Home

ପ୍ରଥମ ବିଜୟ ସ୍ବାଦ ଚାଖିଲା ହାଇଦ୍ରାବାଦ: ଚେପକ୍‌ର ମଇଦାନକୁ ନେଇ ଓ୍ବାର୍ନର କହିଲେ…

ଚେନ୍ନାଇ,୨୨।୪: ଲଗାତାର ଭାବେ ୩ ଟି ମ୍ୟାଚ୍‌ ହାରିବା ପରେ ବୁଧବାର ସନରାଇଜର୍ସ ହାଇଦ୍ରାବାଦ ଆଇପିଏଲ୍‌ର ଚଳିତ ସଂସ୍କରଣରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ସଫଳତାପୂର୍ବକ ରନ୍‌ର ପିଛା କରି ଗୋଟିଏ ଉଇକେଟ ହରାଇ ଦଳ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା।…

ହୋଟେଲରେ ବସି ଖାଇବା ବଦଳରେ ପାର୍ଶଲ ଦିଅନ୍ତୁ: ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୨।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତ ଦୁଇ ଦିନ ହେଲା ଦୈନିକ ସଂକ୍ରମଣ ୧୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍‌ ଚି଼ହ୍ନଟ ହେବାରେ ଲାଗିଛନ୍ତି । ଆଜି ଆଉ ୧୩୫ ଜଣ କରୋନାରେ ସଂକ୍ରମିତ…

ଏହି ମାସ୍କ୍‌ ପିନ୍ଧିଲେ ହେବନି କରୋନା…

ଓ୍ବାଶିଂଟନ,୨୨।୪: କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଆମେରିକାର ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ୍‌ ପ୍ରିଭେନଶନ୍‌(ସିଡ଼ିସି) ପକ୍ଷରୁ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ କେଉଁ ମାସ୍କ୍‌ ପିନ୍ଧିବାକୁ…

ଓଡ଼ିଶାକୁ ପ୍ରଶଂସା କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଅକ୍ସିଜେନ ଯୋଗାଣ ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓଡ଼ିଶାକୁ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ, ଦିଲ୍ଲୀକୁ ଆସୁଥିବା ଅକ୍ସିଜେନ ଟ୍ରକ ବିଭିନ୍ନ ରାଜ୍ୟରେ ଅଟକାଯାଉଛି। ଏଭଳି ସ୍ଥିତିରେ ଓଡ଼ିଶା ପକ୍ଷରୁ ଆମକୁ ଯଥେଷ୍ଟ ଅକ୍ସିଜେନ ମିଳିଛି…

ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ସନ୍ଦେହ

ବୌଦ୍ଧ/ବାଉଁଶୁଣୀ,୨୨।୪(ଡି.ଏନ୍‌.ଏ.): ବୌଦ୍ଧ ଥାନା ଆମ୍ବଝରୀ ପଞ୍ଚାୟତ ଅନ୍ତର୍ଗତ ଝାଙ୍କରପଡ଼ା ଗ୍ରାମରେ ବୁଧବାର ରାତିରେ ଜଣେ ଅଜଣା ବ୍ୟକ୍ତିଙ୍କ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ବାଉଁଶୁଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଝାଙ୍କରପଡ଼ା ଗ୍ରାମର ଡୋଳାମଣି କର୍ଣ୍ଣ…

ଧୋନୀଙ୍କ ଉତ୍ତରାଧିକାରୀ ଜାଡେଜା

ଚେନ୍ନାଇ,୨୨।୪: ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ପ୍ରଶଂସାରେ ଶତମୁଖ ଇଂଲଣ୍ଡର ପୂର୍ବ ଅଧିନାୟକ ମାଇକେଲ ଭନ୍‌। ସେ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ସହ ଜାଡେଜାଙ୍କ ତୁଳନା କରିଛନ୍ତି। ଏପରିକି ଜାଡେଜା ଧୋନୀଙ୍କ ପରେ ସିଏସ୍‌କେର ଉତ୍ତରାଧିକାରୀ ହେବା ଲାଗି ସମସ୍ତଙ୍କଠାରୁ ଆଗରେ…

ଚାଷ ଜମିରେ ହେବ ଅନ୍ତିମ ସଂସ୍କାର: ସରକାରଙ୍କ ନିର୍ଦ୍ଦେଶ…

ବେଙ୍ଗାଲୁରୁ,୨୨।୪: କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏତେ ସଂଖ୍ୟକ ମୃତକଙ୍କ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ, କବରସ୍ତାନରେ ସମସ୍ୟା ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି କର୍ନାଟକ ସରକାର ଚାଷ ଜମିରେ ମୃତକଙ୍କ…

କାଳବୈଶାଖୀ: ଉଡ଼ିଲା ଆଜବେଷ୍ଟସ୍‌, ଭାଙ୍ଗିଲା ଗଛ

ପାଟଣା,୨୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ଗୁରୁବାର ସକାଳୁ କାଳବୈଶାଖୀ ପ୍ରଭାବରେ ଘଡ଼ଘଡି ସହ ପ୍ରବଳ ବର୍ଷା ପବନରେ ବଡ଼ ବଡ଼ ଗଛ ଭାଙ୍ଗି ପଡ଼ିବା ସହ ଘରର ଆଜବେଷ୍ଟସ୍‌ ଉଡ଼ିଯାଇଛି। ମିଳିଥିବା ସୂଚନାନୁସାରେ, ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା…

ହାତ, ଗୋଡ଼ ପାପୁଲି ନ ଥିବା ବିରଳ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୨୨।୪: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ କଲେଜ ଓ ହସ୍ପିଟାଲରେ ଜନ୍ମ ହୋଇଛି ଏକ ବିରଳ ଶିଶୁ । ଶିଶୁଟି ବୁଧବାର ଅପରାହ୍ନରେ ଜନ୍ମ ହୋଇଥିଲା । ପରେ ତାକୁ ଆଇସିୟୁ ଭିତରେ ରଖି ଡାକ୍ତରମାନେ ଚିକିତ୍ସା କରୁଛନ୍ତି…

୩୦ ଯାଏ ବଢ଼ିବନି ତାତି

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ ଗ୍ରୀଷ୍ମର ପ୍ରକୋପ ବଢ଼ିବ ନାହିଁ। ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିବା ବେଳେ ଉପକୂଳରେ ଏହାଠାରୁ କମ୍‌ ରହିବ। ତେବେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବାୟୁମଣ୍ଡଳର ଆଦର୍ର୍‌ରତା…

ଶ୍ମଶାନ ବାହାରେ ମୃତଦେହର ଲମ୍ବା ଲାଇନ୍‌: ସରକାର ମୃତ୍ୟୁ ସଂଖ୍ୟା ଲୁଚାଉଥିବା ଅଭିଯୋଗ…

ନୋଏଡା,୨୨।୪: କରୋନା ସଂକ୍ରମଣ ନେଇ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ନୋଏଡ଼ାରେ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ବାହାରେ ମୃତଦେହର ଲମ୍ବା ଲାଇନ୍‌ ଲାଗିଛି। ଶ୍ମଶାନରେ ଜୁଇ ଲିଭୁନି। ତେବେ ସରକାର କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି।…

ନରସିଂହ ମିଶ୍ରଙ୍କୁ କରୋନା; ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ନିଜର ପରୀକ୍ଷା କରାଇନେବାକୁ ପରାମର୍ଶ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ବଲାଙ୍ଗୀର ବିଧାୟକ ତଥା କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ କୋଭିଡ୍‌ ଟେଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri