‘ଆଶା କରୁଛି ମେ ୨ ପୂର୍ବରୁ ଦିଦିଙ୍କ ଗୋଡ ଠିକ୍ ହୋଇଯିବ’
କୋଲକତା,୧୮।୪: ପଶ୍ଚିମବଙ୍ଗରେ ଗତ ପାଞ୍ଚଟି ପର୍ଯ୍ୟାୟରେ ଅନୁଷ୍ଠିତ ନିର୍ବାଚନରେ ୧୮୦ଟି ଆସନରୁ ଭାଜପାକୁ ୧୨୨ରୁ ଅଧିକ ଆସନ ଜିତିବ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆଶାବାଦୀ ଅଛନ୍ତି। ରବିବାର ପୂର୍ବ ବର୍ଦ୍ଧମାନ ଜିଲାରେ ଏକ ରାଲିକୁ ସମ୍ବୋଧିତ କରି ଶାହା…
ହ୍ବାଟ୍ସଆପ୍ରେ ଏହି ସୁନ୍ଦରୀ ଅଭିନେତ୍ରୀଙ୍କୁ ବ୍ଲକ୍ କରିଦେଇଥିଲେ ପନ୍ତ, କାରଣ ଜାଣିଲେ…
ବମ୍ବେ: ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ନାମ ଯୋଡ଼ା ଯିବା ନୂଆ କଥା ନୁହେଁ। ସେଥିରୁ କିଛି ସତ ଥିବା ବେଳେ କିଛି ଗୁଜବ ବୋଲି ଜଣାପଡ଼େ। ସେଭଳି ଗୋଟିଏ ହେଲା ଉଇକେଟ୍କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ କାହାଣୀ। ୨୦୧୯ରେ ତାଙ୍କ ନାମ…
ଏଠାରେ ରହିଛି ନେହା କକ୍କରଙ୍କ ବିଳାସପୂର୍ଣ୍ଣ ବଙ୍ଗଳା, ଫଟୋ ଭାଇରାଲ
ମୁମ୍ବାଇ: ବଲିଉଡ୍ ଗାୟିକା ନେହା କକ୍କର ଏବଂ ତାଙ୍କ ସ୍ବାମୀ ରୋହନପ୍ରୀତ୍ ସିଂହଙ୍କ ଯୋଡ଼ି ମ୍ୟୁଜିକ୍ ଇଣ୍ଡଷ୍ଟ୍ରିରେ ବେଶ୍ ପ୍ରସିଦ୍ଧ। ଦୁଇଜଣଙ୍କର ଅନେକ ଫ୍ୟାନ୍ ଫଲୋଅର୍ସ ରହିଛନ୍ତି। ରିମେକ୍ କ୍ୱିନ୍ଙ୍କ ନାମରେ ଜଣାଶୁଣା ନେହା ରୋହନପ୍ରୀତଙ୍କୁ ବିବାହ କରି ପ୍ରଶଂସକମାନଙ୍କୁ ଚକିତ…
ରୋଜା ଭାଙ୍ଗି କରୋନା ରୋଗୀଙ୍କ ଜୀବନ ବଞ୍ଚାଇଲେ ଏହି ଯୁବକ
ଉଦୟପୁର,୧୮।୪: କୁହାଯାଏ, ମାନବିକତାଠାରୁ ବଡ଼ ଧର୍ମ ନାହିଁ। ଉଦୟପୁରର ଜଣେ ଯୁବକ ଏହା ପ୍ରମାଣ କରିଛନ୍ତି। ସହରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଦୁଇ ମହିଳା କରୋନା ରୋଗୀଙ୍କୁ ଏ-ପଜିଟିଭ ଗ୍ରୁପର ପ୍ଲାଜ୍ମା ଆବଶ୍ୟକ ଥିଲା। ପରିବାର ସଦସ୍ୟ ଏଥିପାଇଁ…
ଦିଲ୍ଲୀରେ ପରିସ୍ଥିତି ଗମ୍ଭୀର: ମୋଦିଙ୍କୁ ଚିଠି ଲେଖିଲେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୧୮।୪: ସମଗ୍ର ଦେଶରେ କରୋନା ପରିସ୍ଥିତି ଅଣାୟତ୍ତ ହୋଇଛି। କିଛି ରାଜ୍ୟରେ ବେଡ୍ ମିଳୁ ନ ଥିବାରୁ କରୋନା ରୋଗୀ ନାହିଁି ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାଜଧାନୀ ଦିଲ୍ଲୀରେ ପରସ୍ଥିତି ଗମ୍ଭୀର ଥିବା ମୁଖ୍ୟମନ୍ତ୍ରୀ କେଜ୍ରିଓ୍ବାଲ୍ ରବିବାର କହିଛନ୍ତି।…
କେ.ଏଲ ରାହୁଲଙ୍କ ଜନ୍ମଦିନରେ ପ୍ରେମିକା କହିଲେ…
ଭାରତୀୟ କ୍ରିକେଟ୍ ଦଳର ଷ୍ଟାର କ୍ରିକେଟର୍ ତଥା କିଙ୍ଗ୍ସ ଏକାଦଶ ପଞ୍ଜାବ ଅଧିନାୟକ କେ.ଏଲ ରାହୁଲ ଆଜି ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ସାଥୀ ଖେଲାଳିଙ୍କଠାରୁ ଆରମ୍ଭ କରି ବଲିଉଡ୍ ସେଲିବ୍ରିଟି ପର୍ଯ୍ୟନ୍ତ ସମସ୍ତେ ତାଙ୍କୁ ଶୁଭେଚ୍ଛା ଜଣାଉଛନ୍ତି।…
