Home

ଆଇସ୍‌କ୍ରିମ୍‌ ଖାଇଲେ

କଟକ ଜିଲା ବାଙ୍କୀ ତହସିଲ ଅନ୍ତର୍ଗତ କୁମୁସର ଗାଁରେ ୯ ଫେବୃଆରୀରେ ଅନୁଷ୍ଠିତ ଏକ ଅଷ୍ଟପ୍ରହରୀ କାର୍ଯ୍ୟକ୍ରମରେ ଆଇସ୍‌କ୍ରିମ ଖାଇ ୧୮ ଜଣ ପିଲା ଅସୁସ୍ଥ ହୋଇଥିବା ଘଟଣା ପଦାକୁ ଆସିଛି। ସେମାନେ ଏହାକୁ ଖାଇବାର କିଛି ସମୟ ପରେ ପାଟି…

ଇଣ୍ଡିଆନ ଆଇଡଲ୍‌ -୧୬ ଫାଇନାଲରେ ଜ୍ୟୋତିର୍ମୟୀ: ମଙ୍ଗଳକାମନା କରି ଅଖଣ୍ଡ ଦୀପଦାନ

ନୀଳଗିରି, ୧୦।୨(ପ୍ରଶାନ୍ତ ବିଶ୍ୱାଳ):ସୋନି ଟିଭି ରିଆଲଟି ଶୋ ‘ଇଣ୍ଡିଆନ ଆଇଡଲ୍‌ -୧୬’ର ଫାଇନାଲ ରାଉଣ୍ଡରେ ପହଞ୍ଚତ୍ଛନ୍ତି ନୀଳଗିରି ମାଟିର ସୁନାଝିଅ ଜ୍ୟୋତିର୍ମୟୀ ନାୟକ। ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଜଡିଦା ପଞ୍ଚାୟତ ବାଉଁଶନାଳ ଗ୍ରାମର ଚକ୍ରଧର ନାୟକ ଓ ଗୌରୀମଣି ନାୟକଙ୍କ…

ସାବଧାନ! ପପ୍‌ ସଙ୍ଗୀତ, ଟିଭି ଡ୍ରାମା ଦେଖିଲେ ଫାଶୀ

ପୋଙ୍ଗଓ୍ବାଙ୍ଗ,୧୦।୨: ଉତ୍ତର କୋରିଆରେ ପପ୍‌ ସଙ୍ଗୀତ ଏବଂ ସ୍କ୍ବିଡ୍‌ ଗେମ୍‌ ଭଳି ଦକ୍ଷିଣ କୋରିଆର ଟିଭି ଡ୍ରାମା ଦେଖିଲେ କଠୋର ଦଣ୍ଡ ମିଳୁଛି । ବର୍ଷ ବର୍ଷ ଧରି ଅଭିଯୁକ୍ତଙ୍କୁ ଲେବର କ୍ୟାମ୍ପରେ ବନ୍ଧକ ରଖାଯିବା ସହିତ ଫାଶୀ ମଧ୍ୟ ଦିଆଯାଉଛି…

ସେଚେଲସ୍‌କୁ ଭାରତର ୧୭୫ ନିୟୁତ ଡଲାର ସହାୟତା

ନୂଆଦିଲ୍ଲୀ,୧୦ା୨: ସେଚେଲସ୍‌କୁ ୧୭୫ ନିୟୁତ ଡଲାର ଅର୍ଥ ସହାୟତା ଯୋଗାଇ ଦେବାକୁ ଭାରତ ସରକାର ସୋମବାର ଘୋଷଣା କରିଛନ୍ତି। ଆଫ୍ରିକାର ଦକ୍ଷିଣ ପୂର୍ବ ଉପକୂଳରେ ଅବସ୍ଥିତ ଏହି ଦ୍ୱୀପପୁଞ୍ଜ ରାଷ୍ଟ୍ରର ବିକାଶମୂଳକ କାର୍ଯ୍ୟ ପାଇଁ ଏହି ରାଶି ଯୋଗାଇ ଦିଆଯିବ ବୋଲି…

