ସାଙ୍ଗରେ ଅକ୍ସିଜେନ ସିଲିଣ୍ଡର ଧରି ହସ୍ପିଟାଲରୁ ହସ୍ପିଟାଲ ବୁଲିଲେ କରୋନା ଆକ୍ରାନ୍ତ: ମିଳିଲାନି ବେଡ୍
ଲକ୍ଷ୍ନୌ,୧୫।୪: କରୋନା ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଛି। କରୋନାର ଏହି ନୂଆ ଷ୍ଟ୍ରେନ୍ ଏବେ ଭୟଙ୍କର ରୂପ ଧାରଣ କରିଛି। ଯେଉଁଠି କରୋନାକୁ ନେଇ ସରକାର ଅଧିକ ସଜାଗ ରହିଛନ୍ତି ବୋଲି କହୁଛନ୍ତି ସେଠାରେ ସ୍ବାସ୍ଥ୍ୟସେବାର ନଗ୍ନ ଉଦାହରଣ ଦେଖିବାକୁ…
ହସ୍ପିଟାଲ ଖାଲି ନାହିଁ, ଏବେ ହୋଟେଲ ଭରସା: ଦିନକୁ ଭଡ଼ା ୪ ହଜାର…
ମୁମ୍ବାଇ,୧୫।୪: ଦେଶରେ କରୋନା ସଂକ୍ରମଣର ନୂଆ ଷ୍ଟ୍ରେନ୍ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ମହାରାଷ୍ଟ୍ରରେ ଅବସ୍ଥା ଅଧିକ ସଙ୍କଟ ଜନକ ରହିଛି। ମୁମ୍ବାଇରେ ଥିବା ସମସ୍ତ ହସ୍ପିଟାଲରେ ବେଡ୍ ଆଉ ଖାଲି ନାହିଁ। ତେଣୁ ଏବେ ୫ ଷ୍ଟାର୍ ହୋଟେଲରେ…
କରୋନା ନେଲା ପୁଣି ଜଣେ କଂଗ୍ରେସ ପ୍ରାର୍ଥୀଙ୍କ ଜୀବନ
କୋଲକାତା,୧୫।୪: ଦେଶରେ କରୋନା ମାମଲା ବୃଦ୍ଧି ପାଉଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଲଢୁଥିବା କଂଗ୍ରେସ ପ୍ରାର୍ଥୀ ରେଜୁଲ ହକଙ୍କର ଗୁରୁବାର ସକାଳେ ଦେହାନ୍ତ ହୋଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି।…
ବ୍ୟାଙ୍କ କର୍ମଚାରୀ କରୋନା ଆକ୍ରାନ୍ତ, ଦୁଇଦିନ ବ୍ୟାଙ୍କ ବନ୍ଦ
ପାଟଣା,୧୫।୪(ସ୍ବ.ପ୍ର.): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପାଟଣା ବ୍ଲକ ତୁରୁମୁଙ୍ଗା ବଜାରସ୍ଥିତ ଏକ ବ୍ୟାଙ୍କର ଦୁଇ କର୍ମଚାରୀଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଏହା ପରେ ବ୍ୟାଙ୍କ ପକ୍ଷରୁ ଦୁଇଦିନ ପର୍ଯ୍ୟନ୍ତ ବନ୍ଦ କରାଯାଇଛି।…
ଯୁବରାଜଙ୍କ ସହ ସମ୍ପର୍କକୁ ନେଇ ଥିଲେ ଚର୍ଚ୍ଚାରେ, ବିବାହର ୧୩ ବର୍ଷ ପରେ ହୋଇଥିଲେ ମା’; କିଛି ଏଭଳି…
ନୂଆଦିଲ୍ଲୀ,୧୫।୪: ଲୋକପ୍ରିୟ ଅଭିନେତ୍ରୀ ମନ୍ଦିରା ବେଦୀଙ୍କ ଆଜି ଅର୍ଥାତ ଏପ୍ରିଲ ୧୫ ହେଉଛି ଜନ୍ମଦିନ। ୧୯୭୨ ମସିହାରେ କୋଲକାତାରେ ଜନ୍ମଗ୍ରହଣ କରିଥିଲେ ସେ। ପ୍ରଥମେ ଟେଲିଭିଜନରୁ ସେ ନିଜ କ୍ୟାରିୟର ଆରମ୍ଭ କରିଥିଲେ। ଦୁରଦର୍ଶନରେ ପ୍ରସାରିତ ହେଉଥିବା ଚର୍ଚ୍ଚିତ ଧାରାବାହିକ ‘ଶାନ୍ତି’ରେ…
ଘରକୁ ଯିବା ପରେ ଜେଲ୍ ଫେରିବାକୁ ଅମଙ୍ଗ…
