ବିଶ୍ୱଜିତ୍ ଚାଟାର୍ଜୀ ଶ୍ରେଷ୍ଠ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ
ପଣଜୀ, ୧୭ା୧: ଗୋଆରେ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ସମାରୋହ (ଆଇଏଫଏଫଆଇ)ର ୫୧ତମ ସଂସ୍କରଣ ଆୟୋଜିତ ହୋଇଛି। ମହୋତ୍ସବରେ ହିନ୍ଦୀ ଓ ବଙ୍ଗଳା ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା, ଫିଲ୍ମ ନିର୍ମାତା, ନିର୍ଦ୍ଦେଶକ ତଥା ଗାୟକ ବିଶ୍ୱଜିତ୍ ଚାଟାର୍ଜୀଙ୍କୁ ବର୍ଷର ଶ୍ରେଷ୍ଠ ଭାରତୀୟ…
ଆମେରିକାରେ ସଶସ୍ତ୍ର ବିକ୍ଷୋଭ ଆଶଙ୍କା
ଓ୍ବାଶିଂଟନ, ୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବାବେଳେ ଜାନୁୟାରୀ ୬ ଭଳି ହିଂସାତ୍ମକ ବିକ୍ଷୋଭ ଓ ଟ୍ରମ୍ପ୍ ସପକ୍ଷ ରାଲି ବାହାରିବା ସମ୍ଭାବନା ଥିବାରୁ ୫୦ଟି ରାଜ୍ୟର ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ରାଜଧାନୀ…
ଦ୍ୱିତୀୟ ଲହର ରୋକିବ ଟିକା
ନୂଆଦିଲ୍ଲୀ, ୧୭।୧: ଭାରତରେ କରୋନା ସଂକ୍ରମଣ ହାର ଯଥେଷ୍ଟ ହ୍ରାସ ପାଇଥିବାବେଳେ ଶନିବାର ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ବ୍ରିଟେନର ନୂଆ ଷ୍ଟ୍ରେନ୍କୁ ନେଇ ସାରା ବିଶ୍ୱରେ ଉଦ୍ବେଗ ପ୍ରକାଶ ପାଇଥିବାବେଳେ ସମସ୍ତେ ଟିକା ନେବା ଜରୁରୀ ଏବଂ ଏହା ସଂକ୍ରମଣର…
୫ ଦିନରେ ହସ୍ପିଟାଲ ନିର୍ମାଣ କଲା ଚାଇନା
ବେଜିଂ, ୧୭ା୧: ଚାଇନାକୁ କରୋନା ସଂକ୍ରମଣ ଫେରିଥିବାବେଳେ ସାଉଥବେଜିଂର ଏକ ସହରରେ ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଚାଇନା ସେଠାରେ ଯୁଦ୍ଧକାଳୀନ ଭିତ୍ତିରେ ୧୫ ଶହ କୋଠରି ବିଶିଷ୍ଟ ହସ୍ପିଟାଲ ୫ ଦିନରେ ନିର୍ମାଣ କରିଛି। ଦେଶରେ…
ହ୍ବାଇଟ୍ ହାଉସ୍ରେ ସମୀରା
ଓ୍ବାଶିଂଟନ୍, ୧୭ା୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ଟିମ୍ରେ ସାମିଲ ହୋଇଛନ୍ତି ଭାରତୀୟ ବଂଶୋଦ୍ଭବ ସମୀରା ଫେଜିଲି। ଭାରତୀୟ-ଆମେରିକୀୟ କମ୍ୟୁନିଟି ଏବଂ ଅର୍ଥନୈତିକ ବିକାଶ ବିଶେଷଜ୍ଞ ସମୀରାଙ୍କୁ ହ୍ବାଇଟ୍ ହାଉସ୍ରେ ଜାତୀୟ ଅର୍ଥନୈତିକ ପରିଷଦର ଡେପୁଟି ନିର୍ଦ୍ଦେଶକ ଭାବେ…
ସୁପ୍ରିମକୋର୍ଟ ଗଲା ବିକେୟୁ
ନୂଆଦିଲ୍ଲୀ, ୧୭।୧(ପି.ଟି.): ବିବାଦୀୟ କୃଷି ଆଇନକୁ ନେଇ ଅଚଳାବସ୍ଥା ଜାରି ରହିଥିବାବେଳେ ଏହାର ସମାଧାନ ସୂତ୍ର ବାହାର କରିବା ଲାଗି ସୁପ୍ରିମକୋର୍ଟ ୪ ଜଣିଆ ବିଶେଷଜ୍ଞ କମିଟି ଗଠନ କରିଥିଲେ। ଉକ୍ତ କମିଟିରୁ ଭୂପିନ୍ଦର ସିଂ ମାନ୍ ଓହରିଯାଇଥିବାବେଳେ ଅନ୍ୟ ୩…
୧.୯ ଲକ୍ଷ ନେଲେ
