ନାରାୟଣନଙ୍କୁ ଫସାଇବା ପାଇଁ ଚାପ ପକାଯାଇଥିଲା
ଥିରୁଭାନନ୍ତପୁରମ୍, ୧୮।୪: ଇସ୍ରୋର ୨୭ ବର୍ଷର ପୁରୁଣା ଗୁପ୍ତଚର ବୃତ୍ତି ମାମଲାରେ ଷଡ଼ଯନ୍ତ୍ର ହୋଇଥିଲା କି ନାହିଁ ତାହାର ସାନି ତଦନ୍ତ ପାଇଁ ସୁପ୍ରିମକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଥିଲେ। ଏହାର ଦୁଇ ଦିନ ପରେ ମାଳଦ୍ୱୀପର ଜଣେ ମହିଳା ଗୁରୁତ୍ୱପୂର୍ଣ୍ଣ ସୂଚନା…
ଓଡ଼ିଶାକୁ ଜଳବାୟୁ ପରିବର୍ତ୍ତନ ବିପଦ
ନୂଆଦିଲ୍ଲୀ, ୧୮।୪: ଓଡ଼ିଶା ସମେତ ଦେଶର ୮ ରାଜ୍ୟ ପ୍ରତି ଜଳବାୟୁ ପରିବର୍ତ୍ତନ ଜନିତ ବିପଦ ସର୍ବାଧିକ ବୋଲି ଏକ ରିପୋର୍ଟରେ କୁହାଯାଇଛି। ଅନ୍ୟ ରାଜ୍ୟଗୁଡ଼ିକ ହେଲା ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ମିଜୋରାମ, ଛତିଶଗଡ଼, ଆସାମ, ବିହାର ଏବଂ ଅରୁଣାଚଳପ୍ରଦେଶ। ପୂର୍ବ ହିମାଳୟ…
ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୧ ହଜାର ଟପିଲା…
ନୂଆଦିଲ୍ଲୀ,୧୮।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ…
ଜାମିନ ପରେ ଦୀପ ସିଦ୍ଧୁ ଗିରଫ
ନୂଆଦିଲ୍ଲୀ, ୧୮ା୪: ଜାନୁୟାରୀ ୨୬ ଲାଲକିଲ୍ଲା ହିଂସା ମାମଲାରେ ଗିରଫ ପଞ୍ଜାବ ଅଭିନେତା ଦୀପ ସିଦ୍ଧୁଙ୍କୁ ଶନିବାର ଦିଲ୍ଲୀର ଏକ କୋର୍ଟ ଜାମିନ୍ ପ୍ରଦାନ କରିବାର କିଛି ଘଣ୍ଟା ପରେ ଦିଲ୍ଲୀ କ୍ରାଇମବ୍ରାଞ୍ଚ ପୋଲିସ ତାଙ୍କୁ ପୁଣି ଗିରଫ କରିଛି। ଦୀପ…
ରେମ୍ଡେସିଭିର୍ ଦାମ୍ କମିଲା
ମୁମ୍ବାଇ, ୧୮।୪(ଆଇଏଏନ୍ଏସ୍): କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଜୀବନ ରକ୍ଷାକାରୀ ଔଷଧ ଭାବେ ବ୍ୟବହୃତ ହେଉଥିବା ରେମ୍ଡେସିଭିର୍ ଇଞ୍ଜେକ୍ଶନ ଦାମ୍ ସରକାର ପାଖାପାଖି ୫୦ ପ୍ରତିଶତ ହ୍ରାସ କରିଛନ୍ତି। ଏବେ ଏହି ଇଞ୍ଜେକ୍ଶନ ୨,୪୫୦ ଟଙ୍କାରେ ଉପଲବ୍ଧ ହେବ। ଫଳରେ ବହୁସଂଖ୍ୟାରେ…
ମମତାଙ୍କ ଅଡିଓ କ୍ଲିପ୍କୁ ନେଇ ବିବାଦ
କୋଲକାତା, ୧୮।୪: ପଶ୍ଚିମବଙ୍ଗ ବିଧାନସଭା ଲାଗି ଶନିବାର ପଞ୍ଚମ ପର୍ଯ୍ୟାୟ ମତଦାନ ଚାଲିଥିବାବେଳେ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍ସି) ଅଧ୍ୟକ୍ଷା ମମତା ବାନାର୍ଜୀଙ୍କ ଏକ ଅଡିଓ କ୍ଲିପ୍କୁ ଭାଜପାର ଆଇଟି ସେଲ୍ ଲିକ୍ କରିଦେଇଛି। ଏହାକୁ ନେଇ ଦୁଇ ଦଳ…
ଭାକ୍ସିନ ବନାମ ଭାଇରସ୍
