Home

ମହେଶ ବାବୁଙ୍କ ଭ୍ୟାନିଟି ଭ୍ୟାନ୍‌ର ଦାମ୍‌ କେତେ ଜାଣନ୍ତି

ସାଉଥ୍‌ ସୁପରଷ୍ଟାର ମହେଶ ବାବୁ ନିକଟରେ ନୂଆ ଭ୍ୟାନିଟି ଭ୍ୟାନ କିଣିଛନ୍ତି। ସେ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ସାରିଲେରୁ ନିକେଭାରୁ’ ପାଇଁ ଏହି ନୂଆ ଭ୍ୟାନିଟି ଭ୍ୟାନ ବ୍ୟବହାର କରୁଛନ୍ତି। ମହେଶ ବାବୁଙ୍କ ନୂଆ ଭ୍ୟାନିଟି ଭ୍ୟାନ ଫିଲ୍ମ ଇଣ୍ଡଷ୍ଟ୍ରିରେ ସବୁଠାରୁ…

କାହିଁକି ଭାଜପାରେ ଯୋଗ ଦେଲେ ମେଟ୍ରୋ ମ୍ୟାନ୍‌

କୋଚି, ୭।୩: କେରଳ ବିଧାନସଭା ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିବା ମେଟ୍ରୋ ମ୍ୟାନ୍‌ ଭାବରେ ଜଣାଶୁଣା ଇ.ଶ୍ରୀଧରନ ରବିବାର ଭାଜପାରେ ଯୋଗଦେବାର କାରଣ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଅନେକ ଲୋକ ମୋତେ ପଚାରିଥିଲେ ଯେ…

କେବଳ ଭାଜପା ହିଁ ରାଜ୍ୟର ବିକାଶ କରିପାରିବ: ଅମିତ ଶାହା

ଥିରୁଭାନନ୍ତପୁରମ,୭।୩: ୫ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ପୂରା ଦମ୍‌ରେ ମୈଦାନକୁ ଓହ୍ଲାଇଛି। ରହିବାର କୋଲକତାରେ ପ୍ରଧାନମନ୍ତ୍ରୀ ମୋଦି ଜୋରଦାର ପ୍ରଚାର କରିଥିବାବେଳେ କେନ୍ଦ୍ର ସ୍ବରାଷ୍ଟ୍ୟ ମନ୍ତ୍ରୀ ଅମିତ ଶାହା କେରଳ ବିଜୟ ଯାତ୍ରା ସମାରୋହରେ ଭାଗ…

କମ୍ୟୁନିଷ୍ଟ ପାର୍ଟିର ଦାୟିତ୍ୱ ରିଷି କଟେଲଙ୍କୁ ଦେଲେ ସୁପ୍ରିମକୋର୍ଟ

କାଠମାଣ୍ଡୁ,୭।୩: ନେପାଳରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ରବିବାର ନେପାଳର ସୁପ୍ରିମକୋର୍ଟ କମ୍ୟୁନିଷ୍ଟ ପାର୍ଟିର ଦାୟିତ୍ୱ ରିଷି କଟେଲଙ୍କୁ ଦେଇଛନ୍ତି। ୨୦୧୮ରେ ସିପିଏନ୍‌-ୟୁଏମ୍‌ଏଲ୍‌ ଏବଂ ମାଓବାଦୀ (କେନ୍ଦ୍ର) ମଧ୍ୟରେ ମିଶ୍ରଣ ପରେ କଟେଲ ସୁପ୍ରିମକୋର୍ଟରେ ଏକ ଆବେଦନ କରିଥିଲେ। ଆଇନ ଗୋଟିଏ…

ଭାରତ ପ୍ରସ୍ତୁତ ଟିକା ନେଲେ ଓଲି

କାଠମାଣ୍ଡୁ,୭।୩: ନେପାଳର ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ରବିବାର ଭାରତ ପ୍ରସ୍ତୁତ କରୋନା ଟିକା କୋଭିଶିଲ୍ଡ ନେଇଛନ୍ତି। ସ୍ତ୍ରୀ ରାଧିକା ଶାକିଆଙ୍କ ସହ ଅରସି ତ୍ରିଭୁବନ ବିଶ୍ୱବିଦ୍ୟାଳୟ ଶିକ୍ଷଣ ହସ୍ପିଟାଲରେ ଟିକା ନେଇଛନ୍ତି। ଏହି କରୋନା ଭ୍ୟାକ୍ସିନ ଅକ୍ସଫୋର୍ଡ ୟୁନିଭରସିଟି ଏବଂ…

ଶାହିଦ ଆଫ୍ରିଦଙ୍କ ଜ୍ୱାଇଁ ହେବେ ଏହି କ୍ରିକେଟର୍‌

ପାକିସ୍ତାନ ସୁପରଷ୍ଟାର ଅଲରାଉଣ୍ଡର ଶାହିଦ ଆଫ୍ରିଦ ପାକିସ୍ତାନ କ୍ରିକେଟ ଦଳର ଦ୍ରୁତ ବୋଲର ଶାହିନ ଶାହା ଆଫ୍ରିଦିଙ୍କ ଶ୍ୱଶୁର ହେବାକୁ ଯାଉଛନ୍ତି। ଆଫ୍ରିଦିଙ୍କ ଝିଅ ଅକସା ଏବଂ ଦ୍ରୁତ ବୋଲର ଶାହିନ ଶାହ ଆଫ୍ରିଦଙ୍କ ମଧ୍ୟରେ ବିବାହ ହେବାକୁ ଯାଉଛି। ଉଭୟ…

୨୮ ଦିନର ପୁଅକୁ ଗାୟତ୍ରୀ ମନ୍ତ୍ର ଶୁଣାଉଛନ୍ତି ଏହି ଅଭିନେତ୍ରୀ

ଅଭିନେତ୍ରୀ ଅନିତା ହାସନନ୍ଦାନୀ ନିକଟରେ ପୁତ୍ର ସନ୍ତାନର ଜନନୀ ହୋଇଛନ୍ତି। ଏବେ ପୁଅକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି ଅନିତା ଏବଂ ସ୍ବାମୀ ରୋହିତ ସେଟ୍ଟୀ। ଉଭୟ ସୋସିଆଲ ମିଡିଆରେ ପୁଅର ଫଟୋ ଶେୟାର କରିବାକୁ ଆଦୌ ଭୁଲିନାହାନ୍ତି। ନିକଟରେ ଅନୀତା…

ଏଥର ପଶ୍ଚିମବଙ୍ଗରେ ନୁହେଁ, ଦିଲ୍ଲୀରେ ହେବ ପରିବର୍ତ୍ତନ: ମମତା

ସିଲିଗୁଡି,୭।୩: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରବିବାର ‘ପଦଯାତ୍ରା’ ଆୟୋଜନ କରି ଇନ୍ଧନ ମୂଲ୍ୟ ବୃଦ୍ଧିକୁ ବିରୋଧ କରିଛନ୍ତି। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ଆଗାମୀ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ନୋଟ…

ଇତିହାସ ରଚିଲେ ମିତାଲି: ସଚିନ ତେନ୍ଦୁଲକରଙ୍କ ପରେ କଲେ ଏମିତି କାରନାମା

ଭାରତୀୟ ମହିଳା କ୍ରିକେଟ ଦଳ ପ୍ରାୟ ଏକ ବର୍ଷ ପରେ ପଡ଼ିଆକୁ ଫେରିଛନ୍ତି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ରବିବାର ଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନିକିଆରେ ଦକ୍ଷିଣ ଆଫ୍ରିକା ଟସ ଜିତି…

ଭାରତଠାରୁ ହାରିବା ପରେ ଏହି ଇଂଲଣ୍ଡ ମହିଳା କ୍ରିକେଟର୍‌ଙ୍କୁ ମିଳୁଛି ହତ୍ୟା ଧମକ

ଲଣ୍ଡନ,୭।୩: ଇଂଲଣ୍ଡର ମହିଳା କ୍ରିକେଟର ଆଲେକ୍ସ ହାର୍ଟଲି ଏକ ବଡ଼ ଖୁଲାସା କରିଛନ୍ତି। ଅହମ୍ମଦାବାଦରେ ଚାଲିଥିବା ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ରେ ଇଂଲଣ୍ଡ ଭାରତକୁ ୧୦ ଉଇକେଟ ହରାଇବା ପରେ ସୋସିଆଲ ମିଡିଆରେ ତାଙ୍କୁ ହତ୍ୟା ଧମକ ଦିଆଯାଇଥିଲା ବୋଲି ଆଲେକ୍ସ କହିଛନ୍ତି।…

ଆୟଠାରୁ ଅଧିକ ବ୍ୟୟ କରୁଛନ୍ତି କି? ଅସୁବିଧାରେ ପଡ଼ିପାରନ୍ତି; ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ

ଚାଣକ୍ୟ କୁହନ୍ତି ଜଣେ ବ୍ୟକ୍ତିଙ୍କୁ ଧନକୁ ନେଇ ବହୁତ ସତର୍କ ରହିବା ଉଚିତ। କାରଣ ବିପଦ ବେଳେ ଧନ ହିଁ ପ୍ରକୃତ ବନ୍ଧୁର ଭୂମିକା ନିର୍ବାହ କରିଥାଏ। ଧନ ଥିଲେ ବ୍ୟକ୍ତିର ଆତ୍ମବିଶ୍ୱାସ ବଢ଼େ। ଜୀବନରେ ସଫଳତା ପାଇବା ପାଇ ଆତ୍ମବିଶ୍ୱାସ…

୪୦ ଟଙ୍କାର ଲଟେରି ଟିକେଟ ଏପରି ବଦଳାଇଦେଲା ଏହି ବ୍ୟକ୍ତିଙ୍କ ଭାଗ୍ୟ

ବେଳେବେଳେ ସାଧାରଣ ଜିନିଷଟିଏ ବି ମଣିଷର ଭାଗ୍ୟ ବଦଳାଇ ଦିଏ। ଏମିତି ଏକ ମାମଲା ସାମ୍ନାକୁ ଆସିଛି। ପଶ୍ଚିମବଙ୍ଗର ଜଣେ ବ୍ୟକ୍ତି କେରଳରେ ରହୁଥିବା ବେଳେ ୪୦ ଟଙ୍କାର ଗୋଟିଏ ଲଟେରି ଟିକେଟ କରିଥିଲେ। ଏହି ଲଟେରି ଟିକେଟ ଯୋଗୁ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri