Home

ଶ୍ରୀମନ୍ଦିର ପାଇଁ ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ

ପୁରୀ ଅଫିସ,୧୯।୪: ଶ୍ରୀମନ୍ଦିରର ବହୁ ସେବାୟତ ଓ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବାପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦର୍ଶନ ଉପରେ କଟକଣା ଲଗାଯାଇଛି। ଏଥିସହ ନୂଆ ଏସ୍‌ଓପିକୁ ସୋମବାରଠାରୁ ଲାଗୁ କରାଯାଇଛି। ଏଣିକି ରାଜ୍ୟ ତଥା ବାହାରୁ ଆସୁଥିବା ଭକ୍ତଙ୍କ ପାଇଁ…

ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ବନ୍ଦ

ଭୁବନେଶ୍ୱର,(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର, ୧୯।୪ (ଡି.ଏନ.ଏ.): ରାଜଧାନୀରେ କରୋନାର ଦ୍ରୁତ ସଂକ୍ରମଣ ଯୋଗୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସାଧାରଣ ଦର୍ଶନ ପ୍ରଭାବିତ ହୋଇଛି। ମନ୍ଦିରର ୪ଜଣ ସେବାୟତଙ୍କ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସର୍ବସାଧାରଣ ଦର୍ଶନକୁ ବନ୍ଦ କରି ଦିଆଯାଇଛି। ଏଣିକି ଶ୍ରଦ୍ଧାଳୁମାନେ ଆଉ…

ଆସିଲା ୨ଲକ୍ଷ ଟିକା: ୫୦ଲକ୍ଷ ଟପିଲା ଟିକାକରଣ

ଭୁବନେଶ୍ୱର, ୧୯।୪(ବ୍ୟୁରୋ):ରାଜ୍ୟରେ ରବିବାର ଆଉ ୨ ଲକ୍ଷ କୋଭିଶିଲ୍ଡ ଟିକା ପହଞ୍ଚତ୍ଛି। ଏହି ଟିକା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ ସିଧା ରାଜ୍ୟ ଭାକ୍ସିନ ସେଣ୍ଟରକୁ ନିଆଯାଇଥିଲା। ସେଠାରୁ ଟିକାକୁ ରାଜ୍ୟର ବିଭିନ୍ନ ଜିଲାକୁ ପଠାଯିବ। ଗୋଟିଏ ପଟେ ସଂକ୍ରମଣ ବୃଦ୍ଧି…

୨ ‘ଭି’, ୩ ‘ଟି’ ସୁରକ୍ଷା ଦେବ

ଭୁବନେଶ୍ୱର, ୧୯ା୪(ବ୍ୟୁରୋ):ଓଡ଼ିଶାର କରୋନା ପରିସ୍ଥିତିକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ। ସ୍ବାସ୍ଥ୍ୟ ବିଶେଷଜ୍ଞ ଡା. ମନୋଜ କୁମାର ସାହୁ କହିଛନ୍ତି, ଭାରତରେ ବିଗତ ୧୦ଦିନ ମଧ୍ୟରେ ସଂକ୍ରମଣ ସଂଖ୍ୟା ଦ୍ବିଗୁଣିତ ହେବା ସମସ୍ତଙ୍କର ଚିନ୍ତା ବଢାଇଛି। ସରକାର ଏକୁଟିଆ…

ଆଜିଠୁ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୧୯ା୪(ବ୍ୟୁରୋ): ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ସୋମବାରଠାରୁ ବନ୍ଦ ରହିବ। କଲେଜ ଓ ବିଶ୍ୱବିଦ୍ୟାଳୟକୁ ଛାତ୍ରୀଛାତ୍ରଙ୍କ ପାଇଁ ବନ୍ଦ ଘୋଷଣା କରାଯାଇଥିବାବେଳେ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏହା ପୂର୍ବରୁ ହଷ୍ଟେଲ ଖାଲି କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ତେଣୁ ରବିବାର…

ଓଡ଼ିଶାରୁ କୁମ୍ଭମେଳା ଯାଇଛନ୍ତି ୪୦୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ଭୁବନେଶ୍ୱର, ୧୯।୪(ବ୍ୟୁରୋ): ଓଡ଼ିଶାରୁ ପ୍ରାୟ ୪୦୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଉତ୍ତରାଖଣ୍ଡର କୁମ୍ଭମେଳାକୁ ଯାଇଛନ୍ତି। ୧୫୦ରୁ ଊର୍ଦ୍ଧ୍ୱ ପରିବାରରୁ ଏହି ଶ୍ରଦ୍ଧାଳୁ ରହିଛନ୍ତି। ଉତ୍ତରାଖଣ୍ଡ ସରକାରଙ୍କ ପଞ୍ଜୀକରଣ ରିପୋର୍ଟରୁ ଏହି ତଥ୍ୟ ମିଳିଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୫ ପରିବାର ଥିବାବେଳେ…

