Home

ଆଜମ୍‌ ଖାନ୍‌ ଗୁରୁତର

ଲକ୍ଷ୍ନୌ, ୩୦।୫ : ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ସେ ଅକ୍ସିଜେନ୍‌ ସପୋର୍ଟରେ ରହିଥିବା ଲକ୍ଷ୍ନୌସ୍ଥିତ ମେଦାନ୍ତ ହସ୍ପିଟାଲ ପକ୍ଷରୁ କୁହାଯାଇଛି। କରୋନାରେ ଆକ୍ରାନ୍ତ ଥିବା ଆଜମ୍‌ଙ୍କୁ ସୀତାପୁର ଜେଲ୍‌ରୁ ଗତ ୯ ତାରିଖରେ ମେଦାନ୍ତ…

ଲାଭା ଉଦ୍‌ଗିରଣ ଆଶଙ୍କା: ୪ ଲକ୍ଷଙ୍କୁ ସ୍ଥାନାନ୍ତର

କିନ୍‌ଶାସା, ୩୦ା୫: ଆଗ୍ନେୟ ଉଦ୍‌ଗିରଣ ଆଶଙ୍କାରେ ଡେମୋକ୍ରାଟିକ୍‌ ରିପବ୍ଲିକ୍‌ ଅଫ୍‌ କଙ୍ଗୋ (ଡିଆର୍‌ସି)ର ଗୋମାରୁ ୪ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ନାଇରାଗୋଙ୍ଗୋ ଆଗ୍ନେୟଗିରି ଉଦ୍‌ଗିରଣ ହେବାର ସମ୍ଭାବନା ଥିବାରୁ ଉତ୍ତର କିଭୁ ପ୍ରଦେଶର ମିଲିଟାରୀ ଗଭର୍ନର ଜେନେରାଲ…

କୋଭିଡ୍‌ ସଙ୍କଟ କେନ୍ଦ୍ରର ବଡ଼ ବିଫଳତା

ନୂଆଦିଲ୍ଲୀ, ୩୦।୫(ଆଇଏଏନ୍‌ଏସ୍‌): କୋଭିଡ୍‌ ସଙ୍କଟ ନରେନ୍ଦ୍ର ମୋଦଙ୍କ ଦ୍ୱିତୀୟ ପାଳି ସରକାରର ସବୁଠୁ ବଡ଼ ବିଫଳତା ବୋଲି ଏକ ସର୍ଭେରେ କୁହାଯାଇଛି। ମୋଦିଙ୍କ ୭ ବର୍ଷର ଶାସନରେ ପ୍ରଥମ ଥର ପାଇଁ ଅନୁମୋଦନ ରେଟିଂରେ ନାଲି ଗାର ଅତିକ୍ରମ କରିଛି। ଏବିପି-ସି…

ସେନାରେ ପୁଲ୍‌ଓ୍ବାମା ଶହୀଦଙ୍କ ସ୍ତ୍ରୀ

୨୦୧୯ ଫେବୃୟାରୀ ୧୪ ପୁଲଓ୍ବାମା ଆକ୍ରମଣରେ ଶହୀଦ ହୋଇଥିବା ମେଜର ବିଭୂତି ଶଙ୍କର ଧୌଣ୍ଡିୟାଲଙ୍କ ସ୍ତ୍ରୀ ନିକିତା କୌଲ ଶନିବାର ଭାରତୀୟ ସେନାରେ ସାମିଲ ହୋଇଛନ୍ତି। ନିକିତା ୧୧ ମାସ ଧରି ଚେନ୍ନାଇରେ ଅଫିସର୍ସ ଟ୍ରେନିଂ ଏକାଡେମୀରେ ପ୍ରଶିକ୍ଷଣ ନେଇଥିଲେ। ତାଙ୍କ…

ମୁନ୍‌ମୁନ୍‌ ଦତ୍ତାଙ୍କ ବିରୋଧରେ ମାମଲା

ହିନ୍ଦୀ କମେଡି ସିରିଏଲ ‘ତାରକ୍‌ ମେହତା କା ଉଲ୍‌ଟା ଚଷ୍‌ମା’ରେ ବବିତା ଚରିତ୍ରରେ ଅଭିନୟ କରୁଥିବା ମୁନ୍‌ମୁନ୍‌ ଦତ୍ତାଙ୍କ ବିରୋଧରେ ମୁମ୍ବାଇ ପୋଲିସ ମାମଲା ରୁଜୁ କରିଛି। ମୁନ୍‌ମୁନ୍‌ ଏକ ସମ୍ପ୍ରଦାୟ ବିରୋଧରେ ଜାତିଆଣ ମନ୍ତବ୍ୟ ଦେବା ନେଇ ଅଭିଯୋଗ ହୋଇଥିଲା।…

କୋଭିଡ୍‌ ମୃତକଙ୍କ ପରିବାରକୁ ପେନ୍‌ସନ

ନୂଆଦିଲ୍ଲୀ, ୩୦ା୫: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ଫାମିଲି ପେନ୍‌ସନ୍‌ ଦିଆଯିବ ବୋଲି ଶନିବାର କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହା ବ୍ୟତୀତ କର୍ମଚାରୀଙ୍କ ଜମା ସଂଯୁକ୍ତ ବୀମା(ଇଡିଏଲ୍‌ଆଇ) ଯୋଜନାରେ ବୀମା ରାଶିକୁ ବୃଦ୍ଧି କରାଯାଇ ଏହାର ପ୍ରକ୍ରିୟାକୁ…

