Home

ଆଇପିଏଲ୍‌- ୧୪: ପ୍ରଥମ ବିଜୟ ଲକ୍ଷ୍ୟରେ ହାଇଦ୍ରାବାଦ

ଚେନ୍ନାଇ,୧୭।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ନବମ ମ୍ୟାଚ୍‌ରେ ଡେଭିଡ୍‌ ଓ୍ବାର୍ନରଙ୍କ ସନରାଇଜର୍ସ ହାଇଦ୍ରାବାଦ ଓ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପରସ୍ପରକୁ ଭେଟିବେ। ସ୍ଥାନୀୟ ଏମ୍‌.ଏ. ଚିଦାମ୍ବରମ୍‌ ଷ୍ଟାଡିୟମରେ ଶନିବାର ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ହାଇଦ୍ରାବାଦ ଦଳରେ…

ମେଶିନରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ: ତଦନ୍ତ ଆରମ୍ଭ କଲେ ଅଧିକାରୀ

ଭଦ୍ରକ ଅଫିସ,୧୭।୪-ଭଦ୍ରକ ଜିଲାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଜେସିବି ଦ୍ୱାରା କାମ କରାଯାଉଥିବା ଅଭିଯୋଗ ହୋଇଥିଲା। ଏ ସମ୍ପର୍କରେ ଟୁଇଟର ମାଧ୍ୟମରେ ଅଭିଯୋଗ ପରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ୱେବସାଇଟ୍‌ରୁ ଉକ୍ତ କାର୍ଯ୍ୟ ସମ୍ପର୍କିତ ତଥ୍ୟ ଡିଲିଟ୍‌…

୫-ଟିରେ ଅନୁଗୋଳର ୫୦ ହାଇସ୍କୁଲ

ଅନୁଗୋଳ ଅଫିସ,୧୭ା୪ ଅନୁଗୋଳ ଜିଲାରେ ବଦଳିବ ହାଇସ୍କୁଲ ଶିକ୍ଷାର ଭିତ୍ତିଭୂମି। ଶୈକ୍ଷିକ ବ୍ୟବସ୍ଥାରେ କରାଯିବ ବଡ଼ ପରିବର୍ତ୍ତନ। ନୂଆ ରୂପରେଖ ସହ ଗୁଣାତ୍ମକ ଶିକ୍ଷା ପାଇଁ ସମସ୍ତ ବାତାବରଣ ଏଠାରେ ପ୍ରସ୍ତୁତ ହେବ। ରାଜ୍ୟ ସରକାରଙ୍କ ୫-ଟି ବିଭାଗ ଅଧୀନରେ ଆରମ୍ଭ…

ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ କରୋନା: ରିମାଣ୍ଡ ସ୍ଥଗିତ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ୧୨୦ ଘଣ୍ଟା ଘରେ ତେଲେଙ୍ଗାନାରୁ ଗିରଫ ହୋଇଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ସେଖ ହାଇଦରଙ୍କୁ କରୋନା। ଆରଟି-ପିସିଆର ଟେଷ୍ଟ ପରେ ଶନିବାର ତାଙ୍କର ରିପୋର୍ଟ ପଜିଟିଭ ଆସିଛିି। ଏହାପରେ ହାଇଦରଙ୍କୁୁ ଚୌଦ୍ୱାର ଜେଲ୍‌ରେ ଆଇସୋଲେଶନ ୱାର୍ଡରେ ରଖାଯାଇଛି ବୋଲି କଟକ ଡିସିପି…

ଫ୍ଲଟିଂ କରିବାରେ ଓସ୍ତାଦ ଏହି ନାମଧାରୀ ମହିଳା

ଜ୍ୟୋତିଶ ଶାସ୍ତ୍ର ଅନୁସାରେ ନାମ ଯେପରି ଗୁରୁତ୍ୱପୂର୍ଣ୍ଣ ନାମର ପ୍ରଥମ ଅକ୍ଷର ମଧ୍ୟ ଠିକ୍‌ ସେହିପରି। ନାମର ପ୍ରଥମ ଅକ୍ଷର ଆମ ଜୀବନର ଅନେକ ରହସ୍ୟ ଖୋଲିଥାଏ। ଜାଣିବା ‘ପି’ ଅକ୍ଷରରୁ ଆରମ୍ଭ ନାମଧାରୀ ମହିଳାଙ୍କ ବିଷୟରେ। ସମସ୍ତ ସମ୍ପର୍କ ଭଲଭାବେ…

ପ୍ରେମିକଙ୍କୁ ଏହି ୪ ମିଛ କଥା କହିଥାନ୍ତି ପ୍ରେମିକା

ପ୍ରେକିକା ସବୁବେଳେ ନିଜ ପ୍ରେମିକଙ୍କୁ ୪ଟି ମିଛ କହିଛନ୍ତି। ଆମେ କହୁନାହୁଁ, ବରଂ ଏକ ଅନୁସନ୍ଧାନରୁ ଏହା ଜଣାପଡ଼ିଛି। ଜାଣିବା ସେହି ୪ ମିଛ ବିଷୟରେ… ପ୍ରଥମ ପ୍ରେମ: ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ଅଧିକାଂଶ ଝିଅ ସେମାନଙ୍କର ବର୍ତ୍ତମାନ ପ୍ରେମିକଙ୍କୁ ନିଜର…

କରୋନା ମଧ୍ୟରେ ହଜ୍‌ ଯାତ୍ରାକୁ ନେଇ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୬।୪: ଦେଶରେ କରୋନା ସ୍ଥିତି ଧିରେ ଧିରେ ବିଗିଡ଼ିବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଏବେ ଭୟାନକ ରୂପ ଧାରଣ କରୁଛି। ପ୍ରତିଦିନ କରୋନା ସଂକ୍ରମଣ ନୂଆ ନୂଆ ରେକର୍ଡ ଭାଙ୍ଗୁଛି। ଏଭଳି ସ୍ଥିତିରେ ଦେଶରେ ସମସ୍ତ ଧାର୍ମିକ କାର୍ଯ୍ୟ ଉପରେ…

ରାଜଧାନୀରେ ଲୋକାଲ ସଂକ୍ରମଣ ବଢ଼ୁଛି: ଆଜି ଚିହ୍ନଟ ହେଲେ ୩୧୧ ପଜିଟିଭ୍‌

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଡରାଇଲାଣି କରୋନାର ଦ୍ୱିତୀୟ ଲହର। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ୩୧୧ ନୂଆ କୋଭିଡ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିଭଳି ୧୨୪ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ…

ନିରଞ୍ଜନୀ ଆଖଡାର ସଚିବ ରବିନ୍ଦ୍ର ପୁରୀ କରୋନା ପଜିଟିଭ୍‌: ୧୭ରେ ଶେଷ ହେବ କୁମ୍ଭମେଳା

ହରିଦ୍ୱାର,୧୬।୪: କରୋନା ପ୍ରକୋପ ମଧ୍ୟରେ ଉତ୍ତରାଖଣ୍ଡ ହରିଦ୍ୱାରରେ ମହାକୁମ୍ଭ ମେଳା ଆୟୋଜିତ ହୋଇଛି। ସାହି ସ୍ନାନ ସମୟରେ ଲକ୍ଷାଧିକ ସାଧୁ ସନ୍ଥ ଏକାଠି ହୋଇଥିବା ବେଳେ କେତେଜଣ କରୋନାରେ ଆକ୍ରାନ୍ତ ମଧ୍ୟ ହୋଇସାରିଛନ୍ତି। ଏହିକ୍ରମରେ କୁମ୍ଭମେଳାରେ ସାମିଲ ହୋଇଥିବା ନିରଞ୍ଜନୀ ଆଖଡାର…

ସ୍ମିଥଙ୍କୁ ନ ଖେଳାଇବାକୁ ନେଇ ପନ୍ତଙ୍କ ଉପରେ ରାଗିଲେ ପ୍ରଶଂସକ: କହିଲେ…

ନୂଆଦିଲ୍ଲୀ,୧୬।୪: ଆଇପିଏଲ୍‌-୨୦୨୧ର ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟିମ୍‌ ଦିଲ୍ଲୀ କ୍ୟାପିଟାଲ୍ସକୁ ୩ ଉଇକେଟରେ ପରାସ୍ତ କରିଥିଲା। ଚଳିତ ଟୁର୍ନାମେଣ୍ଟରେ ଏହା ରାଜସ୍ଥାନର ପ୍ରଥମ ବିଜୟ ହୋଇଥିବା ବେଳେ ଦିଲ୍ଲୀର ପ୍ରଥମ ପରାଜୟ। ଏହାକୁ ନେଇ ଦିଲ୍ଲୀର ପ୍ରଶଂସକମାନେ ଅଧିନାୟକ…

ସପ୍ତାହରେ ଦୁଇଦିନ ଟିକାକରଣ ବନ୍ଦ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଏଣିକି ସପ୍ତାହାନ୍ତ ସଟ୍‌ଡାଉନ୍‌ରେ ଟିକାକରଣ ବନ୍ଦ ରହିବ। ୧୦ ଜିଲାର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ଦୁଇଦିନ ଲାଗି ଟିକାକରଣ ବନ୍ଦ ରହିବ। ଜିଲାର ଅନ୍ୟ ସମସ୍ତ ଅଞ୍ଚଳରେ ନିରବଚ୍ଛିନ୍ନ ଭାବେ ଟିକାକରଣ ପ୍ରକ୍ରିୟା ଚାଲୁ ରହିବ। ଏନେଇ…

କରୋନାକୁୁ ଜିତିବାକୁ ହେଲେ ଆମେରିକା ରାଷ୍ଟ୍ରପତିଙ୍କୁ କରିବାକୁ ପଡ଼ିବ ଏହି କାମ: ପୁନାଓ୍ବାଲା

ନୂଆଦିଲ୍ଲୀ,୧୬।୪: ଦେଶ ଓ ବିଶ୍ୱରେ ଦିନକୁ ଦିନ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ବିଶ୍ୱର ସର୍ବବୃହତ ଭାକ୍ସିନ ତିଆରି କରୁଥିବା କମ୍ପାନୀ ସିରମ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ(ଏସ୍‌ଆଇଆଇ)ର ସିଇଓ ଅଦାର ପୁନାଓ୍ବାଲା। ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri