Home

ଏମ୍‌ବିଏ ପରେ ବ୍ୟବସାୟ କରିବାକୁ ଚାହୁଁଥିଲେ, ହେଲେ କମେଡିଆନ୍‌; ଜାଣନ୍ତୁ କ’ଣ କରନ୍ତି ସେହି ‘ବଚ୍ଚା ଯାଦବ’ଙ୍କ ସ୍ତ୍ରୀ

ବମ୍ବେ: କିକୁ ଶାରଦା। କମେଡି ଦୁନିଆର ଜଣେ ପରିଚିତ ନାମ। ଗତ କିଛି ବର୍ଷ ଧରି ସେ ଦର୍ଶକଙ୍କୁ ହସାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। କମେଡି କିଙ୍ଗ କୁହାଯାଉଥିବା କପିଲ ଶର୍ମାଙ୍କ ଶୋ’ରେ ତାଙ୍କୁ ଭଳିକି ଭଳି ରୂପରେ ଦେଖିବାକୁ…

୧୯ରୁ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ; ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ଲହର। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରୋକିବା ନିମନ୍ତେ କଠୋର ପଦକ୍ଷେପର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଦଶମ ଦ୍ୱାଦଶ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା।…

କରୋନା ଟିକା ନେବାପରେ ହୃଦ୍‌ଘାତରେ ଆକ୍ରାନ୍ତ ହେଲେ ଏହି ପ୍ରସିଦ୍ଧ ଅଭିନେତା !

ତାମିଲର ଲୋକପ୍ରିୟ ଅଭିନେତା ବିବେକ ଦୃଦ୍‌ଘାତରେ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଭିନେତାଙ୍କ ମ୍ୟାନେଜର ନିଖିଲ ମୁରୁଗନ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ସେ ବର୍ତ୍ତମାନ ଆଇସିୟୁରେ ଅଛନ୍ତି। ତାଙ୍କ ଅବସ୍ଥା ଗୁରୁତର ଥିବା ମ୍ୟାନେଜର…

୧୨ ଦିନ ପାଣି ପିଇ କମାଇଲେ ଓଜନ, ଚର୍ଚ୍ଚାରେ ଏହି ମଡେଲ

କିଛି ବର୍ଷ ପୂର୍ବରୁ କରୀନା କପୁର ସାଇଜ ଜିରୋ କରି ଚର୍ଚ୍ଚାକୁ ଆସିଥିଲେ। ସେତେବେଳେ କରୀନା କହିଥିଲେ ଓଜନ କମାଇବାକୁ କୌଣସି ସ୍ବାସ୍ଥ୍ୟ ଟିପ୍ସ ଦରକାର ନାହିଁ। ଏବେ ଚାଇନାର ଜଣେ ମଡେଲ ତଥା ଅଭିନେତ୍ରୀ ବର୍ତ୍ତମାନ ଡାଏଟ୍‌ କରି ଚର୍ଚ୍ଚାକୁ…

୨୦୨୦ରେ ସ୍ବାମୀ କୋହଲିଙ୍କ ସହ ବିତାଇଥିବା ଏହି ବିଶେଷ ମୁହୂର୍ତ୍ତକୁ ମନେ ପକାଇଲେ ଅନୁଷ୍କା: ହେଲେ ଭାବପ୍ରବଣ

କରୋନା ଭାଇରସ ବୃଦ୍ଧି ଯୋଗୁ ମହାରାଷ୍ଟ୍ରରେ ୧୫ ଦିନ ଲକ୍‌ଡାଉନ୍‌ ଜାରି କରାଯାଇଛି। ତେଣୁ ଏବେ ସାଧାରଣ ଲୋକଙ୍କ ଠାରୁ କଳାକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଘରେ ସମୟ ବିତାଉଛନ୍ତି। ଅଭିନେତ୍ରୀ ଅନୁଷ୍କା ଶର୍ମା ମଧ୍ୟ ଏବେ ଘରେ ଅଛନ୍ତି। ଏହି ସମୟରେ…

୧୬ କୋଟି ଟଙ୍କାରେ କିଣିଥିଲା ରାଜସ୍ଥାନ; ଚାରୋଟି ଶର୍ଟ ଖେଳି ମ୍ୟାଚ୍‌ କଲେ ଶେଷ, ପୁରୁଣା ଟିମ୍‌ଠାରୁ…

ନୂଆଦିଲ୍ଲୀ,୧୬।୪: ଗୋଟିଏ ପଟେ ଦକ୍ଷିଣ ଆଫ୍ରିକା ଟିମ୍‌ ପାକିସ୍ତାନ ବିପକ୍ଷ ଟି୨୦ ସିରିଜରେ ପରାଜିତ ହୋଇଥିବା ବେଳେ ଅନ୍ୟପକ୍ଷେ ଦଳର କିଛି ଖେଳାଳି ଭାରତରେ ଚାଲିଥିବା ଆଇପିଏଲ୍‌ରେ ଦମ୍‌ଦାର ପ୍ରଦର୍ଶନ କରୁଛନ୍ତି। ସେହି ଖେଳାଳିମାନଙ୍କ ମଧ୍ୟରୁ ଜଣେ ହେଲେ ଆଇପିଏଲ୍‌ ୨୦୨୧ର…