ଥାଇଲାଣ୍ଡକୁ କଳାକୃତି ଫେରାଇଲା ଆମେରିକା

ଓ୍ବାଶିଂଟନ୍‌, ୩୦ା୫: ସାନ୍‌ଫ୍ରାନ୍ସିସ୍‌କୋ ଏସିଆନ୍‌ ଆର୍ଟ ମ୍ୟୁଜିୟମ୍‌ରେ ଶୋଭା ପାଉଥିବା ଦୁଇଟି ଧାର୍ମିକ ପ୍ରସ୍ତର କଳାକୃତିକୁ ଥାଇଲାଣ୍ଡକୁ ଫେରାଇଛି ଆମେରିକା। ୧୯୬୦ ଦଶକରେ ଭିଏତନାମ ଯୁଦ୍ଧବେଳେ ବେଆଇନ ଭାବେ ଏହାକୁ ଥାଇଲାଣ୍ଡରୁ ଅଣାଯାଇଥିଲା। ଏହି ଷ୍ଟୋନ୍‌ ଲିଣ୍ଟେଲ୍‌ସକୁ ଆମେରିକା ମ୍ୟୁଜିୟମ୍‌ରେ ରଖାଯାଇଥିଲା।…

କବରରେ ୨୧୫ ପିଲାଙ୍କ ଦେହାବଶେଷ

ଅଟାଓ୍ବା, ୩୦ା୫ :ଆଦିବାସୀଙ୍କ ଭାଷା, କଳା ସଂସ୍କୃତିକୁ ଧ୍ୱଂସ ଓ ସେମାନଙ୍କୁ ବିଲୁପ୍ତ କରିଦେବାକୁ ଚକ୍ରାନ୍ତ ହେଉଥିଲା। ଆଦିବାସୀ ପିଲାଙ୍କୁ ସେମାନଙ୍କ ଘରୁ ଜୋରଜବରଦସ୍ତ ନିଆଯାଇ ରେସିଡେନ୍ସିଆଲ ସ୍କୁଲରେ ଭର୍ତ୍ତି କରାଯାଉଥିଲା। ଛୋଟ ପିଲାମାନଙ୍କୁ ଶାରୀରିକ ନିର୍ଯାତନା ଏପରି କି ବଳାତ୍କାର…

ଜାଣନ୍ତି ଅମିତାଭଙ୍କ ପାଖରେ କେତେ ଟଙ୍କାର ସମ୍ପତ୍ତି ଅଛି

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ବିଗ୍‌-ବି ଅମିତାଭ ବଚ୍ଚନ ମୁମ୍ବାଇ ବ୍ୟତୀତ ବିଦେଶରେ ଅନେକ ସମ୍ପତ୍ତିର ମାଲିକ ଅଟନ୍ତି। ଅମିତାଭ ମୁମ୍ବାଇରେ ୩୧ କୋଟି ଟଙ୍କାରେ ୫୭୦୪ ବର୍ଗଫୁଟ ଡୁପ୍ଲେକ୍ସ ଆପାର୍ଟମେଣ୍ଟ କିଣିଛନ୍ତି। ଏହି ସମ୍ପତ୍ତି ହେଉଛି ୩୪ ମହଲା ବିିଲ୍ଡିଂର ୨୭…

ଗୋଆରେ ପୁଣି ବଢ଼ିଲା କର୍ଫ୍ୟୁ

ପାନାଜି,୨୯ା୫: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ସଂକ୍ରମଣ ବଢୁଥିବାରୁ ଅଧିକାଂଶ ରାଜ୍ୟରେ ଲଗାତର ଲକ୍‌ଡାଉନ୍‌ ଏବଂ ନାଇଟ୍‌ କର୍ଫ୍ୟୁ କ୍ରମାଗତ ଭାବେ ବଢ଼ାଯାଉଛି।କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଗୋଆରେ କର୍ଫ୍ୟୁକୁ ୭ ଜୁନ୍‌ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି…

ଜୁନ୍‌ ୧ରୁ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ ପାଠପଢ଼ା

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦାରା ପରିଚାଳିତ ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଜୁନ୍‌ ୧ରୁ ଅନ୍‌ଲାଇନ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶନିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ସୂଚନା ଅନୁଯାୟୀ, ଶ୍ରେଣୀଗୃହରେ କୌଣସି ଶିକ୍ଷାଦାନ ହେବ…

ସଲମାନ୍‌ ମାମଲା କଲେ, ହେଲେ ମୁଁ ସିଧା ଚାପୁଡ଼ା ମାରିବି: ମିକା

ବମ୍ବେ: ଅଭିନେତା ତଥା ସ୍ବଘୋଷିତ ଫିଲ୍ମ ସମୀକ୍ଷକ କମାଲ ରଶିଦ ଖାନ୍‌(କେଆର୍‌କେ) ବିବାଦକୁ ନେଇ ଏବେ ଚର୍ଚ୍ଚାରେ। ସଲମାନ୍‌ ଖାନ୍‌ ତାଙ୍କ ଉପରେ ମାନହାନି ମାମଲା କରିଛନ୍ତି। ଏବେ ସେ ଗାୟକ ମିକା ସିଂହଙ୍କୁ କଟାକ୍ଷ କରି ଅଡ଼ୁଆରେ ପଡ଼ିଛନ୍ତି। ମେ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?