Home

ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ: ବାତ୍ୟା ମୁକାବିଲା ପାଇଁ ୨ ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍‌’ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ରାଜ୍ୟ ସରକାର ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କରିଥିବା ନେଇ ବୈଠକ…

ସପ୍ତାହେ ପାଇଁ ଘୁଞ୍ଚିଲା ରାଜ୍ୟ ସରକାରଙ୍କ କରୋନା ଟିକା ଟେଣ୍ଡର ପ୍ରକ୍ରିୟା

ଭୁବନେଶ୍ୱର,୨୮।୫(ବ୍ୟୁରୋ): କରୋନା ଟିକା କିଣିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ଲୋବାଲ ଟେଣ୍ଡର ଆହ୍ବାନ କରାଯାଇଥିଲା। ଏବେ ଏହି ପ୍ରକ୍ରିୟାକୁ ଗୋଟିଏ ସପ୍ତାହ ପାଇଁ ଅର୍ଥାତ ଜୁନ୍‌ ୪ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଦେଶରେ ଉତ୍ପାଦନ ହେଉଥିବା ଟିକା କୋଭାକ୍ସିନ ଓ…

ସ୍ବାମୀ କରୁଥିଲେ ଦ୍ୱିତୀୟ ବିବାହ: ମଣ୍ଡପରେ ଝିଅକୁ ଧରି ପହଞ୍ଚିଲେ ପ୍ରଥମ ସ୍ତ୍ରୀ, ପରେ ଘଟିଲା ଏମିତି…

ଚଣ୍ଡିଗଡ଼,୨୮ା୫: ପଞ୍ଜାବର ଫିରୋଜପୁରରେ ଜଣେ ବ୍ୟକ୍ତି ଦ୍ୱିତୀୟ ବିବାହ କରୁଥିଲେ। ଏହା ଜାଣିପାରି ତାଙ୍କ ପ୍ରଥମ ସ୍ତ୍ରୀ ମଣ୍ଡପରେ ପହଞ୍ଚି ହଙ୍ଗାମା କରିଥିଲେ। ପ୍ରଥମ ସ୍ତ୍ରୀ ଅଭିଯୋଗ ଆଣିଛନ୍ତି, ତାଙ୍କ ସ୍ବାମୀ ପ୍ରଥମେ ତାଙ୍କୁ ବିବାହ କରିଥିଲେ। ତାଙ୍କର ଏକ ଝିଅ…

ଫୋନ୍‌ରେ ଗପୁଥିଲେ ସ୍ବାମୀ, ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ସ୍ତ୍ରୀ; ଆଉ ତା’ ପରେ…

ଓ୍ବାଶିଂଟନ,୨୮ା୫: ମୋବାଇଲ ବ୍ୟବହାରକୁ ନେଇ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହେବା ସାଧାରଣ ଘଟଣା। ମାତ୍ର ଆମେରିକାରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ୩୬ ବର୍ଷୀୟା ଟିଫ୍‌ନୀଙ୍କ ୬୨ ବର୍ଷୀୟ ସ୍ବାମୀ ଫୋନ୍‌ରେ ଗପୁଥିଲେ। ଏହା…

ଟ୍ବିଙ୍କିଲଙ୍କୁ ମେକ୍‌ଅପ୍‌ କଲେ ଝିଅ ନିତାରା: ମା’ କହିଲେ ଏଭଳି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଟ୍ବିଙ୍କିଲ ଖନ୍ନା ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହିଥାନ୍ତି। ନିଜର ପର୍ସନାଲ ଲାଇଫ୍‌ ହେଉ ଅବା କାର୍ଯ୍ୟକଳାପର କେତେକ ଫଟୋ ଓ ଭିଡିଓ ପ୍ରଶଂସକ ସହ ଶେୟାର କରିଥାନ୍ତି। ଏଥିସହ ପ୍ରାୟ ସମୟରେ ସେ ସାମାଜିକ ସମସ୍ୟା…

ରାଜଧାନୀରୁ ହଟିଲା ଲକ୍‌ଡାଉନ୍‌: ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀବାସୀଙ୍କ ପାଇଁ ଏକ ଖୁସି ଖବର। ଦେଶର ରାଜଧାନୀରେ କ୍ରମାଗତ ଭାବେ କରୋନା ପଜିଟିଭ୍‌ ହାର ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଅନ୍‌ଲକ୍‌ ପାଇଁ ସରକାର ବ୍ୟବସ୍ଥା କରୁଥିବା ଜଣାପଡ଼ିଛି। ଏନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ…

ବେଦୀରେ ମନ୍ତ୍ର ପଢ଼ି ଥକି ଗଲେ ପଣ୍ଡିତ, ଶେଷରେ ବରକନ୍ୟା କଲେ ଏମିତି; ଭିଡିଓ ଦେଖିଲେ ହସିହସି ଗଡ଼ିବେ

ସୋସିଆଲ ମିଡିଆରେ ଏକ ବିବାହ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆପଣ ହସି ହସି ଗଡ଼ିବେ। ଭିଡିଓରେ ବିବାହ ବେଦୀରେ ଅଗ୍ନି ସାମ୍ନାରେ ବସିଛନ୍ତି ବରକନ୍ୟା। ପଣ୍ଡିତ ବିବାହ ମନ୍ତ୍ର ଉଚ୍ଚାରଣ କରୁଛନ୍ତି। ଶେଷରେ ପଣ୍ଡିତ ମନ୍ତ୍ର ପଢ଼ି ପଢ଼ି…

ଅଷ୍ଟ୍ରେଲିୟ କ୍ରିକେଟରଙ୍କ ଦୃଢ଼ୋକ୍ତି, ଭାରତର ଏହି ସ୍ପିନର ଭାଙ୍ଗିବେ ମୁରଲୀଧରନ୍‌ଙ୍କ ରେକର୍ଡ !