କରୋନାରେ ଆଖିବୁଜିଲେ ଗୀତିକାର ପଣ୍ଡିତ କିରଣ ମିଶ୍ର

ଭକ୍ତି ସଂଗୀତ ପାଇଁ ପ୍ରସିଦ୍ଧ ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କର ଶୁକ୍ରବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ତେବେ କରୋନାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। କିରଣଙ୍କର ମୃତ୍ୟୁ ଖବର ତାଙ୍କ ପୁଅ ଜଣାଇଛନ୍ତି। କରୋନାରେ…

ଦିଲ୍ଲୀ, ଉତ୍ତରପ୍ରଦେଶ ପରେ ଚଣ୍ଡିଗଡ଼ରେ ଲାଗୁ ହେଲା ଓ୍ବିକେଣ୍ଡ ଲକ୍‌ଡାଉନ

ଚଣ୍ଡିଗଡ଼,୧୬।୪: ବର୍ଦ୍ଧିତ କରୋନା ମାମଲା ଯୋଗୁ ଦେଶରେ ବିଭିନ୍ନ ସ୍ଥାନରେ ଓ୍ବିକେଣ୍ଡ ଲକ୍‌ଡାଉନ ଲାଗୁ କରାଯାଉଛି। ଦିଲ୍ଲୀରେ ଶୁକ୍ରବାରଠାରୁ ଓ୍ବିକେଣ୍ଡ ଲକ୍‌ଡାଉନ ଲାଗୁ ହୋଇଥିବା ବେଳେ ଉତ୍ତରପ୍ରଦେଶରେ ରବିବାର ସମ୍ପୂର୍ଣ୍ଣ ଲକ୍‌ଡାଉନ ଘୋଷଣା କରାଯାଇଛି। ହେେଲେ ଏବେ ଏହି ତାଲିକାରେ ଚଣ୍ଡିଗଡ଼…

ସପ୍ତାହରେ ୨ ଦିନ ଜଗା ଦର୍ଶନ ବନ୍ଦ

ପୁରୀ ଅଫିସ, ୧୬।୪: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ଶନିବାର ଓ ରବିବାର ଦୁଇ ଦିନ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ଏହି ୨ ଦିନ ସାଧାରଣ…

ପାକିସ୍ତାନରେ ସୋସିଆଲ ମିଡିଆ ଉପରେ ଲାଗିଲା ପ୍ରତିବନ୍ଧକ

ଇସଲାମାବାଦ୍‌,୧୬।୪: ପାକିସ୍ତାନରେ ସୋସିଆଲ ମିଡିଆ ସର୍ଭିସେସ୍‌ ଉପରେ ଶୁକ୍ରବାର ସାମୟିକ ପ୍ରତିବନ୍ଧକ ଲାଗିଛି। ଏଥିରେ ଫେସ୍‌ବୁକ୍‌, ଟୁଇଟର୍‌, ହ୍ବାଟ୍ସଆପ୍‌, ୟୁଟ୍ୟୁବ୍‌ ଏବଂ ଟେଲିଗ୍ରାମ ରହିଛି। ପାକିସ୍ତାନ ଟେଲିଗ୍ରାମ ଅଥରିଟୀକୁ ଏହି ସମସ୍ତ ଆପ୍‌ ଏବଂ ଓ୍ବେ୍‌ସାଇଟ୍‌ ବ୍ଲକ କରିବାକୁ ପାକିସ୍ତାନ ସରକାର…

ଅଧିନାୟକ ଭାବେ ପ୍ରଥମ ପରାଜୟକୁ ନେଇ ଏଭଳି ପ୍ରତିକ୍ରିୟା ରଖିଲେ ଦିଲ୍ଲୀ ଅଧିନାୟକ, କହିଲେ…

ନୂଆଦିଲ୍ଲୀ,୧୬।୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ରୋମାଞ୍ଚକ ବିଜୟ ହାସଲ କରିଛି। ସଞ୍ଜୁ ସାମସନଙ୍କ ଦଳ ଦିଲ୍ଲୀ କ୍ୟାପିଟାଲ୍ସକୁ ୩ ଉଇକେଟରେ ପରାସ୍ତ କରିଛି। ଅପରପକ୍ଷେ ଚଳିତ ଆଇପିଏଲ୍‌ରେ ୨ ମ୍ୟାଚ୍‌ରୁ ରାଜସ୍ଥାନର ଏହା ପ୍ରଥମ…

ଲମ୍ବା କେଶ ରଖି ଗିନିଜ୍‌ ରେକର୍ଡ କରିଥିଲେ ଯୁବତୀ: ଏହି କାରଣ ପାଇଁ ୧୨ ବର୍ଷ ପରେ କାଟିଲେ, କହିଲେ ଏମିତି କିଛି…

ଲମ୍ବା କେଶ ରଖି ଗିନିଜ୍‌ ରେକର୍ଡ କରିଥିବା ଗୁଜରାଟର ନୀଲାଂଶୀ ପଟେଲ ଏବେ କେଶ କାଟି ଦେଇଛନ୍ତି। କେଶ କାଟିବା ସମୟରେ ସେ ନର୍ଭସ ଲାଗୁଥିବା ଭିଡିଓରେ ଦେଖିବାକୁ ମିଳିଛି। ସବୁଠୁ ଆଶ୍ଚର୍ଯ୍ୟର କଥା ହେଲା ଯେଉଁ କେଶ ବଢ଼ାଇ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri