ହେମାନନ୍ଦ ବିଶ୍ବାଳଙ୍କ ଝିଅଙ୍କ ପରଲୋକ
ସୁନ୍ଦରଗଡ଼, ୨୪।୪ (ଡି.ଏନ୍.ଏ.): ସମ୍ବଲପୁର ଜିଲା ବାମରା ବ୍ଲକ ସଦର ମହକୁମା ଗୋବିନ୍ଦପୁର ପଞ୍ଚାୟତର ସମିତି ସଭ୍ୟା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ଝିଅ ମଞ୍ଜୁଲତା ନାୟକ(୪୪)ଙ୍କ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମଞ୍ଜୁଲତା…
୪୮ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କଲେ ରମନା…
ନୂଆଦିଲ୍ଲୀ,୨୪।୪: ସୁପ୍ରିମ୍କୋର୍ଟର ୪୮ ତମ ପ୍ରଧାନ ବିଚାରପତି ଭାବେ ବିଚାରପତି ଏନ୍.ଭି. ରମନା ଶନିବାର ଶପଥ ଗ୍ରହଣ କରିଛନ୍ତିି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଊତ୍ସବରେ ତାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସେ…
ଆଜି ପୁଣି ୮ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୮୧କୁ ବୃଦ୍ଧି
ଭୁବନେଶ୍ୱର,୨୪।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ପୁଣି ୮ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…
ଆଜି ରାଜ୍ୟରୁ ୬୬୪୭ କରୋନା ଆକ୍ରାନ୍ତ ଚିହ୍ନଟ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା
ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରୁ ୬,୬୪୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୧,୩୪୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…
ସଚିନ୍ ନିଜଠାରୁ ୬ ବର୍ଷ ବଡ଼ ଅଞ୍ଜଳିଙ୍କୁ କରିଥିଲେ ବିବାହ: ପ୍ରେମ ମାନି ନ ଥିଲା ବୟସ ତାରତମ୍ୟ…
ନୂଆଦିଲ୍ଲୀ,୨୪।୪: ମାଷ୍ଟର ବ୍ଲାଷ୍ଟର ସଚିନ୍ ତେନ୍ଦୁଲକରଙ୍କୁ ଶନିବାର ୪୮ ବର୍ଷ ପୂରଣ ହୋଇଛି। ସେ ୧୯୭୩ ଏପ୍ରିଲ୍ ୨୪ରେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ସଚିନ୍ ତାଙ୍କଠାରୁ ୬ ବର୍ଷ ବୟସ୍କ ଅଞ୍ଜଳିଙ୍କୁ ବିବାହ କରିଥିଲେ। ଅଞ୍ଜଳିଙ୍କ ଜନ୍ମ ୧୯୬୭ ନଭେମ୍ବର…
ସହରାଞ୍ଚଳ ଆବାସ ଯୋଜନାରେ ୩୬,୦୬୨ ନୂଆ ଘର
ଭୁବନେଶ୍ୱର,୨୪।୪(ବ୍ୟୁରୋ): ସହରାଞ୍ଚଳ ବାସହୀନ ଓ ଆର୍ଥିକ ଦୁର୍ବଳ ଶ୍ରେଣୀ ପାଇଁ ଘୋଷଣା ହୋଇଥିବା ‘ଜାଗା ମିଶନ’ ସହିତ ସମସ୍ତଙ୍କ ପାଇଁ ଘର ଯୋଜନାର ସଫଳ ରୂପାୟନ ଲାଗି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିଶେଷ ପଦକ୍ଷେପ ଗ୍ରହଣ କରିଛନ୍ତି।…
ଜେଲରେ ଉପଯୁକ୍ତ ଚିକିତ୍ସା ମିଳୁନି: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହାଇଦର
କଟକ ଅଫିସ,୨୪।୪: କରୋନାରେ ଆକ୍ରାନ୍ତ ହୋଇଥିବା ଗ୍ୟାଙ୍ଗଷ୍ଟର ସେଖ୍ ହାଇଦରଙ୍କୁ ଚୌଦ୍ୱାର ଜେଲରେ ଉପଯୁକ୍ତ ଚିକିତ୍ସା ମିଳୁନାହିଁ। ଅଧିକ ଚିକିତ୍ସା ଲାଗି ସେ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ ତାଙ୍କର ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ତ ରେକର୍ଡପତ୍ର ଜେଲ କର୍ତ୍ତୃପକ୍ଷଙ୍କଠାରୁ ମଗାଇବାକୁ…
ଛଟପଟ ହୋଇ ୨୦ ଆକ୍ରାନ୍ତଙ୍କ ମୃତ୍ୟୁ: ମିଳିଲାନି ଅକ୍ସିଜେନ୍..
ନୂଆଦିଲ୍ଲୀ,୨୪।୪: କରୋନା ମହାମାରୀ ସଂକ୍ରମଣ ସମୟରେ ଅକ୍ସିଜେନ୍ ଅଭାବ ଯୋଗୁ ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଦିଲ୍ଲୀର ରୋହିଣୀ ଅଞ୍ଚଳରେ ଥିବା ଜୟପୁର ଗୋଲ୍ଡେନ୍ ହସ୍ପିଟାଲରେ ଅକ୍ସିଜେନ୍ ନ ମିଳିବାରୁ ଛଟପଛ ହୋଇ ୨୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ…
୪ ରାଜ୍ୟକୁ ଗଲା ୨୫୦ ଟନ୍ ଅକ୍ସିଜେନ
ଭୁବନେଶ୍ୱର,୨୪।୪(ବ୍ୟୁରୋ): ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ଗତ ୨୪ ଘଣ୍ଟାରେ ରାଜ୍ୟ ବାହାରକୁ ୨୫୦ ଟନ୍ ଅକ୍ସିଜେନ ପଠାଯାଇଛି। ପ୍ରାୟ ୧୫ ଟ୍ୟାଙ୍କରରେ ୪ ରାଜ୍ୟକୁ ଏହି ଅକ୍ସିଜେନ ଯାଇଛି। ଯାଜପୁର, ଅନୁଗୋଳ ଓ ରାଉରକେଲାରୁ ଏହି ମେଡିକାଲ ଅକ୍ସିଜେନ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା,…
ଓଡ଼ିଶା କେତେ ପ୍ରସ୍ତୁତ
ଭୁବନେଶ୍ୱର,୨୪।୪(ବ୍ୟୁରୋ): ମେ ପ୍ରଥମ ସପ୍ତାହରେ ଓଡ଼ିଶାରେ କରୋନା ସଂକ୍ରମଣ ଶୀର୍ଷରେ ପହଞ୍ଚତ୍ପାରେ ବୋଲି ଡାଇରେକ୍ଟର ଅଫ୍ ମେଡିକାଲ ଏଜୁକେଶନ ଆଣ୍ଡ ଟ୍ରେନିଂ (ଡିଏମ୍ଇଟି) ସିବିକେ ମହାନ୍ତି ଆଶଙ୍କା ପ୍ରକାଶ କରିଛନ୍ତି। ଗତ ୩/୪ଦିନର ଦୈନିକ ସଂକ୍ରମଣ ସ୍ଥିତି ଦେଖିଲେ ଡିଏମ୍ଇଟିଙ୍କ କଥା…
ରେକର୍ଡ ଭାଙ୍ଗିଲା କରୋନା: ମୃତ୍ୟୁ ସଂଖ୍ୟା ଗୋଟିଏ ଦିନରେ ଟପିଲା ୨୬୦୦…
ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ…
ଭାରତକୁ ଚେତାବନୀ: ମେ’ ବେଳକୁ ଦୈନିକ ମୃତ୍ୟୁ ସଂଖ୍ୟା ଛୁଇଁବ ୫୬୦୦, କହିଲା ଆଇଏଚ୍ଏମ୍ଇ…
ଓ୍ବାଶିଂଟନ/ନୂଆଦିଲ୍ଳୀ,୨୪।୪: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିଛାଲିଛି। କରୋନା ସଂକ୍ରମଣ ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଥିବାରୁ…
Archives


