ଶେଷରେ ମାନିଲା ଚାଇନା: ଗଲଓ୍ବାନ ଘାଟି ସଂଘର୍ଷର ମୃତ ସୈନ୍ୟଙ୍କୁ ପ୍ରଦାନ କଲା ବୀର ପଦକ…
ବେଜିଂ,୧।୬: ପୂର୍ବ ଲଦାଖରେ ଗଲଓ୍ବାନ ଘାଟିରେ ଭାରତୀୟ ସେନା ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ଘଟିଥିବା ହିଂସ୍ର ସଂଘର୍ଷରେ ଏବେ ନୂଅ୍ରା ମୋଡ଼ ଆସିଛି। ପୂର୍ବରୁ ନିଜ ସୈନ୍ୟଙ୍କ ମୃତ୍ୟୁକୁ ନେଇ ଚାଇନା ମିଥ୍ୟା କହୁଥିବାବେଳେ ଏବେ ମାନିବାକୁ ବାଧ୍ୟ ହୋଇଛି।…
ରାମଦେବ ଭର୍ସେସ ଡାକ୍ତର: ବେକରେ ପୋଷ୍ଟର-ପିପିଇ କିଟ୍ ପିନ୍ଧି ବିରୋଧ ପ୍ରଦର୍ଶନ
ନୂଆଦିଲ୍ଲୀ,୧।୬: ଏଲୋପାଥି ଚିକିତ୍ସା ଓ ଡାକ୍ତରଙ୍କୁ ନେଇ ଯୋଗଗୁରୁ ବାବା ରାମଦେବ ଦେଇଥିବା ବୟାନର ବିବାଦ ଥମିବାର ନା ନେଉନି। ଏହି ମାମଲାରେ ବାବା ରାମଦେବ ନିଜର ସଫେଇ ରଖିଥିଲେ ମଧ୍ୟ ଏଥିରେ ଡାକ୍ତର ଅସନ୍ତୁଷ୍ଟ ଅଛନ୍ତି। ଏଥିପାଇଁ ମଙ୍ଗଳବାର ସାରା…
ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଏମ୍ସରେ ଭର୍ତ୍ତି
ନୂଆଦିଲ୍ଲୀ,୧।୬: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। କରୋନାରେ ଆକ୍ରାନ୍ତ ହେବାର ପରବର୍ତ୍ତୀ ସମସ୍ୟା ଯୋଗୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।…
ମାଡ଼ି ଆସୁଛି ନୂଆ ମହାମାରୀ: ଚାଇନାରେ ଲୋକଙ୍କଠାରେ ଏଚ୍-୧୦-ଏନ୍-୩ ଭୁତାଣୁ ଚିହ୍ନଟ…
ବେଜିଂ,୧।୬: କରୋନା ମହାମାରୀର ଅନ୍ତୁଡ଼ିଶାଳ ଚାଇନାର ଉହାନ୍ ସହର ପାଲଟିଥିଲା। ଏହାଯୋଗୁୂ ପୃଥିବୀରେ ଦେଖାଦେଇଥିବା ଆତଙ୍କ ଏବେ ବି ଥମିନି। ଏପରିସ୍ଥଳେ ଚାଇନାରେ ପୁଣି ଏକ ନୂଆ ମହାମାରୀ ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଛି। କରୋନାର ତୃତୀୟ ଲହର ନେଇ ଆତଙ୍କ…
ଗର୍ଭବତୀ ପ୍ରେମିକାଙ୍କୁ ଦେଖି ଭାବପ୍ରବଣ ହେଲେ ଏହି କ୍ରିକେଟର୍
କରୋନା ଯୋଗୁ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜିନକୁ ସ୍ଥଗିତ ରଖାଯାଇଛି। ଏହି ଲିଗ ଅଧାରୁ ସ୍ଥଗିତ ରଖିବା ପରେ ଯାତ୍ରା ପ୍ରତିବନ୍ଧକ ଯୋଗୁ ଅଷ୍ଟ୍ରେଲିଆ କ୍ରିକେଟରମାନେ ସିଧାସଳଖ ଘରକୁ ଫେରିପାରି ନ ଥିଲେ। ତାଙ୍କୁ ପ୍ରଥମ କିଛି ଦିନ ମାଳଦ୍ୱୀପରେ…
ଏନ୍ଏଚ୍ଆରସିର ନୂଆ ଅଧ୍ୟକ୍ଷ ବିଚାରପତି ଅରୁଣ ମିଶ୍ରା
ନୂଆଦିଲ୍ଲୀ,୧।୬: ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରା ଜାତୀୟ ମାନବଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି ଏହି ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛି। ଏଥିସହ ମହେଶ…
ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ
ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍ ଅଭିନେତ୍ରୀ ମାନେ ମଧ୍ୟ ତାଙ୍କୁ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି। ଅଭିନେତ୍ରୀ ହୁମା କୁରେଶୀ କହିଛନ୍ତି ଯେ,…
କୋଦାଳ ଧରି ମାଟି ହାଣୁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିକଟରେ ସେ ନିଜ ଇନଷ୍ଟାଗ୍ରାମରେ କିଛି ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ରବିନା ତାଙ୍କ ଗାଁ ଫାର୍ମରେ ଏକ କୋଦାଳ ଧରି ମାଟି ହାଣୁଥିବା ନଜର ଆସିଛନ୍ତି। ଭିଡିଓ ଭାଇରାଲ…
ଘର ବାହୁଡ଼ିବାକୁ ଦିଦିଙ୍କ ଅନୁମତି ଲୋଡିଲେ ଦିପେନ୍ଦୁ, କହିଲେ ଭାଜପାରେ ଯୋଗଦେବା ଥିଲା ଭୁଲ୍ ନିଷ୍ପତ୍ତି…
କୋଲକାତା,୧।୬: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଛାଡ଼ି ବହୁ ନେତା ଭାଜପାରେ ଯୋଗଦେଇଥିଲେ। ଏବେ ନିର୍ବାଚନ ଶେଷ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଗଠନ ହୋଇଛି। ଭାଜପାରେ ଯୋଗଦେଇଥିବା ନେତା ଏବେ ତୃଣମୂଳ କଂଗ୍ରେସ ମୁହାଁ ହୋଇଛନ୍ତି।…
ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ
ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍ରେ କାମ କରି ବେଶ୍ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର କରନ ତାଙ୍କ ପତ୍ନୀ ନିଶା ରାଓ୍ବଲଙ୍କ ସହ ଘରୋଇ ହିଂସା ଘଟାଇଥିବା ଅଭିଯୋଗରେ ମୁମ୍ବାଇ…
ଭାରତୀୟ ଷ୍ଟ୍ରେନ୍କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍ଓ…
ଜେନେଭା/ନୂଆଦିଲ୍ଲୀ,୧।୬: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁର ଷ୍ଟ୍ରେନ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଗ୍ରୀକ୍ ଅକ୍ଷର ଡେଲ୍ଟଶ ଭାବେ ନାମକରଣ କରାଯାଇଛି। ଅକ୍ଟୋବର ୨୦୨୦ରେ ମିଳିଥିବା କରୋନା ଭୂତାଣୁ ଭାରିଆଣ୍ଟ୍ ବି-୧-୬୧୭-୨କୁ ଡେଲ୍ଟା ନାମ ଦିଆଯାଇଥିବାବେଳେ ବି-୧-୬୧୭-୧ ଭାରିଆଣ୍ଟ୍କୁ କେପ୍ପା…
ଭୁବନେଶ୍ୱରଙ୍କ ଦୁଃଖ ସରୁନି: ପିତାଙ୍କ ମୃତ୍ୟୁ ପରେ ମା’ ହସ୍ପିଟାଲରେ, ନିଜଠାରେ କରୋନା ଲକ୍ଷଣ
ଟିମ ଇଣ୍ଡିଆର ଦ୍ରୁତ ବୋଲର ଭୂବନେଶ୍ୱର କୁମାରଙ୍କ ସମସ୍ୟା ଶେଷ ହେବାର ନାଁ ନେଉନାହିଁ। ନିକଟରେ ତାଙ୍କ ପିତାଙ୍କ ମୃତୁ ପରେ ଏବେ ଭୁବନେଶ୍ୱରଙ୍କ ମା’ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏବେ ସେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଭୁବନେଶ୍ୱର…

