Home

ତୈଳ, ଗ୍ୟାସ ବିତରଣକାରୀଙ୍କୁ ଟିକା

ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱରଠାରେ ଇଣ୍ଡିଆନ ଅଏଲ ଏବଂ ଆପୋଲୋ ହସ୍ପିଟାଲ ସହଯୋଗରେ ଆୟୋଜିତ ୭ଦିନିଆ ‘କୋଭିଡ୍‌-୧୯ ଟିକାକରଣ ଶିବିର’କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଉଦ୍‌ଘାଟନ କରିଛନ୍ତି । ଉପଭୋକ୍ତାଙ୍କୁ ତୈଳ ଓ ଗ୍ୟାସ ବିତରଣ କରୁଥିବା କୋଭିଡ୍‌ ଯୋଦ୍ଧା ଓ ସେମାନଙ୍କ…

୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ବାହାରିଲା ଭାରତୀୟ ଦଳ

ମୁମ୍ବାଇ,୩।୬: ଭାରତୀୟ ପୁରୁଷ କ୍ରିକେଟ ଦଳ ୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ଗୁରୁବାର ବାହାରିଛି। ଉଭୟ ମହିିଳା ଏବଂ ପୁରୁଷ ଦଳ ଏକ ଗସ୍ତରେ ଯାଇଛନ୍ତି। ଜୁନ୍‌ ୧୮ରେ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲରେ ନ୍ୟୁଜିଲାଣ୍ଡକୁ ଭେଟିବାକୁ ଯାଉଛି…

‘ପୁରୁଷଙ୍କ ପାଇଁ ଘରୋଇ ହିଂସା ଆଇନ ନ ଥିବା ଦୁର୍ଭାଗ୍ୟଜନକ’

ଚେନ୍ନାଇ, ୩ା୬: ଘରୋଇ ହିଂସାର ଶିକାର ହେଉଥିବା ପୁରୁଷମାନେ ସ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣୁଛନ୍ତି। ହେଲେ ଏ ନେଇ ଆଇନ ନ ଥିବା ଦୁର୍ଭାଗ୍ୟଜନକ ବୋଲି ମାଡ୍ରାସ ହାଇକୋର୍ଟ ମଙ୍ଗଳବାର କହିଛନ୍ତି। ପ୍ରାଣୀଧନ ଚିକିତ୍ସକ ପି. ଶଶିକୁମାରଙ୍କ ଆବେଦନର ଶୁଣାଣି କରି…

‘ଚାଇନା, ଦକ୍ଷିଣପୂର୍ବ ଏସିଆ ହଟ୍‌ସ୍ପଟ୍‌’

ନ୍ୟୁୟର୍କ, ୩।୬: ନୂଆ କରୋନା ଭୂତାଣୁ ପାଇଁ ଚାଇନା, ଜାପାନ, ଫିଲିପାଇନ୍ସ ଏବଂ ଥାଇଲାଣ୍ଡ ହଟ୍‌ସ୍ପଟ ହୋଇପାରେ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ବାଦୁଡିବାହିତ ଏହି ଭୂତାଣୁ ପାଇଁ ଉପରୋକ୍ତ ଅଞ୍ଚଳ ଅନୁକୂଳ ହୋଇଥିବାବେଳେ ଉକ୍ତ ରୋଗ ବାଦୁଡି ଶରୀରରୁ ମଣିଷକୁ…

ମଡେଲ ଟେନାନ୍ସି ଆଇନକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଘରଭଡ଼ା ଦିଆଯିବା ସଂକ୍ରାନ୍ତ ଆଇନରେ ଆବଶ୍ୟକ ପରିବର୍ତ୍ତନ ଆଣିବା ଲାଗି ମଡେଲ ଟେନାନ୍ସି ଆଇନ ଲାଗୁ କରିବା ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ଏହାକୁ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶଗୁଡିକ…

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ, ୩।୬: ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଆଗେଇ ଚାଲିଛି। ବୁଧବାର ରଥଯାତ୍ରା ପାଇଁ ତିନିରଥର ଦଉଡ଼ି ଏବଂ ଘେର ଦଉଡ଼ି ପୁରୀରେ ପହଞ୍ଚତ୍ଛି। ଏକ ଟ୍ରକ ଯୋଗେ ପୁରୀରେ ୧୪ଟି…

ଝିଅକୁ ଛାତିରେ ଜାବୁଡି ଧରିଲେ ଅନୁଷ୍କା: ରାଗିଗଲେ ପ୍ରଶଂସକ

କିଛି ସେଲିବ୍ରିଟି ନିଜର ବ୍ୟକ୍ତିଗତ ଜୀବନକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରିବାକୁ ଇଚ୍ଛା କରନ୍ତି ନାହିଁ। ଏହିପରି ଜଣେ ଦମ୍ପତି ହେଉଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା। ୨୦୧୭ରେ…

ପ୍ରତ୍ୟର୍ପଣ ପାଇଁ ଡୋମିନିକା ରାଜି

ରୋଷେଉ,୩ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କ ଅଡ଼ୁଆ ବଢ଼ିଛି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ୧୩,୫୦୦ କୋଟି ଋଣ ଜାଲିଆତି କରି ଫେରାର ହୋଇଥିବା ଏହି ଅଭିଯୁକ୍ତଙ୍କୁ ଭାରତକୁ ପ୍ରତ୍ୟର୍ପଣ କରାଗଲେ କିଛି ଆପତ୍ତି ନାହିଁ ବୋଲି ଡୋମିନିକା ସରକାର…

ଅନିର୍ଦ୍ଦିଷ୍ଟ କାଳ ଯାଏ ବସ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ ଦ୍ୱିତୀୟ ଲହରରେ ଯାତ୍ରୀ ପରିବହନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ବିଶେଷକରି ଯାତ୍ରୀବାହୀ ବସ୍‌ଗୁଡ଼ିକ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛନ୍ତି। ଲକ୍‌ଡାଉନ, ଶଟ୍‌ଡାଉନ, ତୈଳଦର ବୃଦ୍ଧି, ଯାତ୍ରୀସଂଖ୍ୟା ହ୍ରାସ ଆଦି ସମସ୍ୟା ନେଇ ରାଜ୍ୟର ୧୪ ହଜାର…

ଗୋଇନ୍ଦା, ସୁରକ୍ଷା ଅଧିକାରୀଙ୍କ ଉପରେ ଅଙ୍କୁଶ

ନୂଆଦିଲ୍ଲୀ, ୩।୬(ଆଇଏଏନ୍‌ଏସ୍‌): ଦେଶର ଗୋଇନ୍ଦା କିମ୍ବା ସୁରକ୍ଷା ବିଭାଗରେ କାର୍ଯ୍ୟରତ ଅଧିକାରୀ ଉପଯୁକ୍ତ କର୍ତ୍ତୃପକ୍ଷଙ୍କର ପ୍ରାକ୍‌ ମଞ୍ଜୁରୀ ବିନା କୌଣସି ବିଷୟ ପ୍ରକାଶ କରିପାରିବେ ନାହିଁ। ସେମାନଙ୍କୁ କାର୍ମିକ ଓ ତାଲିମ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ମାଧ୍ୟମରେ ଏହା ଜଣାଇଦିଆଯାଇଛି।…

ଭଉଁରି ଯାତ୍ରାରେ ନିୟୋଜିତ ହେବେ ୫ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ, ୩।୬: ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଥିବା ବାହାର ଚନ୍ଦନ ଯାତ୍ରାର ବିଂଶତମ ଦିବସକୁ ଭଉଁରି ଯାତ୍ରା କୁହାଯାଏ। ଶ୍ରୀମନ୍ଦିର ସ୍ବତ୍ୱଲିପି ଏବଂ ରଥସଂହିତା ଅନୁଯାୟୀ ଏହିଦିନ ଚକଡେରା ନୀତି ସମ୍ପନ୍ନ ହୋଇଥାଏ। ଏଣୁ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ…

ଟିକା ନୀତି ସ୍ବେଚ୍ଛାଚାରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୬(ପି.ଟି.): କରୋନା କାଳରେ ରାଜ୍ୟଗୁଡ଼ିକର ଆର୍ଥିକ ସ୍ଥିତି ଦୋହଲିଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରି ଟିକା କିଣିବା ଅବସ୍ଥାରେ ନାହାନ୍ତି। ତେଣୁ ଯୁବବର୍ଗଙ୍କ ଟିକାକରଣ ଦାୟିତ୍ୱ କେନ୍ଦ୍ର ସରକାର ବହନ କରନ୍ତୁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?