ଇଣ୍ଡିଆନ ଆଇଡଲ୍‌ -୧୬ ଫାଇନାଲରେ ଜ୍ୟୋତିର୍ମୟୀ: ମଙ୍ଗଳକାମନା କରି ଅଖଣ୍ଡ ଦୀପଦାନ

ନୀଳଗିରି, ୧୦।୨(ପ୍ରଶାନ୍ତ ବିଶ୍ୱାଳ):ସୋନି ଟିଭି ରିଆଲଟି ଶୋ ‘ଇଣ୍ଡିଆନ ଆଇଡଲ୍‌ -୧୬’ର ଫାଇନାଲ ରାଉଣ୍ଡରେ ପହଞ୍ଚତ୍ଛନ୍ତି ନୀଳଗିରି ମାଟିର ସୁନାଝିଅ ଜ୍ୟୋତିର୍ମୟୀ ନାୟକ। ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଜଡିଦା ପଞ୍ଚାୟତ ବାଉଁଶନାଳ ଗ୍ରାମର ଚକ୍ରଧର ନାୟକ ଓ ଗୌରୀମଣି ନାୟକଙ୍କ…

ଖେଳ ପଡିଆରୁ ଟେକି ନେଇ ନାବାଳିକାଙ୍କୁ ବଳାତ୍କାର, ୫୯ ବର୍ଷୀୟ ବ୍ୟକ୍ତି ଗିରଫ

ଦେବଗଡ,୧୦।୨(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୪ ବର୍ଷୀୟା ନାବାଳିକାକୁ ବଳାତ୍କାର ଅଭିଯୋଗରେ ଦେବଗଡ ଥାନା ପୋଲିସ ସୋମବାର ଖୁଂଟିଆପାଲି ଗ୍ରାମର ଗୌରହରୀ ବିଶ୍ୱାଳ(୫୯) ନାମକ ଜଣେ ବ୍ୟକ୍ତିକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ମାତ୍ର ଅଦାଲତରେ ଜାମିନ ଆବେଦନ…

T20 ବିଶ୍ୱକପରେ ହେବ IND vs PAK ମ୍ୟାଚ୍; ସରେଣ୍ଡର କଲା ପାକିସ୍ତାନ, ଲାହୋରରେ ଲାଗିଲା ମୋହର

ନୂଆଦିଲ୍ଲୀ,୧୦।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଗ୍ରୁପ୍ ମ୍ୟାଚ୍ ଏବେ ଖେଳାଯିବ। ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ପୂର୍ବରୁ ୧୫ ଫେବୃଆରୀରେ କଲମ୍ବୋରେ ହେବାକୁ ଥିବା ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କରିବାକୁ ଘୋଷଣା କରିଥିଲା। ପାକିସ୍ତାନ…

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ ଭାରତ (JioBharat) ଫୋନ୍ ଉପଭୋକ୍ତାଙ୍କ ପାଇଁ ଡିଜାଇନ୍ କରାଯାଇଛି। ସ୍ମାର୍ଟଫୋନ୍ ଉପଭୋକ୍ତାଙ୍କ ପାଇଁ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି। ସ୍ଥାନୀୟ ସଫେଇ କର୍ମଚାରୀ ସଫେଇ କରୁଥିବାବେଳେ ପୋତାଯାଇଥିବା ଅବସ୍ଥାରେ ମୃତ ମହିଳାଙ୍କ ଆଙ୍ଗୁଠି…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି l ମୋଟରସାଇକେଲରେ ଜଣେ ବ୍ୟକ୍ତି ଉକ୍ତ ରାସ୍ତାରେ ଯାଉଥିବା ବେଳେ ଏକ…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+) କ୍ୟାଟେଗରି(ବର୍ଗ)କୁ ବାଦ୍‌ ଦିଆଯାଇଛି। ଏବେ କେବଳ ତିନୋଟି କ୍ୟାଟେଗରି ରହିଛି – ଏ,…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ ନୂତନ ମୋବାଇଲ୍ ଆପ୍ ପ୍ରସ୍ତୁତ କରୁଛି, ଯାହା ଏପ୍ରିଲ୍ ୨୦୨୬ରେ ଲଞ୍ଚ୍ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?