Home

ବାଲକୋନିରେ ସ୍ତ୍ରୀ-ସ୍ବାମୀ ଲାଗୁଥିଲେ ଝଗଡ଼ା, ପରେ ଯାହା ଘଟିଲା ଜାଣିଲେ…

ସେଣ୍ଟ୍‌ ପିଟର୍ସବର୍ଗ,୩୧ା୫: ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ହେବା ସାଧାରଣ କଥା। ମାତ୍ର ଋଷିଆର ପରିଚିତ ସହର ସେଣ୍ଟ ପିଟର୍ସବର୍ଗରେ ଘଟିଛି ଏକ ଅଜବ ଘଟଣା। ରିପୋର୍ଟ ଅନୁଯାୟୀ, ଏକ କୋଠାର ଦ୍ୱିତୀୟ ମହଲାରେ ସ୍ତ୍ରୀ-ସ୍ବାମୀ ମଧ୍ୟରେ ଝଗଡ଼ା ଭୟଙ୍କର ରୂପ ନେଇଛି।…

ପଞ୍ଜାବ କଂଗ୍ରେସରେ ବିଦ୍ରୋହ: ୨୫ ବିଧାୟକ ଦିଲ୍ଲୀରେ…

ଚଣ୍ଡିଗଡ଼,୩୧।୫: ପଞ୍ଜାବରେ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ସରକାରଙ୍କ ଉପରେ ଏବେ ବିପଦ ଘନେଇବାରେ ଲାଗିଛି। ରାଜ୍ୟ କଂଗ୍ରେସରେ ବିଦ୍ରୋହ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ହାଇକମାଣ୍ଡଙ୍କ ପାଖରେ ଅଭିଯୋଗ କରିବା ପାଇଁ ୨୫ ବିଧାୟକ ଦିଲ୍ଲୀରେ ପହଞ୍ଚିଛନ୍ତି। ରାଜ୍ୟରେ ୨୦୨୨ରେ…

ପିଇବା ପାଣି ପାଇପ୍‌ରୁ ବାହାରୁଛି ସାପ…

ଭୋପାଳ,୩୧।୫: ପିଇବା ପାଣି ପାଇପ୍‌ରୁ ଛୋଟ ଛୋଟ ସାପ ଛୁଆ ବାହାରୁଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ମଧ୍ୟପ୍ରଦେଶ ଟିକମ୍‌ଗଡ଼ରେ ସରକାରୀ ସପ୍ଲାଏ ପାଣି ପାଇପ୍‌ରୁ ପାଣି ସହିତ ସାପ ବାହାରୁଥିବା ଅଭିଯୋଗ ହୋଇଛି। ଅଭିଯୋଗ ମିଳିବା ପରେ…

ଏହି ତାରିଖରୁ ଆରମ୍ଭ ହୋଇପାରେ ଆଇପିଏଲ୍‌: ଅକ୍ଟୋବର ୧୦ରେ ଫାଇନାଲ୍‌!

ନୂଆଦିଲ୍ଲୀ,୩୧।୫: କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ଆଇପିଏଲ ୨୦୨୧ର ୧୪ ତମ ସିଜନର ବାକି ମ୍ୟାଚ୍‌ ୟୁଏଇରେ ଖେଳାଯିବ। ନିକଟରେ ବିସିସିଆଇର ସ୍ବତନ୍ତ୍ର ସାଧାରଣ ସଭାରେ ଅବଶିଷ୍ଟ ୩୧ଟି ମ୍ୟାଚ ୟୁଏଇରେ ଖେଳାଯିବ ବୋଲି ଘୋଷଣା କରାଯାଇଥିଲା। ଆଇପିଏଲ ୨୦୨୧ର ଦ୍ୱିତୀୟ…

କରୋନା ଟିକା ନେଲେ ମିଳିବ ୧୦ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୫: ସମଗ୍ର ବିଶ୍ୱକୁ ମହାମାରୀ କରୋନା କବଳିତ କରିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ମରୁଛନ୍ତି। ଏପରି ଘଟଣା ସତ୍ତ୍ୱେ କିଛି ଲୋକ କରୋନା ଟିକା ନେବାକୁ ନାରାଜ। ବିଶ୍ୱରେ ଏମିତି ଏକ ସ୍ଥାନ ଅଛି ଯେଉଁଠାରେ ଟିକା ନେବା ପାଇଁ…

ଟିକାକରଣ ପରେ ଆଣ୍ଟିବଡ଼ି ତିଆରି ନ ହେବାରୁ କମ୍ପାନୀ ସମେତ ଅନେକଙ୍କ ବିରୋଧରେ ମାମଲା ରୁଜୁ

ଲକ୍ଷ୍ନୌ,୩୧।୫: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରୁ ଏକ ନିଆରା ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି ଟିକା ନେବା ପରେ ବି ତାଙ୍କ ଭିତରେ ଆଣ୍ଟିବଡ଼ି ତିଆରି ହୋଇପାରି ନ ଥିଲା। ଫଳରେ ଉକ୍ତ ବ୍ୟକ୍ତି ଜଣକ ସିରମ ଇନ୍‌ଷ୍ଟିଚ୍ୟୁଟ, ଆଇସିଏମ୍‌ଆର, ବିଶ୍ୱ…