ଘରକୁ କିଣି ଆଣିଥିଲେ ସାଲାଡ, ପ୍ୟାକେଟ୍ ଖୋଲିବାରୁ ଏଥିରୁ ବାହରିଲା…
କେବେ ଆପଣଙ୍କ ସହ ଏମିତି ହୋଇଛି କି ଖାଦ୍ୟ ପ୍ୟାକେଟ ଘରକୁ ଆଣିଥିବେ ଖୋଲିଲା ବେଳକୁ ଏଥିରୁ ଭୟଙ୍କର କୌଣସି ଜୀବଜନ୍ତୁ ବାହାରିବେ। ଆପଣ ନିଶ୍ଚିତ ଭୟରେ ଥରି ଉଠିବେ। ଠିକ୍ ଏବେ ଏମିତି ଏକ ଘଟଣା ଅଷ୍ଟ୍ରେଲିଆର ସିଡ୍ନୀ ସହରରେ…
୨୦ ଲକ୍ଷ ଟଙ୍କାର ଖେଳାଳିଙ୍କ ପାଇଁ ୪.୮ କୋଟି ଟଙ୍କାର ଖେଳାଳିଙ୍କୁ ବିଦା କଲେ କୋହଲି
ଚେନ୍ନାଇ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ର ଦଶମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଅଧିନାୟକ ବିରାଟ କୋହଲି ତାଙ୍କ ନିଷ୍ପତ୍ତିରେ ସମସ୍ତ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ବିରାଟ କୋହଲି ଏହି ସିଜନରେ ପ୍ରଥମ ଅଧିନାୟକ ହୋଇଛନ୍ତି, ଯିଏକି ଶେଷ ଏକାଦଶରେ ୩…
ସରକାରୀ କର୍ମଚାରୀଙ୍କୁ ସଦରମହକୁମା ଛାଡ଼ିବା ମନା
ଗଞ୍ଜାମ,୧୮।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କାର୍ଯ୍ୟରତ ସରକାରୀ କର୍ମଚାରୀଙ୍କୁ ସଦରମହକୁମା ନ ଛାଡ଼ିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜରୁରୀ କାମ ଥିଲେ ବିଭାଗୀୟ ଅନୁମତି ଦରକାର ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍ କରି କହିଛନ୍ତି।…
ମହିଳାଙ୍କୁ ହାତଯୋଡିଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍
ନୂଆଦିଲ୍ଲୀ,୧୮।୪: ସାରା ବିଶ୍ୱ ଏବେ କରୋନା ସହ ଲଢେଇ କରୁଛି। ଦୀର୍ଘ ଦେଢ ବର୍ଷ ହେବ ଏହି ଭାଇରସ୍ ସାଧାରଣ ଜୀବନକୁ ବ୍ୟତିବ୍ୟସ୍ତ କରିଦେଇଛି। ଏବେ କରୋନା ଦ୍ୱିତୀୟ ଲହର ଦେଶରେ କୋକୁଆ ଭୟ ସୃଷ୍ଟି କରିଛି। ଫଳରେ ଦେଶର ଅନେକ…
ଟସ୍ ଜିତିଲା ବେଙ୍ଗାଲୁରୁ: ଆରମ୍ଭରୁ ବଡ଼ ଝଟ୍କା
ଚେନ୍ନାଇ, ୧୮।୪: ଆଇପିଏଲର ୧୪ ତମ ସିଜିନର ଦଶମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର ଅଧିନାୟକ ବିରାଟ କୋହଲି କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଥମେ ବ୍ୟାଟିଂ କରି ଦଳକୁ ପ୍ରଥମ…
ବାସ୍ତୁଶାସ୍ତ୍ର: ଘରେ ମୟୂରପୁଚ୍ଛ ରଖିଲେ…
ମୟୂର ପକ୍ଷୀ ଦେଖିବାକୁ ଯେମିତି ସୁନ୍ଦର ଏହାର ପୁଚ୍ଛ ମଧ୍ୟ ସେମିତି ଉପକାରୀ। ବାସ୍ତୁଶାସ୍ତ୍ର ଅନୁସାରେ ଘରେ ମୟୂରପୁଚ୍ଛ ରଖିଲେ କ’ଣ ସବୁ ଉପକାର ହୋଇଥାଏ ଆସନ୍ତୁ ଜାଣିବା ସେ ସମ୍ପର୍କରେ… ବଇଁଶୀ ସହିତ ମୟୂରପୁଚ୍ଛକୁ ଏକାଠି ରଖିଲେ ଘରର ସଦସ୍ୟଙ୍କ…
Archives


