୩(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ଆଞ୍ଚଳିକ ସାଧନକେନ୍ଦ୍ର ଅଧୀନ ୧୦୭ ବର୍ଷର ପୁରୁଣା ଅଢ଼ାଳପଙ୍କ ଯୋଗୀନ୍ଦ୍ର ପ୍ରାଥମିକ ବିଦ୍ୟାଳୟ। ଏହି ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବରୁ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନରେ ବାଧା ସୃଷ୍ଟି ହେଉଛି। ବିଦ୍ୟାଳୟର ମୋଟ ୮୭ ଛାତ୍ରୀଛାତ୍ରଙ୍କୁ ମାତ୍ର…

୪ ଦିନ ବ୍ୟାଙ୍କ ବନ୍ଦ ରହିବ

ଭୁବନେଶ୍ୱର,୧୦ା୩: ଗତ ବଜେଟ ସମୟରେ କେନ୍ଦ୍ର ସରକାର କିଛି ଜାତୀୟକରଣ ବ୍ୟାଙ୍କକୁ ଘରୋଇକରଣ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଏଭଳି ନିଷ୍ପତ୍ତିର ପ୍ରତିବାଦରେ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ (ୟୁଏଫବିୟୁ) ପକ୍ଷରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟର ଡାକରା…

ଓଜେଏସ୍‌ରେ ଈର୍ଶିତା ଟପ୍ପର: କୃତକାର୍ଯ୍ୟ ୪୭ ମଧ୍ୟରୁ ୩୦ ମହିଳା

ଭୁବନେଶ୍ୱର, ୧୦ା୩(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌) ପରୀକ୍ଷା-୨୦୧୯ର ରେଜଲ୍ଟ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ୪୭ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩୦ଜଣ ମହିଳା ରହିଛନ୍ତି। ଏହି ୪୭ଜଣ ରାଜ୍ୟରେ…

ଶ୍ୱାସରୁଦ୍ଧ ପରିସ୍ଥିତି

ଅମରପାଲି, ୧୦।୩(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଓ ଉଲୁଣ୍ଡା ରେଞ୍ଜ ଅଧୀନରେ ଥିବା ପ୍ରାୟ ସବୁ ଜଙ୍ଗଲରେ ଏବେ ନିଆଁ ଲାଗିଛି। ନିଆଁ ଲାଗି ବ୍ୟାପକ ଜଙ୍ଗଲ କ୍ଷୟକ୍ଷତି ହେଉଥିବା ବେଳେ ଧୂଆଁ ଯୋଗୁ ଅସ୍ତବ୍ୟସ୍ତ ହୋଇପଡ଼ିଛି ଜନଜୀବନ। ମାତ୍ରାଧିକ ଧୂଆଁ…

ହାଇକୋର୍ଟରେ ପିଆଇଏଲ୍‌

କଟକ ଅଫିସ୍‌, ୧୦ା୩: ରାଜ୍ୟର ଶିମିଳିପାଳ ଅଭୟାରଣ୍ୟ ସମେତ ୩୦୦ରୁ ଊର୍ଦ୍ଧ୍ୱ ଜଙ୍ଗଲରେ ପ୍ରାୟ ମାସେ ହେବ ନିଅଁା ଲାଗିଛି। ଏହା କମିବା ପରିବର୍ତ୍ତେ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି କେବଳ ଶିମିଳିପାଳର ୧୪୨୮ଟି ସ୍ଥାନରେ ନିଅଁା ଲାଗିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri