ସାଗରଙ୍କ ଲେଖନୀ ଦେଉଛି ବୃକ୍ଷକୁ ସୁରକ୍ଷା
କେନ୍ଦ୍ରାପଡ଼ା ଅଫିସ, ୩ା୩: ବହି ଛପା ହେବା ପାଇଁ କାଗଜ ଆବଶ୍ୟକ। କାଗଜ ପାଇଁ ଗଛ ବଳି ପଡୁଛି। ଗଛ ନଷ୍ଟ ଅର୍ଥ ପ୍ରାକୃତିକ ବିପର୍ଯ୍ୟୟକୁ ନିମନ୍ତ୍ରଣ। ପ୍ରାକୃତିକ ବିପର୍ଯ୍ୟୟର ନିୟନ୍ତ୍ରଣ ପାଇଁ ଗଛ ଲଗାଇବା ଜରୁରୀ। ପୁସ୍ତକ ବିକ୍ରିଲବ୍ଧ ରୟାଲିଟିକୁ…
କୋଭିଡ୍ରୁ ସୁସ୍ଥ ହେବା ପରେ କମୁଛି ଶ୍ରବଣ ଶକ୍ତି
ଭୁବନେଶ୍ୱର,୩।୩(ବ୍ୟୁରୋ): କୋଭିଡ୍ରୁ ସୁସ୍ଥ ହେଉଥିବା ବ୍ୟକ୍ତି ଏକାଧିକ ସ୍ବାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କଠାରେ ଭିନ୍ନ ଭିନ୍ନ ରୋଗର ଲକ୍ଷଣ ଦେଖାଯାଉଛି। ଅଧିକାଂଶ ଲୋକଙ୍କ ଶ୍ରବଣ ଶକ୍ତି ହ୍ରାସ ପାଇବା ଭଳି ଲକ୍ଷଣ ଦେଖାଯାଉଛି। ଏହାର ପ୍ରଭାବ ସେପରି ମାରାତ୍ମକ ଲାଗୁ…
ଅତିଥିଙ୍କୁ ୨ଘଣ୍ଟା ଅଟକ ରଖିଲା ସ୍କୁଲ କମିଟି
ପୁରୀ ଅଫିସ,୩।୩: ପୁରୀ ଜିଲାରେ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ୫ଟି ଛାତ୍ରୀନିବାସ ମଙ୍ଗଳବାର ଉଦ୍ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଗୁଡ଼ିକୁ ଭିଡିଓ କନଫରେନ୍ସ କୃଷ୍ଣପ୍ରସାଦ ବ୍ଲକ୍ର ବାସୁଦେବ ନୋଡାଲ ହାଇସ୍କୁଲ, ପୁରୀ ସହର ଭୋଳାନାଥ…
ଯାତ୍ରୀଙ୍କ କାମରେ ଲାଗୁନି ନୂତନ ବସ୍ଷ୍ଟାଣ୍ଡ
ନିମାପଡ଼ା,୩ା୩ (ଡି.ଏନ୍.ଏ.): ପୁରୀ ଜିଲା ନିମାପଡ଼ା ଏନ୍ଏସି ପକ୍ଷରୁ ୨କୋଟି ୫୦ଲକ୍ଷ ୩୨ହଜାର ଟଙ୍କା ବ୍ୟୟରେ ନିମାପଡ଼ାରେ ଅତ୍ୟାଧୁନିକ ବସ୍ଷ୍ଟାଣ୍ଡ ନିର୍ମିତ ହୋଇଛି। ୨୮ସେପ୍ଟେମ୍ବର ୨୦୧୮ରେ ଉଦ୍ଘାଟନ ହୋଇ ଲୋକାର୍ପିତ ହୋଇଥିଲା। ଉଦ୍ଘାଟନର ଅଢ଼େଇ ବର୍ଷ ପରେ ବି ବସ୍ଷ୍ଟାଣ୍ଡ ଯାତ୍ରୀଙ୍କ…
ଖୋର୍ଦ୍ଧାରେ ବଢୁଛି ଚୋରା ବନ୍ଧୁକ କାରବାର
ଖୋର୍ଦ୍ଧା ଅଫିସ, ୩ା୩: ଖୋର୍ଦ୍ଧା ସହରରେ ବଢ଼ିଚାଲିଛି ଅପରାଧ। ଗତ ଦୁଇ ସପ୍ତାହ ମଧ୍ୟରେ ପୋଲିିସ ବିଭିନ୍ନ ମାମଲାରେ ୧୨ଜଣଙ୍କୁ ଗିରଫ କରିଥିବାବେଳେ ସେମାନଙ୍କଠାରୁ ୬ଟି ବନ୍ଧୁକ, ୮ଗୁଳି, ମାରଣାସ୍ତ୍ର, ଖଣ୍ଡାକାତି, ବୋମା, ବାଇକ, କାର୍ ଜବତ କରିଛି। ଅପରାଧୀମାନେ ଏବେ…
ଜିଲାପାଳଙ୍କ ଅଫିସ୍ ଆଗରେ ଧାନବସ୍ତା ରଖି ଧାରଣା
ଖୋର୍ଦ୍ଧା ଅଫିସ,୩ା୩: ଖୋର୍ଦ୍ଧା ଜିଲାରେ ଚଳିତ ବର୍ଷ ଖରିଫ ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ଟୋକନ ପାଇ ସୁଦ୍ଧା ପଞ୍ଜୀକୃତ ଚାଷୀଙ୍କ ଧାନ ମଣ୍ଡିରେ ଉଠୁନି। ଚଳିତ ବର୍ଷ ଲକ୍ଷ୍ୟଧାର୍ଯ୍ୟ ଠାରୁ ଅଧିକ ଧାନ କିଣାଯାଇଥିବା ସରକାର ଡିଣ୍ଡିମ ପିଟୁଥିବା…
