Home

ଦ୍ୱିତୀୟ ଭଳି ଗମ୍ଭୀର ହୋଇପାରେ ତୃତୀୟ ଲହର

ନୂଆଦିଲ୍ଲୀ, ୩।୬: କରୋନାରେ ଦ୍ୱିତୀୟ ଲହର ଭଳି ଭାରତରେ ତୃତୀୟ ଲହର ମଧ୍ୟ ଅନୁରୂପ ଭୟାବହ ସ୍ଥିତି ସୃଷ୍ଟି କରିପାରେ। ଏହା ୯୮ ଦିନ ପର୍ଯ୍ୟନ୍ତ ରହିବ ବୋଲି ଏସ୍‌ବିଆଇ ଇକୋର଼୍ୟାପ୍‌ ରିପୋର୍ଟରେ କୁହାଯାଇଛି। ତୃତୀୟ ଲହର ଦ୍ୱିତୀୟଠାରୁ ଭିନ୍ନ ହେବ…

ଧାରଣା ଦେଲେ ପରିବାର

ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍‌ ସଂକ୍ରମିତ ନିଖୋଜ ବାପାଙ୍କୁ ପୁଅ ଖୋଜୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ପତ୍ତା ମିଳୁନାହିଁ। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଦ୍ୱନ୍ଦ୍ୱ ଓ ଚିନ୍ତାରେ ଥିବା ନିଖୋଜ ଏନ୍‌. ତ୍ରିନାଥଙ୍କ ସ୍ତ୍ରୀ ପୋଲିସକୁ ଜବାବ ମାଗିଛନ୍ତି। ଏପରି କି, ନ୍ୟାୟ ପାଇଁ…

ରେଳଧାରଣାରେ ଯାଇଛି ୮,୭୦୦ ଜୀବନ

ନୂଆଦିଲ୍ଲୀ, ୩।୬(ପି.ଟି.): ୨୦୨୦ରେ ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ ଯଥେଷ୍ଟ ହ୍ରାସ ସତ୍ତ୍ୱେ ରେଳଧାରଣାରେ ୮,୭୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ମୃତକ ପ୍ରବାସୀ ଶ୍ରମିକ। ମଧ୍ୟପ୍ରଦେଶର ଚନ୍ଦ୍ରଶେଖର ଗୌର ସୂଚନା ଅଧିକାର ଆଇନ…

୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଏହି କ୍ରିକେଟର୍‌

ଲର୍ଡସ,୩।୬: ନ୍ୟୁଜିଲ୍ୟାଣ୍ଡର ଓପନର୍‌ ଡେଭନ କନୱେ ଇତିହାସ ସୃଷ୍ଟି କରିଛନ୍ତି। ସେ ଗାଙ୍ଗୁଲିଙ୍କ ୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ୮୪ ତମ ଓଭରର ଚତୁର୍ଥ ବଲରେ କନୱେ ଗାଙ୍ଗୁଲିଙ୍କ ରେକର୍ଡ ଭାଙ୍ଗିଥିଲେ। କନୱେ ତାଙ୍କର ଡେବ୍ୟୁ ମ୍ୟାଚରେ ଶତକ ସ୍କୋର…

ଇସ୍ତଫା ଦେଲେଣି ୮ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୩।୬ : ବିଭିନ୍ନ ଦେଶରେ କୋଭିଡ୍‌ ପରିଚାଳନାଗତ ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇସାରିଲେଣି। ଇକୁଏଡର ସ୍ବାସ୍ଥ୍ୟମନ୍ତ୍ରୀ ଭାବେ ରୋଡଲ୍ଫ ଫାର୍‌ଫାନ ନିଯୁକ୍ତ ହେବାର ୩ ସପ୍ତାହ ପରେ ଗତ ମାର୍ଚ୍ଚରେ ଇସ୍ତଫା…

ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ

ଭୁବନେଶ୍ୱର,୩।୬: କୋଭିଡ୍‌ ମହାମାରୀରେ ଅମ୍ଳଜାନର ଆବଶ୍ୟକତାକୁ ନଜରରେ ରଖି ସ୍ଲାଇଲ ପ୍ଲିଜ୍‌, ସ୍ପର୍ଶ ହସ୍ପିଟାଲ ଏବଂ ଓଡ଼ିଶା ସୋସାଇଟି ଅଫ୍‌ ଦ ଆମେରିକା ହେଲ୍‌ଥ ଆଣ୍ଡ ଓ୍ବେଲନେସ୍‌ ଗ୍ରୁପ୍‌ ପକ୍ଷରୁ (ଓଏସ୍‌ଏ-ଏଚ୍‌ଡବ୍ଲ୍ୟୁଜି) ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ ଆରମ୍ଭ କରାଯାଇଛି। ଭୁବନେଶ୍ୱର ଉତ୍ତର…

ଇରାନ ନୌସେନା ଜାହାଜ ଜଳିଗଲା

ତେହରାନ, ୩ା୬: ଇରାନ ନୌସେନାର ବୃହତ୍ତମ ଯୁଦ୍ଧ ଜାହାଜରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଆଁ ଲାଗିଯିବା ସହ ଏହା ଗଲ୍‌ଫ ଅଫ୍‌ ଓମାନରେ ବୁଡ଼ିଯାଇଛି। ଏପରି ଘଟିବା ପଛର କାରଣ ଜଣାପଡିନାହିଁ। ଏକ ଦ୍ୱୀପର ନାଁ ଅନୁସାରେ ଜାହାଜର ନାମ ଖର୍ଗ…

ଆଖି ନ ଥାଇ ଏଭରେଷ୍ଟ ଚଢ଼ିଲେ

ଚାଇନାର ଜଣେ ପର୍ବତାରୋହଣକାରୀ ବିନା ଦୃଷ୍ଟିଶକ୍ତିରେ ବିଶ୍ୱର ସର୍ବୋଚ୍ଚ ପର୍ବତ ଶୃଙ୍ଗ ଏଭରେଷ୍ଟ ଚଢ଼ିବାରେ ସଫଳ ହୋଇଛନ୍ତି। ୪୪ ବର୍ଷୀୟ ଝାଙ୍ଗ ହୋଙ୍ଗ୍‌ ଏପରି କରିବାରେ ଏସିଆ ମହାଦେଶର ପ୍ରଥମ ଏବଂ ବିଶ୍ୱର ତୃତୀୟ ବ୍ୟକ୍ତି ହୋଇଛନ୍ତି। ଶେର୍‌ପା ଏବଂ ଗାଇଡ୍‌ଙ୍କ…

‘ଘରେ ଘରେ ମାସ୍କ’ କାର୍ଯ୍ୟକ୍ରମ

ଭୁବନେଶ୍ୱର/ ପୁରୁଣା ଭୁବନେଶ୍ୱର, ୩।୬(ବ୍ୟୁରୋ/ (ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବୁଧବାର ଏକାମ୍ର ନିର୍ବାଚନମଣ୍ଡଳୀର ଗଙ୍ଗନଗର କମ୍ୟୁନିଟି ସେଣ୍ଟରରେ ଘରେ ଘରେ ମାସ୍କ ବଣ୍ଟନ କାର୍ଯ୍ୟକ୍ରମକୁ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଦ୍‌ଘାଟନ କରିଛନ୍ତି।…

ବାଘ ଖୋଜୁଛନ୍ତି ବିଦ୍ୟା

ଚର୍ଚ୍ଚାରେ ଥିବା ବଲିଉଡ୍‌ ଫିଲ୍କ ‘ଶେର୍‌ନି’ର ଟ୍ରେଲର ରିଲିଜ ହୋଇଛି। ଏଥିରେ ବିଦ୍ୟା ବଲାନଙ୍କ ନୂଆ ଅବତାର ଦେଖିବାକୁ ତାଙ୍କ ଫ୍ୟାନ୍‌ ବେଶ୍‌ ଉତ୍ସାହିତ ଅଛନ୍ତି। ବିଦ୍ୟା ଏହି ଟ୍ରେଲରକୁ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି। ‘ସାହସୀ, ଦୃଢ, ନିର୍ଭିକ ହୁଅ;…

ଲକ୍ଷ୍ୟ କେତେ ଦୂର

ନୂଆଦିଲ୍ଲୀ/ କୋଲକାତା,୩ା୬: ୨୦୨୧ ଡିସେମ୍ବର ସୁଦ୍ଧା କେନ୍ଦ୍ର ସରକାର ୧୦୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସ୍ଥିର କରିଛନ୍ତି। ତେବେ ବର୍ତ୍ତମାନର ମନ୍ଥର ଟିକାକରଣକୁ ଦେଖିଲେ ଏହି ଲକ୍ଷ୍ୟ ଏତେ ସହଜରେ ପୂରଣ ହେବ ନାହିଁ ବୋଲି ବିଶେଷଜ୍ଞମାନେ ମତ…

ଟିକା ନେଲେ ଜରାଶ୍ରମ ଅନ୍ତେବାସୀ

ଭୁବନେଶ୍ୱର, ୩।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରେ କେତେକ ସ୍ବତନ୍ତ୍ର ବର୍ଗଙ୍କ ପାଇଁ ଟିକା ବ୍ୟବସ୍ଥାକୁ ଏବେ ପ୍ରାଥମିକତା ଦିଆଯାଉଛି। ବିଶେଷକରି ବୟୋଜ୍ୟେଷ୍ଠ ବୃଦ୍ଧାବୃଦ୍ଧଙ୍କୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ କମିଶନର ସଞ୍ଜୟ କୁମାର ସିଂହଙ୍କ ନିର୍ଦ୍ଦେଶରେ ଜରାଶ୍ରମ ଅନ୍ତେବାସୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?