ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ମିଳୁନି ଦୁଇମୁଠା ଖାଦ୍ୟ: ଏକ କୋଟିରୁ ଅଧିକ ବେରୋଜଗାର…
ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ ଦେଶରେ ୯୭ ପ୍ରତିଶତ ଲୋକଙ୍କ ରୋଜଗାର ହ୍ରାସ ପାଇଛି। ଏନେଇ ପ୍ରକାଶିତ ଏକ ରିପୋର୍ଟରେ…
ଭାରତୀୟ ଦଳକୁ ମିଳିଲା ଖୁସି ଖବର
ମୁମ୍ବାଇ,୧।୬: ଭାରତୀୟ ଦଳ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି-୨୦୨୧) ଫାଇନାଲ ମ୍ୟାଚ ଏବଂ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ଟେଷ୍ଟ ସିରିଜ ପାଇଁ ଜୁନ୍ ୨ରେ ବ୍ରିଟେନ ଗସ୍ତରେ ଯିବ। ଭାରତୀୟ ପୁରୁଷ ଦଳ ଏବଂ ମହିଳା ଦଳ ସମାନ…
ପ୍ରେମିକାଙ୍କ ବିବାହ ଖବର ଶୁଣି ସିଗାରେଟ୍ ଲଗାଇ ହାତ ପୋଡି ଦେଇଥିଲେ ଏହି ପ୍ରସିଦ୍ଧ ଅଭିନେତା
ହିନ୍ଦୀ ସିନେମାର ଜଣେ ମହାନ ଅଭିନେତ୍ରୀ ଥିଲେ ନର୍ଗିସ ଦତ୍ତ। ଗୋଟିଏ ପରେ ଗୋଟିଏ ହିଟ୍ ଫିଲ୍ମ ଦେଇଥିଲେ। ତାଙ୍କର ପ୍ରକୃତ ନାମ ଥିଲା ଫାତିମା ରସିଦ। ଜୁନ ୧, ୧୯୨୯ରେ ଜନ୍ମ ହୋଇଥିବା ନର୍ଗିସ ପାଞ୍ଚ ବର୍ଷ ବୟସରେ ଶିଶୁ…
ମେ’ ମାସ ସାଜିଲା ଘାତକ: ୯୯ ହଜାର ୬୮୦ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା…
ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। ଏହି ମାସରେ ଦେଶରେ ସର୍ବାଧିକ ୯୯ ହଜାର ୬୮୦ କରୋନା ଆକ୍ରାନ୍ତ ଜୀବନ ଯାଇଛି। ଏହା ପୂର୍ବରୁ ୨୦୨୦…
ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ
ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଅନେକ ସେଲିବ୍ରିଟି ଲକ୍ଡାଉନ୍ ସମୟରେ ବିବାହ କରିଛନ୍ତି। ଏବେ ଏହି କ୍ରମରେ ସାମିଲ ହୋଇଛନ୍ତି ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରୀର ପ୍ରସିଦ୍ଧ ଅଭିନେତ୍ରୀ ପ୍ରଣିଥା ସୁଭାଷ। ପ୍ରଣିଥା ବିବାହ ଫଟୋ ନିଜ ଇନଷ୍ଟାଗ୍ରାମ ପୋଷ୍ଟରେ ଶେୟାର କରି ଏନେଇ ସୂଚନା…
ରାଜଧାନୀରେ ଲୋକଙ୍କୁ ଘରେ ଯୋଗାଇ ଦିଆଯିବ ମଦ: ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ…
ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବେ ଲୋକଙ୍କ ଘରେ ମଦ ପହଞ୍ଚାଇବା ପ୍ରସ୍ତାବକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ମିଳିଛି। ଫଳରେ ଏଣିକି ରାଜଧାନୀରେ ଗ୍ରାହକଙ୍କୁ ଆଉ ମଦ ଦୋକାନ ଆଗରେ ଭିଡ଼ ଜମାଇବାକୁ…