କୋଭିଡ୍‌ ବେଡ୍‌ ୫ ଗୁଣା ବଢ଼ିବ

ଭୁବନେଶ୍ୱର, ୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ହେଉଥିବାବେଳେ ବେଡ୍‌, ଆଇସିୟୁ, ଭେଣ୍ଟିଲେଟର ଓ ଅକ୍ସିଜେନ୍‌ର ଆବଶ୍ୟକତା ବଢ଼ିଛି। ତେଣୁ ରବିବାର ଏକ ଜରୁରୀ ବୈଠକ ବସି କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏସମ୍ପର୍କରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର…

ନେରେଡ଼ି ବ୍ୟାରେଜ: ନବୀନଙ୍କ ସହଯୋଗ ଲୋଡ଼ିଲେ ଜଗନ

ଭୁବନେଶ୍ୱର, ୧୯ା୪(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନ୍‌ମୋହନ ରେଡ୍ଡୀ ଶନିବାର ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଓଡ଼ିଶାର ଗଜପତି ଏବଂ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍‌ ଜିଲା ମଧ୍ୟରେ ଥିବା ବଂଶଧାରା ନଦୀର ନେରେଡ଼ି ବ୍ୟାରେଜ ସଂକ୍ରାନ୍ତରେ ଚିଠି ଲେଖିଛନ୍ତି। ଜଗନ୍‌ମୋହନ ତାଙ୍କ ପତ୍ରରେ…

ସଂକ୍ରମଣର ଭୀଷଣ ରୂପ

ଭୁବନେଶ୍ୱର, ୧୯।୪(ବ୍ୟୁରୋ): ରାଜ୍ୟକୁ ମାଡ଼ି ଆସୁଛି କରୋନା ସଂକ୍ରମଣର ବଡ଼ ବିପଦ। ବର୍ତ୍ତମାନର ସଂକ୍ରମଣ ଓ ସ୍ବାସ୍ଥ୍ୟ ପରିଚାଳନା ସ୍ଥିତିକୁ ଦେଖିଲେ ଏଭଳି ଆଶଙ୍କା ଦୃଢ଼ୀଭୂତ ହେବାରେ ଲାଗିଛି। ପ୍ରଥମେ ପଡୋଶୀ ଛତିଶଗଡ଼ ପାଇଁ ଓଡ଼ିଶାରେ ସଂକ୍ରମଣ ବଢ଼ିଥିଲା। ଏବେ ଦେଶର…

‘ଖୁସି’ରେ ଖୁସି

ଭୁବନେଶ୍ୱର, ୧୯ା୪:ଟିକସଦାତାଙ୍କ ପଇସା ଲୁଟିବା ଘରୋଇ ସଂସ୍ଥାଙ୍କ ପାଇଁ ଓଡ଼ିଶା ଏକ ସହଜ ଲକ୍ଷ୍ୟସ୍ଥଳ ହୋଇଛି। କେତେଜଣ ସରକାରୀ ବାବୁଙ୍କୁ ହାତକରି ଘରୋଇ କମ୍ପାନୀ ରାଜକୋଷକୁ ଲୁଟି ଚାଲିଛନ୍ତି। ସେହି ଅର୍ଥରୁ ଅଧିକାଂଶ ଭାଗ ବାବୁମାନଙ୍କ ପକେଟକୁ ଚାଲିଯାଉଛି। ବାଳିକାମାନଙ୍କ ଉତ୍ତମ…

ଜୁନ୍‌ ୨୮ରୁ ଅମରନାଥ ଯାତ୍ରା: ଏହାପୂର୍ବରୁ ଆସିଲା ବାବା ବର୍ଫାନୀଙ୍କ ଦୁର୍ଲଭ ଚିତ୍ର

ନୂଆଦିଲ୍ଲୀ,୧୮।୪: ଭଗବାନ ଶିବଙ୍କ ଭକ୍ତମାନଙ୍କ ପାଇଁ ଏକ ଖୁସି ଖବର ଅଛି। ଆସନ୍ତ ଜୁନ୍‌ ୨୮ରୁ ପବିତ୍ର ଅମରନାଥ ଯାତ୍ରା ଆରମ୍ଭ ହେଉଥିବାବେଳେ ଏହାପୂର୍ବରୁ ବାବା ବର୍ଫାନୀଙ୍କ ଏକ ଦୁର୍ଲଭ ଚିତ୍ର ଅମରନାଥ ଗୁମ୍ଫାରୁ ଆସିଛି। ବାବା ଅମରନାଥଙ୍କ ପ୍ରଥମ ଫଟୋ…

କ୍ୱାରାଣ୍ଟାଇନ୍‌ରେ ରହି ଲୋକଙ୍କୁ ସହାୟତା କରୁଛନ୍ତି ସୋନୁ ସୁଦ

ମୁମ୍ବାଇ: ବଲିଉଡ ଅଭିନେତା ସୋନୁ ସୁଦଙ୍କ ନିକଟରେ କରୋନା ଆକ୍ରାନ୍ତ ହୋଇ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଏହି ସମୟରେ ମଧ୍ୟ ସେ ନିଜ ଯନ୍ତ୍ରଣା ଭୁଲି ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି। ଟୁଇଟରରେ ଜଣେ ବ୍ୟକ୍ତି ସୋନୁ ସୁଦଙ୍କୁ ସାହାଯ୍ୟ ମାଗିଥିଲେ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri