ବଦଳିଲା ସ୍କୁଲ ଖୋଲିବା ସମୟ
ଭୁବନେଶ୍ୱର,୩ା୩(ବ୍ୟୁରୋ): ସକାଳୁଆ ସ୍କୁଲ ପାଇଁ ସରକାରଙ୍କ ତରଫରୁ ଗତ ଶୁକ୍ରବାର ଦିଆଯାଇଥିବା ସମୟକୁ ମଙ୍ଗଳବାର ପରିବର୍ତ୍ତନ କରିଦିଆଯାଇଛି। ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ରୁ ୯ଟା ପର୍ଯ୍ୟନ୍ତ ପାଠପଢ଼ା ହେବ। ସେହିପରି ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ…
ଏମ୍ପିଙ୍କ ପୁଅଙ୍କୁ ଗୁଳିମାଡ
ଲକ୍ଷ୍ନୌ,୩।୩: ଉତ୍ତର ପ୍ରଦେଶରେ ପୁଣି ଗୁଳିକାଣ୍ଡ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଲକ୍ଷ୍ନୌର ଷଷ୍ଠ ମିଲ ନିକଟରେ ଭାଜପା ଏମ୍ପି କୌଣସି କିଶୋରଙ୍କ ପୁଅ ଆୟୁଷ କିଶୋରଙ୍କୁ କିଛି ଦୁର୍ବୃତ୍ତ ଗୁଳି ମାଡ କରିଛନ୍ତି। ଏଥିରେ ସେ ଆହତ ହୋଇଛନ୍ତି। ରାତି…
ମଦ ଦୋକାନ ପାଇଁ ଲଟେରି
ଭୁବନେଶ୍ୱର,୩ା୩(ବ୍ୟୁରୋ)- ୨୦୨୧-୨୨ ଆର୍ଥିକ ବର୍ଷରେ ମଦ ଦୋକାନ କରିବା ପାଇଁ ଲଟେରି ବ୍ୟବସ୍ଥା କରାଯିବ। କେଉଁ ତାରିଖରେ ଲଟେରି ହେବ ତାହା ଜିଲାପାଳ ନିଷ୍ପତ୍ତି ନେବେ। ଏ ନେଇ ମଙ୍ଗଳବାର ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିପାଇଁ ପ୍ରତ୍ୟେକ…
ଶୁଟିଂ ସମୟରେ ସାନିଟାଇଜର ସିଞ୍ଚନ କଲେ ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ରବୀନା ଟଣ୍ଡନ ନିଜର ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ତାଙ୍କୁ ଏକ ଭିନ୍ନ ଶେଳୀରେ ଦେଖିବାକୁ ମିଳୁଛି। ଏହି ଭିଡିଓର ବିଶେଷତ୍ୱ ହେଉଛି, କରୋନା ଠାରୁ ରକ୍ଷା ପାଇବାର ମାଧ୍ୟମ ଏଥିରେ ସ୍ପଷ୍ଟ ଦେଖିବାକୁ…
ଏହି ଜୁସ୍ରେ ଭରି ରହିଛି ରୋଗ ପ୍ରତିରୋଧକ ଶକ୍ତି
ସପୁରି ଜୁସ୍ ନିଶ୍ଚିତ ପିଇଥିବେ ମାତ୍ର ଏଥିରେ ଅଦା ମିଶାଇ ପିଇଲେ ବହୁତ ଲାଭଦାୟକ ହୋଇଥାଏ। ଏହି ଜୁସ୍ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରପୂର ମାତ୍ରାରେ ରହିଛି। ଯାହା ହଜମ ପ୍ରକ୍ରିୟାକୁ ଠିକ୍ ରଖିବା ସହିତ…
ମାମୁ ଝିଅ ଭଉଣୀଙ୍କୁ ବିବାହ କରି ବିବାଦକୁ ଆସିଥିଲେ ଏହି କ୍ରିକେଟର, ବାପା ହେବା ପରେ…
ମାର୍ଚ୍ଚ ୧ରେ ନିଜର ଜନ୍ମଦିନ ପାଳନ କରିଥିବା ପାକିସ୍ତାନୀ କ୍ରିକେଟର ଶାହିଦ ଆଫ୍ରିଦୀ ଚଳିତ ବର୍ଷ ଜନ୍ମଦିନର ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇ ବିବାଦକୁ ଆସିଛନ୍ତି। ଆଫ୍ରିଦୀ ନିଜ ଜନ୍ମଦିନରେ ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇବା ପାଇଁ ଏକ ଟୁଇଟ୍ କରିଥିଲେ। ଏଥିରେ…
ତକିଆ ଧରି ବୋଲ୍ଡ ହେଲେ ଜନ୍
ବଲିଉଡ୍ର ଆକ୍ସନ ହିରୋ ଜନ୍ ଆବ୍ରାହମ୍ ନିଜର ଫିଟ୍ ବଡ଼ିକୁ ଫିଲ୍ମ ହେଉ ଅବା ଫଟୋ ମାଧ୍ୟମରେ ପ୍ରଶଂସକଙ୍କ ସହ ଅଧିକାଂସ ସମୟରେ ଶେୟାର କରିଥାନ୍ତି। ଅନେକ ଫିଲ୍ମରେ ତାଙ୍କର ବୋଲ୍ଡ ରୂପ ଦେଖିବାକୁ ମିଳିଛି। ପ୍ରଶଂସକମାନେ ତାଙ୍କର ଶୈଳୀକୁ ବହୁତ…
ପ୍ରେମ ଏବେ, ନା ବାବା ନା…
ମୁମ୍ବାଇ : ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କୁ ବୁଧବାର ୩୪ ବର୍ଷ ପୂରଣ ହୋଇଛି। ସେ ୧୯୮୭ ମାର୍ଚ୍ଚ ୩ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପିତା ଶକ୍ତି କପୁର ଏବଂ ମାଉସୀ ପଦ୍ମିନୀ କୋହ୍ଳାପୁରୀ ଫିଲ୍ମ ଇଣ୍ଡଷ୍ଟ୍ରିରେ ଥିବାରୁ ବଲିଉଡ୍ରେ ଅଭିନୟ…
ଜଙ୍ଗଲରେ ସାଇକେଲ ଚଲାଇଲେ ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ବିପାଶା ବସୁ ଏବେ ମାଲଦ୍ୱୀପରେ ସ୍ବାମୀଙ୍କ ସହ ସମୟ ବିତାଉଛନ୍ତି। ଏହି ସମୟର ଫଟୋ ଏବଂ ଭିଡିଓ ଅଭିନେତ୍ରୀ ପ୍ରଶଂସକଙ୍କ ସହ ଶେୟାର କରୁଛନ୍ତି। ଏବେ ବିପାଶ ଏକ ଭିଡିଓ ଶେୟାର କରିଛନ୍ତି, ଯେଉଁଥିରେ ସେ ମାଲଦ୍ୱୀପ ଜଙ୍ଗଲରେ…
ଶିବ ମନ୍ଦିର ବଟ ବୃକ୍ଷରେ ଲାଗିଲା ନିଆଁ
ମାଲକାନଗିରି, ୨।୩(ଡି.ଏନ୍.ଏ.): ମାଲକାନଗିରି ଜିଲା ସଦର ମହକୁମା ପୁରୁଣା ମେଡିକାଲ ନିକଟରେ ଏକ ପୂରାତନ ଶିବ ମନ୍ଦିରକୁ ଲାଗିଥିବା ବଟ ଗଛରେ ନିଆଁ ଲାଗି ମନ୍ଦିରର କିଛି ଅଂଶ କ୍ଷତି ହୋଇଛି। ଏହି ମନ୍ଦିର ସର୍ବ ପୂରାତନ ଏବଂ ବଟ ବୃକ୍ଷଟି…
ଚାକିରି ହୋଇଛି କହି ମିଠାରେ ନିଶା ଔଷଧ ଦେଲେ ଭଡ଼ାଟିଆ: ମାଲିକଙ୍କ ଘରୁ ଲୁଟିନେଲେ ୩୫ ଲକ୍ଷର ସୁନାଗହଣା
ମାଲକାନଗିରି,୨।୩(ଡି.ଏନ୍.ଏ.): ମାଲକାନଗିରି ସଦର ମହକୁମା ବିବିଗୁଡା କଲୋନୀରେ ମିଠାରେ ନିଶା ମିଶାଇ ଖାଇବାକୁ ଦେଇ ଅତି ସହଜରେ ସୁନାରୀଙ୍କ ଘରୁ କଳାକନା ବୁଲାଇଲେ ଭଡାରେ ରହୁଥିବା ଲୁଟେରା। ୩୫ ଲକ୍ଷ ଟଙ୍କାର ସୁନା ଗହଣା ସହ ଦୁଇ ଲକ୍ଷ ଟଙ୍କା ଧରି…
ମ୍ୟାନ୍ ଅଫ୍ ଦ ମ୍ୟାଚ୍ଙ୍କୁ ପୁରସ୍କାରରେ ମିଳିଲା ‘୫ ଲିଟର ପେଟ୍ରୋଲ’, ଫଟୋ ଭାଇରାଲ ପରେ ଲୋକେ କହିଲେ…
ନୂଆଦିଲ୍ଲୀ,୨।୩: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। କିଛି ରାଜ୍ୟରେ ପେଟ୍ରୋଲ ଦାମ ଲିଟର ପ୍ରତି ୧୦୦ ଟଙ୍କା ହୋଇସାରିଛି। ଏହା ସାଧାରଣଜନତା ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଦରବୃଦ୍ଧିକୁ ନେଇ କେନ୍ଦ୍ର…
Archives


