Home

ପ୍ରବାସୀଙ୍କୁ ପର କରିଦେଲା କେନ୍ଦ୍ର

ନୂଆଦିଲ୍ଲୀ, ୮ା୩: ବିଦେଶରେ ରହୁଥିବା ଭାରତର ନାଗରିକ(ଓସିଆଇ)ମାନଙ୍କୁ ଚକିତ କରିଦେବା ଭଳି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏକ ବିଜ୍ଞପ୍ତି ଜାରି କରିଛି। ନାଗରିକତ୍ୱ ଆଇନ, ୧୯୫୫ ଧାରା ୭ ‘ବି’ ଅଧୀନରେ ମାର୍ଚ୍ଚ ୪ରେ ପ୍ରକାଶିତ ଉକ୍ତ ବିଜ୍ଞପ୍ତି ଫଳରେ ଭାରତର ଦରିଆପାରି…

କୋଣାର୍କ: ଜ୍ୟୋତିର୍ବିଜ୍ଞାନର ଏକ ମାନମନ୍ଦିର

କୋଣାର୍କରେ ନଦୀର ସଙ୍ଗମସ୍ଥଳରେ ଏକ ଗଣ୍ଡ ଥିଲା। ଏହି ଗଣ୍ଡର ନାମ ପଦ୍ମକେଶର ଗଣ୍ଡ। ପଦ୍ମକେଶର ଗଣ୍ଡରେ ପଦ୍ମକେଶର ମନ୍ଦିରର ନିର୍ମାତା ଥିଲେ ଗଙ୍ଗବଂଶର ଗଜପତି ଲାଙ୍ଗୁଳା ନରସିଂହ ଦେବ। ପଦ୍ମକେଶର ମନ୍ଦିର ନିର୍ମାଣ ସମୟଠାରୁ ଭାରତର ବିଭିନ୍ନ ସାମ୍ରାଜ୍ୟରେ ଚହଳ…

୭ ଦିବ୍ୟାଙ୍ଗଙ୍କୁ ରୋଜଗାର ଦେଉଛନ୍ତି ତେଜସ୍ବିନୀ

ଭୁବନେଶ୍ୱର,୮।୩ (ବ୍ୟୁରୋ): ଦିବ୍ୟାଙ୍ଗ ହୋଇ ବି ମନରେ ରହିଛି ଦୃଢ଼ ଆତ୍ମବିଶ୍ୱାସ। ସ୍ବାଭାବିକ ଭାବେ ଚାଲି ପାରୁ ନ ଥିଲେ ମଧ୍ୟ ୭ ଦିବ୍ୟାଙ୍ଗ ମହିଳାଙ୍କୁ ରୋଜଗାର ଦେଉଛନ୍ତି। ବହୁ ସଂଘର୍ଷ ଭିତରେ ବଡ଼ ସଫଳତା ପାଇଥିବା ଦିବ୍ୟାଙ୍ଗ ତେଜସ୍ବିନୀ ଆଜି…

ଶିଖରଚଣ୍ଡୀରେ ଜଳିଗଲା ୫ ଏକର ଜଙ୍ଗଲ

ଭୁବନେଶ୍ୱର,୮। ୩(ବ୍ୟୁରୋ): ଶିଖରଚଣ୍ଡୀ ପାହାଡ଼ରେ ଥିବା ଜଙ୍ଗଲରେ ରବିବାର ନିଆଁ ଲାଗି ୫ ଏକରରୁ ଊର୍ଦ୍ଧ୍ୱ ଅଞ୍ଚଳ ଜଳିଯାଇଛି। ଚନ୍ଦ୍ରଶେଖରପୁର ଅଗ୍ନିଶମ କେନ୍ଦ୍ରର କର୍ମଚାରୀ ପହଞ୍ଚତ୍ ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ। ପ୍ରାୟ ୫ ଘଣ୍ଟାର ଊର୍ଦ୍ଧ୍ୱ ସମୟ ପରେ ସନ୍ଧ୍ୟା…

ମାଟିମୂର୍ତ୍ତିର ମ୍ୟୁଜିୟମ

ସାତମାଇଲ,୮।୩: ମହାବୀରଙ୍କଠାରୁ ମହାତ୍ମା ଗାନ୍ଧୀ। ତିଳକଙ୍କଠାରୁ ତେଜସ୍ବିନୀ ଲକ୍ଷ୍ମୀବାଈ। ସୁନ୍ଦର ଆଲୋକରେ ଝଲସୁଛି ଓଡ଼ିଶାର ସମୃଦ୍ଧ ସଂସ୍କୃତି, ଲୋକକଳା, ସ୍ବାଧୀନତା ସଂଗ୍ରାମର ଗାଥା, ଜନଜୀବନର ଗହନ କଥା। ଜନଗଣଙ୍କ ଜାଣିବା ଲାଗି ପ୍ରତିଟି ବିଷୟରେ ଦର୍ଶାଯାଇଛି ସଂକ୍ଷିପ୍ତ ସୂଚନା। ଫଟୋଚିତ୍ରରେ ନୁହେଁ,…

ପୁଣି ଅସୁସ୍ଥ ପଦ୍ମଶ୍ରୀ ତୁଳସୀ ମୁଣ୍ଡା

ଭୁବନେଶ୍ୱର,୮।୩(ବ୍ୟୁରୋ): ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଆଜି ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ୭୪ ବର୍ଷୀୟା ପଦ୍ମଶ୍ରୀ ତୁଳସୀ ମୁଣ୍ଡା ତାଙ୍କ ବଡ଼ବିଲ ସେରେଣ୍ଡାସ୍ଥିତ ବାସଭବନରେ ଆଜି ସକାଳେ…