ନୂଆଦିଲ୍ଲୀ,୨୮।୫: ଅଷ୍ଟ୍ରେଲିଆର ପୂର୍ବ ଚାଇନାମ୍ୟାନ୍‌ ବ୍ରାଡ୍‌ ହଗ୍‌ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନଙ୍କ ବଡ଼ ପ୍ରଶଂସକ। ଏବେ ହଗ୍‌ ଅଶ୍ୱିନଙ୍କୁ ନେଇ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ଏହି ସ୍ପିନର ଯଦି ଆଉ ୫ରୁ ୬ ବର୍ଷ ପର୍ଯ୍ୟନ୍ତ କ୍ରିକେଟ ଖେଳିବା…

ଶୁଭେନ୍ଦୁ ଆସିବେ ବୋଲି ଜାଣି ରାଗିଗଲେ ଦିବି

କୋଲକତା,୨୮।୫: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାତ୍ୟା ‘ୟାସ୍‌’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ବାତ୍ୟାଞ୍ଚଳ ପରିଦର୍ଶନ କରି ସମ୍ପୃକ୍ତ ରାଜ୍ୟ ସରକାରଙ୍କ ସହ ଏକ ରିଭ୍ୟୁ ମିଟିଂ କରିବେ ପ୍ରଧାନମନ୍ତ୍ରୀ। ତେବେ ପଶ୍ଚିମବଙ୍ଗରେ ହେବାକୁ ଥିବା…

ଚାଇନା ଉପରେ ପଡୁଛି ଚାପ

ଓ୍ବାଶିଂଟନ,୨୮ା୫: କରୋନା ଭାଇରସର ଉତ୍ପତ୍ତି ଅନୁସନ୍ଧାନ ପାଇଁ ବିଭିନ୍ନ ଆଡୁ ଚାଇନା ଉପରେ ଚାପ ପଡୁଛି। ଏପରିକି କରୋନା ବିଶ୍ୱ ମହାମାରୀର ମୂଳ ପର୍ଯ୍ୟନ୍ତ ପହଞ୍ଚିବା ପାଇଁ ବୈଜ୍ଞାନିକମାନେ ଅଧିକ ସ୍ପଷ୍ଟତା ଦାବି କରୁଛନ୍ତି। ଆମେରିକାର ରାଷ୍ଟ୍ରପତି ଜୋ -ବାଇଡେନ୍‌ କୋଭିଡ…

ଟଙ୍କା ପାଇଁ ଏହି ଦେଶର ଝିଅଙ୍କୁ କରାଯାଏ ବ୍ରିକି

ମେକ୍ସିକୋ,୨୮।୫: ଦକ୍ଷିଣ ମେକ୍ସିକୋର ଗ୍ୟୁରେରୋ ରାଜ୍ୟରେ କାହିଁ କେତେ କାଳରୁ ଏକ ଅଜବ ପ୍ରଥା ଚାଲିଆସୁଛି। ଏଠାକାର ଝିଅଙ୍କୁ କମ୍‌ ବୟସରେ ମାତାପିତାମାନେ ବିକ୍ରି କରିଦେଇଥାନ୍ତି। ମାତ୍ର ଦେଢ଼ଲକ୍ଷ ଟଙ୍କା ପାଇଁ ମାତାପିତା ନିଜ ଝିଅଙ୍କୁ କମ୍‌ ବୟସରେ ବିବାହ ଆଳରେ…

ଖୁସି ଖବର: ଜୁନ୍‌ ୭ରୁ ୧୨ ବର୍ଷରୁ ଅଧିକ ପିଲାଙ୍କୁ ଦିଆଯିବ ଟିକା

ବର୍ଲିନ୍‌,୨୮।୫: ଦେଶ ତଥା ବିଶ୍ୱରେ କରୋନା ମହାମାରୀକୁ ଦୂର କରିବା ପାଇଁ ଦ୍ରୁତ ଗତିରେ ଟିକାକରଣ ଅଭିଯାନ ଚାଲିଛି। ଅଦ୍ୟାବଧି ବୟସ୍କ ଲୋକଙ୍କୁ କରୋନା ଟିକା ଦିଆଯାଉଥିଲା, କିନ୍ତୁ ଏବେ ଆମେରିକା ସମେତ ବିଶ୍ୱର ଅନ୍ୟାନ୍ୟ ଦେଶର ପିଲାମାନଙ୍କୁ ଫାଇଜର ଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?