ନୂଆଦିଲ୍ଲୀ,୧୫।୪: ତିହାର ଜେଲ୍ର ୩ ହଜାର ୪୬୮ କଏଦୀଙ୍କର କୌଣସି ଖୋଜ ଖବର ମିଳୁନି l ଜେଲ୍ରେ କରୋନା ସଂକ୍ରମଣ ଯୋଗୁ ସୃଷ୍ଟି ହୋଇଥିବା ସ୍ଥିତି ଯୋଗୁ ୬ ହଜାର ୭୪୦ ଜଣ କଏଦୀଙ୍କ୍ୁ ପାରୋଲରେ ଘକୁ ଛଡ଼ା ଯାଇଥିଲା। ତେବେ…
ମହିଳା କର୍ମଚାରୀଙ୍କୁ ମାଲିକ ପଠାଇଲେ ଅଶ୍ଳୀଳ ମେସେଜ, ଆଉ ତା’ ପରେ…
ଚାଇନାର ଜଣେ ମହିଳାଙ୍କ ଭିଡିଓ ଏବେ ଖୁବ୍ ଭାଇରାଲ ହେଉଛି। ଯେଉଁଥିରେ ମହିଳା ଜଣଙ୍କ ତାଙ୍କ ଅଫିସର ମାଲିକଙ୍କୁ ଝାଡୁରେ ପିଟୁଥିବା ନଜର ଆସିଛି। ମହିଳା ଜଣକ ଜଣେ ସରକାରୀ କର୍ମଚାରୀ। ସେ ଅଭିଯୋଗ କରିଛନ୍ତି କି, ବସ୍ ତାଙ୍କୁ କିଛିଦିନ…
ଦିଲ୍ଲୀରେ ଲାଗୁ ହୋଇପାରେ ସାପ୍ତାହିକ ଲକ୍ଡାଉନ: କେଜରିଓ୍ବାଲ-ଏଲ୍ଜିଙ୍କ ବୈଠକ ଜାରି
ନୂଆଦିଲ୍ଲୀ,୧୫।୪: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ସ୍ଥିତି ଏଭଳି ହୋଇଛି ଯେ, ହସ୍ପିଟାଲରେ ରୋଗୀଙ୍କ ଚିକିତ୍ସା ପାଇଁ ଶଯ୍ୟା ମଧ୍ୟ ନାହିଁ।…
ଦେଖି ପାରିବେନି କି ଶୁଣି ପାରିବେନି: କରୋନାର ନୂଆ ଲକ୍ଷଣ…
ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣର ନୂଆ ଷ୍ଟ୍ରେନ୍ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ତେବେ ନୂଆ ଷ୍ଟ୍ରେନ୍ ଯୋଗୁ ଏବେ ଦୃଷ୍ଟି ଶକ୍ତି ଏବଂ ଶ୍ରବଣ ଶକ୍ତି ଉପରେ ପ୍ରଭାବ ପଡ଼ିବ ବୋଲି ବିଶେଷଜ୍ଞ ସୂଚନା ଦେଇଛନ୍ତି। ସେହି ପେଟରେ…
କୋଟିପତି କିନ୍ନର, ହାଇପ୍ରୋଫାଇଲ ମର୍ଡର: ସୁପାରି ୫୫ ଲକ୍ଷ
କୋଟିପତି କିନ୍ନରଙ୍କ ହାଇପ୍ରୋଫାଇଲ ମର୍ଡର। ହତ୍ୟା ପାଇଁ ବଛା ଯାଇଥିଲେ ସୁପାରି କିଲର। କୋଟିଏରୁ କଥା ଛିଣ୍ଡିଥିଲା ୫୫ ଲକ୍ଷରେ। କିନ୍ନର ଗୋଷ୍ଠୀ ବିବାଦ, ଉତ୍ତରାଧିକାରୀ ବଛା ସହ ପତିଆରା ସୃଷ୍ଟି ଥିଲା ମୂଳ କାରଣ। ୭ ମାସ ତଳେ କିନ୍ନର…
ଶ୍ମଶାନ ଆଗରେ ଲମ୍ବା ଲାଇନ୍: ଦିନରାତି ଜଳୁଛି ଜୁଇ….
ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ଅଣାୟତ୍ତ ହୋଇଛି। ଆକ୍ରାନ୍ତଙ୍କ ସଂଖ୍ୟା ସହିତ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ତେବେ ମୃତକଙ୍କ ଅନ୍ତିମ ସଂସ୍କାର ପାଇଁ…
‘ମୋ ଝିଅ ଚିକିତ୍ସାରେ ଅବହେଳା କରାଯାଉଛି’
କଟକ ଅଫିସ,୧୫ା୪: କଟକ ଶିଶୁଭବନର ପେଡିଆଟ୍ରିକ୍ ନ୍ୟୁବର୍ନ ୱାର୍ଡ ଆଇସିୟୁ କ୍ୟାବିନ୍ରେ ଗତ ୪ଦିନ ହେବ ଚିକିତ୍ସିତ ହେଉଛି କେନ୍ଦ୍ରାପଡାର ଦୁଇମୁଣ୍ଡିଆ ଶିଶୁକନ୍ୟା। ସେଠାରେ ଶିଶୁକନ୍ୟାକୁ ଉନ୍ନତ ଧରଣର ଚିକିତ୍ସା ଯୋଗାଇ ଦିଆଯାଉ ନ ଥିବା ତାଙ୍କ ବାପା ଉମାକାନ୍ତ ପରିଡ଼ା…
Archives