ପୋଲିସ ଅପାରଗତାରୁ ଗୋଷ୍ଠୀ ସଂଘର୍ଷ

ଚଣ୍ଡିଖୋଲ,୮।୩(ଡି.ଏନ.ଏ.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ପଣସୁଧା ଗ୍ରାମରେ ଶନିବାର ସନ୍ଧ୍ୟାରେ ସଂଗଠିିତ ଗୋଷ୍ଠୀ ସଂଘର୍ଷ ଓ ପୋଲିସ ଗାଡ଼ି ପୋଡ଼ି ଘଟଣାରେ ରବିବାର ୧୯ ଜଣଙ୍କୁ କୋର୍ଟଚାଲାଣ କରାଯାଇଛି। ଥାନାରେ ୩୦୦ଜଣଙ୍କ ନାମରେ ପୃଥକ୍‌ ଭାବେ ୨ ମାମଲା…

ଅନ୍ତର୍ଜାତୀୟ ମହିଳା ଦିବସ

ମଣିଷ ଜାତିର ଅନ୍ୟତମ ପ୍ରମୁଖ ଅଙ୍ଗ ମହିଳା। ସେମାନଙ୍କୁ ସୁରକ୍ଷା ଓ ନ୍ୟାୟ ଦେବା ଆଜି ସାମାଜିକ ବ୍ୟବସ୍ଥା ପାଇଁ ଚ୍ୟାଲେଞ୍ଜ ବା ଆହ୍ବାନ ସୃଷ୍ଟି କରିଛି। ମହିଳା ସଶକ୍ତୀକରଣ ଦିଗରେ ବିଶ୍ୱବ୍ୟାପୀ ସରକାରୀ ଓ ବେସରକାରୀ ସ୍ତରରେ ବିଭିନ୍ନ ପଦକ୍ଷେପ…

ଶିମିଳିପାଳ ଏବେ ଲାଲ୍‌ପିଣ୍ଡ: ପାହାଡ଼ ଶୀର୍ଷକୁ ଛୁଇଁଲାଣି

ବାରିପଦା ଅଫିସ,୮।୩: ଶିମିଳିପାଳ ଅଭୟାରଣ୍ୟରେ ଥିବା ପାହାଡ଼ ଶୀର୍ଷକୁ ଛୁଇଁଲାଣି ନିଆଁ। ଦିନକୁ ଦିନ ସ୍ଥିତି ବିଗିଡ଼ିବାରେ ଲାଗିଛି। ପାହାଡ଼ ପରେ ପାହାଡ଼କୁ ନିଆଁ ବ୍ୟାପି ଚାଲିଥିବା ବେଳେ ବନ କର୍ମଚାରୀ, ସ୍ବେଚ୍ଛାସେବୀ ସଙ୍ଗଠନ, ଦମକଳ ବାହିନୀ, ପୋଲିସ ଓ ଜଙ୍ଗଲକୁ…

ରାଜଧାନୀରେ ପିକ୍‌ଅପ୍‌ ଭ୍ୟାନ୍‌ରେ ହତ୍ୟା ଘଟଣା: ଦୁଇ ଅଭିଯୁକ୍ତ ଭାଇ କୋର୍ଟ ଚାଲାଣ

ଭୁବନେଶ୍ୱର,୮।୩(ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶନିବାର ନୟାପଲ୍ଲୀ ଥାନା ଅଞ୍ଚଳରେ ଜଟ ଓରଫ ଟୁକୁନା ଦାସଙ୍କୁ ରାସ୍ତା ଉପରେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭିତରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ଦୁଇ ଭାଇ ସୁଧୀର ପୃଷ୍ଟି ଓ…

ଜଙ୍ଗଲ ଗିଳି ଚାଲିଛି ନିଆଁ

ଭୁବନେଶ୍ୱର (ବ୍ୟୁରୋ)/ ନୟାଗଡ ଅଫିସ/ସଜନାଗଡ଼/ ବୁଗୁଡ଼ା, (ଡି.ଏନ.ଏ.)୮।୩: ହୁ ହୁ ମାଡ଼ିଚାଲିଛି ନିଆଁ। ଓଡ଼ିଶାର ବିଭିନ୍ନ ଜଙ୍ଗଲକୁ ଚାଟିଯାଉଛି ବିପର୍ଯ୍ୟୟର ଲହ ଲହ ଜିହ୍ବା। ସବୁଠୁ ବଡ଼ ଚିନ୍ତା ହେଉଛି ୨,୭୫୦ ବର୍ଗ କି.ମି. ଅଞ୍ଚଳ ପରିମିତ ଏସିଆ ମହାଦେଶର ଦ୍ୱିତୀୟ…

ପୁରୁଷଙ୍କ ପାଇଁ ଆଚାର ହାନିକାରକ

ଆଚାର ଖାଇବାକୁ ଅଧିକାଂଶ ଲୋକ ଭଲ ପାଇଥାନ୍ତି। କାରଣ ଖାଇବା ସମୟରେ ଆଚାର ଟିକେ ଥିଲେ ଖାଦ୍ୟର ସ୍ବାଦ ଯେପରି ଦୁଇଗୁଣ ବଢ଼ିଯାଇଥାଏ। ଆଚାର ପାଟିକୁ ସୁଆଦିଆ ଲାଗୁଥିଲେ ମଧ୍ୟ ସ୍ବାସ୍ଥ୍ୟ ପ୍ରତି କୁପ୍ରଭାବ ପକାଇଥାଏ। ତେଣଉ ଅତ୍ୟଧିକ ଆଚାର ଖାଇବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri