ସ୍ତ୍ରୀଙ୍କଠାରୁ ଦୂରେଇ ରହିଲେ ମୁଖ୍ୟମନ୍ତ୍ରୀ…
ନୂଆଦିଲ୍ଲୀ,୨୦।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ତାଙ୍କ ସ୍ତ୍ରୀ ସୁନୀତା କେଜରିଓ୍ବାଲଙ୍କଠାରୁ ଦୂରେଇ ରହିଛନ୍ତି। ସୁନୀତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିବା ପରେ ମୁଖ୍ୟମନ୍ତ୍ରୀ ନିଜକୁ ଆଇସୋଲେଟ୍ କରି ରଖିଛନ୍ତି। ସେହିପରି ସୁନୀତା ଏବେ କ୍ୱାରାଣ୍ଟାଇନ୍ରେ ରହିଛନ୍ତି। ସୂଚନାଯୋଗ୍ୟ,…
ମସଜିଦ୍ରେ କୋଭିଡ଼ ସେଣ୍ଟର…
ଅହମଦାବାଦ,୨୦।୪: ଗୁଜରାଟରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ଦିନ କୁ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ହସ୍ପିଟାଲରେ ଆଉ ବେଡ୍ ଖାଲି ନାହିଁ। ଏହାକୁ ଦୃଷ୍ଟିରେ ରଖି ବଡ଼ୋଦରାର ଜାହାଙ୍ଗୀର୍ପୁରା ଠାରେ ଥିବା ଏକ ମସଜିଦ୍କୁ କୋଭିଡ଼…
ଉତ୍ତରପ୍ରଦେଶର ୫ ସହରରେ ଜାରି ହେବନି ଲକ୍ଡାଉନ୍: ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୦।୪: ଉତ୍ତରପ୍ରଦେଶର ୫ ସହରରେ ଜାରି ହେବନି ଲକ୍ଡାଉନ୍। ଏନେଇ ମଙ୍ଗଳବାର ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ପୂର୍ବରୁ ଆହ୍ଲାବାଦ୍ ହାଇକୋର୍ଟ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଲକ୍ଷ୍ନୌ, ବରାଣାସୀ, କାନପୁର ନଗର, ପ୍ରୟାଗରାଜ ଏବଂ ଗୋରଖପୁରରେ ଲକ୍ଡାଉନ୍ ଜାରି…
ଗର୍ଭବତୀ ଡିଏସ୍ପିଙ୍କ ଭିଡ଼ିଓ ଭାଇରାଲ…
ଦନ୍ତେଓ୍ବାଡ଼ା,୨୦।୪: ଛତିଶଗଡ଼ରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନା ମହାମାରୀ ଅଣାୟତ୍ତ ହେଉଥିବାରୁ ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ତେବେ ସମ୍ପ୍ରତି ଦନ୍ତେଓ୍ବାଡ଼ାରେ କାର୍ଯ୍ୟ କରୁଥିବା ଗର୍ଭବତୀ ଡିଏସ୍ପିଙ୍କ ଶିଳ୍ପା ସାହୁଙ୍କର ଫଟୋ ଏବଂ ଭିଡ଼ିଓ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ…
ଏହି ବ୍ରହ୍ମାସ୍ତ୍ର ଆଗରେ ହାର ମାନିବ କରୋନା…
ଜେନେଭା/ନୂଆଦିଲ୍ଲୀ,୨୦।୪: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ମାସ୍କ୍ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା କରୋନା ଲଢ଼େଇ ପାଇଁ…
ପର୍ତ୍ତୁଗାଲ, ଫ୍ରାନ୍ସ ଗସ୍ତ ବାତିଲ କରିପାରନ୍ତି ମୋଦି
ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ଆତଙ୍କ ଖେଳାଇଛି। ଭାରତ କରୋନାର ଦ୍ୱିତୀୟ ଲହରର ସମ୍ମୁଖୀନ ହୋଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପର୍ତ୍ତୁଗାଲ ଏବଂ ଫ୍ରାନ୍ସ ଗସ୍ତ ବାତିଲ କରପାରନ୍ତି ବୋଲି ଜଣାପଡିଛି। ଆସନ୍ତା ୮ରେ ପର୍ତ୍ତୁଗାଲରେ ଆୟୋଜିତ ହେବାକୁ…