ନୂଆଦିଲ୍ଲୀ,୧୮ା୪: କୋଭିଡ୍କୁ ବାଡ଼ ଦେବାକୁ ଟିକାକରଣ ଛଡ଼ା ଅନ୍ୟ ବିକଳ୍ପ ଥିବା ପରି ମନେହେଉନି। ଲୋକଙ୍କୁ ଯେତେଶୀଘ୍ର ଭାକ୍ସିନ ଦେବା ଦୌଡ଼ରେ ସାମିଲ ହୋଇଛନ୍ତି ପ୍ରାୟ ସବୁଦେଶ। ଛୋଟ ତଥା ଗରିବ ଦେଶ ବି ଯେପରି ଭାକ୍ସିନେଶନରୁ ବାଦ୍ ନ ପଡ଼େ…
କାଷ୍ଟ୍ରୋ ଯୁଗର ଅବସାନ
ହାଭାନା, ୧୮।୪ : କ୍ୟୁବା କମ୍ୟୁନିଷ୍ଟ ପାର୍ଟି (ପିସିସି)ର ନେତା ପଦରୁ ଅବସର ଘୋଷଣା କରିଛନ୍ତି ରାଉଲ କାଷ୍ଟ୍ରୋ। ଏଥିସହିତ କ୍ୟୁବାରେ କାଷ୍ଟ୍ରୋ ଯୁଗର ଅବସାନ ଘଟିଛି। ଦୀର୍ଘ ୬୨ ବର୍ଷ ଧରି କାଷ୍ଟ୍ରୋ ଭ୍ରାତା କ୍ୟୁବାକୁ ଶାସନ କରିଆସୁଥିଲେ। କ୍ୟୁବା…
ଆଲିଆଙ୍କ ସହ ଫିଲ୍ମରେ ଡେବ୍ୟୁ କରିବେ ଛୋଟପରଦାର ଏହି ଅଭିନେତା
ମୁମ୍ବାଇ: ଛୋଟ ପରଦା ତଥା ‘କସୌଟୀ ଜିନ୍ଦେଗୀ’ର ଅଭିନେତା ପାର୍ଥ ସମଥାନ ଖୁବ୍ଶୀଘ୍ର ଡିଜିଟାଲ ଡେବ୍ୟୁ କରିବାକୁ ଯାଉଛନ୍ତି। ଏଥିସହିତ ପାର୍ଥ ବଡ଼ପରଦାରେ ବି ନଜର ଆସିବେ। ତେଣୁ ତାଙ୍କ ପ୍ରଶଂସକମାନଙ୍କ ପାଇଁ ଦୁଇ ଦୁଇଟି ଖୁସି ଖବର। ଅଭିନେତ୍ରୀ ଆଲିଆ…
ଆଜି ରାଜଧାନୀରୁ ୪୫୧ ପଜିଟିଭ୍ ଚିହ୍ନଟ, ବଢ଼ି ଚାଲିଛି ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୭।୪(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୪୫୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍ସି ଟୁଇଟ୍ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୧୧୭ ଜଣ…
ଖୋଲା ବଜାରରେ କରୋନା ଟିକା ମିଳୁ: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୪(ବ୍ୟୁରୋ): ଖୋଲା ବଜାରରେ କରୋନା ଟିକା ମିଳୁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖୋଲା ବଜାରରେ ଟିକା ମିଳିଲେ ସାଧାରଣ ବର୍ଗର ଲୋକେ ଏହାକୁ କିଣିବା ପାଇଁ ସମର୍ଥ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।…
କରୋନା ମୁକାବିଲା କରିବାକୁ ଏହି ଜିନ୍ ଚିହ୍ନଟ, ଜାଣନ୍ତୁ ଗବେଷଣାରୁ ଜଣାପଡ଼ିଲା ଏପରି ତଥ୍ୟ
ଓ୍ବାଶିଂଟନ,୧୭।୪: ଭାରତୀୟ ମୂଳ ବୈଜ୍ଞାନିକଙ୍କ ନେତୃତ୍ୱରେ ଆମେରିକୀୟ ଅନୁସନ୍ଧାନକାରୀଙ୍କ ଏକ ଦଳ କରୋନା ଭୂତାଣୁର ମୁକାବିଲା କରିବାରେ ଏକ ସଫଳତା ହାସଲ କରିଛନ୍ତି। ସେମାନେ ମାନବ ଜିନ୍ର ଏକ ଗୋଷ୍ଠୀ ଚିହ୍ନଟ କରିଛନ୍ତି। ଯାହା କରୋନା ସୃଷ୍ଟି କରୁଥିବା SARS-Cove-2 ଭୂତାଣୁ…
Archives