ପାର୍ଥୋ ଦାସଗୁପ୍ତାଙ୍କୁ ଜାମିନ
ମୁମ୍ବାଇ, ୩ା୩: ଟେଲିଭିଜନ ରେଟିଂ ପଏଣ୍ଟ (ଟିଆର୍ପି) ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ବ୍ରଡ୍କାଷ୍ଟ ଅଡିଏନ୍ସ ରିସର୍ଚ୍ଚ କାଉନସିଲ(ବିଏଆର୍ସି)ର ପୂର୍ବତନ ସିଇଓ ପାର୍ଥୋ ଦାସଗୁପ୍ତାଙ୍କୁ ମଙ୍ଗଳବାର ଜାମିନ ମିଳିଛି। ବମ୍ବେ ହାଇକୋର୍ଟ ଆବେଦନର ଶୁଣାଣି କରି ୨ ଲକ୍ଷ ଟଙ୍କା ବଣ୍ଡ୍…
ଓଡ଼ିଶାରେ ବନ୍ଦର କରିବ ବିହାର
ଭୁବନେଶ୍ୱର,୩ା୩(ବ୍ୟୁରୋ): ଓଡ଼ିଶା ଉପକୂଳରେ ବିହାର ସରକାର ଏକ ବନ୍ଦର ନିର୍ମାଣ କରିବାକୁ ଚାହୁଁଛନ୍ତି। ଏ ସମ୍ପର୍କିତ ଏକ ପ୍ରାଥମିକ ପର୍ଯ୍ୟାୟ ଆଲୋଚନା କରିବାକୁ ବିହାର ସରକାରଙ୍କ ଏକ ପ୍ରତିନିଧି ଦଳ ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ବିହାର ସରକାରଙ୍କ ଅତିରିକ୍ତ ମୁଖ୍ୟ…
ଗୁଜରାଟରେ ଭାଜପାକୁ ସଫଳତା
ନୂଆଦିଲ୍ଲୀ, ୩ ।୩: ଗୁଜରାଟର ୮୧ ମ୍ୟୁନିସିପାଲିଟି, ୩୧ ଜିଲା ପଞ୍ଚାୟତ ଏବଂ ୨୩୧ ତାଲୁକ ପଞ୍ଚାୟତରେ ହୋଇଥିବା ନିର୍ବାଚନର ମଙ୍ଗଳବାର ଭୋଟଗଣନା କରାଯାଇଛି। ସମସ୍ତ ନିର୍ବାଚନରେ ଭାଜପାକୁ ବିପୁଳ ବିଜୟ ମିଳିଛି। ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ଖରାପ ପ୍ରଦର୍ଶନ କରିଥିବାବେଳେ…
ମୁକୁଳିଲେ ୨୭୯ ଅପହୃତା ଛାତ୍ରୀ
ଆବୁଜା, ୩ା୩: ନାଇଜେରିଆର ଉତ୍ତରପଶ୍ଚିମ ରାଜ୍ୟ ଜାମ୍ଫ୍ରାର ଏକ ବୋର୍ଡିଂ ସ୍କୁଲରୁ ଅପହରଣ ହୋଇଥିବା ୨୭୯ ଛାତ୍ରୀ ବନ୍ଧୁକଧାରୀଙ୍କ କବଳରୁ ମୁକୁଳିଛନ୍ତି। ଏ ନେଇ ଜାମ୍ଫ୍ରା ଗଭର୍ନର ବେଲ୍ଲୋ ମାଟଓ୍ବୋଲେ ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ଗତ ଶୁକ୍ରବାର କେତେଜଣ ବନ୍ଧୁକଧାରୀ…
ଅଭିଯୁକ୍ତଙ୍କୁ ଆଜୀବନ ଜେଲ
ସମ୍ବଲପୁର,୩ା୩(ବ୍ୟୁରୋ): ସମ୍ବଲପୁର ଜିଲା ଫ୍ୟାମିଲି କୋର୍ଟରେ ଦୁଇବର୍ଷ ପୂର୍ବରୁ ଘଟିଥିବା ବହୁଚର୍ଚ୍ଚିତ ସଙ୍ଗୀତା ଚୌଧୁରୀ ହତ୍ୟାକାଣ୍ଡର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଜିଲା ଦୌରାଜଜ୍ ବିଭୂତି ନାରାୟଣ ମହାନ୍ତି ଏହି ରାୟ ଶୁଣାଇଛନ୍ତି। କୋର୍ଟ ପରିସରରେ ଅଭିଯୁକ୍ତ ଓ ଅପରପକ୍ଷ ଓକିଲ ଉପସ୍ଥିତ…
ନିର୍ବାଚନୀ ରାଜ୍ୟକୁ ଯିବେ କୃଷକ ନେତା
ନୂଆଦିଲ୍ଲୀ, ୩ା୩: ଆଉ କିଛି ଦିନ ପରେ ବିଧାନସଭା ନିର୍ବାଚନ ହେବାକୁ ୫ ରାଜ୍ୟରେ ଭାଜପାକୁ ଲୋକେ ଭୋଟ ନ ଦେବାକୁ କୃଷକ ସଙ୍ଗଠନ ଭାରତୀୟ କିଷାନ ୟୁନିଅନ(ବିକେୟୁ) ପକ୍ଷରୁ ଅନୁରୋଧ କରାଯିବ। ଏଥିପାଇଁ ସମ୍ପୃକ୍ତ ରାଜ୍ୟଗୁଡ଼ିକୁ ଚାଷୀ ନେତା ଯାଇ…
Archives