ମୁଖ୍ୟ ସଚିବଙ୍କୁ କାର୍ଯ୍ୟମୁକ୍ତ ନ କରିବାକୁ ମମତା ମୋଦିଙ୍କୁ ଲେଖିଲେ ଚିଠି…

କୋଲକାତା,୩୧।୫: ମୁଖ୍ୟ ସଚିବ ଅଲପନ ବନ୍ଦୋପାଧ୍ୟାୟଙ୍କୁ କାର୍ଯ୍ୟମୁକ୍ତ ନ କରିବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟ ସରକାର ସମ୍ପ୍ରତି ସଙ୍କଟ ଜନକ ସ୍ଥିତିରେ ରହିଛନ୍ତି। ତେଣୁ ଅଲପନଙ୍କୁ ଏବେ କାର୍ଯ୍ୟମୁକ୍ତ କରିବା ସମ୍ଭବ ହେବ…

ଶ୍ୱାସରୁଦ୍ଧ ହୋଇ ଘରମାଲିକ, ଶ୍ରମିକଙ୍କ ଜୀବନ ଗଲା

ଫୁଲବାଣୀ ଅଫିସ,୩୧ା୫: ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ ପିଟବାରି ଗାଁରେ ସୋମବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ଶ୍ୱାସରୁଦ୍ଧ ହୋଇ ଘର ମାଲିକ ଓ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ଦ୍ୱୟ ହେଲେ ସନ୍ତୋଷ କହଁର…

କ’ଣ ଖାଇ ନିଜକୁ ଫିଟ୍‌ ରଖିଛନ୍ତି ବିରାଟ କୋହଲି: ଜାଣନ୍ତୁ

ଭାରତୀୟ ଅଧିନାୟକ ବିରାଟ କୋହଲି ଫିଟନେସକୁ ନେଇ ବହୁତ ଗମ୍ଭୀର। ସେ ଫିଟ ରହିବାକୁ ସାଥୀ ଖେଳାଳିଙ୍କୁ ମଧ୍ୟ କୁହନ୍ତି। ଭାରତୀୟ ଦଳ ଆଗାମୀ ଇଂଲଣ୍ଡ ଗସ୍ତ ଯିବା ପୂର୍ବରୁ ମୁମ୍ବାଇରେ କ୍ୱାରାଣ୍ଟାଇନ୍‌ରେ ଅଛି। ଦଳ ଆସନ୍ତା ମାସରେ ଇଂଲଣ୍ଡ ଗସ୍ତରେ…

ଆଜି ବିଶ୍ୱ ତମାଖୁ ନିରୋଧୀ ଦିବସ: ସତର୍କତା ହିଁ ଜରୁରୀ

ସାରା ବିଶ୍ୱରେ ମାନବ ସଭ୍ୟତା ବହୁ ଘାତପ୍ରତିଘାତ ସହ ମୁକାବିଲା କରି ପୃଥିବୀପୃଷ୍ଠରେ ବଞ୍ଚତ୍ ରହିବା ନିମନ୍ତେ ପ୍ରୟାସ ଜାରି ରଖିଆସିଛି। ସମାଜରେ ୧୮ ବର୍ଷରୁ ଊଦ୍ଧର୍‌ବ ଏବଂ ବୟସ୍କ ବ୍ୟକ୍ତି ମଧ୍ୟ ଦୈନନ୍ଦିନ ବିଡ଼ି, ସିଗାରେଟ୍‌, ପିକା, ହୁକା, ଖଇନି,…

ଅଟକିବ ନାହିଁ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ: ହାଇକୋର୍ଟ…

ନୂଆଦିଲ୍ଲୀ,୩୧।୫: ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ ଉପରେ ରୋକ ଲଗାଇବା ପାଇଁ ଦିଲ୍ଲୀ ହାଇକୋର୍ଟରେ କରାଯାଇଥିବା ଆବେଦନ ଖାଜର ହୋଇ ଯାଇଛି। ହାଇକୋର୍ଟ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ ଅଟକିବ ନାହିଁ ବୋଲି କହିଛନ୍ତି। ଏହା ରାଷ୍ଟ୍ରୀୟ ମହତ୍ତ୍ୱ ରଖୁଥିବାରୁ ଏହାକୁ ରୋକା ଯାଇ…

ବ୍ରେନ୍‌ ଷ୍ଟ୍ରୋକ୍‌

ଜଣେ ବ୍ୟକ୍ତି ସମ୍ମୁଖୀନ ହେଉଥିବା ଗୁରୁତର ସ୍ବାସ୍ଥ୍ୟଜନିତ ସମସ୍ୟାଗୁଡିକ ମଧ୍ୟରୁ ବ୍ରେନ୍‌ ଷ୍ଟ୍ରୋକ୍‌ ଅନ୍ୟତମ। ତେବେ ଏହାର କାରଣ ସମ୍ପର୍କରେ ଆମେ ଅବଗତ ହେବା ନିହାତି ଦରକାର। ଅଧିକାଂଶ ସମୟ ଟେନସନରେ ରହିବା, ଡାଇବେଟିସ୍‌, ନିଶାଦ୍ରବ୍ୟ ସେବନ, ମେଦବହୁଳତା, କୋଲେଷ୍ଟରଲ ପରିମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?