ସ୍ତ୍ରୀଙ୍କୁ ମାରପିଟ୍ କରି ଗିରଫ ହେଲେ ଏହି ଅଭିନେତା
ଅନେକ ଦିନ ଧରି ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ରାୱଲଙ୍କ ମଧ୍ୟରେ ମତଭେଦ ଥିବା ଖବର ଆସିଥିଲା। ଏବେ ନିଶାଙ୍କ ସହ ପାରିବାରିକ ହିଂସା ଘଟାଇବା ଅଭିଯୋଗରେ କରଣ ମେହେରାଙ୍କୁ ମୁମ୍ବାଇ ପୋଲିସ ଗିରଫ…
କ୍ଷମତାରୁ ଯାଇପାରନ୍ତି ନେତାନ୍ୟାହୁ
ଜେରୁଜେଲମ୍ , ୧।୬: ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ପଦ ହରାଇପାରନ୍ତି ବେଞ୍ଜାମିନ ନେତାନ୍ୟାହୁ। ବିରୋଧୀ ଦଳଗୁଡ଼ିକ ସହଯୋଗରେ ସରକାର ଗଢ଼ିବା ପାଇଁ ଦାବି ଉପସ୍ଥାପନ କରିବେ ବୋଲି ନେତାନ୍ୟାହୁଙ୍କ ପୂର୍ବତନ ସହଯୋଗୀ ନାଫଟାଲି ବେନ୍ନେଟ୍ କହିଛନ୍ତି। ଫଳରେ ଦୀର୍ଘବର୍ଷ ଧରି ଦେଶକୁ ଶାସନ…
ବାୟୋମେଟ୍ରିକ୍ସକୁ ଲକ୍ କରିପାରିବେ କାର୍ଡଧାରୀ
ନୂଆଦିଲ୍ଲୀ, ୧।୬: ଆଧାର ନିୟମାବଳୀରେ କେତେକ ପରିବର୍ତ୍ତନ ହେବାକୁ ଯାଉଛି। ଏଥିପାଇଁ ଭାରତର ବିଶିଷ୍ଟ ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଏକ ଚିଠା ନିୟମାବଳୀ ପ୍ରସ୍ତୁତ କରିଛନ୍ତି। ଏହି ଚିଠା ଆଧାର (ପ୍ରମାଣୀକରଣ ଓ ଅଫ୍ଲାଇନ ଯାଞ୍ଚ) ନିୟମାବଳୀ, ୨୦୨୧ ଅନୁଯାୟୀ ଜଣେ…
୧୫୦ ଛାତ୍ରୀଛାତ୍ରଙ୍କୁ ଅପହରଣ
ଆବୁଜା, ୧ା୬: କେତେଜଣ ବନ୍ଧୁକଧାରୀ ରବିବାର ନାଇଜେରିଆର ନାଇଜର୍ ପ୍ରଦେଶରେ ଥିବା ଏକ ଇସ୍ଲାମିକ୍ ସ୍କୁଲରୁ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ଅପହରଣ କରିନେଇଛନ୍ତି। ଏ ନେଇ ନାଇଜର ରାଜ୍ୟ ସରକାରଙ୍କ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଉତ୍ତର-ପଶ୍ଚିମ ନାଇଜେରିଆର…
୫-ଜି ବିରୋଧରେ ଜୁହି
ଟେଲିକମ୍ୟୁନିକେଶନ ଇଣ୍ଡଷ୍ଟ୍ରିଗୁଡ଼ିକ ୫-ଜି ଟେକ୍ନୋଲୋଜି ଆଣିବା ଦୌଡ଼ରେ ସାମିଲ ହୋଇଥିବାବେଳେ ଭାରତରେ ଏହି ନେଟ୍ଓ୍ବର୍କ ବ୍ୟବସ୍ଥା ବିରୋଧରେ ବାହାରିଛନ୍ତି ବଲିଉଡ୍ ଅଭିନେତ୍ରୀ ତଥା ପରିବେଶ କର୍ମୀ ଜୁହି ଚାଓ୍ବଲା। ଏ ନେଇ ସେ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଛନ୍ତି। ସେ କହିଛନ୍ତି,…
କୋଭିଡ୍ ମୂଳକୁ ଖୋଜ
ଓ୍ବାଶିଂଟନ, ୧ା୬: କୋଭିଡ୍-୧୯ର ମୂଳ ଖୋଜି ବାହାର କରିବା ସହ ଭବିଷ୍ୟତ ମହାମାରୀ ଆଶଙ୍କାକୁ ରୋକିବାକୁ ହେବ। ଏଥିପାଇଁ ସାରା ବିଶ୍ୱ ଚାଇନା ସରକାରଙ୍କ ସହଯୋଗ ଚାହେଁ ବୋଲି ଆମେରିକାର ପ୍ରମୁଖ ରୋଗ ବିଶେଷଜ୍ଞ କହିଛନ୍ତି। ଚାଇନାର ଉହାନ୍ ଗବେଷଣାଗାରରୁ ସାର୍ସ-କୋଭ-୨…