ନୂଆଦିଲ୍ଲୀ, ୧୭।୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶରେ ବିଶ୍ୱର ସର୍ବବୃହତ୍ କୋଭିଡ୍ ଟିକାକରଣ ଅଭିଯାନ ଶୁଭାରମ୍ଭ କରିଛନ୍ତି। ପ୍ରଥମ ଦିନରେ ପ୍ରାୟ ୩ ଲକ୍ଷ ଜଣଙ୍କୁ ଟିକା ଦେବା ପାଇଁ ଧାର୍ଯ୍ୟ କରାଯାଇଥିବାବେଳେ ଅପରାହ୍ନ ୫ଟା ୩୦ ସୁଦ୍ଧା ୧,୯୧,୧୮୧…
ବଲିଉଡ୍ର ଏହି ଲୋକପ୍ରିୟ ଗୀତ ଗାଇ ସମସ୍ତଙ୍କ ହୃଦୟ ଜିତିଲେ କୁନି ବାଳକ, ରବୀନା ଟଣ୍ଡନ କଲେ ପ୍ରଶଂସା
ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଣେ ବାଳକ ଫିଲ୍ମ ‘ବର୍ଡର’ର ଗୀତକୁ ଖୁବ୍ ସୁନ୍ଦର ଭାବରେ ଗାଉଥିବାର ନଜର ଆସିଛନ୍ତି। ଏହି ବାଳକଙ୍କ ଭିଡିଓଟି ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ୧୯୯୭ ମସିହାରେ…
ମନ ଖୋଜେ ସାଥୀ…
ସୃଷ୍ଟିର ନିୟମ ଅନୁସାରେ ପ୍ରତିଟି କୀଟ-ପତଙ୍ଗ, କ୍ଷୁଦ୍ର ପ୍ରାଣୀଙ୍କଠାରୁ ମଣିଷ ପର୍ଯ୍ୟନ୍ତ ସଭିଙ୍କର ଜୀବନଶୈଳୀ ବିଭିନ୍ନ ବୟସରେ ଭିନ୍ନ ଭିନ୍ନ ହୋଇଥାଏ। ଏକ ନିର୍ଦ୍ଦିଷ୍ଟ ବୟସରେ ମଣିଷ ସହିତ ଅନ୍ୟ ସମସ୍ତ ପ୍ରାଣୀଙ୍କ ମଧ୍ୟରେ ବିପରୀତ ଲିଙ୍ଗଙ୍କ ପ୍ରତି ଆକର୍ଷଣ ସୃଷ୍ଟି…
ସ୍ବାସ୍ଥ୍ୟ ସମସ୍ୟା ବି ଦୂର କରେ ଅଳଙ୍କାର…
ଭାରତୀୟ ସଂସ୍କୃତିରେ ଶୃଙ୍ଗାରକୁ ଗୁରୁତ୍ୱ ପ୍ରଦାନ କରାଯାଇଥାଏ। ମହିଳାମାନେ ନାକରେ କାନରେ ବେକରେ ତଥା ହାତ ଏବଂ ଗୋଡ଼ରେ ଭିନ୍ନ ଭିନ୍ନ ଧାତୁରେ ନିର୍ମିତ ହୋଇଥିବା ବିଭିନ୍ନ ପ୍ରକାରର ଅଳଙ୍କାର ପିନ୍ଧିଥାନ୍ତି। ଏସବୁ ଅଳଙ୍କାର ସୌନ୍ଦର୍ଯ୍ୟ ଏବଂ ସୌଭାଗ୍ୟ ବୃଦ୍ଧି କରିବା…
ପୁଅର ଫିଲ୍ମ ଦେଖି କାନ୍ଦି ପକାଇଥିଲେ ଜାଭେଦ୍ ଅଖତର…
ମୁମ୍ବାଇ,୧୭।୧: ଗୀତିକାର ଜାଭେଦ୍ ଅଖତର୍ଙ୍କୁ ରବିବାର ୭୬ ବର୍ଷ ପୂରଣ ହୋଇଛି। ସେ ୭୭ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୪୫ ଜାନୁୟାରୀ ୧୭ରେ ଗ୍ବାଲିୟରଠାରେ ଜନ୍ମଗ୍ରହଣ କରିଥିଲେ। ଜୀବନର ପ୍ରାଥମିକ ପର୍ଯ୍ୟାୟରେ ଜାଭେଦ୍ଙ୍କୁ ଅନେକ ସଂଘର୍ଷର ସମ୍ମୁଖୀନ ହେବାକୁ ପଡ଼ିଥିଲା।…
ପ୍ରବଳ ତୁଷାରପାତ: ଘୋଡ଼ା ଚଢ଼ି ପାର୍ସଲ ବାଣ୍ଟୁଛନ୍ତି ଡେଲିଭରୀ ବୟ
ଶ୍ରୀନଗର,୧୬।୧: ଆଜିକାଲି ଜମ୍ମୁ-କଶ୍ମୀରରେ ପ୍ରବଳ ତୁଷାରପାତ ହେଉଛି। ଫଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇପଡ଼ିଛି। ଏପରି ସ୍ଥିତିରେ ଲୋକେ ଅନ୍ଲାଇନ୍ରେ ଜିନିଷ ମଗାଉଛନ୍ତି। ମାତ୍ର ସବୁଠୁ ବଡ଼ କଥା ହେଲା ମଗାଇଥିବା ସାମଗ୍ରୀ କିପରି ପାଇବେ ସେନେଇ ଚିନ୍ତାରେ ପଡ଼ିଛନ୍ତି। ପ୍ରବଳ…
Archives