ସାଥୀ ଖେଳାଳିଙ୍କ ପାଇଁ ଉପବାସ ରଖୁଛନ୍ତି ଏହି ଦୁଇ ପ୍ରସିଦ୍ଧ କ୍ରିକେଟର୍
ଏପ୍ରିଲ ୧୪ରୁ ପବିତ୍ର ରମ୍ଜାନ ମାସ ଆରମ୍ଭ ହୋଇଛି। ଏହି ମାସରେ ମୁସଲିମ୍ ସମ୍ପ୍ରଦାୟର ଲୋକେ ଉପବାସ ରଖି ଆଲ୍ଲାଙ୍କୁ ସ୍ମରଣ କରନ୍ତି। କିଛି କ୍ରିକେଟର ଅଛନ୍ତି ଯେଉଁମାନେ ମ୍ୟାଚ୍ ଚାଲିଥିବା ସମୟରେ ମଧ୍ୟ ଉପବାସ ରଖୁଛନ୍ତି। ଏଥର ଆଇପିଏଲ୍ ୨୦୨୧ରେ…
ମାସ୍କ୍ ପିନ୍ଧିବା ମନା: ଜାରି ହେଲା ନିର୍ଦ୍ଦେଶ…
ଜେରୁଜେଲମ୍,୨୦।୪: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି ଯେ, ମାସ୍କ୍ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା କରୋନା ଲଢ଼େଇ ପାଇଁ ଗୁରୁତ୍ୱପୂର୍ଣ୍ଣ। ତେବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନର…
ଝିଅର ଲଭ୍ଷ୍ଟୋରୀକୁ ନେଇ ଏମିତି କହିଲେ ସୁନୀଲ ସେଟ୍ଟୀ
ନିକଟରେ ଭାରତୀୟ କ୍ରିକେଟ୍ ଦଳର ଷ୍ଟାର କ୍ରିକେଟର୍ ତଥା କିଙ୍ଗ୍ସ ଏକାଦଶ ପଞ୍ଜାବ ଅଧିନାୟକ କେ.ଏଲ ରାହୁଲ ଆଜି ୨୯ତମ ଜନ୍ମଦିନ ପାଳନ କରିଥିଲେ। ରାହୁଲଙ୍କ ଜନ୍ମଦିନରେ ସବୁଠୁ ଖାସ୍ ମେସଜ୍ ଦେଇଥିଲେ ତାଙ୍କ ଗର୍ଲଫ୍ରେଣ୍ଡ ତଥା ଅଭିନେତ୍ରୀ ଆଥିୟା ସେଟ୍ଟୀ।…
ଭକ୍ତଙ୍କୁ ଅପିଲ: ରାମନବମୀରେ ଅଯୋଧ୍ୟା ନ ଆସି ଘରେ କରନ୍ତୁ ପୂଜାପାଠ
ଅଯୋଧ୍ୟା,୨୦।୪: ପ୍ରଭୁ ରାମଙ୍କ ନଗରୀ ଅଯୋଧ୍ୟାରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଅଯୋଧ୍ୟା ସନ୍ଥ ସମାଜର ସଭାପତି, କହ୍ନେୟା ଦାସ ଏବଂ ରଙ୍ଗ ମହଲ ମନ୍ଦିର ମହନ୍ତ ରାମଶରଣ ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇ ଚିକିତ୍ସିତ ହେଉଛନ୍ତି। ଏହି କାରଣରୁ…
ଲୋକେ ନିଜେ ଜାରି କଲେ ୧୦ ଦିନିଆ ଲକ୍ଡାଉନ୍…
ଅହମଦାବାଦ,୨୦।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ କେତେକ ଅଞ୍ଚଳରେ ସ୍ଥାନୀୟ ଲୋକେ ସରକାର ଅବା ସ୍ଥାନୀୟ ପ୍ରଶାସନର ଅନୁମତି ବିନା ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍ଡାଉନ୍ ଘୋଷଣା କରୁଛନ୍ତି। ଗୁଜରାଟର ଭାଲସାଡ୍ ସହରରେ…
କରୋନାରୁ କେବେ ମିଳିବ ଆଶ୍ୱସ୍ତି: ଏମ୍ସ ନିର୍ଦ୍ଦେଶକ ଦେଲେ ଏମିତି ଉତ୍ତର
ନୂଆଦିଲ୍ଲୀ,୨୦।୪: ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢିଚାଲିଛି। ପ୍ରତିଦିନ ୨.୫ ଲକ୍ଷରୁ ଅଧିକ କରୋନା ରୋଗୀ ଚିହ୍ନଟ ହେଉଥିବାବେଳେ ୧୫୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟୁଛି। ଏବେ ଲୋକଙ୍କ ମନରେ ଗୋଟିଏ ପ୍ରଶ୍ନ ମହାମାରୀ କରୋନାରୁ ଆଶ୍ୱସ୍ତି ମିଳିବ କେବେ।…
Archives


